Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ନ୍ୟୁଜିଲାଣ୍ଡରେ ୬.୩ ତୀବ୍ରତାର ଭୂମିକମ୍ପ ଝଟକା, ସୁନାମୀ ଆଲର୍ଟ ଜାରି
ନୂଆଦିଲ୍ଲୀ : ନ୍ୟୁଜିଲାଣ୍ଡର ସାଉଥ ଆଇଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲର ଏହାର ତୀବ୍ରତା ୬.୩ ରେକର୍ଡ କରାଯାଇଛି । ଏହି ଭୂମିକମ୍ପ ପରେ ପ୍ରଶାସନ ପକ୍ଷରୁ ସୁନାମୀ ସତର୍କତା ମଧ୍ୟ ଜାରି କରାଯାଇଛି । ନ୍ୟୁଜିଲାଣ୍ଡର ସାଉଥ୍ ଆଇଲାଣ୍ଡରେ ଥିବା!-->…
ଦିଦିଙ୍କୁ ଆଉ ଏକ ଝଟକା, ରାଜ୍ୟସଭାରୁ ଇସ୍ତଫା ଦେଲେ ଟିଏମସି ସାଂସଦ କୋଏଲ ମଲ୍ଲିକ
କୋଲକତା : ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା । ମମତାଙ୍କ ହାତ ଛାଡିଲେ ଟିଏମସିର ରାଜ୍ୟସଭା ସାଂସଦ ତଥା ଟଲିଉଡ ଲୋକପ୍ରିୟ ଅଭିନେତ୍ରୀ କୋଏଲ ମଲ୍ଲିକ । ତାଙ୍କ ଇସ୍ତଫା ପରେ ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା ଦେଖିବାକୁ!-->…
ମୁଣ୍ଡ ଉପରେ ଛିଡ଼ି ପଡ଼ିଲା ବିଦ୍ୟୁତ ତାର ; ଚାଲିଗଲା ୪ ଜୀବନ, ଜଣେ ଗୁରୁତର
ନୂଆଦିଲ୍ଲୀ : ଦିଲ୍ଲୀ ନୋଏଡ଼ାରେ ଭୟାବହ ଦୁର୍ଘଟଣା । ନିଜ ଗନ୍ତବ୍ୟ ସ୍ଥଳକୁ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା । ଲୋକେ ରାସ୍ତାରେ ଯାଉଥିବା ସମୟରେ ତାଙ୍କ ଉପରେ ହଠାତ୍ ଛିଡ଼ି ପଡ଼ିଲା ୧୧ କେଭି ତାର । ଏହି ଅଘଟଣରେ ୫ ଜଣ ଗୁରୁତର ଭାବେ ଆହତ ହୋଇ ପୋଡ଼ିଯାଇଛନ୍ତି । କରେଣ୍ଟ ଆଘାତରେ ୫ ଜଣଙ୍କ!-->…
ତୁମ ଅନ୍ତ ନ ଦେଖିବା ଯାଏଁ ଜୀବିତ ରହିବି, ବିଜେପିକୁ ଟାର୍ଗେଟ କଲେ ମମତା ବାନାର୍ଜୀ
କୋଲକତା : ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ପ୍ରମୁଖ ମମତା ବାନାର୍ଜୀ ବିଜେପିକୁ ପୁଣିଥରେ ଟାର୍ଗେଟ କରିଛନ୍ତି । ବିଜେପିର ଅନ୍ତ ଦେଖିବା ଯାଏଁ ଜୀବିତ ରହିବେ ବୋଲି କହିଛନ୍ତି । ବିଧାନସଭା ନିର୍ବାଚନ ୨୦୨୬ ବେଳେ ବିଜେପି କର୍ମୀ ତାଙ୍କ ଉପରେ କରିଥିବା ଟିପ୍ପଣୀକୁ!-->…
ଖାଇବର ପଖତୁନଖ୍ୱାରେ ଆତଙ୍କବାଦୀ ଆକ୍ରମଣ : ୩ ପୁଲିସ କର୍ମଚାରୀ ମୃତ, ୩୪ ଆହତ
ନୂଆଦିଲ୍ଳୀ: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶରେ ବୁଧବାର ଘଟିଥିଲା ଦୁଇଟି ଆତଙ୍କବାଦୀ ଆକ୍ରମଣ । ଏହି ଆକ୍ରମଣରେ ୩ ଜଣ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ ୩୪ ଜଣ ଆହତ ମଧ୍ୟ ହୋଇଛନ୍ତି । ଅଧିକାରୀମାନଙ୍କ କହିବାନୁସାରେ, ଗୋଟିଏ ଆକ୍ରମଣ ଲୋଅର ଦିର ଜିଲ୍ଲାରେ ପୁଲିସ!-->…
ISROରେ ସଙ୍କଟ; ଇସ୍ତଫା ଦେଲେଣି ୧୦୦ରୁ ଅଧିକ ଅଭିଜ୍ଞ ବୈଜ୍ଞାନିକ
ନୂଆଦିଲ୍ଲୀ: ଭାରତର ମହାକାଶ ମିଶନ ବର୍ତ୍ତମାନ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି। ପ୍ରତିବର୍ଷ, ଦେଶର ସବୁଠାରୁ ପ୍ରତିଷ୍ଠିତ ମହାକାଶ ସଂସ୍ଥା ISROରୁ ୧୦୦ରୁ ୧୨୦ ଜଣ ବୈଜ୍ଞାନିକ ଇସ୍ତଫା ଦେଉଥିବା ରିପୋର୍ଟରୁ ଜଣାପଡିଛି। ରିପୋର୍ଟଗୁଡ଼ିକ ସୂଚିତ କରୁଛି ଯେ ଗତ କିଛି ମାସ ମଧ୍ୟରେ ଏହି!-->…
ପାରାଦୀପ – ହରିଦାସପୁର ଦୋହରିକରଣକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ଦେଇଛି । କେନ୍ଦ୍ର କ୍ୟାବିନେଟରେ ପାରାଦୀପ - ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଏହାସହିତ ରାଜଖରସ୍ୱାନ ଓ ଡାଙ୍ଗୋପୋସିର ଚତୁର୍ଥ ଲେନ୍ ପ୍ରକଳ୍ପକୁ ମଧ୍ୟ ମଞ୍ଜୁରି ମିଳିଛି ।!-->…
କୁଡ଼ନକୁଲମ ପରମାଣୁ ବିଦ୍ୟୁତ କେନ୍ଦ୍ରର ବ୍ଲୁ-ପ୍ରିଣ୍ଟ୍ ଲିକ, ଡାର୍କ ୱେବ୍ରେ ତଥ୍ୟ ସାର୍ବଜନୀନ କଲା ହ୍ୟାକର୍…
ବେଙ୍ଗାଲୁରୁ: ଭାରତର ସବୁଠାରୁ ବଡ଼ ପରମାଣୁ ଶକ୍ତି କେନ୍ଦ୍ର ତାମିଲନାଡୁର କୁଡ଼ନକୁଲମ ପରମାଣୁ ବିଦ୍ୟୁତ କେନ୍ଦ୍ର ସହ ଜଡ଼ିତ ଅତି ସମ୍ବେଦନଶୀଳ ତଥ୍ୟ ଲିକ୍ ହୋଇଛି। ଏକ ଅନ୍ତର୍ଜାତୀୟ ରାନସମୱେର୍ (ସାଇବର ଲୁଟେରା) ଗ୍ରୁପ୍ ‘ୱାର୍ଲ୍ଡ ଲିକ୍ସ’ ଏହି ପ୍ଲାଣ୍ଟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଅଂଶର!-->…
କେନ୍ଦ୍ର କ୍ୟାବିନେଟର ୭ଟି ବଡ଼ ନିଷ୍ପତ୍ତି: ସେମିକଣ୍ଡକ୍ଟର ମାନୁଫ୍ୟାକ୍ଚରିଂ, ବାରାଣସୀ କରିଡର ଓ ଅନ୍ୟ ପ୍ରକଳ୍ପକୁ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ବୁଧବାର ଦିନ ଦେଶର ଭିତ୍ତିଭୂମି, ଉତ୍ପାଦନ ଏବଂ ଶିଳ୍ପ କ୍ଷେତ୍ରର ବିକାଶ ପାଇଁ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା ରେଳ ମନ୍ତ୍ରୀ!-->…
ନୋଏଡାର ମାମୁରାରେ ଭୟଙ୍କର ଅଗ୍ନିକାଣ୍ଡ, ସଂକୀର୍ଣ୍ଣ ରାସ୍ତାରେ ସିଡ଼ି ବ୍ୟବହାର କରି ବଞ୍ଚାଇଲେ ଜୀବନ
ନୂଆଦିଲ୍ଲୀ : ଦିଲ୍ଲୀ-ଏନସିଆର ସଂଲଗ୍ନ ନୋଏଡାର ସେକ୍ଟର ୬୬ ମାମୁରା ଗାଁରେ ଏକ ୫ ମହଲା ଆବାସିକ କୋଠାରେ ବୁଧବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁଃଖଦ ଦୁର୍ଘଟଣାରେ ଜଣେ ମହିଳା ଏବଂ ଜଣେ ପୁରୁଷଙ୍କ ସମେତ ଦୁଇଜଣଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ହୋଇଛି। ଅଗ୍ନିଶମ ବିଭାଗ ଏବଂ ପୁଲିସ!-->…