Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ମହାକାଶରେ ପହଞ୍ଚି ଖୁସିରେ ନାଚିବା ପରେ ସୁନୀତାଙ୍କ ପ୍ରତିକ୍ରିୟା
ନୂଆଦିଲ୍ଲୀ: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ ତାଙ୍କ କ୍ରୁମେଟ ବଚ୍ ୱିଲମୋରଙ୍କ ସହିତ ମହାକାଶ ଯାତ୍ରା କରିଛନ୍ତି।
ବୋଇଂ ଷ୍ଟାରଲାଇନର ମହାକାଶ ଯାନ ଦ୍ବାରା ଗୁରୁବାର ସୁନୀତା ଏବଂ ତାଙ୍କ ସହ ପାଇଲଟ୍ ବଚ୍ ୱିଲମୋର୍ ମହାକାଶରେ ସଫଳତା ସହ ଅବତରଣ କରିଛନ୍ତି।!-->!-->!-->…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ କେବେ ହେଲେ ଛାଡ଼ିବିନି କହିଲେ ନୀତୀଶ କୁମାର
ପଲଟୁରାମ ବା ସବୁବେଳେ ପଟ ପରିବର୍ତ୍ତନ କରୁଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଷ କୁମାର ଆଜି ଏନଡିଏ ସଂସଦୀୟ ଦଳ ବୈଠକରେ ବଡ଼ କଥା କହିଛନ୍ତି। ସାଧାରଣ ନିର୍ବାଚନରେ ବିଜେପିକୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ମିଳି ନଥିବାରୁ ଜେଡିୟୁ ସୁପ୍ରିମୋ ନୀତୀଶ କୁମାରଙ୍କ ଗୁରୁତ୍ୱ ଏନଡିଏରେ!-->…
NDA ବୈଠକରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦି
NDAର ନେତା ଭାବେ ନିର୍ବାଚିତ ହେବା ପରେ ସଂସଦୀୟ ଦଳ ବୈଠକରେ ଅଭିଭାଷଣ ରଖିଛନ୍ତି ନରେନ୍ଦ୍ର ମୋଦି। ଲୋକସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରତିକ୍ରିୟା ରଖିବା ସହ ଆଗାମୀ ଭିଜନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଓଡ଼ିଶା ଦେଶର ବିକାଶ କ୍ଷେତ୍ରରେ ପ୍ରମୁଖ ସ୍ଥାନ ନେବ ବୋଲି ମୋଦି!-->…
ସରକାର ଗଠନ ପୂର୍ବରୁ ଆଡଭାନୀ ଓ ମୁରଲୀମନୋହର ଯୋଶୀଙ୍କୁ ଭେଟିଲେ ମୋଦି
ଦେଶରେ ଏନଡିଏ ୩.୦ ସରକାର ଗଠନ ହେବାକୁ ଯାଉଛି। ଦେଶରେ ଗଠନ ହେବାକୁ ଥିବା ମେଣ୍ଟ ସରକାରରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବେ। ଆଜି ଏନଡିଏ ସଂସଦୀୟ ଦଳ ବୈଠକରେ ସେ ନେତା ଭାବେ ନିର୍ବାଚିତ ହୋଇଛନ୍ତି।
ଏଥିସହ ସମସ୍ତଙ୍କୁ ସାଙ୍ଗରେ ନେଇ ଦେଶର ବିକାଶର ଗତିକୁ ବୃଦ୍ଧି କରିବେ ବୋଲି!-->!-->!-->…
ଚନ୍ଦ୍ରବାବୁ ନାଇଡୁଙ୍କ ପତ୍ନୀ ୭ ଦିନରେ ୫୮୪ କୋଟି ଟଙ୍କା ରୋଜଗାର କଲେ
ଗୁଣ୍ଟୁର: ଲୋକସଭା ନିର୍ବାଚନର ଫଳାଫଳ ଆସିବାର ୩ ଦିନ ବିତିଗଲାଣି। ଏଥର ବିଜେପି ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରି ନାହିଁ ଏବଂ ସହଯୋଗୀମାନଙ୍କ ସହାୟତାରେ ସରକାର ଗଠନ କରିବାକୁ ଯାଉଛି। ଏଥିପାଇଁ ତେଲୁଗୁ ଦେଶମ ପାର୍ଟି (ଟିଡିପି) ମଧ୍ୟ ବିଜେପିକୁ ସମର୍ଥନ ଘୋଷଣା କରିଛି। ଟିଡିପି ମୁଖ୍ୟ!-->…
‘ଗଲା ୧୦ ବର୍ଷ ଟ୍ରେଲର ଥିଲା, ଆଗକୁ ଗତି ବଢିବ’
ଲୋକସଭା ନିର୍ବାଚନ ପରେ ଦେଶରେ ମୋଦି ୩.୦ ଆରମ୍ଭ ହେବାକୁ ଯାଉଛି। ଆସନ୍ତା ରବିବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ମୋଦି। ଏହା ପୂର୍ବରୁ ଆଜି ଏନଡିଏ ସଂସଦୀୟ ଦଳ ବୈଠକ ବସିଥିଲା, ଯେଉଁଥିରେ ସର୍ବସମ୍ମତି କ୍ରମେ ନରେନ୍ଦ୍ର ମୋଦିଙ୍କୁ ନେତା ଭାବେ ନିର୍ବାଚିତ କରାଯାଇଛି।
!-->!-->…
ଶିବରାଜ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ନେଇ ଚର୍ଚ୍ଚା
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ବିଷୟରେ ଗୁରୁତ୍ୱପୂର୍ଣ୍ଣ ଖବର ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଷ୍ଟ୍ରୀୟ ଅଧକ୍ଷ ଜେପି ନଡ୍ଡା ତାଙ୍କ ପଦରୁ ଇସ୍ତଫା ଦେବା ନେଇ ଆଲୋଚନା ହେଉଛି। ତାଙ୍କ ସ୍ଥାନରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଭାର ସମ୍ଭାଳିବା!-->…
ମୋଦି ୩.୦ ସରକାର: ସହଯୋଗୀଙ୍କୁ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ପଦ ଦେବାକୁ ନାରାଜ ବିଜେପି!
ଏନଡିଏ ମେଣ୍ଟରେ ଚନ୍ଦ୍ରବାବୁ ନାଇଡୁଙ୍କ ଟିଡିପି ଓ ନୀତୀଶ କୁମାରଙ୍କ ଜେଡିୟୁର ଗୁରୁତ୍ୱ ବଢ଼ି ଯାଇଛି। ବିଜେପିକୁ ଏକାକୀ ସରକାର ଗଠନ କରିବାକୁ ମ୍ୟାଜିକ ନମ୍ବର ମିଳି ନଥିବାରୁ ଏହି ଦୁଲ ଦଳର ଆବଶ୍ୟକତା ରହିଛି।
ଏହାକୁ ଦୃଷ୍ଟିରେ ରଖି ଉଭୟ ଦଳ କେନ୍ଦ୍ର କ୍ୟାବିନେଟର ବଡ଼ବଡ଼ ମନ୍ତ୍ରଣାଳୟ!-->!-->!-->…
ଚନ୍ଦ୍ରବାବୁ ନାଇଡୁଙ୍କୁ ଭେଟିଲେ ଷ୍ଟାଲିନ୍
ଟିଡିପି ମୁଖ୍ୟ ତଥା ବିଜେପି ନେତୃତ୍ୱାଧୀନ ଏନଡିଏର ପ୍ରମୁଖ ସହଯୋଗ ଏନ ଚନ୍ଦ୍ରବାବୁ ନାଇଡୁ କେନ୍ଦ୍ରରେ ହେବାକୁ ଥିବା ସରକାର ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିବେ ବୋଲି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କହିଛନ୍ତି।
ବୁଧବାର ଏନଡିଏ ବୈଠକରେ ଯୋଗ ଦେଇଥିବା ଚନ୍ଦ୍ରବାବୁ!-->!-->!-->…
କେରଳର ୱାୟନାଡ଼ ଲୋକସଭା ଆସନ ଛାଡିପାରନ୍ତି ରାହୁଲ
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ ହୋଇଛି। ଫଳାଫଳରେ ବିଜେପି ସର୍ବବୃହତ ଦଳ ଭାବରେ ଉଭା ହୋଇଛି ଏବଂ ଏନଡିଏ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ ଏକ ବଡ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ କେରଳର ୱାୟନାଡ଼!-->…