Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଜମ୍ମୁକଶ୍ମୀର ବିଧାନସଭା ନିର୍ବାଚନ: ଏନସି ସହ ମେଣ୍ଟ କରିପାରେ କଂଗ୍ରେସ
ଶ୍ରୀନଗର: ଜମ୍ମୁକଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଓ ନ୍ୟାସନାଲ କନ୍ଫରେନ୍ସ ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ଭିତରେ ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରୀନଗରରେ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ରାହୁଲ କହିଛନ୍ତି, ‘କଂଗ୍ରେସ ଗଠବନ୍ଧନ କରିବ କିନ୍ତୁ!-->…
ଲେହରେ ବଡ଼ ଦୁର୍ଘଟଣା, ଗଭୀର ଖାଇରେ ଖସିପଡ଼ିଲା ସ୍କୁଲବସ୍
ଲେହ: ଲଦାଖର ଲେହରୁ ଏକ ବଡ଼ ଦୁର୍ଘଟଣାର ଖବର ଆସୁଛି। ଏକ ସ୍କୁଲ ବସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୬ ଜଣ ପ୍ରାଣ ହରାଇଛନ୍ତି ।ପୁଲିସର ସୂଚନା ଅନୁସାରେ ବସଟି ୨୦୦ ମିଟର ଗଭୀର ଘାଟିକୁ ଖସି ପଡ଼ିବାରୁ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୨ ଜଣ ଆହତ ହୋଇଛନ୍ତି। ଖବର ପାଇ ସୁରକ୍ଷାବାହିନୀର!-->…
ସୁପ୍ରିମକୋର୍ଟଙ୍କ ଆଶ୍ବାସନା ପରେ ଆନ୍ଦୋଳନ ପ୍ରତ୍ୟାହାର କଲେ ଡାକ୍ତର
ନୂଆଦିଲ୍ଲୀ : କୋଲକାତା ହରର ଓ ସୁରକ୍ଷା ଦାବିରେ ଦୀର୍ଘ ୧୧ ଦିନ ହେଲା ଆନ୍ଦୋଳନ କରୁଥିବା ଡାକ୍ତରମାନେ ଆଜି ଏହାକୁ ପ୍ରତ୍ୟାହାର କରିଛନ୍ତି। ସୁପ୍ରିମକୋର୍ଟଙ୍କ ସୁରକ୍ଷା ସମ୍ପର୍କିତ ଆଶ୍ୱସନା ପରେ ଡାକ୍ତରମାନେ ଏପରି ପଦକ୍ଷେପ ଗ୍ରହଣ କରିଛନ୍ତି।ନିଜ ଆଡ଼ୁ କୋଲକାତା ହରର ଶୁଣାଣି କରିବା ବେଳେ!-->…
ପୋଲାଣ୍ଡରେ ମୋଦି, କହିଲେ- ବିଶ୍ୱର ତୃତୀୟ ବୃହତ ଅର୍ଥନୀତି ହେବ ଭାରତ
ୱାରସା : ବିଶ୍ୱର ତୃତୀୟ ବୃହତ ଅର୍ଥନୀତି ହେବା ପାଇଁ ଆଉ ବେଶୀ ଦୂରରେ ନାହିଁ ଭାରତ। ବିଶ୍ୱ ବିକାଶ କ୍ଷେତ୍ରରେ ୨୦୨୩ରେ ଭାରତର ଯୋଗଦାନ ରହିଥିଲା ୧୬ ପ୍ରତିଶତ। ଦୁଇ ଦିନିଆ ପୋଲାଣ୍ଡ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୱାରସାଠାରେ ଆୟୋଜିତ ଭାରତୀୟ ସମୁଦାୟଙ୍କୁ ସମ୍ବୋଧନ!-->…
ଔଷଧ ତିଆରି କମ୍ପାନୀ ବିସ୍ଫୋରଣ ଘଟଣା; ୪ ମୃତ, ୨୦ ଆହତ
ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଏସେନ୍ସିଆ ଔଷଧ ତିଆରି କମ୍ପାନୀ ବିସ୍ଫୋରଣ ଘଟଣାରେ ଚାରି ଜଣଙ୍କ ମୃତ୍ୟୁ। ସଦ୍ୟତମ ରିପୋର୍ଟ ଅନୁସାରେ, ଏହି ବିସ୍ଫୋରଣରେ ଏଯାବତ୍ ଚାରି ଜଣଙ୍କ ଜୀବନ ଯାଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି।
ଏନେଇ ଅନାକାପଲ୍ଲେ ଏସପି ଦୀପିକା ପାଟିଲ ସୂଚନା!-->!-->!-->…
ଜୟ ଶାହ ହେବେ ICC ଅଧ୍ୟକ୍ଷ!
ଜୟ ଶାହ ହେବେ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ICC) ଅଧ୍ୟକ୍ଷ! ବୋର୍ଡ ଅଫ୍ କଣ୍ଟ୍ରୋଲ୍ ଫର୍ କ୍ରିକେଟ ଇନ୍ ଇଣ୍ଡିଆ (BCCI) ସଚିବ ତଥା କେନ୍ଦ୍ର ଗୃହମନ୍ତ୍ରୀଙ୍କ ପୁଅ ଜୟ ଶାହ ଆଇସିସି ଅଧ୍ୟକ୍ଷ ହେବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ବର୍ତ୍ତମାନର ଅଧ୍ୟକ୍ଷ ଗ୍ରେଗ ବାର୍କଲେଙ୍କ!-->…
ଆର୍ଜି କର୍ ଏକ୍ସ-ପ୍ରିନ୍ସିପାଲଙ୍କ ଜଘନ୍ୟ କାଣ୍ଡ, ବିକ୍ରି କରି ଦେଉଥିଲେ ଅଚିହ୍ନା ଶବ
ଆର୍ଜି କର ମେଡିକାଲ କଲେଜରେ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ନିଆଁ ଜଳୁଛି। ଏହାକୁ ବିରୋଧରେ ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିଛି। ଏହାରି ଭିତରେ ଆର୍ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କ ଜଘନ୍ୟ କାଣ୍ଡର ଖୁଲାସା ହୋଇଛି। ତାଙ୍କ!-->…
ତ୍ରିପୁରାରେ ଭୟଙ୍କର ଭୂସ୍ଖଳନ, ୭ ମୃତ
ଲଗାଣ ବର୍ଷାରେ ବେହାଲା ତ୍ରିପୁରା। ରାଜ୍ୟରେ ବିଭିନ୍ନ ସ୍ଥାନରେ ସୋମବାର ଠାରୁ ଲଗାରତ ବର୍ଷା ଜାରି ରହିଛି। ବର୍ଷା ପରେ ଭୂସ୍ଖଳନ ହୋଇଛି। ଏଥିରେ ଗୋଟିଏ ପରିବାରର ୩ ଜଣଙ୍କ ସକେତ ୭ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ମାଟି ତଳେ ପୋତି ହୋଇ ଦୁଇ ଜଣ ନିଖୋଜ ଅଛନ୍ତି।
ବିପର୍ଯ୍ୟୟ ପରିଚାଳନା!-->!-->!-->…
ପୋଲାଣ୍ଡ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି
ତିନି ଦିନିଆ ପୋଲାଣ୍ଡ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ହେଉଛି ପ୍ରଥମ ଗସ୍ତ। ପୋଲାଣ୍ଡର ୱାର୍ସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆନୁଷ୍ଠାନିକ ଭାବେ ସ୍ୱାଗତ କରାଯିବ।
ଏଠାରେ ସେ ରାଷ୍ଟ୍ରପତି!-->!-->!-->…
ନିଜ ଦେଶକୁ ଯାଇପାରୁ ନାହାନ୍ତି ପାକିସ୍ତାନୀ ସେନା !
ଇସଲାମାବାଦ: ପାକିସ୍ତାନ ଭାବୁଛି ଗୋଟିଏ ଜିନିଷ କିନ୍ତୁ ଅନ୍ୟ କିଛି ଘଟୁଛି। ଦାରିଦ୍ର୍ୟ ଯୋଗୁ ଦେଶର ସ୍ଥିତି ସଙ୍କଟ ଜନକ ରହିଛି। ସେହିପରି ଆତଙ୍କବାଦ ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଗୁପ୍ତଚର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସେନାର ଆତଙ୍କବାଦ ବିରୋଧୀ ଅପରେସନ!-->…