Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଅଗ୍ନିକାଣ୍ଡରେ ୧୦ ଶିଶୁଙ୍କ ମୃତ୍ୟୁ ଘଟଣା; ଡାକ୍ତରଖାନା ବାହାରେ ଅଭିଭାବକଙ୍କ ଧାରଣା
ନିଆଁ ଲାଗି ୧୦ ନବଜାତକଙ୍କ ମୃତ୍ୟୁ ପରେ ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ଅସନ୍ତୋଷ। ଅଗ୍ନିକାଣ୍ଡରେ ଆହତ ହୋଇଥିବା ପିଲାମାନଙ୍କୁ ଭେଟିବାକୁ ଅନୁମତି ନ ମିଳିବାରୁ ସେମାନଙ୍କ ବାପାମାଆ ଏବଂ ପରିବାରବର୍ଗ ହସ୍ପିଟାଲ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
ଉତ୍ତ୍ୟକ୍ତ ଲୋକେ ହସ୍ପିଟାଲ!-->!-->!-->…
୧୦ ବର୍ଷ ଭିତରେ ଆଦିବାସୀ ପରିବାରଙ୍କ କଲ୍ୟାଣ ପାଇଁ ସରକାର ୫ ଗୁଣା ଖର୍ଚ୍ଚ ବଢାଇଛନ୍ତି : ନରେନ୍ଦ୍ର ମୋଦି
୧୦ ବର୍ଷ ଭିତରେ ଆଦିବାସୀ ପରିବାରଙ୍କ କଲ୍ୟାଣ ପାଇଁ ସରକାର ୫ ଗୁଣା ଖର୍ଚ୍ଚ ବଢାଇଛନ୍ତି। ୧୦ ବର୍ଷ ତଳେ ୨୫ ହଜାର କୋଟିରୁ କମ ଟଙ୍କା ଖର୍ଚ୍ଚ ହେଉଥିଲା। ସରକାର ଏହାକୁ ୫ ଗୁଣା ବଢାଇ ୧ ଲକ୍ଷ ୨୫ ହଜାର କୋଟି ଟଙ୍କା କରିଥିବା କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିର୍ସା!-->…
୮ ଘଣ୍ଟାର ଡିଜିଟାଲ ଆରେଷ୍ଟ କରି ନେଇଗଲେ ୧୦ କୋଟି ଟଙ୍କା
ସାଇବର ଠକେଇର ନୂଆ ଫଣ୍ଡା ଏବେ ଡିଜିଟାଲ ଆରେଷ୍ଟ ବା ଗିରଫଦାରୀ। ଠକମାନେ ବିଭିନ୍ନ ନିରୀହ ଲୋକଙ୍କୁ ଡିଜିଟାଲ ଆରେଷ୍ଟ ଜାଲରେ ଫସାଇ ସର୍ବସ୍ୱ ଲୁଟି ନେଉଛନ୍ତି। ଏହାର ଏକ ନିଚ୍ଛକ ଉଦାହରଣ ପୁଣି ସାମ୍ନାକୁ ଆସିଛି।
ଏଥର ସାଇବର ଠକଙ୍କ ଡିଜାଟାଲ ଆରେଷ୍ଟର ଶିକାର ହୋଇ ସବୁ କିଛି ହରାଇଛନ୍ତି!-->!-->!-->…
ଦିଲ୍ଲୀରୁ ବିମାନ ଆସିବା ପରେ ଫେରିଲେ ପ୍ରଧାନମନ୍ତ୍ରୀ ମୋଦି
ଝାରଖଣ୍ଡର ଦେଓଘର ଏୟାରପୋର୍ଟରେ ଦୁଇ ଘଣ୍ଟାରୁ ଅଧିକ ସମୟ ଅପେକ୍ଷା କରିବା ପରେ ଦିଲ୍ଲୀ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀରୁ ଗୋଟିଏ ସ୍ୱତନ୍ତ୍ର ବିମାନ ଦେଓଘର ଏୟାରପୋର୍ଟରେ ପହଞ୍ଚିବା ପରେ ମୋଦି ସେଥିରେ ଦିଲ୍ଲୀ ଫେରିଛନ୍ତି। ବାସ୍ତବରେ ମୋଦି ଯେଉଁ ବିମାରେ ଦେଓଘର!-->…
ପ୍ରଶ୍ନ କରିଥିଲେ ଉଦ୍ଧବ ଠାକରେ, ଯାଞ୍ଚ ହେଲା ଅମିତ ଶାହଙ୍କ ହେଲିକପ୍ଟର
ମହାରାଷ୍ଟ୍ରର ହିଙ୍ଗୋଲି ଜିଲ୍ଲାକୁ ପ୍ରଚାର ପାଇଁ ଯାଇଥିବା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଓ ଏହା ମଧ୍ୟରେ ଥିବା ବ୍ୟାଗକୁ ଯାଞ୍ଚ କରାଯାଇଛି। ନିର୍ବାଚନ ବେଳେ ଟଙ୍କା କିମ୍ବା ଅନ୍ୟାନ୍ୟ ଜିନିଷ ଲୋକଙ୍କୁ ଦେବା ଭଳି କାମ ଉପରେ ରୋକ ଲଗାଇବା ପାଇଁ ନିୟୋଜିତ!-->…
୪୫ ମିନିଟ ଯାଏ ଅଟକି ରହିଲା ରାହୁଲ ଗାନ୍ଧିଙ୍କ ହେଲିକପ୍ଟର
କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଆଜି ଏକ ଅପ୍ରତ୍ୟାଶିତ ଘଟଣାର ସମ୍ମୁଖୀନ ହୋଇଛନ୍ତି। ସେ ଝାରଖଣ୍ଡର ଗୋଡ୍ଡାରୁ ହେଲିକପ୍ଟର ଯୋଗୁ ଉଡ଼ାଣ ଅପକ୍ଷେରେ ରହିଥିଲେ ହେଁ ତାଙ୍କୁ ବେଶ କିଛି ସମୟ ଏଥିପାଇଁ ଅନୁମତି ମିଳି ନଥିଲା। ଉଡ଼ାଣ ପାଇଁ ଏୟାର ଟ୍ରାଫିକ!-->…
ଧୂଆଁମୟ ଦିଲ୍ଲୀ; ଅନଲାଇନରେ ଚାଲିବ ପାଠ ପଢା
ଚରମରେ ପହଞ୍ଚିଛି ଦିଲ୍ଲୀରେ ବାୟୁ ପ୍ରଦୂଷଣ। ଜାତୀୟ ରାଜଧାନୀର ବାୟୁମଣ୍ଡଳକୁ ଆଚ୍ଛାଦିତ କରି ରଖିଛି ଧୂଆଁ ସାଙ୍ଗକୁ କୁହୁଡ଼ି। ଫଳରେ ରାସ୍ତାଘାଟ ଦେଖାଯାଉ ନ ଥିବାବେଳେ ନିଶ୍ୱାସ ନେବାବି କଷ୍ଟକର ହୋଇ ପଡ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଅଲନାଇଲନରେ କ୍ଲାସ୍ କରାଇବାକୁ ନିଷ୍ପତ୍ତି ନେଇଛନ୍ତି!-->…
ପୁଣି ଅଶାନ୍ତ ହେଲାଣି ମଣିପୁର: ୫ ଜିଲ୍ଲାରେ ଲାଗୁ ହେଲା AFSPA
ଇମ୍ଫାଲ : ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷ ଯୋଗୁ ପୁଣିଥରେ ଅଶାନ୍ତ ହୋଇ ଉଠିଛି ମଣିପୁର। ଏଥିପାଇଁ ୬ ପୁଲିସ୍ ଷ୍ଟେସନରେ ଥିବା ୫ ଜିଲ୍ଲାରେ ଆର୍ମଡ ଫୋର୍ସ ସ୍ପେଶାଲ ପାୱାର ଆକ୍ଟ ବା AFSPA ଲାଗୁ କରାଯାଇଛି। ଏହାର ଅର୍ଥ ଆଫସା ଲାଗୁ ହୋଇଥିବା ସ୍ଥାନରେ ସୁରକ୍ଷାକର୍ମୀ ସର୍ବୋଚ୍ଚ!-->…
ମୋଦିଙ୍କ ଶାସନରେ କମିଛି ମଧ୍ୟବିତ୍ତଙ୍କ ମୁଣ୍ଡରୁ ଟିକସ ବୋଝ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ୧୦ ବର୍ଷର ଶାସନ ସମୟରେ ମଧ୍ୟବିତ୍ତଙ୍କୁ ମୁଣ୍ଡରୁ କମିଛି ଟିକସ ବୋଝ। ଯେଉଁ ବ୍ୟକ୍ତିମାନେ ବାର୍ଷିକ ୨୦ ଲକ୍ଷରୁ କମ ଟଙ୍କା ଆୟ କରନ୍ତି, ସେମାନେ ମଧ୍ୟବିତ୍ତ ବର୍ଗର ଲୋକ ଭାବେ ବିବେଚିତ ହୁଅନ୍ତି। ଏହି ବର୍ଗରେ ଥିବା ଲୋକଙ୍କ!-->…
ଆଇଫୋନ୍ରେ ଏବେ ଯାଞ୍ଚ କରି ହେବ କର୍କଟ..
ନୂଆଦିଲ୍ଲୀ : ଆଇଫୋନ୍ ସାହାଯ୍ୟରେ ଗଳା କର୍କଟକୁ ମଧ୍ୟ ଯାଞ୍ଚ କରାଯାଇପାରିବ। ଗ୍ରାହକଙ୍କୁ ଲମ୍ବା ଲାଇନ୍ରେ ଅପେକ୍ଷା କରିବାକୁ ପଡିବ ନାହିଁ। ବ୍ରିଟେନର ଜାତୀୟ ସ୍ୱାସ୍ଥ୍ୟ ସେବା ଲୋକଙ୍କୁ ଲମ୍ବା ଧାଡିରେ ଅପେକ୍ଷା କରିବାର ସମସ୍ୟାରୁ ଦୂରେଇ ରଖିବା ପାଇଁ ଶୀଘ୍ର ଯାଞ୍ଚ କରିବା ପାଇଁ!-->…