Browsing Category

ଦେଶ

ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ

ଉତ୍ତରପ୍ରଦେଶର ଜାମା ମସଜିଦ ସର୍ଭେ ସମୟରେ ହୋଇଥିବା ଉତ୍ତେଜନାରେ ୩ ଜଣଙ୍କ ମୃତ୍ୟୁ ଘଟିଲାଣି। ସର୍ଭେ ବେଳେ ପୁଲିସ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା। ସ୍ଥିତି ଏପରି ହୋଇଛି ଯେ ଏଥିରେ ତିନି ଜଣଙ୍କ ଜୀବନ ଯାଇ ଥିବାବେଳେ ୩୦ ଜଣ ପୁଲିସ କର୍ମୀ ଆହତ…

ମାୟାବତୀଙ୍କ ବଡ଼ ଘୋଷଣା: ଆଉ କୌଣସି ଉପନିର୍ବାଚନ ଲଢ଼ିବନି ବିଏସ୍‌ପି

ସରିଛି ଉପ-ନିର୍ବାଚନ। ଫଳାଫଳ ମଧ୍ୟ ଶନିବାର ଘୋଷଣା ହୋଇସାରିଛି। ଉପ-ନିର୍ବାଚନରେ ​​ବିଜେପି ୬ଟି ଆସନ ଜିତିଛି। ଏହା ବ୍ୟତୀତ ସମାଜବାଦୀ ପାର୍ଟି ଦୁଇଟି ଆସନରେ ଏବଂ ଗୋଟିଏ ଆସନରେ ଆରଏଲଡି ବିଜୟୀ ହୋଇଛନ୍ତି। ତେବେ ଏହି ଉପ-ନିର୍ବାଚନରେ ​​ବିଏସ୍‌ପି ହାତକୁ କିଛି ଆସିନି। ଗୋଟିଏ ବି ଆସନ…

ନୂଆଦିଲ୍ଲୀରେ ହେବ ବିଶ୍ବ ସମବାୟ ସମ୍ମିଳନୀ

ନୂଆଦିଲ୍ଲୀ : ଜାତିସଂଘ ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭାରମ୍ଭ କରିବେ ବୋଲି ଇଫ୍‌କୋ ଲିମିଟେଡ, ସମବାୟ ମନ୍ତ୍ରଣାଳୟ ଓ ଅନ୍ତର୍ଜାତୀୟ ସମବାୟ ସଂଘ (ଆଇସିଏ) ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି। ପ୍ରଥମ ଥର ପାଇଁ ଇଫ୍‍କୋ…

‘ମୁଁ ଆଧୁନିକ ଯୁଗର ଅଭିମନ୍ୟୁ, ଚକ୍ରବ୍ୟୁହ ଭାଙ୍ଗିବା ଜାଣିଛି’; ମହାରାଷ୍ଟ୍ରରେ ବଡ଼ ବିଜୟ ପରେ…

ନୂଆଦିଲ୍ଲୀ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ରେଜଲ୍ଟରେ ବିଜେପିରେ ଖୁସିର ଲହର ଖେଳିଯାଇଛି । ଏହି ବିଜୟ ପରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ୍ ମିଡିଆରେ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ଏହା ଏକତାର ବିଜୟ । ଆମେ ସମସ୍ତେ ମିଶି ନିର୍ବାଚନ ଲଢିଲୁ ଏବଂ ଜନତା…

ମହାରାଷ୍ଟ୍ରରେ ବିଜେପି ମେଣ୍ଟର ବିପୁଳ ବିଜୟ ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିଛି ବିଜେପି ନେତୃତ୍ୱାଧୀନ ମହାୟୁତି। ଖବର ଲେଖାଯିବା ବେଳକୁ ୨୮୮ଟି ଆସନରୁ ୧୪୯ଟି ମହାୟୁତି ମେଣ୍ଟ ବିଜୟ ହାସଲ କରିସାରିଥିବା ବେଳେ ୮୧ଟିରେ ଆଗୁଆ ରହିଛି। ଅର୍ଥାତ୍ ଏହି ମେଣ୍ଟ ୨୩୦ ଆସନ ଜିତିବା ଦିଗରେ ଆଗେଇ…

ରାହୁଲ ଗାନ୍ଧିଙ୍କ ରେକର୍ଡ ଭାଙ୍ଗିଲେ ପ୍ରିୟଙ୍କା, ୪ ଲକ୍ଷରୁ ଅଧିକ ଭୋଟରେ ଜିତିଲେ

ୱାୟନାଡ : ଡେବ୍ୟୁରେ କମାଲ କରିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା। ସେ ପ୍ରଥମଥର ପାଇଁ କୌଣସି ନିର୍ବାଚନ ଲଢ଼ି ରେକର୍ଡ ସଂଖ୍ୟକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସ୍ଥିତି ଏପରି ହୋଇଛି ଯେ ପ୍ରିୟଙ୍କା ଭାଇ ରାହୁଲ ଗାନ୍ଧିଙ୍କ ୨୦୧୯ ରେକର୍ଡକୁ ମଧ୍ୟ ଭାଙ୍ଗି ଦେଇଛନ୍ତି। କେରଳର ୱାୟନାଡ…

ଝାଡଖଣ୍ଡରେ ବିଜେପି ହାରିଲା କାହିଁକି ?

ରାଞ୍ଚୀ ୨୩।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ଶାସକ ଜେଏମଏମ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ସପକ୍ଷରେ ଯାଇଛି। ଏଣୁ ହେମନ୍ତ ସୋରେନ ପୁଣି କ୍ଷମତା ହାତେଇ ରଖିବାରେ ସଫଳ ହୋଇଛନ୍ତି। ପ୍ରାରମ୍ଭିକ ଭୋଟ ଗଣନା କାଳରେ ଆଗରେ ଥିବା ବିଜେପି ପରେ ଲଗାତାର ପଛେଇବାରେ ଲାଗିଥିଲା ଓ…

ମହାରାଷ୍ଟ୍ର ବିଧାନସଭାରେ କାହାକୁ ମିଳିବନି ବିରୋଧୀ ଦଳ ନେତା ମାନ୍ୟତା !

ମୁମ୍ବାଇ : ମହାରାଷ୍ଟ୍ରର ୧୫ତମ ବିଧାନସଭାରେ ଗୋଟିଏ ବିରଳ ଘଟଣା ଘଟିବାକୁ ଯାଉଛି। କାରଣ ପ୍ରଥମଥର ପାଇଁ ମହାରାଷ୍ଟ୍ର ବିଧାନସଭା ବିନା ବିରୋଧୀ ଦଳ ନେତାରେ କାର୍ଯ୍ୟ କରିବ। କାରଣ କୌଣସି ରାଜନୀତିକ ଦଳ ବିରୋଧୀ ଦଳର ନେତା ମାନ୍ୟତା ପାଇବାକୁ ନିର୍ବାଚନରେ ଆବଶ୍ୟକ ସଂଖ୍ୟା ହାସଲ କରିପାରି…

ଝାରଖଣ୍ଡରେ ବଡ଼ ବିଜୟ ଦିଗରେ ଇଣ୍ଡିଆ ମେଣ୍ଟ

ରାଞ୍ଚି : ମନିଲଣ୍ଡରିଂ ମାମଲାରେ ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗିରଫ ହେବା ପରେ ଜେଏମଏକୁ ଶକ୍ତ ଝଟକା ଲାଗିଥିଲା। ଗିରଫ ଯୋଗୁ ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ପଡ଼ିଥିଲା। ଲାଗୁଥିଲା ହେମନ୍ତ ସୋରେନଙ୍କ ରାଜନୀତିକ କ୍ୟାରିୟର ଦି ଏଣ୍ଡ ହୋଇଯାଇଛି।ହେଲେ ଝାରଖଣ୍ଡ…

ଉତ୍ତରପ୍ରଦେଶରେ ମୁସଲିମ ବହୁଳ କୁଣ୍ଡାର୍କି ଆସନ ଜିତିଲା ବିଜେପି

ଲକ୍ଷ୍ନୌ : ଉତ୍ତର ପ୍ରଦେଶର ବିଧାନସଭା ଉପ ନିର୍ବାଚନରେ କମାଲ କରିଛି ବିଜେପି। ୯ଟି ଆସନରେ ହୋଇଥିବା ଉପ ନିର୍ବାଚନରେ ବିଜେପି ୬ଟିରେ ବାଜିମାତ କରିଛି। ସେହିପରି ସହଯୋଗୀ ନିଶାଦ ପାର୍ଟି ମଧ୍ୟ ଗୋଟିଏ ଆସନରେ ଜିତିଛି। ସମାନବାଦୀ ପାର୍ଟି ୨ଟି ଆସନ ଦଖଲ କରିବାକୁ ସକ୍ଷମ ହୋଇଛି।ତେବେ…