Browsing Category

ଦେଶ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ

ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ)ର ବରିଷ୍ଠ ନେତା ତଥା ଦଳର ପ୍ରତିଷ୍ଠାତା ଶିବୁ ସୋରେନଙ୍କ ଅତ୍ୟନ୍ତ ଖାସ ଚମ୍ପାଇ ସୋରେନ ହେବେ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ମାରଥାନ ଜେରା କରିବା ସହ ତାଙ୍କୁ ଗିରଫ ମଧ୍ୟ…

ପେଟିଏମ ପେମେଣ୍ଟସ୍‌ ବ୍ୟାଙ୍କ ଜମା ଗ୍ରହଣ କରିପାରିବ ନାହିଁ: ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ବୁଧବାର ପେଟିଏମ୍‌ ପେମେଣ୍ଟ୍‌ସ ବ୍ୟାଙ୍କ ଲିମିଟେଡ୍‌ ଉପରେ ପ୍ରତିବନ୍ଧକ ଲଗାଇଛି। ଆସନ୍ତା ୨୯ ଫେବ୍ରୁଆରି ୨୦୨୪ ପରେ ପେଟିଏମ୍‌ ପେମେଣ୍ଟ୍‌ସ ବ୍ୟାଙ୍କ କୌଣସି ଗ୍ରାହକଙ୍କ ଆକାଉଣ୍ଟ, ପ୍ରିପେଡ୍‌ ଉପକରଣ,…

ଇଡି ଅଧିକାରୀଙ୍କ ବିରୋଧରେ ଅଭିଯୋଗ କଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌

ନୂଆଦିଲ୍ଲୀ : ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇଡିଙ୍କ ବିରୋଧରେ ଆଣିଲେ ଅଭିଯୋଗ । ଅନୁସୂଚିତ ଜାତି ଓ ଜନଜାତି ଅତ୍ୟାଚାର ନିବାରଣ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଅଭିଯୋଗ ଆଣିଛନ୍ତି । ମୁଖ୍ୟମନ୍ତ୍ରୀ ଅଭିଯୋଗ କରିଛନ୍ତି ଯେ ତାଙ୍କୁ ଇଡି ଅଧିକାରୀମାନେ ନିର୍ଯାତନା ଦେଉଛନ୍ତି। ହେମନ୍ତ ସୋରେନ କିଛି…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ୫ମ ସମନ ଜାରି କଲା ED

ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ପୁଣିଥରେ ସମନ ଜାରି କରିଛି । ଏହା ହେଉଛି ଇଡିର ପଞ୍ଚମ ସମନ । ଏହାପୂର୍ବରୁ ୪ଟି ସମନରେ ସିଏମ କେଜ୍ରିୱାଲ ଏଜେନ୍ସି ନିକଟରେ ହାଜର ହୋଇ ନ ଥିଲେ ଏବଂ ଏହା ରାଜନୈତିକ ଷଡଯନ୍ତ୍ର ବୋଲି ସେ…

ମସଜିଦର ବେସ୍‌ ମେଣ୍ଟରେ ପୂଜା କରିପାରିବେ ହିନ୍ଦୁ ପକ୍ଷ

ନୂଆଦିଲ୍ଲୀ: ଜ୍ଞାନବ୍ୟାପୀ ମାମଲାରେ ବୁଧବାର ହିନ୍ଦୁମାନଙ୍କ ସପକ୍ଷରେ ଆସିଛି ରାୟ। ଏଠାରେ ପୂଜା ପାଠ କରିବା ପାଇଁ ହିନ୍ଦୁମାନଙ୍କୁ ଅନୁମତି ଦେଇଛନ୍ତି ମାନ୍ୟବର କୋର୍ଟ। ଜ୍ଞାନବ୍ୟାପୀ ମାମଲାରେ ହିନ୍ଦୁ ଦଳର ପ୍ରତିନିଧିତ୍ୱ କରୁଥିବା ଆଡଭୋକେଟ୍ ବିଷ୍ଣୁ ଶଙ୍କର ଜୈନ…

ଇଣ୍ଡିଆ ମେଣ୍ଟକୁ ଉପଦେଶ ଦେଲା ଟିଏମସି

କୋଲକାତା:ପାଖେଇ ଆସୁଛି ଲୋକସଭା ନିର୍ବାଚନର ଦିନ। କିନ୍ତୁ ଛିଡୁନି ଇଣ୍ଡିଆ ମେଣ୍ଟରେ ସିଟ ବଣ୍ଟା। ଯାହାକୁ ନେଇ ଏବେ ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ତାଙ୍କରି ମେଣ୍ଟ ଦଳକୁ କରିଛନ୍ତି ଟାର୍ଗେଟ। ଆସନ ବାଣ୍ଟିବା ନେଇ ତୃଣ ମୂଳ କଂଗ୍ରେସ ପୁଣି ଥରେ କଂଗ୍ରେସକୁ…

ଗାଡି ଖାଇକୁ ଖସି ପଡ଼ିବାରୁ ୭ ମୃତ, ୭ ଆହତ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ବାରମୁଲା ଜିଲ୍ଲାରେ ବୁଧବାର ଏକ ଗାଡି ଭାରସାମ୍ୟ ହରାଇ ଘାଟି ଉପରୁ ଗଭୀର ଖାଇ ମଧ୍ୟକୁ ଖସି ପଡ଼ିବାରୁ ୭ ଜଣଙ୍କର ମୃତ୍ୟୁ ଘଟିଛ ଏବଂ ୭ ଜଣ ଆହତ ହୋଇଛନ୍ତି। ଆଜି ଅପରାହ୍ନରେ ଉତ୍ତର କଶ୍ମୀର ଜିଲ୍ଲାର ଉରିର ବୋନିଆର ଅଞ୍ଚଳରେ ଏକ…

ଦନ୍ତେୱାଡ଼ାରେ ନକ୍ସଲଙ୍କ ବଡ଼ ବଙ୍କର ଠାବ

ଛତିଶଗଡ଼ ଦନ୍ତେୱାଡ଼ାରେ ନକ୍ସଲଙ୍କର ରହିଛି ବଡ଼ ବଙ୍କର। ଜଙ୍ଗଲ ଭିତରେ ନକ୍ସଲଙ୍କ ଏତେ ବଡ଼ ବଙ୍କର ଦେଖି ପୁଲିସ ଛାନିଆ ହୋଇଯାଇଛି। ଗାଜାରେ ହମାସ ଆତଙ୍କୀଙ୍କ ସୁଡ଼ଙ୍ଗ ଭଳି ମାଟି ତଳେ ସୁଡ଼ଙ୍ଗ ଓ ବଙ୍କର କରିଛନ୍ତି ନକ୍ସଲ। ଦନ୍ତେୱାଡ଼ାରେ ନକ୍ସଲ ଅପରେସନ ବେଳେ…

‘ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ ଜାଣିଶୁଣି ସୁକେଶଙ୍କ ଅପରାଧର ଆୟ ଗ୍ରହଣ କରୁଥିଲେ’: ED

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଡିଜଙ୍କ ସମସ୍ୟା ବଢ଼ିଛି । ଦିଲ୍ଲୀ ହାଇକୋର୍ଟରେ ଇଡି ଏମିତି ଏକ ଖୁଲାସା କରିଛି, ଯାହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି । ଇଡି ଯୁକ୍ତି ଦେଇଛି ଯେ ୨୦୦ କୋଟି ମନି ଲଣ୍ଡରିଂ ମାମଲାରେ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଡିଜ୍‌…

ଘନ କୁହୁଡି ବଳୟରେ ଦିଲ୍ଲୀ, ବିମାନ ଓ ରେଳ ଚଳାଚଳ ପ୍ରଭାବିତ ବାଧାପ୍ରାପ୍ତ

ନୂଆଦିଲ୍ଲୀ: ଘନ କୁହୁଡି ବଳୟ ଭିତରେ ରାଜଧାନୀ ଦିଲ୍ଲୀ । ପ୍ରବଳ ଶୀତରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଥିବା ବେଳେ ଘନ କୁହୁଡି କାରଣରୁ ଦୃଶ୍ୟମାନତା ହ୍ରାସ ପାଇଛି । ଶୂନ୍ୟ ଦୃଶ୍ୟମାନତା ହେତୁ ରେଳ ଏବଂ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ମଙ୍ଗଳବାର ରାତିରୁ ସକାଳ ମଧ୍ୟରେ ୫ଟି