Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ହସ୍ପିଟାଲକୁ କେନ୍ଦ୍ରର ନିର୍ଦ୍ଦେଶ; ୬ ଘଣ୍ଟା ମଧ୍ୟରେ FIR ଦିଅ
କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି ସ୍ୱାସ୍ଥ୍ୟକର୍ମୀ ଓ ସାଧାରଣ ଜନତା। ସୁରକ୍ଷା ଦାବି ନେଇ ଚାଲିଥିବା ଏହି ହଟ୍ଟଗୋଳ ମଧ୍ୟରେ ଦେଶର ସମସ୍ତ ସ୍ୱାସ୍ଥ୍ୟସେବା ପ୍ରତିଷ୍ଠାନକୁ!-->…
ବେଙ୍ଗଲ ସରକାରଙ୍କ ଉପରେ ବର୍ଷିଲେ ହାଇକୋର୍ଟ
ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଭଙ୍ଗାରୁଜା ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି କଲିକତା ହାଇକୋର୍ଟ। ରାଜ୍ୟ ପ୍ରଶାସନର ଏହା ସମ୍ପୂର୍ଣ୍ଣ ରୂପେ ବିଫଳତା ବୋଲି ହାଇକୋର୍ଟ କହିଛନ୍ତି। ଏଥିସହ ଏପରି ହେଲେ ମହିଳାମାନେ କିପରି ସୁରକ୍ଷିତ ଭାବେ କାର୍ଯ୍ୟ!-->…
ପୁଣି ଜଣେ ନର୍ସଙ୍କୁ ଦୁଷ୍କର୍ମ ପରେ ହତ୍ୟା, ୯ ଦିନ ପରେ ମିଳିଲା ମୃତଦେହ
କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଚାଲିଥିବା ଦେଶବ୍ୟାପୀ ଅସନ୍ତୋଷ ମଧ୍ୟରେ ଆଉ ଏକ ଏପରି ଖବର ସାମ୍ନାକୁ ଆସିଛି। ଉତ୍ତରାଖଣ୍ଡର ଘଟିଛି ସମାନ ଘଟଣା। ଜଣେ ନର୍ସଙ୍କୁ ଅପରଣ ପରେ ଦୁଷ୍କର୍ମ ଓ ହତ୍ୟା କରାଯାଇଛି।
ମହିଳା ଜଣକ ଜୁଲାଇ ୩୦ରେ ହସ୍ପିଟାଲ!-->!-->!-->…
ଟ୍ରେନି ଡାକ୍ତରଙ୍କ ମୃତଦେହରୁ ମିଳିଛି ୧୫୦ ମିଲିଗ୍ରାମ ସେମେନ, ଗଣଦୁଷ୍କର୍ମ ଆଶଙ୍କା
କୋଲକାତାର ଗୋଟିଏ ସରକାରୀ ହସ୍ପିଟାଲରେ ଜଣେ ୩୧ ବର୍ଷୀୟ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ନୂଆ ଟ୍ୱିଷ୍ଟ ଆସିଛି। ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିବା ଘଟଣାରେ ପୁଲିସ୍ ସଞ୍ଜୟ ରୟ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି।
ହେଲେ ଡାକ୍ତରଙ୍କ ମୃତଦେହରୁ!-->!-->!-->…
ଅନୁସୂଚିତ ଜାତି ଓ ଜନଜାତି ପକ୍ଷରୁ ଆସନ୍ତା ୨୧ରେ ଭାରତ ବନ୍ଦ ଡାକରା
ଭୁବନେଶ୍ବର: ଆସନ୍ତା ୨୧ରେ ଭାରତ ବନ୍ଦ । ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଏହାକୁ କିପରି ସଫଳ କରାଯିବ ସେନେଇ ଉତ୍ତରପ୍ରଦେଶର ଦାଉଦନଗର ଜଳସେଚନ ବିଭାଗ ଡାକବଙ୍ଗଳାର ଅନୁସୂଚିତ ଜାତି ସମାଜର!-->…
ଆତଙ୍କବାଦୀଙ୍କ ସହ ଲଢ଼େଇ ବେଳେ ଆର୍ମି କ୍ୟାପ୍ଟେନ ସହିଦ
ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାରେ ଚାଲିଥିବା ଏନକାଉଣ୍ଟରରେ ଜଣେ ଆର୍ମି କ୍ୟାପ୍ଟେନ ସହିଦ ହୋଇଛନ୍ତି। କ୍ୟାପ୍ଟେନ ଦୀପକ ସିଂହ ଆତଙ୍କବାଦୀଙ୍କ ଗୁଳିରେ ଦେଶ ପାଇଁ ଜୀବନ ଦେଇଥିବା ସେନା ପକ୍ଷରୁ ନିଶ୍ଚିତ କରାଯାଇଛି।
ମିଳିଥିବା ସୂଚନା ଅନୁସାରେ, ଡୋଡାର ଅସାର ଅଞ୍ଚଳରେ ଥିବା ଶିବଗଡ଼-ଅସାର!-->!-->!-->…
ଓଡ଼ିଶାର ୧୩ ଜଣଙ୍କୁ ମିଳିବ ସାହସିକତା ପୋଲିସ ମେଡାଲ
ଗୃହ ମନ୍ତ୍ରାଳୟ ପକ୍ଷରୁ ସାହସିକତା ଓ ସେବା ମେଡାଲ ଘୋଷଣା । ସ୍ଵାଧୀନତା ଦିବସ ଅବସରରେ ଦେଶର ୧୦୩୭ ଜଣଙ୍କୁ ମିଳିବ ପୋଲିସ ପଦକ ଏବଂ ସାହସିକତା ପୁରସ୍କାର । କାର୍ଯ୍ୟକ୍ଷେତ୍ରରେ ଉତ୍ସର୍ଗୀକୃତ ସେବା ପ୍ରଦର୍ଶନ ଲାଗି ପୋଲିସ ବିଭାଗ, ଅଗ୍ନିଶମ ବିଭାଗ ଏବଂ ହୋମଗାର୍ଡ ବିଭାଗର ଅଧିକାରୀ ଓ!-->…
ଆଜି ବି କେଜ୍ରିୱାଲଙ୍କୁ ମିଳିଲାନି ଜାମିନ
ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ୱସ୍ତି। ସୁପ୍ରିମକୋର୍ଟରେ ଆଜି ତାଙ୍କୁ ନିରାଶ ହେବାକୁ ପଡ଼ିଛି। ସର୍ବୋଚ୍ଚ ନ୍ୟାୟାଳୟ ଆଜି ତାଙ୍କ ଅନ୍ତରୀଣ ଜାମିନ ଆବେଦନ ମଞ୍ଜୁର!-->…
ବିଜେପି ନେତାଙ୍କୁ ଫାୟାରିଂ, ଶରୀରରୁ ବାହାରିଲା ୭ ଗୁଳି
ବିହାରର ରାଜଧାନୀ ପାଟଣାରେ ଜଣେ ବିଜେପି ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକଜଣକ ଅଜୟ ଶାହ ବୋଲି ଜଣାଯାଇଛି। ଦୁଇ ଅଜ୍ଞାନ ବାଇକ୍ ଚାଳକ ଗତ ରାତିରେ ଗୁଳି ଚଳାଇ ତାଙ୍କୁ ହତ୍ୟା କରିଛନ୍ତି। ଏହି ଘଟଣା ପାଟଣା ବଜାର ନିକଟବର୍ତ୍ତୀ ଆଲମଗଞ୍ଜ ଥାନା ଅଧୀନରେ ଥିବା ବଜରଙ୍ଗପୁରୀରେ!-->…
ଆଶାରାମଙ୍କୁ ମିଳିଲା ୭ ଦିନର ପାରୋଲ
ଯୋଧପୁର: ଯୌନ ନିର୍ଯାତନା ଅଭିଯୋଗରେ ଯୋଧପୁର ସେଣ୍ଟ୍ରାଲ ଜେଲରେ ଦଣ୍ଡ ଭୋଗୁଥିବା ବିବାଦୀୟ ଧର୍ମଗୁରୁ ଆଶାରାମଙ୍କୁ କୋର୍ଟ ୭ ଦିନିଆ ପାରୋଲ ପ୍ରଦାନ କରିଛନ୍ତି। ରାଜସ୍ଥାନ ହାଇକୋର୍ଟ ଆଶାରାମଙ୍କୁ ଚିକିତ୍ସା ପାଇଁ ପାରୋଲ ପ୍ରଦାନ କରିଛନ୍ତି। ଆଶାରାମଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି!-->…