Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ, ଡାକ୍ତରଖାନାରେ ଭର୍ତ୍ତି
ଥାଣେ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଛି । ଚିକିତ୍ସା ପାଇଁ ତାଙ୍କୁ ଥାଣେ ଜୁପିଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଉପରେ ଲଗାତାର ଡାକ୍ତରଙ୍କ ଦଳ ନଜର ରଖିଛନ୍ତି ।
ସୂଚନାନୁଯାୟୀ, ଗତକାଲିଠାରୁ ହାଲକା ଜ୍ବର, ଆଳସ୍ୟ!-->!-->!-->…
ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲାରେ ବିଜେପିକୁ ସମାଲୋଚନା କଲେ ଉଦ୍ଧବ
ମୁମ୍ବଇ: ଅଯୋଧ୍ୟା ଶ୍ରୀରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲାରେ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକ୍ରେ ଶୁକ୍ରବାର ବିଜେପିକୁ ସମାଲୋଚନା କରିଛନ୍ତି। ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ ବୋଲି ସେ କହିଛନ୍ତି। ରାମ ମନ୍ଦିର ଦାନ!-->…
ଖାମେନେଇଙ୍କୁ ଅନ୍ତିମ ବିଦାୟ ଦେଲେ ଦେଶବାସୀ
ତେହରାନ: ଇରାନବାସୀ ଶୁକ୍ରବାର ସେମାନଙ୍କର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲୀ ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ପୂର୍ବକ ଅନ୍ତିମ ବିଦାୟ ଜଣାଇଛନ୍ତି। ଖାମେନେଇଙ୍କ କଫିନକୁ ଜାତୀୟ ପତାକାରେ ଘୋଡାଯାଇ ଗ୍ରାଣ୍ଡ ମୋସାଲାରେ ରଖାଯାଇଥିଲା। ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ, ସଂସଦ!-->…
UAPA ଅଧୀନରେ ୨୩ ଜଣଙ୍କୁ ଆତଙ୍କୀ ଘୋଷଣା କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ଭାରତ ସରକାର UAPA ଅଧୀନରେ ୨୩ ଜଣଙ୍କୁ ଆତଙ୍କବାଦୀ ଭାବରେ ନାମିତ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଆଜି (ଶନିବାର) ଏହି ସମ୍ପର୍କରେ ଏକ ଗେଜେଟ୍ ବିଜ୍ଞପ୍ତି ଜାରି କରିଛି। ବିଜ୍ଞପ୍ତିରେ ଜୈଶ-ଏ-ମହମ୍ମଦ (JeM) ଏବଂ ଲସ୍କର-ଏ-ତୈବା (LeT) ସହିତ ଜଡିତ ଅନେକ!-->…
ଦିଦିଙ୍କୁ ପୁଣି ଝଟକା; ସମସ୍ତ ପଦବୀରୁ ଇସ୍ତଫା ଦେଲେ ଦଳର ରାଜ୍ୟ ସଭାପତି ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ
କୋଲକାତା: ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କୁ ପୁଣି ଝଟକା । ସମସ୍ତ ଦଳୀୟ ପଦବୀରୁ ଇସ୍ତଫା ଦେଲେ ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ ଟିଏମସିର ରାଜ୍ୟ ସଭାପତି ଭାବରେ ବିବେଚିତ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ । ସେ ମମତା ବାନାର୍ଜୀଙ୍କୁ ଏକ ଚିଠି ମାଧ୍ୟମରେ ଜଣାଇଛନ୍ତି ଯେ, ସେ ଜୁନ୍ ୩!-->…
କାଶୀ ବିଶ୍ୱନାଥ ମନ୍ଦିର ଫାଟକରେ ଭୁଲରେ ଗୁଳି ଚଳାଇଲେ PAC ଯବାନ, ୩ ଆହତ
ବାରଣାସୀ: ଉତ୍ତରପ୍ରଦେଶର ବାରଣାସୀ ସ୍ଥିତ କାଶୀ ବିଶ୍ୱନାଥ ମନ୍ଦିରର ଗେଟ୍ ନମ୍ବର–୪ ନିକଟରେ ଶନିବାର ସକାଳେ ଏକ ଅଘଟଣ ଘଟିଛି। PAC (ପ୍ରୋଭିନ୍ସିଆଲ୍ ଆର୍ମ୍ଡ କନଷ୍ଟାବ୍ୟୁଲାରୀ)ର ଜଣେ ଯବାନଙ୍କ କାର୍ବାଇନରୁ ଭୁଲବଶତଃ ଗୁଳି ଫୁଟିଯିବାରୁ ଏକ ଫୁଲମାଳ ଦୋକାନରେ କାମ କରୁଥିବା ୩ ଜଣ ଆହତ!-->…
ଉତ୍ତରାଖଣ୍ଡରେ ବର୍ଷାର ତାଣ୍ଡବ : ୧୦୦ରୁ ଅଧିକ ରାସ୍ତା ବନ୍ଦ, ଯାତାୟତ ଠପ୍
ଉତ୍ତରାଖଣ୍ଡ : ମୌସୁମୀ ବର୍ଷା ଆରମ୍ଭ ହେବା ପରେ ଉତ୍ତରାଖଣ୍ଡ ବିପର୍ଯ୍ୟୟ ଦେଖିବାକୁ ମିଳିଛି । ବର୍ଷା କାରଣରୁ ରାଜ୍ୟର ଅନେକ ରାସ୍ତା ବନ୍ଦ ହୋଇ ପଡ଼ିଥିବା ବେଳେ କିଛି କ୍ଷତିଗ୍ରସ୍ତ ହୋଇଛି । ବଦ୍ରିନାଥ ଏବଂ କେଦାରନାଥ ନ୍ୟାସନାଲ ହାଇଓେ୍ବ ଘଣ୍ଟା ଘଣ୍ଟା ଧରି ବନ୍ଦ ହୋଇପଡିଛି ।!-->…
ଖାଇକୁ ଖସିଲା ବସ୍, ୪୦ ମୃତ
ପାକିସ୍ତାନ : ପାକିସ୍ତାନର ଖାଇବର ପଖତୁନଖ୍ବାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଜଣ ଆହତ ହୋଇଛନ୍ତି । ବ୍ରେକ୍ ଫେଲ୍ ହେବା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡୁଛି । ବର୍ତ୍ତମାନ ଘଟଣା!-->…
ମଧ୍ୟପ୍ରାଚ୍ୟକୁ ସ୍ବାଭାବିକ ହେଲା ଏୟାର ଇଣ୍ଡିଆ ବିମାନ ସେବା
ନୂଆଦିଲ୍ଲୀ: ଭାରତର ବିମାନ ପରିବହନ କମ୍ପାନୀ ଏୟାର ଇଣ୍ଡିଆ ମଧ୍ୟପ୍ରାଚ୍ୟକୁ ବିମାନ ସେବା ସ୍ବାଭାବିକ କରିଛି। ଯୁଦ୍ଧ ଯୋଗୁଁ ବିମାନ ସେବାକୁ ସାମୟିକ ବାତିଲ କରାଯାଇଥିଲା। ଗୁରୁବାର ଏୟାର ଇଣ୍ଡିଆ କୋଝିକୋଡ୍ର ସଲାହକୁ ବିମାନ ଉଡାଣ କରିଛି। ସେହିପରି କୋଝିକୋଡ୍ରୁ କୁଏତ ଓ ବାଙ୍ଗାଲୋରକୁ!-->…
୪ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଦିଲ୍ଲୀ ପୁଲିସ
ନୂଆଦିଲ୍ଲୀ: ଦିଲ୍ଲୀ ପୁଲିସ ୪ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଏହି ସନ୍ଦିଗ୍ଧମାନଙ୍କର ପାକିସ୍ତାନ ଗୁଇନ୍ଦା ସଂସ୍ଥା ଆଇଏସ୍ଆଇ ସହ ସମ୍ପର୍କ ଥିବା ପୁଲିସ କହିଛି। ପଞ୍ଜାବରୁ ୩ ଓ ଦିଲ୍ଲୀରୁ ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି। ଏହି ସନ୍ଦିଗ୍ଧମାନେ!-->…