Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଶିବରାଜ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ନେଇ ଚର୍ଚ୍ଚା
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ବିଷୟରେ ଗୁରୁତ୍ୱପୂର୍ଣ୍ଣ ଖବର ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଷ୍ଟ୍ରୀୟ ଅଧକ୍ଷ ଜେପି ନଡ୍ଡା ତାଙ୍କ ପଦରୁ ଇସ୍ତଫା ଦେବା ନେଇ ଆଲୋଚନା ହେଉଛି। ତାଙ୍କ ସ୍ଥାନରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଭାର ସମ୍ଭାଳିବା!-->…
ମୋଦି ୩.୦ ସରକାର: ସହଯୋଗୀଙ୍କୁ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ପଦ ଦେବାକୁ ନାରାଜ ବିଜେପି!
ଏନଡିଏ ମେଣ୍ଟରେ ଚନ୍ଦ୍ରବାବୁ ନାଇଡୁଙ୍କ ଟିଡିପି ଓ ନୀତୀଶ କୁମାରଙ୍କ ଜେଡିୟୁର ଗୁରୁତ୍ୱ ବଢ଼ି ଯାଇଛି। ବିଜେପିକୁ ଏକାକୀ ସରକାର ଗଠନ କରିବାକୁ ମ୍ୟାଜିକ ନମ୍ବର ମିଳି ନଥିବାରୁ ଏହି ଦୁଲ ଦଳର ଆବଶ୍ୟକତା ରହିଛି।
ଏହାକୁ ଦୃଷ୍ଟିରେ ରଖି ଉଭୟ ଦଳ କେନ୍ଦ୍ର କ୍ୟାବିନେଟର ବଡ଼ବଡ଼ ମନ୍ତ୍ରଣାଳୟ!-->!-->!-->…
ଚନ୍ଦ୍ରବାବୁ ନାଇଡୁଙ୍କୁ ଭେଟିଲେ ଷ୍ଟାଲିନ୍
ଟିଡିପି ମୁଖ୍ୟ ତଥା ବିଜେପି ନେତୃତ୍ୱାଧୀନ ଏନଡିଏର ପ୍ରମୁଖ ସହଯୋଗ ଏନ ଚନ୍ଦ୍ରବାବୁ ନାଇଡୁ କେନ୍ଦ୍ରରେ ହେବାକୁ ଥିବା ସରକାର ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିବେ ବୋଲି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କହିଛନ୍ତି।
ବୁଧବାର ଏନଡିଏ ବୈଠକରେ ଯୋଗ ଦେଇଥିବା ଚନ୍ଦ୍ରବାବୁ!-->!-->!-->…
କେରଳର ୱାୟନାଡ଼ ଲୋକସଭା ଆସନ ଛାଡିପାରନ୍ତି ରାହୁଲ
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ ହୋଇଛି। ଫଳାଫଳରେ ବିଜେପି ସର୍ବବୃହତ ଦଳ ଭାବରେ ଉଭା ହୋଇଛି ଏବଂ ଏନଡିଏ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ ଏକ ବଡ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ କେରଳର ୱାୟନାଡ଼!-->…
ଚନ୍ଦ୍ରବାବୁ ଓ ନୀତୀଶଙ୍କ ଠାରୁ ଲିଖିତ ଭାବେ ସମର୍ଥନ ନେଲେ ମୋଦି
ଶେଷ ହୋଇଛି ବିଜେପି ନେତୃତ୍ୱାଧୀନ ଏନଡିଏ ବୈଠକ। କିଛି ସମୟ ପରେ ନୂଆ ସରକାର ଗଠନ ପାଇଁ ଦାବି ଜଣାଇବେ ନରେନ୍ଦ୍ର ମୋଦି। ସେ ଏନଡିଏ ସଦସ୍ୟଙ୍କ ସହ ଯାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ବୋଲି ଜଣାପଡ଼ିଛି।
ଚଳିତ ଲୋକସଭାରେ କୌଣସି ନିର୍ଦ୍ଦିଷ୍ଟ ରାଜନୀତିକ ଦଳକୁ ସ୍ପଷ୍ଟ!-->!-->!-->…
ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଫଡନାଭିସ୍
ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ଫଡନାଭିସ। କିନ୍ତୁ ତାଙ୍କ ଇସ୍ତଫାପତ୍ର ଏଯାଏ ଗ୍ରହଣ ହୋଇ ନାହିଁ। ୨୦୧୪ରୁ ୨୦୧୯ ଯାଏ ମୁଖ୍ୟମନ୍ତ୍ରୀ ପଦରେ ଥିବା ଫଡନାଭିସ କହିଛନ୍ତି, “ମୋତେ ସରକାରୀ ଦାୟିତ୍ୱରୁ ମୁକ୍ତି ଦେବାକୁ ମୁଁ ମୋର ଟପ୍!-->…
ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ ସରକାର ଗଠନ ପାଇଁ ସେ ଆଜି ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ତାଙ୍କ ଇସ୍ତଫା ଗ୍ରହଣ କରି ଦେଇଛନ୍ତି।
ଦେଶର ଲୋକସଭା ନିର୍ବାଚନର ଫଳାଫଳ ଆସି ସାରିଛି। ନିର୍ବାଚନ ଫଳାଫଳରେ ଏନଡିଏ!-->!-->!-->…
ଶେଷ କ୍ୟାବିନେଟ ବୈଠକରେ ବଡ଼ କଥା କହିଲେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଚଳିତ କାର୍ଯ୍ୟକାଳର ଶେଷ କ୍ୟାବିନେଟ ବୈଠକର ଆଜି ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ସେ ନିଜର ମନ୍ତ୍ରୀମାନଙ୍କୁ ବଡ଼ କଥା କହିଛନ୍ତି। ବିଜୟ ଓ ପରାଜୟ ରାଜନୀତିର ଅଂଶବିଶେଷ ବୋଲି ମୋଦି ମତ ରଖିଛନ୍ତି।
ବିଜେପି ଏକାକୀ ସରକାର ଗଠନ କରିବାକୁ ଚଳିତ!-->!-->!-->…
ଜୁନ୍ ୮ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି
ଦେଶରେ ଏଥର ମୋଦି-୩.୦। ପୁଣି ଥରେ ପ୍ରଧାନମନ୍ତ୍ରୀ ହେବେ ନରେନ୍ଦ୍ର ମୋଦି। ସେ ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ଆସନ୍ତା ଜୁନ୍ ୮ ତାରିଖ ସନ୍ଧ୍ୟାରେ ସେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂତ୍ରରୁ ପ୍ରକାଶ ପାଇଛି।
ଚଳିତ ନିର୍ବାଚନରେ ମୋଦି!-->!-->!-->…
ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୋଦି
ବିଜେପି ନେତୃତ୍ୱାଧୀନ ଏନଡିଏକୁ କ୍ରମାଗତ ତୃତୀୟ ଥର ବିଜୟୀ କରାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଜେପି ଏଥରର ୪୦୦ ପାର ନାରା ଦେଇ ନିର୍ବାଚନ ଲଢ଼ୁଥିଲା। କିନ୍ତୁ ଏନଡିଏ ୩୦୦ ଆସନ ଜିତିବାକୁ ସଂଘର୍ଷ କରୁଛି। ସେହିପରି ବିଜେପି ଏକାକୀ ମଧ୍ୟ!-->…