Browsing Category

ଦେଶ

ହଜମ ହେଉନି ପରାଜୟ, EVM ହଟାଅ ଅଭିଯାନ ଆରମ୍ଭ କରିବେ ବିରୋଧୀ!

ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଲଜ୍ଜାଜନକ ଓ ଏକତରଫା ପରାଜୟକୁ ସହଜରେ ଭୁଲି ପାରୁନି ବିରୋଧୀ ମେଣ୍ଟ ମହା ବିକାଶ ଅଘାଡ଼ି ବା ଏମଭିଏ। ଏବେ ଏମଭିଏ ନିଜର ପରାଜୟ ପାଇଁ ଇଭିଏମ ଉପରେ ପ୍ରଶ୍ନ ଉଠାଇଛି। ଏଥିସହ ଇଭିଏମ ବିରୋଧରେ ଏମଭିଏ ପକ୍ଷରୁ ଜାତୀୟ ସ୍ତରରେ ବିକ୍ଷୋଭ କରିବାକୁ ଯୋଜନା…

ସିନ୍ଦେ ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେନି: ଶିବସେନା

ମୁମ୍ବାଇ: ମହାରାଷ୍ଟ୍ରରେ କିଏ ହେବେ ମୁଖ୍ୟମନ୍ତ୍ରୀ ବୋଲି କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ ଏବେ ଶିବସେନା କହିଛି ଯେ ଏକନାଥ ସି‌ନ୍ଦେ ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କର‌ିବେ ନାହିଁ। ଶିବସେନାର ବରିଷ୍ଠ ନେତା ସଞ୍ଜୟ ସରସତ୍‌ ଏକ ଗଣମାଧ୍ୟମ ସଂସ୍ଥାକୁ ସୂଚନା ଦେଇ କହିଛନ୍ତି,…

ରାପ୍ପର ବାଦଶାହଙ୍କ କ୍ଲବ ଆଗରେ ବିସ୍ଫୋରଣ, ନିଜକୁ ଦାୟୀ କଲା ଏହି ଗ୍ୟାଙ୍ଗଷ୍ଟର

ଆଉ ମାତ୍ର ସପ୍ତାହକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଣ୍ଡିଗଡ଼ ଯିବେ। କିନ୍ତୁ ଏହାପୂର୍ବରୁ ସେକ୍ଟର ୨୬ରେ ଥିବା ଦୁଇଟି ନାଇଟ କ୍ଲବ ଆଗରେ ହୋଇଛି ଛୋଟ ଧରଣର ବିସ୍ଫୋରଣ। ଦୁଇଟି କ୍ଲବ ମଧ୍ୟରୁ ଗୋଟିଏ ବଲିଉଡ ରାପ୍ପର ବାଦଶାହଙ୍କ ନାଁରେ ରହିଛି। ବିସ୍ଫୋରଣ ପଛର କାରଣ ଜଣପଡ଼ି ନଥିବା…

ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ

କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗରେ ଆଜି ଆହ୍ଲାବାଦ ହାଇକୋର୍ଟ କେନ୍ଦ୍ରକୁ ଜବାବ ମାଗିଛନ୍ତି। ଭାରତ ବ୍ୟତୀତ ରାହୁଲ ଗାନ୍ଧି ନିଜ ପାଖରେ ବ୍ରିଟେନର ନାଗରିକତା ରଖିଥିବା ଅଭିଯୋଗ ହୋଇଛି। ତାଙ୍କ ପାଖରେ ଦୁଇଟି ଦେଶର ନାଗରିକତା ରହିଥିବାରୁ ଏହା ବିରୋଧରେ…

ଇସ୍କନ ସାଧୁ ଗିରଫ ଘଟଣା: ବାଂଲାଦେଶକୁ ବଡ଼ କଥା କହିଲା ଭାରତ

ହିନ୍ଦୁ ଧର୍ମର ନେତା ତଥା ଇସ୍କନ ପୁଣ୍ଡରିକ ଧାମର ଅଧ୍ୟକ୍ଷ ଚିନ୍ମୟ କୃଷ୍ଣ ଦାସ ବ୍ରହ୍ମଚାରୀଙ୍କୁ ବାଂଲାଦେଶରେ ଗିରଫ କରାଯିବା ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଭାରତ ସରକାର। ଏଥିସହ ବାଂଲାଦେଶରେ ରହୁଥିବା ସଂଖ୍ୟାଲଘୁ(ହିନ୍ଦୁ)ଙ୍କ ସୁରକ୍ଷାକୁ ନିଶ୍ଚିତ କରିବା ପାଇଁ ବୈଦେଶିକ…

ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ

ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ। ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ସେ ନିଜ ଇସ୍ତଫାପତ୍ର ଦେଇଛନ୍ତି। ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପରେ ବର୍ତ୍ତମାନ ନୂଆ ସରକାର ଗଠନ ପାଇଁ ଚାଲିଛି ପ୍ରସ୍ତୁତି। ଏହାପରେ ଆଜି…

ଓଡ଼ିଶାର ଗୋଟିଏ ସମେତ ୬ଟି ଆସନ ଲାଗି ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

ଭୁବନେଶ୍ବର: ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ୧୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟସଭାରୁ ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରେ ଏହି ଉପନିର୍ବାଚନ ଅନୁଷ୍ଠିତ…

RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଅସୁସ୍ଥ ହୋଇପଡିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ତଥା ଆର୍‌ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଚେନ୍ନାଇର ଆପୋଲ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଶକ୍ତିକାନ୍ତ ଦାସ ଏସିଡିଟି ଅନୁଭବ କରିବା ପରେ ତାଙ୍କୁ ଆପୋଲୋ ହସ୍ପିଟାଲ୍‌କୁ…

ରାପର୍‌ ବାଦଶାହଙ୍କ ନାଇଟ୍‌ କ୍ଲବ୍‌ ବାହାରେ ବିସ୍ଫୋରଣ

ସକାଳୁ ସକାଳୁ ବିସ୍ଫୋରଣରେ ଦୋହଲିଲା ନାଇଟ୍‌ କ୍ଲବ୍‌। ଚଣ୍ଡିଗଡର ଦୁଇଟି ନାଇଟ୍‌ କ୍ଲବ ବାହାରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ନାଇଟ୍‌ କ୍ଲବ ଗୁଡିକ ବଲିଉଡ ସିଙ୍ଗର ତଥା ରାପର୍‌ ବାଦଶାହଙ୍କର ବୋଲି ଜଣାପଡିଛି। ଚଣ୍ଡିଗଡର ସେକ୍ଟର ୨୬ରେ ଥିବା ରାପର୍‌ ବାଦଶାହଙ୍କ ଦୁଇଟି ନାଇଟ୍‌…

ସଞ୍ଜୟ ରାଉତଙ୍କ ବିସ୍ଫୋରକ ବୟାନ, ପରାଜୟ ପାଇଁ ପୂର୍ବତନ CJI ଦାୟୀ

ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ ଶିବସେନା (ଉଦ୍ଧବ ଠାକରେ, UBT) ନେତା ସଞ୍ଜୟ ରାଉତ ବିସ୍ଫୋରକ ବୟାନ ଦେଇଛନ୍ତି। ମହାବିକାଶ ଅଘାଡି ଦଳର ପରାଜୟ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ଦାୟୀ ବୋଲି ସେ ଦାବି କରିଛନ୍ତି। …