Browsing Category

ଦେଶ

ଭାରତ ମହାସାଗରରେ କ୍ଷେପଣାସ୍ତ୍ର ମୁତୟନ କରିବ ଭାରତ

ନୂଆଦିଲ୍ଲୀ: ଭାରତ ମହାସାଗରରେ ଚୀନ  ଓ ପାକିସ୍ତାନର ବଢୁଥିବା ଗତିବିଧି ଉପରେ ଭାରତ ତୀକ୍ଷ୍ଣ ନଜର ରଖିଛି। ଉଭୟ ଦେଶର ମୁକାବିଲା କରିବା ପାଇଁ ଭାରତୀୟ ସେନା ୫୦୦ କିଲୋମିଟର ଦୂରତା ବିଶିଷ୍ଟ ବୁଡ଼ାଜାହାଜ-ଉତକ୍ଷେପଣ କ୍ରୁଜ୍ କ୍ଷେପଣାସ୍ତ୍ର (ଏସ୍ଏଲସିଏମ୍)ର ପରୀକ୍ଷଣ କରିବାକୁ ଯାଉଛି। ଆକାଶ

ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟୀ ହେଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଳୀ: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟ ସହ ସିରିଜ ନିଜ ନାଁରେ କରିଛି ଟିମ୍ ଇଣ୍ଡିଆ । ଶେଷ ମ୍ୟାଚ୍ ପୂର୍ବରୁ ସିରିଜ କବଜା କରିଛି ରୋହିତ ବାହିନୀ । ୫ ୱିକେଟ ହରାଇ ୧୯୨ ରନର ବିଜୟଲକ୍ଷ୍ୟକୁ ହାସଲ କରିଛି ଭାରତ। ଦୁଇ ଯୁବ ବ୍ୟାଟର ଶୁଭମନ ଗିଲ ଓ ଧ୍ରୁବ ଜୁରେଲଙ୍କ

ଓଡ଼ିଶା ସମେତ ଦେଶରେ ୨ ହଜାରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶବାସୀଙ୍କୁ ୪୧ ହଜାର କୋଟି ମୂଲ୍ୟର ୨ ହଜାରରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିସି ଜରିଆରେ ଅମୃତ ଭାରତ ଷ୍ଟେସନ ଯୋଜନାରେ ୫୫୪ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରିଛନ୍ତି ।

ବିଜେପିରେ ସାମିଲ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ

ଲୋକସଭା ନିର୍ବାଚନ ପୂର୍ବରୁ ପୁଣି କଂଗ୍ରେସକୁ ଝଟ୍‌କା। ହାତ ଛାଡିଲେ ଝାଡ଼ଖଣ୍ଡର କଂଗ୍ରେସ ସାଂସଦ ଗୀତା କୋଡା। ସେ ଆଜି ଦଳରୁ ଇସ୍ତଫା ଦେଇ ରାଞ୍ଚି ସ୍ଥିତ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଗୀତା କୋଡା ହେଉଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧୁ

ସନ୍ଦେଶଖାଲି ମାମଲା: ଟିଏମସ ନେତା ଶେଖ ଶାହଜାହାଁଙ୍କୁ ଗିରଫ କର, କହିଲେ ହାଇକୋର୍ଟ

ସନ୍ଦେଶଖାଲିରେ ଶତାଧିକ ମହିଳାଙ୍କୁ ଯୌନ ନିର୍ଯାତନା ଦିଆଯିବା ଏବଂ ସେମାନଙ୍କ ଜମି ହଡପ ମାମଲାରେ ତୃଣ ମୂଳ କଂଗ୍ରେସ ନେତା ଶେଖ ଶାହଜାହାଁଙ୍କୁ ଗିରଫ କରାଯିବା ଉଚିତ୍। ଆଜି କଲିକତା ହାଇକୋର୍ଟ ମାମଲା ଉପରେ ବିଚାର କରି ଏପରି କହିଛନ୍ତି। ହାଇକୋର୍ଟ କହିଛନ୍ତି, ଶେଖ

TMC ନେତାଙ୍କୁ ଗୁଳିକରି ହତ୍ୟା

ପଶ୍ଚିମବଙ୍ଗର ଜଣେ ତୃଣ ମୂଳ କଂଗ୍ରେସ ନେତାଙ୍କୁ ଗୁଳି କରି ହତ୍ୟା। ଉତ୍ତର ୨୪ ପରଗଣା ଜିଲ୍ଲାରେ ଏହି ହତ୍ୟାକାଣ୍ଡ ଘଟିଛି। ଏକ ଜମି ଚୁକ୍ତି ନେଇ ଚାଲିଥିବା କଥାବାର୍ତ୍ତା ମଧ୍ୟରେ ଟିଏମସି ନେତାଙ୍କ ଉପରକୁ ଗୁଳିମାଡ଼ ହୋଇଥିବା କୁହାଯାଉଛି। ସୂଚନା ଅନୁସାରେ, ମୃତ ଟିଏମସି ନେତା

ନଫେ ସିଂହ ରାଠୀ ହତ୍ୟା ମାମଲା: ପୂର୍ବତନ ବିଧାୟକଙ୍କ ସମେତ ୭ ଜଣଙ୍କ ନାଁରେ FIR

ଭାରତୀୟ ଜାତୀୟ ଲୋକ ଦଳ (INLD)ର ହରିଆଣା ମୁଖ୍ୟ ନଫେ ସିଂହ ରାଠୀଙ୍କ ହତ୍ୟା ମାମଲାରେ ପୁଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୂର୍ବତନ ବିଧାୟକଙ୍କ ସମତେ ସାତ ଜଣଙ୍କ ନାଁରେ ଏଫ୍‌ଆଇଆର୍‌ ରୁଜୁ କରିଛି। ପୁଲିସ କାର୍‌ ଚାଳକ ଓ ନଫେ ସିଂହ ରାଠୀଙ୍କ ଭଣଜା ରାକେଶ ଓରଫ ସଞ୍ଜୟଙ୍କ

ହାଇକୋର୍ଟଙ୍କ ରାୟ; ଜ୍ଞାନବ୍ୟାପୀରେ ପୂଜା କରିପାରିବେ ହିନ୍ଦୁ

ଜ୍ଞାନବ୍ୟାପୀରେ ଜାରି ରହିବ ପୂଜାପାଠ। ହିନ୍ଦୁମାନଙ୍କୁ ପୂଜାପାଠ ଜାରି ରଖିବାକୁ ଅନୁମତି ଦେଇଛନ୍ତି ଆହ୍ଲାବାଦ ହାଇକୋର୍ଟ। ଆଜି କୋର୍ଟ ଜ୍ଞାନବ୍ୟାପୀ ମସଜିଦ ବିବାଦ ମାମଲାର ଏକ ଶୁଣାଣି କରି ମୁସଲିମ ପକ୍ଷଙ୍କ ଆବେଦନକୁ ଖାରଜ କରିଦେବା ସହ ବାରଣାସୀ କୋର୍ଟ ଦେଇଥିବା ରାୟକୁ କାଏମ ରଖିଛନ୍ତି।

ଦ୍ୱାରକାରେ ବୁଡ଼ ପକାଇଲେ ମୋଦି, ସମୁଦ୍ର ଭିତରେ କଲେ ପୂଜା

ଗୁଜରାଟର ଦ୍ୱାରକାରେ ବୁଡ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ସମୁଦ୍ର ଭିତରକୁ ଯାଇ କରିଛନ୍ତି ପୂଜାର୍ଚ୍ଚନା। ସମୁଦ୍ର ଭିତରେ ବୁଡି ରହିଥିବା ଦ୍ୱାରକା ନଗରୀ ପାଖକୁ ଯାଇ ଭଗବାନ ଶ୍ରୀକୃଷ୍ଣଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ତାଙ୍କ ତାଙ୍କୁ ମୟୂର ପୁଛ ଅର୍ପଣ କରିଛନ୍ତି।

ଆସନ ବୁଝାମଣା ହେଲା ଚୂଡ଼ାନ୍ତ; ରାହୁଲ ଗାନ୍ଧୀଙ୍କ ଯାତ୍ରାରେ ଯୋଗ ଦେଲେ ଅଖିଳେଶ ଯାଦବ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ରବିବାର ଉତ୍ତର ପ୍ରଦେଶର ଆଗ୍ରାରେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱାଧୀନ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଯୋଗ ଦେଇଛନ୍ତି। ଉତ୍ତର ପ୍ରଦେଶ ପାଇଁ ଆସନ ବୁଝାମଣାକୁ ନେଇ କଂଗ୍ରେସ ଓ ସମାଜବାଦୀ ପାର୍ଟି ମଧ୍ୟରେ ସହମତି ହେବାର କିଛି ଦିନ ପରେ