Browsing Category

ଦେଶ

ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା

ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ ପଠାଯାଇଛି। କୋର୍ଟଙ୍କ ନିଷ୍ପତ୍ତି ପରେ ତାଙ୍କ ପତ୍ନୀ ସୁନୀତା କେଜରିୱାଲ ଗଣମାଧ୍ୟମକୁ କହିଛନ୍ତି

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର ଉଦ୍ଧବ ବାଲାସାହେବ ଠାକରେଙ୍କ ପ୍ରାର୍ଥୀ ଅମୋଲ କୀର୍ତ୍ତିକରଙ୍କ ବିରୋଧରେ ତାଙ୍କୁ ପ୍ରାର୍ଥୀ

ଜେଲରୁ ପ୍ରଚାର କରିବେ ଆଜମ ଖାଁ? ଷ୍ଟାର ପ୍ରଚାରକ ଲିଷ୍ଟରେ ରହିଛି ନାମ

ଲକ୍ଷ୍ନୌ,୨୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜି ସାରିଛି ଏବଂ ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୟୁପିରେ ପ୍ରଥମ ପର୍ଯ୍ୟାୟରେ ୮ ଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଏଥିପାଇଁ ୧୯ ଏପ୍ରିଲରେ ମତଦାନ ହେବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ

କେତେ ଆଉ ମିଛ କହିବ ? ସଞ୍ଜୟ ରାଉତଙ୍କ ଉପରେ ବର୍ଷିଲେ ପ୍ରକାଶ ଆମ୍ବେଦକର

ମୁମ୍ବାଇ: ବଞ୍ଚିତ ବହୁଜନ ଅଘାଡି (ଭିବିଏ) ଅଧ୍ୟକ୍ଷ ପ୍ରକାଶ ଆମ୍ବେଦକର ଆଜି ଶିବସେନା(ୟୁବିଟି) ନେତା ସଞ୍ଜୟ ରାଉତଙ୍କ ଉପରେ ଆକ୍ରମଣ କରିଛନ୍ତି। ଏଥିସହ ସେ ଶିବସେନା (ୟୁବିଟି) ସାଂସଦ ମିଥ୍ୟା କହିଥିବାର ଅଭିଯୋଗ କରିଛନ୍ତି। ଆମ୍ବେଦକର କହିଛନ୍ତି, ଆପଣ ସଞ୍ଜୟ ରାଉତ କେତେ ମିଛ କହିବେ? ଯଦି

ଅନ୍ୟକୁ ଡରେଇବା-ଧମକାଇବା କଂଗ୍ରେସର ସଂସ୍କୃତି: ମୋଦୀ

ନୂଆଦିଲ୍ଲୀ: ଦେଶର ପ୍ରମୁଖ ଆଇନଜୀବୀମାନେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ଚିଠି ଲେଖି ନ୍ୟାୟାଳୟ ଉପରେ ଏକ ଗୋଷ୍ଠୀ ପ୍ରଭାବ ପକାଇବାକୁ ଉଦ୍ୟମ କରୁଥିବା ଅଭିଯୋଗ କରିଛନ୍ତି । ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି ।

ସ୍ୱାମୀଙ୍କ ମୃତ୍ୟୁକୁ ନେଇ ସଂଗୀନ ଅଭିଯୋଗ ଆଣିଲେ ସୀତା ସୋରେନ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭାଉଜ ସୀତା ସୋରେନ ତାଙ୍କ ସ୍ୱାମୀଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଏହା ସହିତ ସେ ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ମାମଲାର ତଦନ୍ତ କରିନଥିବାରୁ ରାଜ୍ୟ ସରକାରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସୀତାଙ୍କର ଏହି ବୟାନ

ରାମେଶ୍ୱରମ୍ କାଫେ ବିସ୍ଫୋରଣ ମାମଲା : ଅନ୍ୟତମ ଅଭିଯୁକ୍ତ ମୁଜାମ୍ମିଲ ସରିଫକୁ ଗିରଫ କଲା ଏନଆଇଏ

ବେଙ୍ଗାଲୁରୁ: କର୍ଣ୍ଣାଟକର ବେଙ୍ଗାଲୁରୁରେ ରାମେଶ୍ୱରମ୍ କାଫେ ବିସ୍ଫୋରଣ ମାମଲାରେ ଜାତୀୟ ତଦନ୍ତକାରୀ ଏଜେନ୍ସି (ଏନ୍ଆଇଏ) ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗୁରୁବାର ଜାରି ଏକ ବିବୃତିରେ ଏନଆଇଏ କହିଛି ଯେ ମୁଜାମ୍ମିଲ ସରିଫ ଏହି ମାମଲାର ମୁଖ୍ୟ ଷଡ଼ଯନ୍ତ୍ରକାରୀ, ଯିଏକି ତିନୋଟି ରାଜ୍ୟ

ଚାଇନାର ଅରୁଣାଚଳ ଦାବିକୁ ଭିତ୍ତିହୀନ କହିଲା ଭାରତ

ନୂଆଦିଲ୍ଲୀ : ଭାରତର ଅରୁଣାଚଳ ପ୍ରଦେଶକୁ ନେଇ ଚାଇନା ବାରମ୍ବାର କରୁଥିବା ଦାବି ଉପରେ ଆଜି ନୂଆଦିଲ୍ଲୀ ଜବାବ ରଖିଛି। ଚାଇନାର ଦାବିକୁ ଭାରତ ସରକାର ଭିତ୍ତିହୀନ ବୋଲି କହିଛନ୍ତି।ଭାରତର ଆଭିମୁଖ୍ୟ ସମ୍ପର୍କରେ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣନ୍ଧୀର ଜୈସୱାଲ କହିଛନ୍ତି, ଅରୁଣାଚଳ

କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ୱସ୍ତି, ଏପ୍ରିଲ ୩ରେ ପରବର୍ତ୍ତୀ ଶୁଣାଣି

ଅବକାରୀ ନୀତି ଦୁର୍ନୀତି ଘଟଣାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ କୌଣସି ପ୍ରକାରର ଆଶ୍ୱସ୍ତି ମିଳିନାହିଁ। ସେ ଇଡିର ଗିରଫଦାରୀ ଓ ରିମାଣ୍ଡକୁ ବେଆଇନ ଦର୍ଶାଇ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ। କିନ୍ତୁ କୋର୍ଟ ତାଙ୍କୁ ଆଶ୍ୱସ୍ତି ଦେଇ ନାହାନ୍ତି। ଏବେ

ଆପ୍‌ର ଏକମାତ୍ର ଲୋକସଭା ସାଂସଦ ବିଜେପିରେ ମିଶିଲେ

ଲୋକସଭା ନିର୍ବାଚନ ପୂର୍ବରୁ ଆପ୍‌କୁ ଗୋଟିଏ ବଡ଼ ଝଟକା ଲାଗିଛି। ଦଳର ଏକମାତ୍ର ସାଂସଦ ସୁଶିଲ କୁମାର ରିଙ୍କୁ ଆଜି ପଟ ପରିବର୍ତ୍ତନ କରିଛନ୍ତି। ସେ ଆପ୍‌ ଛାଡ଼ି ବିଜେପିରେ ମିଶିଛନ୍ତି। ରିଙ୍କୁ ପଦ୍ମ ଧରିବାରୁ ଆପ୍‌ ଏବେ ଲୋକସଭାରେ ସାଂସଦ ଶୂନ୍ୟ ହୋଇ ଯାଇଛି। ସାଂସଦ ରିଙ୍କୁଙ୍କ ସହ