Browsing Category

ଦେଶ

କଳ୍ପନା ସୋରେନଙ୍କ ବିରୋଧରେ ଛିଡ଼ା ହୋଇଥିଲେ, ହଠାତ୍‌ ଜେଏମ୍‌ଏମ୍‌ରେ ମିଶିଗଲେ

ଝାଡ଼ଖଣ୍ଡ ନିର୍ବାଚନ ପୂର୍ବରୁ ଚଳଚଞ୍ଚଳ ହେଲାଣି ରାଜନୀତି। ରାଜନୀତିର ପଶାପାଲିରେ ଜେଏଲ୍‌କେଏମ୍‌ ପାର୍ଟିକୁ ମିଳିଛି ଶକ୍ତ ଝଟକା। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନଙ୍କ ବିରୋଧରେ ପ୍ରାର୍ଥୀ ହୋଇଥିବା ଅକିଲ ଅଖତର ଜେଏଲ୍‌କେଏମ୍‌ ଛାଡ଼ି ଦେଇଛନ୍ତି। ସେ ଏବେ…

ମୋଦିଙ୍କ ମୁଖ୍ୟ ଆର୍ଥିକ ପରାମର୍ଶଦାତା ବିବେକ ଦେବରାୟଙ୍କ ଦେହାନ୍ତ

ନୂଆଦିଲ୍ଲୀ : ଦେଶର ଜଣାଶୁଣା ଅର୍ଥଶାସ୍ତ୍ରୀ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆର୍ଥିକ ପରାମର୍ଶଦାତା ପରିଷଦର ଚେୟାରମ୍ୟାନ୍ ବିବେକ ଦେବରାୟଙ୍କ  ପରଲୋକ ହୋଇଛି । ଦିଲ୍ଲୀସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ସେ ଆଖି ବୁଜିଛନ୍ତି।  ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ…

ସତ୍ୟପାଠରେ ସାଂଘାତିକ ତଥ୍ୟ; ୫ ବର୍ଷରେ ହେମନ୍ତଙ୍କ ବୟସ ବଢ଼ିଛି ୭ ବର୍ଷ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବାରହେତ ଆସନରୁ ନାମାଙ୍କନ ଦାଖଲ କରିଥିବା ବେଳେ ତାଙ୍କ ସତ୍ୟପାଠରୁ ମିଳିଛି ଚାଞ୍ଚଲ୍ୟକର ତଥ୍ୟ। ଗତ ୫ ବର୍ଷରେ ହେମନ୍ତ ସୋରେନଙ୍କ ବୟସ ବଢ଼ିଛି ୭ ବର୍ଷ। ଅର୍ଥାତ ୫ ବର୍ଷ ପୂର୍ବେ ତାଙ୍କୁ ୪୨ ବର୍ଷ ହୋଇଥିବା ଉଲ୍ଲେଖ ହୋଇଥିବା ବେଳେ ଏବେ ବୟସ ୪୯…

ନଭେମ୍ବର ୨୫ରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ: ସଂସଦର ଶୀତ ଅଧିବେଶନ ସମ୍ବନ୍ଧରେ ସର୍ବଶେଷ ଅପଡେଟ୍ ଆସିଛି । ସୂଚନା ଅନୁସାରେ ସଂସଦର ଶୀତ ଅଧିବେଶନ ନଭେମ୍ବର ୨୫ରୁ ଆରମ୍ଭ ହୋଇ ଡିସେମ୍ବର ୨୩ପର୍ଯ୍ୟନ୍ତ ଚାଲିବ। ନଭେମ୍ବର ୨୬ ରେ, ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ସଂସଦର ଏକ ମିଳିତ ଅଧିବେଶନ ସମ୍ବିଧାନ ଗୃହ (ପୁରୁଣା ସଂସଦ…

ଦାଉଦ ସହ ସଂପର୍କ ଅଭିଯୋଗ : ନବାବ ମଲ୍ଲିକଙ୍କ ପାଇଁ ପ୍ରଚାର କରିବନି ବିଜେପି

ମୁମ୍ବାଇ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୈତିକ ମେଣ୍ଚଗୁଡ଼ିକ ମଧ୍ୟରେ ବିବାଦ ବଢିବାରେ ଲାଗିଛି । ଏନସିପି ନେତା ନବାବ ମଲ୍ଲିକଙ୍କୁ ଟିକେଟ ଦେବା ନେଇ ଏବେ ମହାଯୁତି ମେଣ୍ଟରେ ବଡ଼ ବିବାଦ ଦେଖାଦେଇଛି । ଅଣ୍ଡରଓ୍ବାର୍ଲଡ ଡନ ଦାଉଦ ଇବ୍ରାହିମ ସହିତ…

ସୀମାରେ ଯବାନଙ୍କ ସହ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

ଦୀପାବଳି ପର୍ବରେ ସାରା ଦେଶରେ ଉତ୍ସବର ମାହୋଲ। ପିଲାମାନଙ୍କଠାରୁ ବୟସ୍କ ପର୍ଯ୍ୟନ୍ତ, ଦୀପାବଳି ପାଇଁ ସମସ୍ତେ ଉତ୍ସାହିତ। କିନ୍ତୁ ଏତେ ବଡ଼ ପର୍ବ ଦିନରେ ମଧ୍ୟ ଆମର ଯବାନମାନେ ସୀମାରେ ନିୟୋଜିତ ଅଛନ୍ତି ଏବଂ ଦେଶକୁ ସୁରକ୍ଷା ଦେଇ ସେମାନଙ୍କର କର୍ତ୍ତବ୍ୟ ପାଳନ କରୁଛନ୍ତି। ଏଭଳି ସ୍ଥିତିରେ…

ସାମ୍ବାଦିକଙ୍କୁ ଛୁରୀ ଭୁଷି ନିର୍ମମ ଭାବେ ହତ୍ୟା

ଜାତୀୟ ନ୍ୟୁଜ ଏଜେନ୍ସି ANI ପାଇଁ କାମ କରୁଥିବା ସାମ୍ବାଦିକ ଦିଲୀପ ସୈନିଙ୍କୁ ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରାଯାଇଛି। ତାଙ୍କୁ କିଛି ଲୋକ ଘର ଭିତରେ ପଶି ଛୁରୀ ଭୁଷି ହତ୍ୟା କରିଛନ୍ତି। ଉତ୍ତର ପ୍ରଦେଶର ଫିତେପୁର ଜିଲ୍ଲାର ଭିତୋର ରୋଡ ନିକଟରେ ଥିବା ବିସାଉଲି ଠାରେ ଏପରି ଘଟଣା ଘଟିଛି। …

କଂଗ୍ରେସ ଛାଡ଼ିବାର କିଛି ଘଣ୍ଟା ପରେ ରବି ରାଜା ବିଜେପିରେ ସାମିଲ

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଛି ବଡ଼ ଝଟକା। ବ୍ରିହାନ ମୁମ୍ବାଇ ମ୍ୟୁନସିପାଲ କର୍ପୋରେସନରେ ଏକଦା ବିରୋଧୀ ଦଳ ନେତା ଭାବେ କାର୍ଯ୍ୟ କରୁଥିବା ରବି ରାଜା କଂଗ୍ରେସ ସହ ସବୁ ସମ୍ପର୍କଚ୍ଛିନ୍ନ କରିଛନ୍ତି। ସେ କଂଗ୍ରେସ ଛାଡ଼ିବାର କିଛି ଘଣ୍ଟା ପରେ ଦୀପାବଳି…

ଦୀପାବଳିରେ ପରସ୍ପରକୁ ମିଠା ଦେଲେ ଭାରତ ଓ ଚାଇନା ସେନା, ପାଟ୍ରୋଲିଂ ଆରମ୍ଭ

ସେନା ପ୍ରତ୍ୟାହାର ଓ ଭିତ୍ତିଭୂମି ଉଚ୍ଛେଦ ପରେ ଭାରତ ଓ ଚାଇନା ମଧ୍ୟରେ ଦୀପାବଳି ଠାରୁ ଆରମ୍ଭ ହୋଇଛି ନୂଆ ସମ୍ପର୍କ। ଦୀର୍ଘ ୪ ବର୍ଷ ହେଲା ବାସ୍ତବ ନିୟନ୍ତ୍ରଣ ରେଖା ବା ଏଲଏସିରେ ଲାଗି ରହିଥିବା ତିକ୍ତତାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ଚୁକ୍ତି ଅନୁସାରେ ବୁଧବାର ସେନା ପ୍ରତ୍ୟାହାର ଶେଷ…

‘ଭାରତ-ଚାଇନା ସମ୍ପର୍କ ଆହୁରି ସୁଧୁରିବ, ଅପେକ୍ଷା କର’

ଦୀର୍ଘ ୪ ବର୍ଷ ପରେ ପୂର୍ବ ଲଦାଖର ଦେପସାଙ୍ଗ ଓ ଡେମଚୋକ ଅଞ୍ଚଳରେ ଫେରିଛି ଶାନ୍ତି। ଉକ୍ତ ଅଞ୍ଚଳରୁ ଭାରତ-ଚାଇନା ନିଜ ନିଜ ସୈନ୍ୟ ପ୍ରତ୍ୟାହାର କରି ସାରିଛନ୍ତି। ଏହାଦ୍ୱାରା ଉଭୟ ଦେଶ ସମ୍ପର୍କରେ ଅଧିକ ସୁଧାର ଆସିବ ବୋଲି କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । କିନ୍ତୁ ଏଥିପାଇଁ…