Browsing Category

ଦେଶ

ଅମ୍ବାନୀ ବିକିବେ ସରକାରଙ୍କ ଶସ୍ତା ସାମଗ୍ରୀ, କମ୍ ଦାମରେ ଲୋକେ ପାଇବେ ଅଟା-ଚାଉଳ

ନୂଆଦିଲ୍ଲୀ : ଦରବୃଦ୍ଧିକୁ କାବୁ କରିବା ପାଇଁ ସରକାର ଗତ ବର୍ଷ ଶସ୍ତା ଅଟା, ଚାଉଳ, ଡାଲି ବିକିବା ଆରମ୍ଭ କରିଦେଇଥିଲେ । ସରକାର ଭାରତ ବ୍ରାଣ୍ଡ୍ ନାଁରେ ଶସ୍ତା ଡାଲି, ଚାଉଳ, ଅଟା ବିକିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ରିଟେଲ୍ ଚେନ୍ ଜରିଆରେ ଲୋକଙ୍କ ପର୍ଯ୍ୟନ୍ତ ଏହାକୁ ପହଞ୍ଚାଇବା ପାଇଁ…

ସେବି ମୁଖ୍ୟ ମାଧବୀଙ୍କୁ ଆଶ୍ୱସ୍ତି, ମିଳିଲାନି ପ୍ରମାଣ

ନୂଆଦିଲ୍ଲୀ :ସେବି ଅଧ୍ୟକ୍ଷ ମାଧବୀ ବୁଚଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ତାଙ୍କ ବିରୋଧରେ ମିଳିଲାନି କୌଣସି ବି ପ୍ରମାଣ। ଗତ ସଂସଦ ଅଧିବେଶନରେ ତାଙ୍କ ନାଁ ବେଶ୍‌ ଚର୍ଚ୍ଚାକୁ ଆସିଥିଲା। ତାଙ୍କ ବିରୋଧରେ ଆସିଥିଲା ସଙ୍ଗୀନ ଅଭିଯୋଗ। ସେ ନିଜ ପଦର ଅପବ୍ୟବହାର କରୁଥିବା ନେଇ ଅଭିଯୋଗ ଆଣିଥିଲା…

ଓ୍ୱକଫ୍ ବିଲ୍‌କୁ ନେଇ ବିଜେପି-ଟିଏମ୍‌ସି ମୁହାଁମୁହିଁ, ଭାଙ୍ଗିଲେ କାଚ ବୋତଲ

ନୂଆଦିଲ୍ଲୀ : ଓ୍ୱକଫ ବିଲ୍‌କୁ ନେଇ ଜେପିସି ବୈଠକରେ ହଙ୍ଗାମା। ମୁହାଁମୁହିଁ ହେଲେ ବିଜେପି ଓ ଟିଏମ୍‌ସି। ରାଗିଗଲେ ତୃଣମୂଳ ସାଂସଦ କଲ୍ୟାଣ ବାନାର୍ଜୀ। ରାଗିଯାଇ ଭାଙ୍ଗି ଦେଲେ କାଚ ବୋତଲ। ଏଥିରେ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ହାତରେ ଆଘାତ ଲାଗିଛି।ଆଜି ଓ୍ୱକଫ୍‌ ବିଲ୍‌କୁ ନେଇ ସଂସଦ…

ନଡ଼ା ଜାଳିଲେ କୃଷକ, ନିଲମ୍ବିତ ହେଲେ ୨୪ ଅଫିସର୍‌

ଚଣ୍ତୀଗଡ : ନଡ଼ା ଜାଳିଲେ କୃଷକ। ନିଲମ୍ବିତ ହୋଇଗଲେ ଅଫିସର୍‌। ଜଣେ କି ଦୁଇ ଜଣ ନୁହେଁ ଏକାଥରକେ ୨୪ ଅଧିକାରୀଙ୍କୁ କରାଗଲା ସସ୍‌ପେଣ୍ଡ। ଏଭଳି କିଛି ଆକ୍ସନ ନେଇଛନ୍ତି ହରିୟାଣା ସରକାର।ଦିନକୁ ଦିନ ଦିଲ୍ଲୀରେ ବଢ଼ି ଚାଲିଛି ପ୍ରଦୂଷଣ ମାତ୍ରା। ଏଥିପାଇଁ ପ୍ରତିବର୍ଷ ହରିୟାଣାକୁ ମଖ୍ୟତଃ ଦାୟୀ…

ବାତିଲ ହେଲା ୧୭୮ ଟ୍ରେନ୍‌: ଦେଖନ୍ତୁ କେଉଁ ଦିନ ବାତିଲ ହେଲା କେଉଁ ଟ୍ରେନ୍‌

ନୂଆଦିଲ୍ଲୀ : ବାତ୍ୟା ‘ଦାନା’ ପାଇଁ ବାତିଲ୍‌ ହେଲା ଟ୍ରେନ୍‌। ମୋଟ ୧୭୮ଟି ଟ୍ରେନ ବାତିଲ ହୋଇଛି। ୨୩, ୨୪ ଓ ୨୫ ତାରିଖ ମଧ୍ୟରେ ମୋଟ ୧୭୮ ଟ୍ରେନ୍‌ ବାତିଲ କରାଯାଇଛି। ସେଥିରେ ଅପ୍‌ ଟ୍ରେନ୍‌ ୮୫ ଥିବା ବେଳେ ଡାଉନ୍‌ ଟ୍ରେନ୍‌ ୯୩ଟି ରହିଛି। ରେଳ ବିଭାଗ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି।୨୩…

ଏନ୍‌କାଉଣ୍ଟର୍‌ରେ ୪ ନକ୍ସଲ ସଫା

ପୁଲିସକୁ ମିଳିଲା ବଡ଼ ସଫଳତ। ମହାରାଷ୍ଟ୍ରର ଗଡ଼ଚିରୋଲିରେ ପୁଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ପୁଲିସ ଗୁଳିରେ ୪ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ଗଡ଼ଚିରୋଲିର ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ C60 କମାଣ୍ଡୋ ଓ ନକ୍ସଲ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଏଥିରେ…

ବଢ଼ୁଛି ରାଜଧାନୀରେ ପ୍ରଦୂଷଣ, ନଡ଼ା ଜାଳି ୧୪ କୃଷକ ଗିରଫ

ଦୀପାବଳି ପୂର୍ବରୁ ରାଜଧାନୀ ଦିଲ୍ଲୀରେ ବଢ଼ି ଚାଲିଛି ପ୍ରଦୂଷଣ। ବିଷାକ୍ତ ହେବାରେ ଲାଗିଛି ବାୟୁ। ପ୍ରତିବର୍ଷ ପଡୋଶୀ ରାଜ୍ୟ ହରିୟାଣାରେ କୃଷକମାନେ ନଡ଼ା ଜାଳିବା ଯୋଗୁ ପ୍ରଦୂଷଣ ବଢ଼ୁଥିବା ଅଭିଯୋଗ ହୋଇ ଆସୁଛି। ଏହାରି ଭିତରେ ଆକ୍ସନ ମୁଡ଼କୁ ଆସିଛନ୍ତି ସରକାର। ନାଡ଼ା ଜାଳିବା ଅଭିଯୋଗରେ…

ସୀମାରେ ଉତ୍ତେଜନା ହ୍ରାସ କରିବାକୁ ଭାରତ-ଚାଇନା ରାଜି, ଏଲଏସିରେ କରିବେ ପାଟ୍ରୋଲିଂ

ଭାରତ ଓ ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଦୀର୍ଘ ଦିନ ଧରି କୂଟନୀତିକ ସ୍ତରରେ ଚାଲିଥିବା ଆଲୋଚନା ଶେଷରେ ସକାରାତ୍ମକ ଫଳ ଆଣିଛି। ସୀମାରୁ ସେନା ପ୍ରତ୍ୟାହାର ସହ ଉତ୍ତେଜନା ହ୍ରାସ କରିବାକୁ ଭାରତ ଓ ଚାଇନା ରାଜି ହୋଇଛି। ଏଥିସହ ବିବାଦ…

ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ମୁହାଁଇବ ବାତ୍ୟା : ଆମେରିକୀୟ GFS ମଡେଲ

କେଉଁଠି ମାଡ ହେବ ବାତ୍ୟା ଦାନା । ବାତ୍ୟାର ଗତିପଥ ନେଇ ଆକଳନ କରିଛନ୍ତି ବିଭିନ୍ନ ଅନ୍ତର୍ଜାତୀୟ ପାଣିପାଗ ସଂସ୍ଥା । ଆମେରିକୀୟ GFS ମଡେଲ ଅନୁସାରେ ସମ୍ଭାବ୍ୟ ବାତ୍ୟା ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ମୁହାଁଇବ । ପଶ୍ଚିମବଙ୍ଗ ସୁନ୍ଦରବନ ଅଞ୍ଚଳର ହଳଦୀବାରୀ ଅଞ୍ଚଳରେ ହିଟ କରିବ। ସେହିପରି…

‘ଫୋନରେ ମିଛ ଧମକ ହେବ ଧର୍ତ୍ତବ୍ୟ ଅପରାଧ’

ଲଗାତାର ଭାବେ ଭାରତୀୟ ବିମାନଗୁଡିକୁ ବୋମା ଧମକ ମିଳିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ। ଏପରି ଅପରାଧକୁ ରୋକିବା ପାଇଁ ଆଇନରେ ସଂଶୋଧନ ଆଣିବାକୁ ଆଲୋଚନା ଚାଲିଥିବା ସେ କହିଛନ୍ତି। ବର୍ତ୍ତମାନ ସମୟରେ ଯେଉଁପରି ଭାବେ…