Browsing Category

ଦେଶ

ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ

ନୂଆଦିଲ୍ଲୀ : ବିଧାନସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ସରଗରମ ରାଜନୀତି। ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା। ଦିଲ୍ଲୀର ପୂର୍ବତନ ବିଧାୟକ ତଥା ଆପର ଆବାହକ ଅରବିନ୍ଦ କେଜ୍ରିୱାଲଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି।ଅନିଲ ଝା…

ନିର୍ବାଚନ ପୂର୍ବରୁ କେଜ୍ରିଓ୍ୱାଲଙ୍କୁ ଝଟ୍‌କା, ଦଳ ଛାଡ଼ିଲେ କୈଳାଶ ଗେହଲଟ୍‌

ନୂଆଦିଲ୍ଲୀ : ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ତେବେ ଏହା ପୂର୍ବରୁ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଆମ୍‌ ଆଦମୀ ପାର୍ଟିକୁ ଲାଗିଛି ଜୋରଦାର ଝଟ୍‌କା। ଦଳ ଛାଡ଼ିଲେ ଦିଲ୍ଲୀ ସରକାରର ପରିବହନ ମନ୍ତ୍ରୀ କୈଳାଶ ଗେହଲଟ। ସେ ନିଜ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। କେବଳ ସେତିକି ନୁହେଁ ସେ ଆମ…

ହସ୍ପିଟାଲରେ ନିଆଁ ଲାଗି ୧୧ ଶିଶୁ ମୃତ୍ୟୁ ଘଟଣା, ଜଣାପଡିଲା ଅଗ୍ନିକାଣ୍ଡର କାରଣ

ଲକ୍ଷ୍ନୌ : ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗିବାର କାରଣ ଜଣାପଡିଛି। ଏହି ଅଗ୍ନିକାଣ୍ଡ କୌଣସି ଷଡ଼ଯନ୍ତ୍ର କିମ୍ବା ମନୁଷ୍ୟକୃତ ନୁହେଁ, ସ୍ୱିଚବୋର୍ଡରୁ ନିଆଁ ବ୍ୟାପି ଏତେ ବଡ଼ ଅଘଟଣ ଘଟିଥିବା ପ୍ରାଥମିକ ଯାଞ୍ଚରୁ ଜଣାପଡିଛି। ଏଥିରେ କୌଣସି ଅବହେଳା କିମ୍ବା ମନୁଷ୍ୟକୃତ…

ମଣିପୁର ହିଂସା: ରାଜ୍ୟ ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ୍‌ ଦେଲା ମେତେଇ ସମ୍ପ୍ରଦାୟ

ଇମ୍ଫାଲ : ମଣିପୁରରେ ପୁଣି ଉଗ୍ର ହେବାରେ ଲାଗିଛି ହିଂସା। ବ୍ୟାପକ ପୋଡାଜଳା ସାଙ୍ଗକୁ ଭଙ୍ଗାରୁଜା କରୁଛନ୍ତି ବିକ୍ଷୋଭକାରୀ। ବିଭିନ୍ନ ନେତାଙ୍କ ଘରକୁ ଉପରକୁ କରାଯାଉଛି ଆକ୍ରମଣ। ଗୋଟିଏ ସମ୍ପ୍ରଦାୟ ଅନ୍ୟ ସମ୍ପ୍ରଦାୟକୁ ହତ୍ୟା କରୁଥିବା ବେଳେ ନେତାମନ୍ତ୍ରୀଙ୍କୁ ବି ଆକ୍ରମଣ କରୁଛନ୍ତି…

‘ବାଇଡେନଙ୍କ ପରି ମୋଦିଙ୍କ ମେମୋରି ଲସ୍ ହୋଇଗଲାଣି’

ମହାରାଷ୍ଟ୍ରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭଳି ସ୍ମୃତିଶକ୍ତି ହରାଇ ବସିଲେଣି। ମୋଦି ଏବେ ଆମେ ଯାହା କହୁଛୁ ତାହା…

ଜମ୍ମୁ-କଶ୍ମୀରରେ ବେକାରୀ ହାର ଦେଶରେ ସର୍ବାଧିକ

ଜମ୍ମୁ କଶ୍ମୀରରେ ବେକାରୀ ହାରରେ ବହୁମାତ୍ରାରେ ବୃଦ୍ଧି ଘଟିଛି। ଜମ୍ମୁ କଶ୍ମୀର ସରକାରଙ୍କ ନିଯୁକ୍ତି ନିର୍ଦ୍ଦେଶାଳୟ (DoE)ର ୨୦୨୪ ପ୍ରଥମ ତ୍ରୟମାସିକ ତଥ୍ୟ ଅନୁଯାୟୀ ରାଜ୍ୟରେ ୩.୫୨ ଲକ୍ଷ ଯୁବକ ବେକାର ଅଛନ୍ତି। ଏମାନଙ୍କ ମଧ୍ୟରୁ ୧.୦୯ ଲକ୍ଷ ଯୁବକ ସ୍ନାତକ ଏବଂ ସ୍ନାତକୋତ୍ତର ଶିକ୍ଷା…

ବିଜେପି-କଂଗ୍ରେସକୁ ନିର୍ବାଚନ ଆୟୋଗଙ୍କ ନୋଟିସ୍, ସୋମବାର ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ

ବିଜେପି ଓ କଂଗ୍ରେସକୁ ଜବାବ ମାଗିଲେ ନିର୍ବାଚନ ଆୟୋଗ। ଜାତୀୟ ସ୍ତରରେ ଦୁଇ ପ୍ରମୁଖ ଦଳର ଷ୍ଟାର୍ ପ୍ରଚାରକ ଅମିତ ଶାହ ଏବଂ ରାହୁଲ ଗାନ୍ଧିଙ୍କ ମନ୍ତବ୍ୟକୁ ନେଇ ଦଳର ସଭାପତିମାନଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି ନିର୍ବାଚନ କମିଶନ। ଆସନ୍ତା ସୋମବାର ସୁଦ୍ଧା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି…

ଶିରୋମଣି ଅକାଳୀ ଦଳ ଅଧ୍ୟକ୍ଷ ପଦରୁ ସୁଖବୀର ସିଂହ ବାଦଲଙ୍କ ଇସ୍ତଫା

ପଞ୍ଜାବ ରାଜନୀତିରୁ ଆସିଛି ଏକ ବଡ଼ ଖବର। ଶିରୋମଣି ଅକାଳୀ ଦଳର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ସୁଖବୀର ସିଂହ ବାଦଲ। ସେ ଦଳର କାର୍ଯ୍ୟକାରୀ କମିଟିକୁ ନିଜର ଇସ୍ତଫା ପତ୍ର ପଠାଇଥିବା ଜଣାପଡ଼ିଛି। ଏନେଇ ପଞ୍ଜାବର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଅକାଳୀ ଦଳର ବରିଷ୍ଠ ନେତା ଦଲଜିତ ସିଂହ…

ମଣିପରୁ ହିଂସା ଘଟଣା; ନିଖୋଜ ଥିବା ୬ ଜଣଙ୍କ ମୃତଦେହ ମିଳିଲା

ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ଆଉ ତିନି ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତ ପାଞ୍ଚ ଦିନ ତଳେ କୁକି ବିଦ୍ରୋହୀ ସନ୍ଦିଗ୍ଧମାନେ ମେତେଇ ସମ୍ପ୍ରଦାୟର ୬ ଜଣଙ୍କୁ ଅପହରଣ କରି ବନ୍ଧକ ରଖିଥିଲେ। ସେମାନଙ୍କ ମଧ୍ୟରୁ ଗତକାଲି ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ଥିବାବେଳେ ଆଜି ଆଉ ତିନି…

ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କଲେ ନିର୍ବାଚନ ଆୟୋଗ

ନିର୍ବାଚନ ଆୟୋଗ ଅଧିକାରୀମାନେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କରିଛନ୍ତି। ମହାରାଷ୍ଟ୍ରର ଅମରାବତୀରେ ନିର୍ବାଚନୀ ପ୍ରଚାରକୁ ଯିବା ସମୟରେ ରାହୁଲ ଗାନ୍ଧିଙ୍କ ବ୍ୟାଗରେ ଖାନତଲାସୀ କରିଛନ୍ତି। ଗତକାଲି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏବଂ ଏଥିରେ…