Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଉତ୍ତରାଖଣ୍ଡରେ ଖାଇକୁ ଖସିଲା ବସ୍, ୩୬ ମୃତ
ବଡ଼ ଦୁର୍ଘଟଣା। ଖାଇକୁ ଖସିଲା ଯାତ୍ରୀବାହୀ ବସ୍। ଉତ୍ତରାଖଣ୍ଡର ଅଲ୍ମୋଡାର ମାର୍ଚୁଲାରେ ଘଟିଛି ଏଭଳି କିଛି ମର୍ମନ୍ତୁଦ ଘଟଣା। ଏଥିରେ ୩୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନେକ ଆହତ ହୋଇଛନ୍ତି।
ସୂଚନା ମୁତାବକ, ସୋମବାର ଗୌରାଖାଲରୁ ଏକ ବସ୍ ରାମନଗରରୁ ବାହାରିଥିଲା। ଏହି ବସ୍ରେ!-->!-->!-->…
ଅଭିଯୋଗ ପରେ ହଟିଲେ ମହାରାଷ୍ଟ୍ର DGP
ମହାରାଷ୍ଟ୍ର ନିର୍ବାଚନ ପୂର୍ବର ବଡ଼ ନିଷ୍ପତ୍ତି ନେଲେ ନିର୍ବାଚନ କମିଶନର। ବିରୋଧୀଙ୍କ ଅଭିଯୋଗ ପରେ ଆକ୍ସନ ମୁଡ୍କୁ ଆସିଲେ ଇସି। ହଟିଲେ ମହାରାଷ୍ଟ୍ର ଡିଜିପି ରଶ୍ମୀ ଶୁକ୍ଳା। ତାଙ୍କ ଟ୍ରାନ୍ସଫର ହୋଇଛି।
ପ୍ରକୃତରେ କଂଗ୍ରେସ ସମେତ ଅନ୍ୟାନ୍ୟ ରାଜନୈତିକ ଦଳ ଡିଜିପି ରଶ୍ମୀ ଶୁକ୍ଲାଙ୍କ!-->!-->!-->…
‘ୱାନ ନେସନ, ୱାନ ଇଲେକ୍ସନ’କୁ ଥାଲାପତି ବିଜୟଙ୍କ ବିରୋଧ
ରାଜନୀତିରେ ଏଣ୍ଟ୍ରି ମାରୁ ମାରୁ ମୋଦି ସରକାରଙ୍କ ଯୋଜନାକୁ ବିରୋଧ କଲେ ତାମିଲ ଅଭିନେତା ଥାଲାପତି ବିଜୟ। ନୂଆକରି ବିଜୟ ଗଢ଼ିଥିବା ଦଳ ‘ତାମିଲଗା ଭେଟ୍ରି କାଝଗମ’ (TVK) ରବିବାର ମୋଦି ସରକାରଙ୍କ 'ୱାନ ନେସନ୍-ୱାନ ଇଲେକ୍ସନ' ଯୋଜନାକୁ ବିରୋଧ କରି ଏକ ସଂକଳ୍ପ ପାରିତ କରିଛି।
!-->!-->!-->…
ଯୋଗୀଙ୍କୁ ହତ୍ୟା ଧମକ ଦେବା ପଛରେ ୨୪ ବର୍ଷୀୟ ଯୁବତୀ, ବାନ୍ଧିଲା ପୁଲିସ୍
ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ ଦେବା ପଛରେ ଥିବା ୨୪ ବର୍ଷୀୟ ଯୁବତୀଙ୍କୁ ପୁଲିସ୍ ଗିରଫ କରିଛି। ଯଦି ୧୦ ଦିନ ଭିତରେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ନ ଦେବେ, ତା’ହେଲେ ତାଙ୍କୁ ମୁମ୍ବାଇର ରାଜନେତା ବାବା ସିଦ୍ଦିକିଙ୍କ ଭଳି ହତ୍ୟା!-->…
ଶ୍ରୀନଗରରେ ଗ୍ରେନେଡ ଆକ୍ରମଣ, ୧୦ରୁ ଅଧିକ ଲୋକ ଆହତ
ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କ ଗୁଳିରେ 'ଲଶ୍କର-ଏ-ତୋଏବା' ପାକିସ୍ତାନୀ ଆତଙ୍କୀ ସଂଗଠନର ଏକ ଶୀର୍ଷ କମାଣ୍ଡର ଟଳିବା ପରେ ଆଜି (ରବିବାର) ଶ୍ରୀନଗରରେ ଏକ ବଡ଼ ଆକ୍ରମଣ ହୋଇଛି। ଗ୍ରେନେଡ!-->…
ବନ୍ଦ ହେଲା କେଦାରନାଥ ପୀଠ କପାଟ, ୬ ମାସ ପରେ ଖୋଲିବ
ବନ୍ଦ ହେଲା ପ୍ରସିଦ୍ଧ କେଦାରନାଥ ପୀଠ କପାଟ । ଶୀତ ଋତୁ ପାଇଁ ବିଧିବିଧାନ ଅନୁସାରେ ପୂଜାର୍ଚ୍ଚନା ପରେ ଆଜି ବାବା କେଦାରନାଥ ପୀଠ କପାଟକୁ ବନ୍ଦ କରାଯାଇଛି । ତୁଷାରପାତ ଆରମ୍ଭରୁ ଏହାକୁ ବନ୍ଦ କରାଯାଇଥିବାବେଳେ ୬ ମାସ ପରେ ଏହା ଖୋଲିବ ବୋଲି ଜଣାପଡିଛି ।
୧୧ ଜ୍ୟୋର୍ତିଲିଙ୍ଗ ମଧ୍ୟରୁ!-->!-->!-->…
ମୋ ବାପାଙ୍କ ଜୀବନରେ ଏହି ଗୋଟିଏ ଭୁଲ କରିଦେଇଥିଲେ: ମିସା ଭାରତୀ
ନୂଆଦିଲ୍ଲୀ: ରାଷ୍ଟ୍ରୀୟ ଜନତା ଦଳର ସାଂସଦ ମିସା ଭାରତୀ ଆଜି ସମ୍ରାଟ ଚୌଧୁରୀଙ୍କ ଉପରେ ଆକ୍ରମଣ କରିଛନ୍ତି। ସମ୍ରାଟ ଚୌଧୁରୀଙ୍କୁ ଟାର୍ଗେଟ କରି ମିସା ନିଜ ପିତାଙ୍କ ଭୁଲ ବାବଦରେ କହିଥିଲେ । ସେ କହିଛନ୍ତି ଯେ ମୋ ପିତା ଲାଲୁ ଯାଦବ ତାଙ୍କ ଜୀବନରେ କେବଳ ଗୋଟିଏ ଭୁଲ କରିଛନ୍ତି, ସେହି ଭୁଲ!-->…
ମୋ ନାମ ଦାଉଦ ଇବ୍ରାହିମ ସହ ଯୋଡ଼ିଲେ ମାନହାନି ମକଦ୍ଦମା ଦାୟର କରିବି: ନବାବ
ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜି ଜୋର ଧରିଛି | ଏହାରି ମଧ୍ୟରେ ଏନସିପି ଅଜିତ ପାୱାର ଦଳର ନେତା ନବାବ ମଲିକ ତାଙ୍କ ନାମ ଅଣ୍ଡରୱାର୍ଲ୍ଡ ଦାଉଦ ଇବ୍ରାହିମଙ୍କ ସହ ଯୋଡାଯାଉଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ ଚେତାବନୀ!-->…
ବିଷ୍ଣୋଇ ଗ୍ୟାଙ୍ଗ ନାଁରେ ସାଂସଦ ପପୁ ଯାଦବଙ୍କୁ ଧମକ ଦେଇଥିବା ଯୁବକ ଗିରଫ
ନୂଆଦିଲ୍ଲୀ : ସ୍ୱାଧୀନ ଭାବେ ଲୋକସଭା ନିର୍ବାଚନ ଜିତି ସାଂସଦ ହୋଇଥିବା ପପୁ ଯାଦବଙ୍କୁ ହତ୍ୟା ଧମକ ଦେଇଥିବା ଯୁବକଙ୍କୁ ବିହାର ପୁଲିସ୍ ଗିରଫ କରିଛି। ପୂର୍ଣ୍ଣିୟା ଲୋକସଭା ଆସନରୁ ସାଂସଦ ହୋଇଥିବା ପପୁ ଯାଦବଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ନାଁରେ ଧମକ ମିଳିଥିଲା।ଏହାପରେ ବିହାର ପୁଲିସ୍!-->…
ସମାଜବାଦୀ ପାର୍ଟି ପ୍ରାର୍ଥୀଙ୍କ ନାଁରେ ଜାରି ହେଲା ଫତୱା
ନୂଆଦିଲ୍ଲୀ : ସମାଜବାଦୀ ପାର୍ଟି ବିଧାୟକ ପ୍ରାର୍ଥୀଙ୍କ ନାଁରେ ଜାରି ହେଲା ଫତୱା। ଏହାକୁ ନେଇ ସରଗରମ ହୋଇଉଠିଛି ଉତ୍ତରପ୍ରଦେଶ ରାଜନୀତି। ଫତୱା ଜାରି ହୋଇଥିବା ବିଧାୟକ ପ୍ରାର୍ଥୀଜଣକ ହେଲେ ନସିମ ସୋଲଙ୍କି ।ନସିମ ପୂର୍ବ ବିଧାୟକ ଇରଫାନ ସୋଲଙ୍କିଙ୍କ ପତ୍ନୀ । ଚଳିତ ବିଧାନସଭା ନିର୍ବାଚନ!-->…