Browsing Category

ଦେଶ

ସିରିଆ କ୍ୟାଫେରେ ବିସ୍ଫୋରଣ : ୯ ମୃତ, ୨୦ ଆହତ

ସିରିଆ : ଗୁରୁବାର ଦିନ ସିରିଆର ରାଜଧାନୀ ଦମାସକସ୍କର ଏକ କ୍ୟାଫେରେ ଭୟଙ୍କର ବିସ୍ଫୋରଣ ଘଟିଥିବା ଦେଖିବାକୁ ମିଳିଛି । ଏହି ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ୨୦ ଜଣ ଆହତ ହୋଇଛନ୍ତି । ଏପର୍ଯ୍ୟନ୍ତ ବିସ୍ଫୋରଣର କାରଣ ଜଣାପଡିନାହିଁ । ଘଟଣା ସମ୍ପର୍କରେ ଖବର ପାଇ

ଫାରୁକବାଦ୍‌ରେ ୧୨୫ ବର୍ଷ ପୁରୁଣା ଗୁରୁଦ୍ବାର ଭାଙ୍ଗିଲା ପାକିସ୍ତାନ

ଇସଲାମାବାଦ୍‌: ପାକିସ୍ତାନର ଲାହୋର ସହର ଠାରୁ ପ୍ରାୟ ୭୦ କିଲୋମିଟର ଦୂରରେ ଥିବା ଫାରୁକବାଦ୍‌ ଠାରେ ଗତ ୨୪ ତାରିଖରେ ଏକ ୧୨୫ ବର୍ଷ ପୁରୁଣା ଗୁରୁଦ୍ବାର ଭଙ୍ଗାଯବାକୁ ନେଇ ଭାରତ ତରଫରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।ଫାରୁକବାଦ୍‌ରେ ଥିବା ଏହି ଗୁରୁଦ୍ବାରର କିଛି ଅଂଶକୁ ଜଣେ ସ୍ଥାନୀୟ

କିଭ୍‌ ଉପରେ ରୁଷ୍‌ର ଏୟାର ଷ୍ଟ୍ରାଇକ; ୩୦ମୃତ

କିଭ୍‌ : ୟୁକ୍ରେନ୍‌ର କିଭ୍‌ ସହର ଉପରେ ରୁଷ୍‌ ପକ୍ଷରୁ କ୍ଷେପଣାସ୍ତ୍ର ମାଡ଼ ସହ ଡ୍ରୋନ ଯୋଗେ ଆକ୍ରମଣ କରାଯିବାରୁ ୩୦ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କ ମଧ୍ୟରେ ୨ଜଣ ଶିଶୁ ଥିବା ବେଳେ ୨୦ଟି ଘର କ୍ଷତିଗ୍ରସ୍ତ ହୋଇଛି। କିଭ୍‌ର ୩୦ଟି ସ୍ଥାନ ଉପରେ ରୁଷ୍‌

ନକଲି ଆଇନ ଉଦାହରଣ ଦେଲେ ଓକିଲାତି ରଦ୍ଦ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କୋର୍ଟରେ ଚଳିବନି AI ର ଚାଲାକି! । ନକଲି ଆଇନ ଉଦାହରଣ ଦେଲେ ଓକିଲାତି । AI ର “ଭ୍ରମ” କୁ ନେଇ ସୁପ୍ରିମ ଚେତାବନୀ। AI ଦ୍ୱାରା ପ୍ରସ୍ତୁତ ନକଲି ଆଇନ ଉଦାହରଣ ଦେଲେ ଓକିଲଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ । NCLT ର ରାୟକୁ ରଦ୍ଦ କଲେ କୋର୍ଟ। କୋର୍ଟ

‘ୟୁଜରନେମ୍’ ଫିଚର ଉପରେ ନୋଟିସ୍ ପରେ ଜବାବ ରଖିଲା ମେଟା, ସୁରକ୍ଷାକୁ ଦେଲା ଗୁରୁତ୍ୱ

ନୂଆଦିଲ୍ଲୀ : ଆପତ୍ତି ପରେ ହ୍ୱାଟସଆପ୍ ର ସ୍ପଷ୍ଟୀକରଣ!। ହ୍ୱାଟସଆପ୍ ‘ୟୁଜରନେମ୍’ ଫିଚର ଉପରେ କେନ୍ଦ୍ର ସରକାରଙ୍କ ନୋଟିସ୍ ପରେ ଜବାବ ରଖିଲା ମେଟା। ଫ୍ରଡ୍ ଏବଂ ନକଲି ଆକାଉଣ୍ଟ ରୋକିବାକୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ହ୍ୱାଟସଆପ୍ ର ଆଗାମୀ ‘ୟୁଜରନେମ୍’ ଫିଚରକୁ ନେଇ କେନ୍ଦ୍ର

ଆମେରିକା ମୋଟେଲ ଅଗ୍ନିକାଣ୍ଡରେ ଜଳିଗଲେ ଗୁଜରାଟ ଦମ୍ପତି ଏବଂ ଝିଅ

ନୂଆଦିଲ୍ଲୀ: ଗୁଜରାଟ ଖେଡ଼ାର ଏକ ପରିବାରର ୩ ଜଣ ସଦସ୍ୟଙ୍କର ଆମେରିକାର ଓହିଓରେ ଏକ ମୋଟେଲ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ହୋଇଯାଇଛି। ମୃତକମାନେ ହେଉଛନ୍ତି ହିତେଶଭାଇ ସୁଥାର ଏବଂ ତାଙ୍କ ପତ୍ନୀ ହୀନା‌ବେନ୍‌ ଏବଂ ସେମାନଙ୍କ ୨୦ ବର୍ଷର ଝିଅ ଇଶାନୀ। ସେମାନେ ଖେଡ଼ା ଜିଲ୍ଲାର ନଡ଼ିୟାଦ

ଇସ୍ରୋ ମୁଖ୍ୟାଳୟକୁ ବୋମା ଧମକ, ତଲାସି ଚଳାଇଛି ପୋଲିସ ଓ ବମ୍ ସ୍କ୍ୱାଡ ଟିମ୍

ବେଙ୍ଗାଲୁରୁ : ଇସ୍ରୋର ବେଙ୍ଗାଲୁରୁ ସ୍ଥିତ ମୁଖ୍ୟାଳୟକୁ ବୋମା ଧମକ ମିଳିଛି । ଧମକପୂର୍ଣ୍ଣ ଇ-ମେଲ୍ ମିଳିବା ପରେ ସୁରକ୍ଷା ଏଜେନ୍ସିଗୁଡ଼ିକ ତୁରନ୍ତ ସତର୍କ ହୋଇଯାଇଛନ୍ତି । ଘଟଣା ପରେ ପୋଲିସ ଓ ବମ୍ ସ୍କ୍ୱାଡ୍ର ଟିମ୍ ଇସ୍ରୋ ପରିସରରେ ବ୍ୟାପକ ତଲାସି ଅଭିଯାନ ଚଳାଇଥିଲେ । ଇସ୍ରୋ

ରାମ ମନ୍ଦିରରେ ନିଯୁକ୍ତି ପାଇଁ ୧୨୫ରୁ ଅଧିକ କର୍ମଚାରୀ ଦେଇଛନ୍ତି ଲାଞ୍ଚ

ଅଯୋଧ୍ୟା : ରାମ ମନ୍ଦିରରୁ ଦାନ ଅର୍ଥ ଚୋରି ମାମଲାର ନୂଆ ତଥ୍ୟ ସାମ୍ନାକୁ ଆସିଛି । ମନ୍ଦିରରେ ହୋଇଥିବା ନିଯୁକ୍ତି ପ୍ରକ୍ରିୟା ଏବେ ସନ୍ଦେହ ଘେରକୁ ଆସିଛି । ସୂଚନା ଅନୁସାରେ, ରାମ ମନ୍ଦିରରେ ଚାକିରି କରାଇଦେବା ନାଁରେ ବଡ଼ ଧରଣର ଲାଞ୍ଚ କାରବାର ହୋଇଥିବା ଅଭିଯୋଗ ହୋଇଛି, ଯାହାର

ଖଣିରେ ପଥର ଖସି ୭ ଶ୍ରମିକ ମୃତ

ବେଙ୍ଗାଲୁରୁ : ବେଙ୍ଗାଲୁରୁରେ ଏକ ପଥର ଖଣିରେ ପଥର ଖସି ପଡ଼ିବା ଯୋଗୁ ଅନେକ ମୃତାହତ ହୋଇଥିବା ଜଣାପଡିଛି । ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ୭ ଜଣ ଶ୍ରମିକଙ୍କର ମୃତଦେହ ଉଦ୍ଧାର କରିଛନ୍ତି । ଅନେକ ଶ୍ରମିକ ଖଣି ତଳେ ପୋତି ହୋଇ ରହିଛନ୍ତି । ତେବେ ମୃତ୍ୟୁ ସଂଖ୍ୟା

ଅମରନାଥ ଯାତ୍ରା ପାଇଁ ବାହାରିଲା ପ୍ରଥମ ଦଳ, ଶୁଭାରମ୍ଭ କଲେ ଜମ୍ମୁ କଶ୍ମୀର ଉପରାଜ୍ୟପାଳ

ଜମ୍ମୁ-କଶ୍ମୀର : ଜମ୍ମୁ-କଶ୍ମୀରରେ ପ୍ରତିଷ୍ଠିତ ବାବା ଅମରନାଥ ଯାତ୍ରା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି । ଗୁରୁବାର ସକାଳେ ଜମ୍ମୁରୁ ଶ୍ରଦ୍ଧାଳୁଙ୍କ ପ୍ରଥମ ଦଳ ଶ୍ରୀନଗର ଅଭିମୁଖେ ଯାତ୍ରା କରିଛି । କଡ଼ା ସୁରକ୍ଷା ମଧ୍ୟରେ ଶ୍ରଦ୍ଧାଳୁଙ୍କ ଦଳ ସନ୍ଧ୍ୟାରେ ଶ୍ରୀନଗରରେ ପହଞ୍ଚିବ ।