Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା : ଚାଲିଗଲା ୭ ସାଙ୍ଗଙ୍କ ଜୀବନ
କର୍ଣ୍ଣାଟକ : କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାରେ ଏକ ଦ୍ରୁତଗାମୀ ଟ୍ରକ୍ ଏବଂ କାର୍ ମଧ୍ୟରେ ଜୋରଦାର୍ ମୁହାଁମୁହିଁ ଧକ୍କା ହେବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଅନ୍ୟ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ!-->…
ରୋହିଣୀରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ୩ ମୃତ
ନୂଆଦିଲ୍ଲୀ : ଦିଲ୍ଲୀର ରୋହିଣୀ ସେକ୍ଟର-୧୬ରେ ବୁଧବାର ଦିନ ଏକ ୪ ମହଲା ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡିଛି । ଘଟଣାରେ ୩ ଜଣଙ୍କ ଜୀବନ ଚାଲିଯାଇଥିଲା, ଅନ୍ୟ କିଛି ଲୋକ ଆହତ ହୋଇଛନ୍ତି । ଉଦ୍ଧାର ଅଭିଯାନ ଏଯାଏଁ ଜାରି ରହିଛି । NDRF,ଦିଲ୍ଲୀ ଅଗ୍ନିଶମ ସେବା ଏବଂ ଦିଲ୍ଲୀ ପୋଲିସର ଦଳ!-->…
ଇରାନର ସବୁଠାରୁ ବଡ଼ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ
ଇରାନ : ଇରାନ ଉପରେ ଆମେରିକାର ପୁଣି ଆକ୍ରମଣ । ଇରାନର ଦକ୍ଷିଣ ଭାଗରେ ବଡ଼ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ପୁଣି ଏୟାର ଷ୍ଟ୍ରାଇକ କରିଛି ସେଣ୍ଟକମ । ଆକ୍ରମଣରେ IRGCର ୬୦ରୁ ଅଧିକ ସାମରିକ ବୋଟ୍, ମିସାଇଲ୍ ଓ ଡ୍ରୋନ୍ ସଂରକ୍ଷଣ କେନ୍ଦ୍ର, ଉପକୂଳ ରାଡାର୍ ବ୍ୟବସ୍ଥା ଏବଂ ଏୟାର!-->…
ଭାରତ–ଅଷ୍ଟ୍ରେଲିଆ ମଧ୍ୟରେ ୟୁରାନିୟମ୍ ଚୁକ୍ତି ସ୍ୱାକ୍ଷରିତ
ମେଲବୋର୍ଣ୍ଣ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୟୁରାନିୟମ୍ ଯୋଗାଣକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ମେଲବୋର୍ଣ୍ଣରେ ଆୟୋଜିତ ଦ୍ୱିପକ୍ଷୀୟ ବୈଠକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜ୍ ମିଳିତ ସାମ୍ବାଦିକ!-->…
ଭାରତୀୟ ସେନାର ଫାୟାରପାୱାରରେ ବଡ଼ ବୃଦ୍ଧି, ‘ପିନାକା’ର ସଫଳ ପରୀକ୍ଷଣ
ନୂଆଦିଲ୍ଲୀ: ଭାରତର ରକ୍ଷା ଶକ୍ତିକୁ ମିଳିଲା ବଡ଼ ବଳ| ଓଡ଼ିଶାର ଚାନ୍ଦିପୁର ପୁଣି ଥରେ ଦେଶର ରକ୍ଷା କ୍ଷମତାର ଏକ ବଡ଼ ସଫଳତାର ସାକ୍ଷୀ ପାଲଟିଛି। ଡିଆରଡିଓ (DRDO) ବୁଧବାର ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜରୁ ସ୍ୱଦେଶୀ ପିନାକା ଲଙ୍ଗ ରେଞ୍ଜ ଗାଇଡେଡ୍ ରକେଟ୍ (LRGR)ର ସଫଳ ଉଡ଼ାଣ ପରୀକ୍ଷା!-->…
ଇରାନ ଉପରେ ପୁଣି ଆକ୍ରମଣ କଲା ଆମେରିକା
ନୂଆଦିଲ୍ଲୀ: ଇରାନ ଉପରେ ପୁଣି ବିମାନ ଆକ୍ରମଣ କରିଛି ଆମେରିକା। ଯାହା ପରେ ଇରାନ ପକ୍ଷରୁ ବାହାରିନ, କୁଏତ ଏବଂ କାତାର ଉପରେ ପ୍ରତିଶୋଧମୂଳକ ଆକ୍ରମଣ ଆରମ୍ଭ କରାଯାଇଛି।
ତେବେ ଦୁଇ ଦେଶ ମଧ୍ୟରେ ଚାଲିଥିବା ମଧ୍ୟବର୍ତ୍ତୀକାଳୀନ ଚୁକ୍ତିକୁ ପୁଣି ଥରେ ବିପଦରେ ପକାଇଛି। ଆମେରିକା!-->!-->!-->…
କଲକାତାରେ ରାଲି ବେଳେ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା, ଭାଇରାଲ ହେଲା ଭିଡିଓ
କଲକାତା:ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଟିଏମସି ରାଲିକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟରେ ଏବେ ଆଉ ଏକ ଘଟଣା ଚର୍ଚ୍ଚାରେ ରହିଛି। ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜଣେ ଦଳୀୟ କର୍ମୀଙ୍କୁ ସର୍ବସମ୍ମୁଖରେ ଚାପୁଡ଼ା ମାରୁଥିବା ଏକ ଭିଡିଓ ସୋସିଆଲ!-->…
ବିଦ୍ୟୁତ୍ ଆଘାତ ଲାଗି ଦମ୍ପତିଙ୍କ ସହ ୨ ସନ୍ତାନଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ମହାରାଷ୍ଟ୍ରର ସତାରା ଜିଲ୍ଲାରୁ ଏକ ହୃଦୟବିଦାରକ ଦୁର୍ଘଟଣା ସାମ୍ନାକୁ ଆସିଛି । ଜିଲ୍ଲାର ଫଳଟନ ତାଲୁକାର ଖାମଗାଁରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ଦମ୍ପତି ଏବଂ ସେମାନଙ୍କର ଦୁଇ ସନ୍ତାନ ରହିଛନ୍ତି!-->…
ଭୁଶୁଡ଼ିଲା ୩ ମହଲା କୋଠା, ଅନେକ ଲୋକ ଦବିଥିବା ଆଶଙ୍କା
ପୁଣେ : ପ୍ରବଳ ବର୍ଷା ଯୋଗୁଁ ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ କ୍ଷୟକ୍ଷତି ହୋଇଛି । ମହାରାଷ୍ଟ୍ରରେ ଅନେକ ସ୍ଥାନରେ ଗୋଟିଏ ପରେ ଗୋଟିଏ ଅଘଟଣ ଚାଲିଛି । ପୁଣେରେ ଏକ ବିଲିଡିଂ ଭୁଶୁଡ଼ିବା ଯୋଗୁଁ ଅନେକ ଲୋକ ଦବିଥିବା ଆଶଙ୍କା କରାଯାଉଛି । ପୁଣେ ଜିଲ୍ଲାର ପିମ୍ପରୀ-ଚିଚୱଡରେ ଏକ ୩ ମହଲା!-->…
ପହଲଗାମ ଆକ୍ରମଣ ସହ ସମ୍ପୃକ୍ତ ଥିବା ଲସ୍କର-ଇ-ତୋଇବାର ଶୀର୍ଷ କମାଣ୍ଡର ନିହତ
ଜମ୍ମୁ କଶ୍ମୀର : ଜମ୍ମୁ-କଶ୍ମୀରରେ ସୁରକ୍ଷା ବଳକୁ ବଡ଼ ସଫଳତା ମିଳିଛି । ଦୀର୍ଘ ୪ ଦିନ ଧରି ଚାଲିଥିବା ସର୍ଚ୍ଚ ଅପରେସନ ପରେ ଯବାନ ଚର୍ଚ୍ଚିତ ଲସ୍କର-ଇ-ତୋଇବାର ଜଣେ ଶୀର୍ଷ କମାଣ୍ଡର ନିହତ ହୋଇଛି । ପହଲଗାମ୍ ଆକ୍ରମଣ ସହ ସମ୍ପୃକ୍ତ ଥିବା ଅଭିଯୋଗରେ ଥିବା ଶୀର୍ଷ କମାଣ୍ଡରଙ୍କ ମୃତଦେହ!-->…