Browsing Category

ଦେଶ

NEET କାଉନସେଲିଂ ଉପରେ ଲାଗିବନି ରୋକ୍‌, NTAକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

NEET UG ୨୦୨୪ ପରୀକ୍ଷାର ରେଜଲ୍ଟକୁ ନେଇ ଜାରି ରହିଛି ବିବାଦ। ଏହାରି ଭିତରେ NEET କାଉନସେଲିଂ ଉପରେ ରୋକ୍‌ ଲାଗିବନି ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। କେବଳ ସେତିକି ନୁହେଁ ଏହି ପରୀକ୍ଷାକୁ ରଦ୍ଦ ମଧ୍ୟ କରାଯିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ନିଟ୍‌ ପରୀକ୍ଷାକୁ ନେଇ

ଜୁନ୍ ୨୪ରୁ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ

ମୋଦି ସରକାରଙ୍କ ତୃତୀୟ ପାଳିନ ପ୍ରଥମ ଅଧିବେଶନ ବସିବାକୁ ଯାଉଛି। ଆସନ୍ତା ଜୁନ୍ ୨୪ରୁ ଜୁଲାଇ ୩ ଯାଏଁ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ ବସିବ। ଏହି ଆଠ ଦିନରେ ବାଚସ୍ପତି ନିର୍ବାଚନ ସହ ନବ ନିର୍ବାଚିତ ସାଂସଦମାନେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁସାରେ,

ଦାୟିତ୍ୱ ନେବା ପରେ ପାକିସ୍ତାନକୁ ନେଇ ଏଭଳି କହିଲେ ଜୟଶଙ୍କର

ପୁଣି ଥରେ ବୈଦେଶିକ ମନ୍ତ୍ରୀ ଭାବରେ ଦାୟିତ୍ୱ ନେଇଛନ୍ତି ଏସ ଜୟଶଙ୍କର। ମଙ୍ଗଳବାର ସକାଳେ ଜୟଶଙ୍କର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟରେ ପହଞ୍ଚି ଦେଶର ନୂତନ ବୈଦେଶିକ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି। ତେବେ ଦାୟିତ୍ୱ ନେବା ପରେ ପାକିସ୍ତାନ ଓ ଚୀନ୍‌କୁ ସେ ଦେଇଛନ୍ତି ବଡ଼ ପରାମର୍ଶ।

କେନ୍ଦ୍ର ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ ଶେଷ, ଜାଣନ୍ତୁ କିଏ ପାଇଲେ କେଉଁ ବିଭାଗ

ନୂଆଦିଲ୍ଲୀ : ଶପଥ ନେବାର ପ୍ରାୟ ୨୪ ଘଣ୍ଟା ପରେ ମୋଦି ୩.୦ ସରକାର କାହାକୁ କେଉଁ ମନ୍ତ୍ରଣାଳୟ ଦାୟିତ୍ୱ ମିଳିଛି, ତା’ର ତାଲିକା ଜାରି କରିଛନ୍ତି। ବରିଷ୍ଠ ନେତା ନୀତୀନ ଗଡ଼କରୀ ୨୦୧୯ ଭଳି ଏଥର ସଡ଼କ ପରିବହନ ମନ୍ତ୍ରଣାଳୟ ନିଜ ପାଖରେ ରଖିବାକୁ ସକ୍ଷମ ହୋଇଛନ୍ତି। ସେହିପରି ଅଜୟ ଟାମଟା ଓ ହର୍ଷ

ତୀର୍ଥ ଯାତ୍ରୀଙ୍କ ଉପରେ ହମଲା: ଜଙ୍ଗଲରେ ଲୁଚିଛନ୍ତି ୩ ବିଦେଶୀ ଆତଙ୍କୀ

ଶ୍ରୀନଗର : ଜମ୍ମୁ-କଶ୍ମୀର ରୈସିରେ ରବିବାର ସନ୍ଧ୍ୟା ବେଳେ ଆତଙ୍କବାଦୀମାନେ ଗୋଟିଏ ତୀର୍ଥ ଯାତ୍ରୀ ବସ୍‌ ଉପରେ ଆକ୍ରମଣ କରିଥିଲେ। ଆତଙ୍କୀଙ୍କ ଗୁଳିମାଡ଼ ଯୋଗୁ ବସ୍‌ଟି ଖାଇକୁ ଖସି ପଡ଼ିଥିଲା। ଫଳରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ ଜଣ ଆହତ ହୋଇଥିଲେ। ଏହି ହମଲା ପଛରେ ୩ ଜଣ ବିଦେଶୀ

‘ଆଶ୍ଚର୍ଯ୍ୟ ହେବାର କିଛି ନାହିଁ’: ରିଆସି ଆତଙ୍କବାଦୀ ଆକ୍ରମଣ ଉପରେ ଓମର ଅବଦୁଲ୍ଲାଙ୍କ ବିବାଦୀୟ ବୟାନ

ଶ୍ରୀନଗର: ଜମ୍ମୁ-କଶ୍ମୀରର ରିଆସିରେ ବସ୍ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ଏକ ବିବାଦୀୟ ବୟାନ ଦେଇଛନ୍ତି। ଆତଙ୍କବାଦୀ ଆକ୍ରମଣକୁ ନେଇ ଆଶ୍ଚର୍ଯ୍ୟ ହେବାର କିଛି ନାହିଁ ବୋଲି ସେ କହିଛନ୍ତି । ସେ କହିଛନ୍ତି, ”ପୂର୍ବରୁ ମଧ୍ୟ ମୁଁ

ରାଷ୍ଟ୍ରମନ୍ତ୍ରୀ ପଦ ଗ୍ରହଣ କରିବୁ ନାହିଁ, କିନ୍ତୁ ଏନଡିଏ ସହ ରହିବୁ : ଅଜିତ ପାଓ୍ବାର

ମୁମ୍ବାଇ: ଏନସିପି ଅଜିତ ପାୱାର ଗୋଷ୍ଠୀକୁ ମୋଦୀ କ୍ୟାବିନେଟରେ ସ୍ଥାନ ମିଳିନାହିଁ । ଏହାକୁ ନେଇ ଭିନ୍ନ ଭିନ୍ନ ଚର୍ଚ୍ଚା ଚାଲିିଥିବାବେଳେ ଏକ ବଡ଼ ବୟାନ ଦେଇଛନ୍ତି ମହାରାଷ୍ଟ୍ର ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର । ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଆମକୁ କହିଥିଲେ ଯେ ଆପଣଙ୍କ ପାଖରେ

ପରାଜୟ ନେଇ ବିତର୍କ: ନିଜ ଲୋକେ ପିଠିରେ ଛୁରୀ ଭୁସିଲେ, ବିଜେପିର ୧୨ରୁ ଅଧିକ ପ୍ରାର୍ଥୀ ରିପୋର୍ଟରେ ହାରିବାର କାରଣ…

ନୂଆଦିଲ୍ଲୀ: ଦେଶରେ ଲୋକସଭା ନିର୍ବାଚନ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ତୃତୀୟ ପାଳି ଆରମ୍ଭ କରିଛନ୍ତି। ତେବେ ବହୁ ଆସନରେ ପରାଜୟକୁ ନେଇ ବିଜେପି ପକ୍ଷରୁ କାରଣ ଖୋଜା ଚାଲିଛି। ବିଜେପିର ୧୨ ରୁ ଅଧିକ ପ୍ରାର୍ଥୀ ରିପୋର୍ଟରେ ହାରିବାର କାରଣ ଦର୍ଶାଇଛନ୍ତି। କାରଣ ନେଇ

ମୋଦି ୩.୦ ସରକାରର ପ୍ରଥମ କ୍ୟାବିନେଟ: ନିର୍ମାଣ ହେବ ଆଉ ୩ କୋଟି ଘର

ନୂଆଦିଲ୍ଲୀ : ମୋଦି ୩.୦ ସରକାରର ପ୍ରଥମ କ୍ୟାବିନେଟ୍‌ରେ ହୋଇଛି ବଡ଼ ନିଷ୍ପତ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦେଶରେ ଆଉ ୩ କୋଟି ଘର ନିର୍ମାଣ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି କ୍ୟାବିନେଟ ବୈଠକ ବସିଥିଲା। ରବିବାର ଶପଥ

ଶପଥ ନେଲେ ପ୍ରେମ ସିଂହ ତମାଙ୍ଗ, କ୍ରମାଗତ ଦ୍ୱିତୀୟ ଥର ପାଇଁ ହେଲେ ମୁଖ୍ୟମନ୍ତ୍ରୀ

ଗାଙ୍ଗଟକ : ସିକ୍କିମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ପ୍ରେମ ସିଂହ ତମାଙ୍ଗ। ଆଜି ସିକ୍କିମର ପାଲଜୋର ଷ୍ଟାଡିୟମରେ ଆୟୋଜିତ ସମାରୋହରେ ଶପଥ ଗ୍ରହଣ କରିଛନ୍ତି ତମାଙ୍ଗ। ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ଏହି ଶପଥ ଗ୍ରହଣ ସହ ସିକ୍କିମ