Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ହିମାଚଳ କଂଗ୍ରେସରେ ଫାଟ ଜଳଜଳ: ବିଜେପି କାମକୁ ପ୍ରଶଂସା କଲେ ଦଳର ରାଜ୍ୟ ମୁଖିଆ
ହିମାଚଳରେ କ୍ଷମତାସୀନ କଂଗ୍ରେସରେ ସୃଷ୍ଟି ହୋଇଥିବା ସଙ୍କଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦିନକ ତଳେ ଦଳର ପର୍ଯ୍ୟବେକ୍ଷକ ସବୁ କିଛି ଠିକ ଠାକ ହୋଇ ସାରିଥିବା କହିଥିଲେ।
କିନ୍ତୁ କଂଗ୍ରେସର ହିମାଚଳ ମୁଖ୍ୟ ପ୍ରତିଭା ସିଂହ ଖୋଲାଖୋଲି ବିଦ୍ରୋହ ଘୋଷଣା କରିଛନ୍ତି। ସେ ବିଜେପିକୁ ପ୍ରଶଂସା!-->!-->!-->…
ଜେଏନ୍ୟୁ ହିଂସା: ଏବିଭିପି ଓ ବାମପନ୍ଥୀ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ବିବାଦ
ନୂଆଦିଲ୍ଳୀ: ଦିଲ୍ଳୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଗୁରୁବାର ବିଳମ୍ବିତ ରାତିରେ ବିବାଦ ଦେଖିବାକୁ ମିଳିଛି। ଜେଏନୟୁ ପରିସରରେ ଅଖିଲ ଭାରତୀୟ ବିଦ୍ୟା ପରିଷଦ (ଏବିଭିପି) ଛାତ୍ର ଏବଂ ବାମପନ୍ଥୀ ଗୋଷ୍ଠୀ ମଧ୍ୟରେ ସ୍କୁଲ ଅଫ୍ ଲାଙ୍ଗୁଏଜ୍ ନିର୍ବାଚନ କମିଟିର ସଦସ୍ୟ ଚୟନକୁ ନେଇ ବିବାଦ!-->…
ରେଡ୍ ବେଳେ ବାହାରିଲା ବିଡା ବିଡା ଟଙ୍କା, ୬୦ କୋଟିର କାର୍ ଠାବ
ଆୟକର ବିଭାଗ ହାତରେ ଲାଗିଲା କୁବେର ଖଜଣା। ରେଡ୍ ବେଳେ ବାହାରିଲା ବିଡା ବିଡା ଟଙ୍କା। କେବଳ ସେତିକି ନୁହେଁ ୬୦ କୋଟିର ଅଧିକ ଟଙ୍କାର କାର୍ ମଧ୍ୟ ଜବତ ହୋଇଛି। ବଂଶୀଧର ତମାଖୁ ନାମକ କମ୍ପାନୀରେ ରେଡ୍ ବେଳେ ଏ ସମସ୍ତ ସମ୍ପତ୍ତି ଇନ୍କମ୍ ଟ୍ୟାକ୍ସ ବିଭାଗ ହାତରେ ଲାଗିଛି।
କାନପୁର!-->!-->!-->…
‘୧୭ ଲକ୍ଷ ନକଲି ଭୋଟର’ଙ୍କ ତାଲିକା ଦାଖଲ କଲେ ଶୁଭେନ୍ଦୁ ଅଧିକାରୀ
କୋଲକାତା : ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ତଥା ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟରେ ଥିବା ପ୍ରାୟ ୧୭ ଲକ୍ଷ ତଥାକଥିତ ନକଲି ଭୋଟରଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି। ନକଲି ଭୋଟରଙ୍କ ନାଁ,ଗାଁ ଓ ଠିକଣା ରହିଥିବା ତାଲିକାଗୁଡ଼ିକୁ ସେ ବ୍ୟାଗରେ ଭର୍ତ୍ତି କରି!-->…
ପୁଣି ଜାତିସଂଘରେ ଅପମାନିତ ହେଲା ପାକିସ୍ତାନ, କଶ୍ମୀର ପ୍ରସଙ୍ଗ ଉଠାଇବାରୁ ପାଇଲା କଡ଼ା ଜବାବ
ନୂଆଦିଲ୍ଲୀ : ପୁଣି ଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି ଭାରତ। ମିଳିତ ଜାତିସଂଘ ମାନବ ଅଧିକାର ପରିଷଦର ୫୫ତମ ଅଧିବେଶନରେ ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଥିବା ପାକିସ୍ତାନକୁ କଡା ଜବାବ ଦେଇଛି ଭାରତ। ଜାତିସଂଘ ମାନବ ଅଧିକାର ପରିଷଦର ପ୍ରଥମ ସଚିବ ଅନୁପମା ସିଂହ ପାକିସ୍ତାନକୁ ଭାରତର!-->…
ମନଇଚ୍ଛା ଗୁରମିତ ରାମ ରହିମକୁ ପାରୋଲରେ ଛାଡ଼ି ପାରିବେନି ସରକାର
ଚଣ୍ଡୀଗଡ଼ : ଦୁଷ୍କର୍ମ ଓ ହତ୍ୟା ଭଳି ଜଘନ୍ୟ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ଆତ୍ମଘୋଷିତ ବାବା ଗୁରମିତ ରାମ ରହିମ ସିଂହଙ୍କୁ ହରିଆଣା ସରକାର ବାରମ୍ବାର ଜେଲରୁ ପାରୋଲରେ ଛାଡ଼ି ଦେଉଛନ୍ତି।ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏବେ ପଞ୍ଜାବ ଓ ହରିଆଣା ହାଇକୋର୍ଟ ଏହି!-->…
ହ୍ବିଲ୍ଚେୟାର୍ ସହାୟକ ନମିଳିବାରୁ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ମାମଲା: ଏୟାର ଇଣ୍ଡିଆ ଉପରେ ଲାଗିଲା ୩୦ ଲକ୍ଷ…
ମୁମ୍ବାଇ: ନିକଟ ଅତୀତରେ ମୁମ୍ବାଇ ବିମାନବନ୍ଦରରେ ହ୍ବିଲ୍ଚେୟାର୍କୁ ନେବା ପାଇଁ ସହାୟକ ଉପଲବ୍ଧ ନଥିବା କାରଣରୁ ଜଣେ ବୃଦ୍ଧଙ୍କର ପାଦରେ ଚାଲି ଚାଲି ଯାଇ ମୃତ୍ୟୁ ଘଟିଥିବା କଥା ଆମେ ଜାଣିଥିଲେ। ଏବେ ସେହି ମାମଲାରେ ଏୟାର୍ ଇଣ୍ଡିଆ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା ଲାଗିଛି।ଅଭିଯୋଗ!-->…
ଆପଣମାନେ ମତେ ଦଳରୁ ବାହାର କରିବାକୁ ଚାହୁଁଛନ୍ତି ? ଭାଷଣ ଦେଉଦେଉ କାନ୍ଦିଲେ କମଲନାଥ
ଭୋପାଳ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଛିନ୍ଦୱାରାର ଆଦିବାସୀ ବହୁଳ ଅଞ୍ଚଳ ହରଇରେ ପହଞ୍ଚିଛନ୍ତି। ଜିଲ୍ଲାର ଚୌରାଇ ବିଧାନସଭାର ଚାନ୍ଦଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଭାଷଣ ଦେଉଦେଉ ସେ କାନ୍ଦି ପକାଇ ଥିବା!-->…
ସନ୍ଦେଶଖାଲି ମାମଲା: ଶେଖ ଶାହଜାହାଁକୁ ୬ ବର୍ଷ ପାଇଁ ନିଲମ୍ବିତ କଲା ଟିଏମସି
କୋଲକାତା: ଗତ କିଛି ଦିନ ଧରି ଫେରାର ଥିବା ଟିଏମସି ନେତା ଶେଖ ଶାହାଜାହାନଙ୍କୁ ଆଜି ପଶ୍ଚିମବଙ୍ଗ ପୁଲିସ ଗିରଫ କରିଛି। ତାଙ୍କୁ ଅଦାଲତରେ ହାଜର କରାଯାଇ ୧୦ ଦିନ ପାଇଁ ପୋଲିସ ହେପାଜତକୁ ପଠାଇ ଦିଆଯାଇଛି। ଏହା ପରେ ଏବେ ଶାହାଜାହାଁଙ୍କ ବିରୋଧରେ ତୃଣମୂଳ କଂଗ୍ରେସ (ଟିଏମସି) ବଡ!-->…
ସଙ୍କଟ ଟାଳିଲା କଂଗ୍ରେସ, ହିମାଚଳରେ ସୁଖୁ ହିଁ ରହିବେ ମୁଖ୍ୟମନ୍ତ୍ରୀ
ସିମଳା : ହିମାଚଳ ପ୍ରଦେଶରେ ଦେଖାଯାଇଥିବା ରାଜନୀତିକ ହଟଚମଟକୁ ବେଶ ଭଲ ଭାବେ ସମାଧାନ କରିଛି କଂଗ୍ରେସ। ଏଥିସହ ସୁଖବିନ୍ଦର ସିଂହ ସୁଖୁ ହିଁ ପୂର୍ବ ଭଳି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ କାମ କରିବେ। ପର୍ଯ୍ୟବେକ୍ଷକମାନେ ସମସ୍ତ ବିଧାୟକଙ୍କ ସହ କଥା ହୋଇଛନ୍ତି। ସେମାନଙ୍କ ମନରେ ଥିବା!-->…