Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଝାଡ଼ଖଣ୍ଡ ନିର୍ବାଚନରେ ୬୪.୮୩% ମତଦାନ: ନଭେମ୍ବର ୨୦ରେ ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍
ରାଞ୍ଚି : ଝାଡଖଣ୍ଡ ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବୁଧବାର ଶାନ୍ତି ଶୃଙ୍ଖଳାର ସହ ଭୋଟ ଗ୍ରହଣ ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୪୩ଟି ଆସନ ପାଇଁ ଭୋଟ ଗ୍ରହଣ ହୋଇଛି। ଏହି ପର୍ଯ୍ୟାୟରେ ୬୪.୮୩% ମତଦାନ ହୋଇଛି। ଏହି ମତଦାନ ସହିତ ୬୮୨ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ!-->…
ଉତ୍ତରପ୍ରଦେଶରେ ତେଜୁଛି ଛାତ୍ର ଆନ୍ଦୋଳନ, ୟୁପିପିଏସସି ମୁଖ୍ୟାଳୟରେ ଧସେଇ ପଶିବାକୁ ଶତାଧିକ ଛାତ୍ରଙ୍କ ଉଦ୍ୟମ
ଲକ୍ଷ୍ନୌ : ଉତ୍ତର ପ୍ରଦେଶ ଲୋକସେବା ଆୟୋଗ(ୟୁପିପିଏସସି) ଦ୍ଵାରା ଆୟୋଜିତ ପ୍ରଶାସନିକ ସେବା ଏବଂ ଆରଓ-ଏଆରଓ ପରୀକ୍ଷାକୁ ଦୁଇଟି ଦିନରେ ସମ୍ପନ୍ନ କରିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଆରମ୍ଭ ହୋଇଥିବା ଛାତ୍ର ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ୩ ଦିନ ଧରି ବିକ୍ଷୋଭ ପ୍ରଦର୍ଶନ!-->…
ସ୍କୁଟର୍ ଡିକିରେ ଲୁଚାଇ ନେଉଥିଲେ ଦେଢ଼ କୋଟି, ମାଡ଼ି ବସିଲା ପୁଲିସ
ନୂଆଦିଲ୍ଲୀ : ପାଖେଇ ଆସିଲାଣି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ତାରିଖ। ଆଉ ମାତ୍ର ଦିନ କେଇଟା ପରେ ପଡ଼ିବ ଭୋଟ୍। ଏଥିପାଇଁ ଜୋର୍ସୋର୍ରେ ସମସ୍ତ ରାଜନୈତିକ ଦଳ ପ୍ରଚାର ପ୍ରସାରରେ ଲାଗିପଡିଛନ୍ତି। ସେପେଟେ ନିର୍ବାଚନ ଆଚରଣ ବିଧି ମଧ୍ୟରେ ଘନ ଘନ ଚେକିଂ କରୁଛି ପୁଲିସ। ଏହାରି ଭିତରେ ଜବତ!-->…
ଡୋମିନିକାର ସର୍ବୋଚ୍ଚ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ : ଡୋମିନିକାର ସର୍ବୋଚ୍ଚ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର ଏହି କାରବୀୟ ଆଇଲ୍ୟାଣ୍ଡ ପକ୍ଷରୁ ଦେଶର ସର୍ବୋଚ୍ଚ ସମ୍ମାନ 'ଦି ଡୋମିନିକା ଆୱର୍ଡ ଅଫ୍ ଅନର୍' ଘୋଷଣା କରାଯାଇଛି। କୋଭିଡ୍-୧୯ ସମୟରେ ଭାରତରୁ ୭୦ ହଜାର କୋଭିଡ୍ ଟିକା ଡୋମିନିକା ପଠାଯାଇଥିଲା।!-->…
ପ୍ରଚାର କରୁଥିଲେ ଓଓ୍ୱେସି, ମଞ୍ଚ ଉପରେ ପୁଲିସ ଧରାଇଲା ନୋଟିସ୍
ମୁମ୍ବାଇ : ଆସନ୍ତା ୨୦ ତାରିଖରେ ପଡ଼ିବ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଭୋଟ। ୨୩ରେ ଆସିବ ଫଳାଫଳ। ଏହି ନିର୍ବାଚନକୁ ନେଇ ସମସ୍ତ ରାଜନୈତିକ ଦଳ ଏହି ନିର୍ବାଚନ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏହାରି ଭିତରେ AIMIM ମୁଖ୍ୟ ଅସଦୁଦ୍ଦିନ ଓଓ୍ୱେସି ମହାରାଷ୍ଟ୍ରର ସୋଲାପୁରରେ!-->…
ସିଆଇଏସଏଫକୁ ମିଳିଲା ପ୍ରଥମ ମହିଳା ବାଟାଲିୟନ
ନୂଆଦିଲ୍ଲୀ: ଗୃହ ମନ୍ତ୍ରଣାଳୟ ସିଆଇଏସ୍ଏଫ୍ ର ପ୍ରଥମ ମହିଳା ବାଟାଲିୟନ ପ୍ରତିଷ୍ଠା ପାଇଁ ଅନୁମୋଦନ ଦେଇଛି । ବୁଧବାର (ନଭେମ୍ବର ୧୩) ଗୃହମନ୍ତ୍ରୀ ଅମିତ ଶାହା ସିଆଇଏସଏଫରେ ମହିଳା ବାଟାଲିୟନ ପ୍ରତିଷ୍ଠା ସମ୍ପର୍କରେ ସୂଚନା ଦେବାବେଳେ ଏହାକୁ ଐତିହାସିକ ନିଷ୍ପତ୍ତି ବୋଲି କହିଛନ୍ତି। ଅମିତ!-->…
ଝାଡ଼ଖଣ୍ଡରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ
ରାଞ୍ଚି: ଝାଡ଼ଖଣ୍ଡରେ ଆଜି ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଆରମ୍ଭ ହୋଇ ଏହା ସନ୍ଧ୍ୟା ୫ଟା ଯାଏ ଚାଲିବ।। ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାର ୪୩ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେଉଛି। ଭୋଟରମାନେ ୬୮୩ ପ୍ରାର୍ଥୀଙ୍କର!-->…
ଝାଡ଼ଖଣ୍ଡରେ ପ୍ରଚାର ବେଳେ ଅଭିନେତା ମିଥୁନଙ୍କ ପକେଟମାର୍
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଯାଇଥିବା ବିଜେପି ନେତା ତଥା ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀଙ୍କ ପକେଟମାର୍ ହୋଇଛି। ମିଥୁନ ପ୍ରଚାର କରିବାକୁ ପହଞ୍ଚିଥିବା ମଞ୍ଚରୁ ତାଙ୍କ ପର୍ସ ଚୋରି ହେବା ନେଇ ଘୋଷଣା କରାଯାଉଥିବା ଏକ ଭିଡିଓ ସୋଶାଲ ମିଡିଆରେ ଖୁବ ଭାଇରାଲ ହେଉଛି। ତାଙ୍କ!-->…
ଶରଦ ପାୱାରଙ୍କ ଫଟୋ ବ୍ୟବହାର କରିପାରିବେନି ଅଜିତ ପାୱାର ଗୋଷ୍ଠୀ
ମହାରାଷ୍ଟ୍ରରେ ଆସନ୍ତା ସପ୍ତାହରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାରଙ୍କ ନେତୃତ୍ୱାଧୀନ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିକୁ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଚାର ସମୟରେ ପାର୍ଟି ପ୍ରତିଷ୍ଠାତା ଶରଦ ପାୱାରଙ୍କ ଫଟୋ କିମ୍ବା ଭିଡିଓ ବ୍ୟବହାର ନକରିବାକୁ!-->…
ପୁଣିଥରେ ପାଦ ଛୁଇଁବାକୁ ଗଲେ ନୀତୀଶ, ହାତ ଧରିପକାଇଲେ ମୋଦି
ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଦ ଛୁଇଁବାକୁ ଗଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ବିହାରର ଦରଭଙ୍ଗାଠାରେ ରାଜ୍ୟର ଦ୍ୱିତୀୟ ଏମ୍ସର ଶିଳାନ୍ୟାସ ସମୟରେ ପ୍ରଧାନମନ୍ତ୍ରୀଙ୍କ ପାଦ ଛୁଇଁବାକୁ ଯାଇଥିଲେ ନୀତୀଶ କୁମାର। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ସମେତ ଜେଡିୟୁ ଓ ବିଜେପିର ଅନେକ!-->…