Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ବାହାଘର ବେଳେ ବାଣ ଫୁଟାଇବାରୁ ହେଲା ଯୁକ୍ତିତର୍କ, ୯ ଜଣଙ୍କ ଉପରେ ଗାଡ଼ି ମଡ଼ାଇ ଦେଲେ
ଜୟପୁର : ସାମ୍ନାକୁ ଆସିଛି ଗୋଟିଏ ଭୟଙ୍କର ଘଟଣା । ୯ ଜଣଙ୍କ ଉପରେ କାର ଚଢ଼ାଇ ଦେଇଛନ୍ତି ଜଣେ ବ୍ୟକ୍ତି। ବାହାଘର ବେଳେ ହୋଇଥିବା ଯୁକ୍ତିତର୍କ ଯୋଗୁ ବ୍ୟକ୍ତି ଜଣଙ୍କ ଏପରି କାଣ୍ଡ ଘଟାଇଛନ୍ତି। ରାଜସ୍ଥାନର ଦଉସା ଜିଲ୍ଲାରେ ରବିବାର ରାତିରେ ଏପରି ଘଟଣା ଘଟିଛି। ଜିଲ୍ଲାର ଲାଡପୁରା ଗାଁରେ!-->…
ବିଜେପିରେ ଯୋଗଦେଲେ କୈଳାଶ ଗେହଲଟ, ଗତକାଲି ଆପରୁ ଇସ୍ତଫା ଦେଇଥିଲେ
ନୂଆଦିଲ୍ଲୀ : ବିଜେପିରେ ସାମିଲ ହୋଇଛନ୍ତି ଆପର ପୂର୍ବତନ ନେତା କୈଳାଶ ଗେହଲଟ। ସେ ଗତକାଲି ଆପରୁ ଇସ୍ତଫା ଦେବା ପରେ ଆଜି ବିଜେପିରେ ଯୋଗ ଦେଇଛନ୍ତି। ଆଜି ସକାଳେ ବିଜେପି କାର୍ଯ୍ୟାଳୟରେ ଦଳରେ ସାମିଲ ହୋଇଛନ୍ତି ଗେହଲଟ। ଆପରୁ ଇସ୍ତଫା ଦେବା ପରେ ଗେହଲଟ ବିଜେପିରେ ଯୋଗଦେବା ନେଇ ଚର୍ଚ୍ଚା!-->…
ପଶ୍ଚିମବଙ୍ଗରେ ହିଂସା, କର୍ଫ୍ୟୁ ଲାଗୁ, ଇଣ୍ଟରନେଟ୍ ସେବା ବନ୍ଦ
କୋଲକାତା : ପୁଣି ଅଶାନ୍ତ ପଶ୍ଚିମବଙ୍ଗ। ଏଠାକାର ମୁର୍ସିଦାବାଦ ଜିଲ୍ଲା ପୁଣି ଥରେ ସାମ୍ପ୍ରଦାୟିକ ହିଂସାକୁ ନେଇ ଚର୍ଚ୍ଚାକୁ ଆସିଛି। ମୁର୍ସିଦାବାଦର ବେଲଡାଙ୍ଗା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହା ପରେ କର୍ତ୍ତୃପକ୍ଷଙ୍କୁ ଉକ୍ତ ଅଞ୍ଚଳରେ କର୍ଫ୍ୟୁ ଲାଗୁ କରିଛି। ଡିଜିଟାଲ!-->…
ଗ୍ରାମକୁ ରାସ୍ତା ନାହିଁ, ଦୋଳାରେ ୯ କିଲୋମିଟର ବୁହା ହେଲେ ରୋଗୀ
ପାତ୍ରପୁର: ଗ୍ରାମକୁ ରାସ୍ତା ନ ଥିବା ଯୋଗୁ ଆମ୍ବୁଲାନ୍ସ ପହଞ୍ଚି ପାରିଲା ନାହିଁ। ଫଳରେ ଅଧାରାସ୍ତାରୁ ଜଣେ ଆଦିବାସୀ ବୃଦ୍ଧାଙ୍କୁ ପ୍ରାୟ ୯ କିଲୋମିଟର ଦୋଳାରେ ବୋହି ଗାଁକୁ ନେବାକୁ ପଡ଼ିଛି। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଙ୍କୁଲି ପଞ୍ଚାୟତ ତସରଙ୍ଗ ଗ୍ରାମରେ ଏଭଳି ଦୃଶ୍ୟ ଦେଖିବାକୁ!-->…
ପୁଣି ହିଟ୍ ଆଣ୍ଡ ରନ୍; ନେତା ପୁଅଙ୍କ ଦାମୀ ଗାଡ଼ି ଚକା ତଳେ ଚାଲିଗଲା ଜୀବନ
ବେଙ୍ଗାଲୁରୁ : ପୁଣି ହିଟ୍ ଆଣ୍ଡ ରନ୍ ମାମଲା। ନେତା ପୁଅଙ୍କ ଦାମୀ ଗାଡ଼ି ଚକା ତଳେ ଚାଲି ଯାଇଛି ଜଣେ ସାଧାରଣ ଲୋକର ଜୀବନ। ଦୁର୍ଘଟଣା ସମୟର ଭୟାନକ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।ସୂଚନା ଅନୁସାରେ, ଏହି ଦୁର୍ଘଟଣା କର୍ଣ୍ଣାଟକର ଉଡୁପିରେ ନଭେମ୍ବର ୧୩ରେ ଘଟିଥିଲା। ଏଥିରେ ଜଣେ ୩୯ ବର୍ଷୀୟ!-->…
‘ପରିସ୍ଥିତି ସୁଧାରିବାରେ ବିଫଳ’; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ଇମ୍ଫାଲ : ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଏକ ଚିଠି ଲେଖି ସମର୍ଥନ ପ୍ରତ୍ୟାହାର କରିବାକୁ ଘୋଷଣା କରିଛି ଏନପିପି। ମଣିପୁରରେ ମୁଖ୍ୟମନ୍ତ୍ରୀ ବୀରେନ!-->…
ଜେଲରୁ ଇମ୍ରାନଙ୍କ ମୁକ୍ତି ଦାବି କଲେ ଆମେରିକୀୟ ସାଂସଦ
ନୂଆଦିଲ୍ଲୀ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଜେଲରୁ ମୁକ୍ତି କରିବା ଲାଗି ଦାବି କରିଛନ୍ତି ଆମେରିକୀୟ ସାଂସଦ। ଏଥିଲାଗି ୪୬ ସାଂସଦ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟି ଦାବି ଜଣାଇଛନ୍ତି। ଇମ୍ରାନଙ୍କ ସହିତ ଜେଲରେ ବନ୍ଦୀ ଥିବା ଅନ୍ୟ ନେତାମାନଙ୍କୁ ବି ମୁକ୍ତ!-->…
‘ମିସ୍ ୟୁନିଭର୍ସ ୨୦୨୪’: ଇତିହାସ ରଚିଲା ଡେନମାର୍କ
ମୁମ୍ବାଇ : ୨୦୨୪ ମିସ୍ ୟୁନିଭର୍ସ ଘୋଷିତ। ଚଳିତ ବର୍ଷର ଏହି ସମ୍ମାନଜନକ ଟାଇଟଲ୍ ହାତେଇଛି ଡେନମାର୍କ। ଡେନମାର୍କର ୨୧ ବର୍ଷୀୟ ଭିକ୍ଟୋରିଆ କେଜର ଥେଲବିଗ୍ ହୋଇଛନ୍ତି ମିସ୍ ୟୁନିଭର୍ସ ୨୦୨୪। ୧୨୫ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ ସେ ଡେନମାର୍କକୁ ମିସ୍ ୟୁନିଭର୍ସ ଟାଇଟଲ୍ ଭେଟି!-->…
ପୂର୍ବତନ ସିଜେଆଇ ବିଚାରପତି ନ ହୋଇ ଅଧ୍ୟାପକ ହେବା ଉଚିତ ଥିଲା: ଉଦ୍ଧବ ଠାକରେ
ମୁମ୍ବାଇ : ନିକଟରେ ଅବସର ଗ୍ରହଣ କରିଥିବା ପୂର୍ବତନ ସିଜେଆଇ ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଶିବ ସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ। ଚନ୍ଦ୍ରଚୂଡ଼ ଶିବ ସେନା ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା ମାମଲାର ଶୁଣାଣି କରି ନ ଥିବାରୁ ସେ ଅସନ୍ତୋଷ ଥିବା!-->…
‘ଦ ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ରକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଶୁକ୍ରବାର ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ‘ଦ ସାବରମତୀ ରିପୋର୍ଟ’କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସତ୍ୟ ସାମ୍ନାକୁ ଆସୁଛି, ଯାହାକୁ ଜନସାଧାରଣ ଦେଖିବାକୁ ସକ୍ଷମ ହେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଅଭିନେତା ବିକ୍ରାନ୍ତ ମାସେଙ୍କ ଅଭିନୀତ ଏହି!-->…