Browsing Category

ଦେଶ

ଲୋକସଭା ନିର୍ବାଚନ: JEE Main ସମେତ ବଦଳିଲା ଏହି ସବୁ ପରୀକ୍ଷା ତାରିଖ

ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ଦେଶରେ ୭ଟି ପର୍ଯ୍ୟାୟରେ ଭୋଟିଂ ହେବ। ଏପ୍ରିଲ ୧୯ରୁ ଜୁନ୍‌ ୧ ଯାଏଁ ଚାଲିବ ନିର୍ବାଚନ। ଏଥିଯୋଗୁ ବିଭିନ୍ନ କମ୍ପିଟେଟିଭ ଓ ପ୍ରବେଶିକା ତଥା ଏଣ୍ଟ୍ରାସ ପରୀକ୍ଷା ତାରିଖରେ ପରିବର୍ତ୍ତନ କରାଯାଇଛି। JEE Main, UPSC prelims, NEET PG, KCET, MHT

ସମସ୍ତ VVPAT ସ୍ଲିପ୍‌ ଗଣତି ଦାବି: ନିର୍ବାଚନ ଆୟୋଗଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନରେ ନିର୍ବାଚନ ଆୟୋଗର ଏ ସଂକ୍ରାନ୍ତ ନିୟମକୁ ଚ୍ୟାଲେଞ୍ଜ କରାଯାଇଛି। VVPAT ଯାଞ୍ଚ ପର୍ଯ୍ୟାୟ ଭାବରେ କରାଯିବା, ଅର୍ଥାତ୍ ଗୋଟିଏ ପରେ ଗୋଟିଏ ଯାଞ୍ଚ କରାଯିବା ଯୋଗୁ ଏଥିରେ ଅଯଥା ବିଳମ୍ବ ଘଟୁଛି। ତେଣୁ ଆବେଦନକାରୀ ଏକାସାଙ୍ଗରେ ଯାଞ୍ଚ

ପଶ୍ଚିମବଙ୍ଗରେ ଭୟଙ୍କର ଘୂର୍ଣ୍ଣିଝଡ଼: ୫ ମୃତ, ଶତାଧିକ ଆହତ

ପଶ୍ଚିମବଙ୍ଗରେ ଭୟଙ୍କର ଘୂର୍ଣ୍ଣିଝଡ଼। ହଠାତ୍ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ହେବାରୁ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ଆହତ ହୋଇଛନ୍ତି। ସୋଶାଲ ମିଡିଆରେ ଘୂର୍ଣ୍ଣିଝଡ ସମୟର ଭିଡିଓ ଭାଇରାଲ୍ ହେଉଛି। ପବନର ବେଗ ଏତେ ଅଧିକ ରହିଥିଲା ଯେ, ଏଥିରେ ୮୦୦ରୁ ଅଧିକ ଘର ନଷ୍ଟ

NIA ନୂଆ ମୁଖ୍ୟ ଭାବେ ଦାୟିତ୍ୱ ନେଲେ ସଦାନନ୍ଦ ବସନ୍ତ ଦାତେ

ନ୍ୟାସନାଲ ଇନଭେଷ୍ଟିଗେସନ୍ ଏଜେନ୍ସି(NIA)ର ନୂଆ ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସଦାନନ୍ଦ ବସନ୍ତ ଦାତେ । ଏ ନେଇ NIA ବିବୃତ୍ତି ଜାରି କରିଛି । ରବିବାର ଦିନକର ଗୁପ୍ତାଙ୍କ ସ୍ଥାନ ଗ୍ରହଣ କରିଛନ୍ତି ସଦାନନ୍ଦ ବସନ୍ତ NIAର ନୂତନ ପ୍ରମୁଖ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି ।

କଂଗ୍ରେସକୁ ଆୟକର ଆଶ୍ୱସ୍ତି: ନିର୍ବାଚନ ଶେଷ ନ ହେବା ଯାଏ ହେବନି କାର୍ଯ୍ୟାନୁଷ୍ଠାନ

ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା କଂଗ୍ରେସକୁ ଲୋକସଭା ନିର୍ବାଚନ ପୂର୍ବରୁ ବଡ଼ ଆଶ୍ୱସ୍ତି ମିଳିଛି। ୩୫୦୦ କୋଟି ଟଙ୍କାର ବକେୟା ଟିକସ ମାମଲାରେ ଆୟକର ବିଭାଗ ନିର୍ବାଚନ ଶେଷ ନ ହେବା ଯାଏ ବିରୋଧୀ କଂଗ୍ରେସ ବିରୋଧରେ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ନାହିଁ। ଆଜି

ନିର୍ବାଚନୀ ବଣ୍ଡ: ପ୍ରଥମଥର ପାଇଁ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି

ଅସାମ୍ବିଧାନିକ ବିବେଚିତ ହୋଇଥିବା ନିର୍ବାଚନୀ ବଣ୍ଡକୁ ନେଇ ପ୍ରଥମଥର ପାଇଁ ମୁହଁ ଖୋଲିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜନୀତିକ ଦଳଗୁଡ଼ିକୁ ଚାନ୍ଦା ଦେବାକୁ ୨୦୧୭ରେ ଲାଗୁ ହୋଇଥିବା ନିର୍ବାଚନୀ ବଣ୍ଡକୁ ସୁପ୍ରିମକୋର୍ଟ ଅବୈଧ ଘୋଷଣା କରିଥିଲେ। ଏହାକୁ ନେଇ ବିରୋଧୀ କେନ୍ଦ୍ରରେ

RBIର ୯୦ ବର୍ଷ ପୂର୍ତ୍ତି ଅବସରରେ ୯୦ ଟଙ୍କିଆ କଏନ ଉନ୍ମୋଚନ

୯୦ ବର୍ଷରେ ପଦାର୍ପଣ କରିଛି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ବା RBI। ଆଜିର ଦିନକୁ ସ୍ମରଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯୦ ଟଙ୍କିଆ କଏନ ଉନ୍ମୋଚନ କରିଛନ୍ତି। ଏହି କଏନ ସମ୍ପୂର୍ଣ୍ଣ ରୁପାରେ ପ୍ରସ୍ତୁତ, ଯାହାର ଓଜନ ୪୦ ଗ୍ରାମ ହେବ। ଆରବିଆର ସ୍ୱତନ୍ତ୍ର ଦିବସ ଅବସରରେ

କେଜ୍ରିୱାଲଙ୍କୁ ୧୫ ତାରିଖ ପର୍ଯ୍ୟନ୍ତ ଜେଲ୍‌କୁ ପଠାଇ ଦେଲେ କୋର୍ଟ

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଜେଲ୍‌ରେ ରହିବେ। ଇଡିର ରିମାଣ୍ଡ ଅବଧି ଶେଷ ହେବା ପରେ ଆଜି ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଅରବିନ୍ଦ କେଜ୍ରିୱାଲଙ୍କୁ ୧୫ ଦିନ ପାଇଁ ବିଚାର

ମୁଁ ମୁଲାୟମଙ୍କ ଉତ୍ତରାଧିକାରୀ: ନିରହୁଆ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଆଜମଗଡ ସଦର ଲୋକସଭା ଆସନରୁ ବିଜେପି ସାଂସଦ ତଥା ପ୍ରାର୍ଥୀ ଦୀନେଶ ଲାଲ ଯାଦବ ନିରହୁଆ ଏବେ ଜୋରସୋରରେ ପ୍ରଚାର ଚଳାଇଛନ୍ତି | ତେବେ ନିରହୁଆ ଆଜି ଏମିତି ଏକ ବୟାନ ଦେଇଛନ୍ତି ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି | ସେ ସପା ସମର୍ଥକଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ

ବିଜେପିକୁ କଡ଼ା ଚ୍ୟାଲେଞ୍ଜ ଦେଲେ ମମତା

ପାଖେଇ ଆସିଲାଣି ଲୋକସଭା ନର୍ବାଚନ। ଏଥିପାଇଁ ଜୋରସୋର୍‌ରେ ଲାଗି ପଡିଛନ୍ତି ସମସ୍ତ ରାଜନୈତିକ ଦଳ। ଏହାର ଭିତରେ ଆରୋପ ପ୍ରତ୍ୟେରୋପ ମଧ୍ୟ ଆରମ୍ଭ ହୋଇସାରିଛି। ଏହିକ୍ରମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପି ଦେଇଛି ଖୋଲା ଚ୍ୟାଲେଞ୍ଜ। ବିଜେପିର ୪୦୦ ପାର୍‌ ନାରାକୁ ନେଇ ସେ