Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଅନନ୍ତ-ରାଧିକା ୱେଡିଂ ନିମନ୍ତ୍ରଣପତ୍ରରେ ଖଞ୍ଜା ହୋଇଛି ସୁନା-ରୁପା
ନୂଆଦିଲ୍ଲୀ : ଏସିଆର ସବୁଠୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ରାଧିକା ମର୍ଚ୍ଚାଣ୍ଟ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଗୁଜରାଟର ଜାମନଗରରେ ତିନି ଦିନର ପ୍ରିୱେଡିଂ ପରେ ଲଣ୍ଡନରେ କ୍ରୁଜ୍ ପାର୍ଟି ଆଉ ଏବେ ଉଭୟଙ୍କ ଗ୍ରାଣ୍ଡ ୱେଡିଂ ପାଇଁ ଚାଲିଛି!-->…
ବାଚସ୍ପତିଙ୍କୁ ଭେଟିଲେ ରାହୁଲ ଗାନ୍ଧି, କହିଲେ- ଏମର୍ଜେନ୍ସି ଉପରେ ବୟାନ ‘ସଂପୂର୍ଣ୍ଣ ରାଜନୀତିକ’
ନୂଆଦିଲ୍ଲୀ : ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଆଜି ବାଚସ୍ପତି ଓମ ବିର୍ଲାଙ୍କୁ ତାଙ୍କ ଚ୍ୟାମ୍ବରରେ ଭେଟିଛନ୍ତି। ଏହି ସମୟରେ ଶ୍ରୀ ବିର୍ଲା ଲୋକସଭା ମଧ୍ୟରେ ଏମର୍ଜେନ୍ସି ସମ୍ପର୍କରେ ଦେଇଥିବା ବୟାନକୁ ନେଇ ସେ ତାଙ୍କ ଆଗରେ ଅସନ୍ତୋଷ ପ୍ରକାଶ କରିଛନ୍ତି।ରାହୁଲ ଗାନ୍ଧି ଭେଟଘାଟ!-->…
ବିବାହିତ ମହିଳାଙ୍କୁ ‘ଫକ୍ସକନ’ରେ ଚାକିରି ମନା, ରିପୋର୍ଟ ମାଗିଲା କେନ୍ଦ୍ର
ଚେନ୍ନାଇ : ବିବାହ କରିଥିଲେ ଚାକିରି ମନା। ବିବାହତ ମହିଳାଙ୍କୁ ଚାକିରି ଦେଉନି 'ଫକ୍ସକନ୍'। ଆଇଫୋନ୍ ନିର୍ମାତା କମ୍ପାନୀ ‘ଫକ୍ସକନ୍’ ଚେନ୍ନାଇରେ ଥିବା ତା'ର ଫ୍ୟାକ୍ଟ୍ରିରେ ବିବାହିତା ମହିଳାଙ୍କୁ ନିଯୁକ୍ତି ଦେଉ ନାହିଁ। ଏହି ଖବର ପ୍ରକାଶ ପାଇବା ପରେ ଆକ୍ସନ ମୁଡ୍କୁ ଆସିଛନ୍ତି କେନ୍ଦ୍ର!-->…
୭୦ ବର୍ଷ ବୟସରୁ ଅଧିକ ସମସ୍ତ ଭାରତୀୟଙ୍କୁ ମାଗଣାରେ ଚିକିତ୍ସା ସୁବିଧା ମିଳିବ
ନୂଆଦିଲ୍ଲୀ : ୭୦ ବର୍ଷ ବୟସରୁ ଅଧିକ ସମସ୍ତ ଭାରତୀୟଙ୍କୁ ମାଗଣାରେ ଚିକିତ୍ସା ସୁବିଧା ପ୍ରଦାନ କରାଯିବ। ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଯେକୌଣସି ସ୍ଥାନରେ ଏପରି ସୁବିଧା ମିଳିବ।ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏପରି ଘୋଷଣା କରିଛନ୍ତି। ସେହିପରି ଦେଶରେ ୨୫!-->…
ଗିରଫ ପରେ ୩ଦିନିଆ ସିବିଆଇ ରିମାଣ୍ଡରେ ଗଲେ କେଜ୍ରିୱାଲ
ନୂଆଦିଲ୍ଲୀ: ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବୁଧବାର ସେଣ୍ଟ୍ରାଲ୍ ବ୍ୟୁରୋ ଅଫ୍ ଇନ୍ଭେଷ୍ଟିଗେସନ୍ (ସିବିଆଇ) ଗିରଫ କରିଥିଲା । ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଉପରେ ରୋକ ଲଗାଇବା ନେଇ ସୁପ୍ରିମ୍କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ କେଜ୍ରିୱାଲ୍।!-->…
ଜେଲରୁ ଯେମିତି ବାହାରିପାରିବେନି ସେଭଳି ବ୍ୟବସ୍ଥା କରାଯାଇଛି: ସୁନୀତା
ନୂଆଦିଲ୍ଲୀ: ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବୁଧବାର ସେଣ୍ଟ୍ରାଲ୍ ବ୍ୟୁରୋ ଅଫ୍ ଇନ୍ଭେଷ୍ଟିଗେସନ୍ (ସିବିଆଇ) ଗିରଫ କରିଥିଲା । ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଉପରେ ରୋକ ଲଗାଇବା ନେଇ ସୁପ୍ରିମ୍କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ କେଜ୍ରିୱାଲ୍।!-->…
ଏମର୍ଜେନ୍ସିକୁ ‘କଳା ଦିନ’ ସମ୍ବୋଧିତ କଲେ ବାଚସ୍ପତି, ବିଭାଜନକାରୀ ବିବୃତ୍ତି କହି ବିରୋଧୀଙ୍କ ହଙ୍ଗାମା
ଦେଶର ଜରୁରୀ ପରିସ୍ଥିତି ବା ଏମର୍ଜେନ୍ସିର ୪୯ ବର୍ଷ ପୂର୍ତ୍ତି ଅବସରରେ ସଂସଦ ଅଧିବେଶନରେ ଏହି ଦିନକୁ ମନେ ପକାଇଛନ୍ତି ନବନିର୍ବାଚିତ ବାଚସ୍ପତି ଓମ୍ ବିର୍ଲା। ଲୋକସଭାର ବାଚସ୍ପତି ଭାବେ ଦ୍ୱିତୀୟ ଇନିଂସ ଆରମ୍ଭର ପ୍ରଥମ ଦିନରେ ସମ୍ବିଧାନର ଏହି ସମୟକୁ 'କଳା ଦିନ' ଭାବେ!-->…
ଏନ୍କାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ
ସୁରକ୍ଷାବାହିନୀକୁ ମିଳିଲା ସଫଳତା। ଘାଟିରେ ଏନ୍କାଉଣ୍ଟରେ ଟଳିଲେ ଦୁଇ ଆତଙ୍କବାଦୀ। ବୁଧବାର ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାର ଏକ ଜଙ୍ଗଲରେ ସୁରକ୍ଷାବାହିନୀ ଓ ଆଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍କାଉଣ୍ଟରେ ଦୁଇ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି।
ସୂଚନା!-->!-->!-->…
ଶୁଣାଣି ବେଳେ କୋର୍ଟ ଭିତରେ ବିଗିଡ଼ିଲା କେଜ୍ରିଓ୍ୱାଲଙ୍କ ସ୍ୱାସ୍ଥ୍ୟାବସ୍ଥା
ଅସୁସ୍ଥ ହୋଇପଡିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ। କୋର୍ଟ ରୁମ୍ରେ ବିଗିଡିଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା। ତାଙ୍କ ସୁଗାର ଲେବୁଲ ହ୍ରାସ୍ ପାଇଛି। ଏଥିପାଇଁ ତାଙ୍କୁ ଅନ୍ୟ ଏକ କୋଠରୀରେ ବସାଯାଇଛି।
ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ କେଜ୍ରିୱାଲଙ୍କୁ ବିଧିବଦ୍ଧ!-->!-->!-->…
ବାଚନିକ ଭୋଟରେ ବିରୋଧୀ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ନିର୍ବାଚିତ ହେଲେ ଓମ୍ ବିର୍ଲା
ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା। ୧୮ଦଶ ଲୋକସଭାର ବାଚସ୍ପତି ନିର୍ବାଚନରେ ବାଜି ମାରିଲେ ଓମ୍ ବିର୍ଲା। ସେ ଦ୍ୱିତୀୟ ଥର ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଧ୍ୱନୀ ମତରେ ଏହି ନିଷ୍ପତ୍ତି ନିଆଯାଇଛି। ବାଚନିକ ଭୋଟରେ ବିରୋଧୀ ମେଣ୍ଟ ପ୍ରାର୍ଥୀ!-->…