Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ୟୁକ୍ରେନ୍ରେ ଭୟଙ୍କର କ୍ଷେପଣାସ୍ତ୍ର ଆକ୍ରମଣ, ୪ ଭାରତୀୟ ନାବିକ ମୃତ
ନୂଆଦିଲ୍ଲୀ: ୟୁକ୍ରେନ୍ ର ଓଡେସା ବନ୍ଦର ନିକଟରେ ମାଲବାହୀ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ । ଆକ୍ରମଣରେ ୪ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଥିବା ବେଳେ, ଜଣେ ଗୁରୁତର ଅଛନ୍ତି । ୟୁକ୍ରେନ୍ ର ଓଡେସା ବନ୍ଦରରୁ ବାହାରୁଥିବା ଏକ ବ୍ୟାବସାୟିକ ମାଲବାହୀ ଜାହାଜ ‘MV Golden Leo’!-->…
ପେପର ଲିକ୍ କୌଣସି ରାଜନୈତିକ ପ୍ରସଙ୍ଗ ନୁହେଁ, ଦୋଷୀଙ୍କୁ ମିଳିବ କଠୋର ଦଣ୍ଡ : ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ : ନିଟ୍-ୟୁଜି ପେପର ଲିକ୍ ନେଇ ଦେଶବ୍ୟାପୀ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଏନଡିଏ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସଂସଦର ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ ଗୃହ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ!-->…
ଆଣ୍ଡି ବର୍ନହାମ ହେଲେ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ଆଣ୍ଡି ବର୍ନହାମ। ଗତ ୧୦ ବର୍ଷ ମଧ୍ୟରେ ସେ ବ୍ରିଟେନର ସପ୍ତମ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ସେ ଦେଶର ରାଜନୈତିକ ଏବଂ ପ୍ରଶାସନିକ ବ୍ୟବସ୍ଥାରେ ପ୍ରମୁଖ ପରିବର୍ତ୍ତନ ଆଣିବାର ପ୍ରତିଶ୍ରୁତି ଦେଇ କହିଥିଲେ ଯେ!-->…
ଜମ୍ମୁ-କାଶ୍ମୀରର ପୁଞ୍ଚରେ ଭୂସ୍ଖଳନ: ଚାଲିଗଲା ୭ ଜୀବନ
ଶ୍ରୀନଗର: ବର୍ଷା ପ୍ରଭାବିତ ଜମ୍ମୁ-କାଶ୍ମୀରରେ ଭୂସ୍ଖଳନ ଯୋଗୁ ସୋମବାର ଏକ ମାଟି ଘର ଭୁଶୁଡ଼ି ପଡ଼ି ସାତ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଲୋରାନ ଗାଁରେ ହୋଇଥିବା ଏହି ଭୂସ୍ଖଳନରେ ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଅଛନ୍ତି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଶନିବାର!-->…
ଡେଙ୍ଗୁ ଟିକାକୁ ମିଳିଲା ମଞ୍ଜୁରୀ
ନୂଆଦିଲ୍ଲୀ : ଡେଙ୍ଗୁ ବିରୋଧୀ ଅଭିଯାନରେ ଭାରତକୁ ବଡ଼ ସଫଳତା । ଭାରତକୁ ମିଳିଲା ପ୍ରଥମ ଡେଙ୍ଗୁ ଟିକା । ଜାପାନ ଟାକେଡା ଫାର୍ମା ପ୍ରସ୍ତୁତ ଟିକା ‘କ୍ୟୁଡେଙ୍ଗା’କୁ ମଞ୍ଜୁରୀ । ୪୩ ଦେଶ ପରେ ଭାରତରେ QDENGA ଟିକାକୁ ମିଳିଲା ସବୁଜ ସଙ୍କେତ । ୪ରୁ ୬୦ ବର୍ଷ ବୟସର ବ୍ୟକ୍ତି ନେଇପାରିବେ!-->…
ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼
ତ୍ରିପୁରା : ତ୍ରିପୁରା ଡିଜିପି ଅନୁରାଗ ଧନଖଡ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଜୀବନ ହାରିଛନ୍ତି । ଅଫିସ୍ କ୍ୟାବିନ ଭିତରୁ ମୃତଦେହ ଉଦ୍ଧାର କରାଯାଇଥିଲା । ଏହି ଘଟଣା ପରେ ତାଙ୍କୁ ତୁରନ୍ତ ଅଗରତାଲର ଜିବି ହସପିଟାଲରେ ଭର୍ତ୍ତି କରାଯାଇଥିଲ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ!-->…
ରାସ୍ତାକଡ଼ରେ ଫଟୋ ଉଠାଇବା ହେଲା କାଳ, ୫ ସାଙ୍ଗଙ୍କୁ ଚାପିଦେଲା ଅଜଣା ଗାଡ଼ି
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ନରସିଂହପୁର ଜିଲ୍ଲାରେ ପିକନିକରୁ ଫେରୁଥିବା ୫ ସାଙ୍ଗକୁ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଘଟଣାରେ ଜଣେ ଆହତ ହୋଇଛନ୍ତି । ଏମାନେ ସମସ୍ତେ ପିକନିକ୍ କରି ଫେରୁଥିବା ବେଳେ ହାଇୱେ କଡ଼ରେ ଗାଡ଼ି ରଖି ଫଟୋ ଉଠାଉଥିବା ବେଳେ ଦୁର୍ଘଟଣା ଘଟିଥିଲା ।
ଖବର!-->!-->!-->…
କକ୍ରୋଚ୍ ପାର୍ଟିର ‘ସଂସଦ ଚଲୋ’ ମାର୍ଚ୍ଚ, ପ୍ରଦର୍ଶନକାରୀଙ୍କ ଉପରକୁ ପୋଲିସର ଲାଠିଚାର୍ଜ
ନୂଆଦିଲ୍ଲୀ: ସୋମବାର ଦିନ କକ୍ରୋଚ୍ ଜନତା ପାର୍ଟି ସଂସଦ ଅଭିମୁଖେ ଏକ ପଦଯାତ୍ରା ଆୟୋଜନ କରିଥିଲା। କିନ୍ତୁ, ପଦଯାତ୍ରା ଆରମ୍ଭ ହେବା ମାତ୍ରେ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା। ପ୍ରଦର୍ଶନକାରୀଙ୍କ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଲାଠିଚାର୍ଜ ମଧ୍ୟ କରିଥିଲା।
ଜନ୍ତର ମନ୍ତର ନିକଟରେ!-->!-->!-->…
ଅନଶନ ଭାଙ୍ଗିବା ପାଇଁ ୩ ସର୍ତ୍ତ ରଖିଲେ ୱାଙ୍ଗଚୁକ୍, ହସପିଟାଲରୁ ଆସିଲା ହାତ ଲେଖା ଚିଠି
ନୂଆଦିଲ୍ଲୀ : ଅନଶନ ଭାଙ୍ଗିବା ପାଇଁ ତିନି ସର୍ତ୍ତ ରଖିଛନ୍ତି ଶିକ୍ଷାବିତ ସୋନମ୍ ଓ୍ୱାଙ୍ଗଚୁକ୍ । ଦୀର୍ଘ ୨୦ ଦିନରୁ ଅଧିକ ସମୟ ଧରି ଆମରଣ ଅନଶନରେ ରହିବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ୱାଙ୍ଗଚୁକ୍ । ସୋନମ ଅନଶନ ଭାଙ୍ଗିବାକୁ ଆଜି ତିନୋଟି ସର୍ତ୍ତ ରଖିଛନ୍ତି । ସର୍ତ୍ତ ପୂରଣ!-->…
ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଚାଲି ପାରୁନି ସଂସଦ, ଦିନକ ପାଇଁ ରାଜ୍ୟସଭାକୁ ମୁଲତବି ଘୋଷଣା
ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ରାଜ୍ୟସଭାକୁ ଦିନକ ପାଇଁ ମୁଲତବି ଘୋଷଣା କରାଯାଇଛି। ଆସନ୍ତାକାଲି ଦିନ ୧୧ ଟାରେ ଚାଲିବ ପୁଣି ଚାଲିବ ଗୃହ। ସେପଟେ ଲୋକସଭା ପୁଣି ଥରେ ଅପରାହ୍ନ ୩ଟା ଯାଏଁ ମୁଲତବି ଘୋଷଣା କରାଯାଇଥିଲା। NEET ପେପର!-->…