Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଭାରତ ବିପକ୍ଷରେ ୨୮ ରନ୍ରେ ଇଂଲଣ୍ଡ ବିଜୟୀ
ହାଇଦ୍ରାବାଦ୍: ସ୍ଥାନୀୟ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ୍ରେ ଭାରତ ବିପକ୍ଷରେ ଇଂଲଣ୍ଡ ପ୍ରଥମ ଟେଷ୍ଟ ମ୍ୟାଚ୍କୁ ୨୮ ରନ୍ରେ ବିଜୟ ହାସଲ କରିଛି। ଚତୁର୍ଥ ଦିନରେ ରବିବାର ଭାରତର ଶେଷ କ୍ରମର ଖେଳାଳି ଶ୍ରୀକର ଭରତ (୨୮), ରବିଚନ୍ଦ୍ରନ ଅଶ୍ବିନ (୨୮),…
ମୁଁ ଲେଖିକି ଦଉଛି, 2024ରେ ଜେଡିୟୁ ଫିନିସ୍ ହୋଇଯିବ: ତେଜସ୍ୱୀ
ବିହାରରେ ଆରମ୍ଭ ହୋଇଛି ବିଜେପି-ଜେଡିୟୁ ସରକାର। ମେଣ୍ଟ ସରକାରର ନବମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତୀଶ କୁମାର। ନୀତୀଶଙ୍କ ଘର ବାହୁଡା ପରେ ବର୍ଷିଛନ୍ତି ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ। ମୁଁ ଲେଖିକି ଦଉଛି, 2024ରେ ଜେଡିୟୁ…
ନୀତୀଶ କୁମାରଙ୍କୁ ସମାଲୋଚନା କରି କହିଲେ ଲାଲୁଙ୍କ ଝିଅ
ନୂଆଦିଲ୍ଲୀ: ଅଳିଆ ଏବେ ପୁଣି ଅଳିଆ ଗଦାକୁ ଗଲା ବୋଲି ଆଜି ନୀତୀଶ କୁମାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ଆର୍ଜେଡି’ ମୁଖ୍ୟ ଲାଲୁ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ସମାଲୋଚନା କରି କହିଛନ୍ତି।
ହିନ୍ଦୀ ଭାଷାରେ…
ଦୁଇ ସଶସ୍ତ୍ର ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ; ଜଣେ ମୃତ, ୪ ଗୁରୁତର
ମଣିପୁରର କାଙ୍ଗପୋକପି ଜିଲ୍ଲାରେ ଶନିବାର ସକାଳେ ଦୁଇ ସଶସ୍ତ୍ର ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇ ଜଣେ ଗ୍ରାମୀଣ ସ୍ୱେଚ୍ଛାସେବୀଙ୍କ ମୃତ୍ୟୁ ଘଟିଛି । ଏଥିରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଯେତେବେଳେ ଏକ ସଶସ୍ତ୍ର ଗୋଷ୍ଠୀ ସତାଙ୍ଗ କୁକିଙ୍କ ପାହାଡ଼ି ଗାଁରେ…
ମନ୍ଦିରରେ ମଞ୍ଚ ଭୁଶୁଡ଼ି ଜଣେ ମହିଳା ମୃତ, ୧୭ ଆହତ…
ଦିଲ୍ଲୀର କାଲକାଜୀ ମନ୍ଦିରରେ ମଞ୍ଚ ଭୁଶୁଡ଼ି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି। ଶନିବାର ମଧ୍ୟରାତ୍ରରେ ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏହି ଘଟଣା ଘଟିଥିଲା।
ମଞ୍ଚ ଭୁଶୁଡ଼ି ପଡ଼ିବା ପରେ ଗୁରୁତର ଭାବେ ଆହତ ହୋଇଥିବା ଜଣେ…
ଆମେରିକାରେ ପ୍ରଥମ; ନାଇଟ୍ରୋଜେନ୍ ଗ୍ୟାସରେ ଦୋଷୀକୁ ମିଳିଲା ମୃତ୍ୟୁଦଣ୍ଡ
ନିୟୁର୍କ : ନାଇଟ୍ରୋଜେନ୍ ଗ୍ୟାସରେ ମୃତ୍ୟୁଦଣ୍ଡ ଦେବାରେ ପ୍ରଥମ ଦେଶ ହେଲା ଆମେରିକା। ନାଇଟ୍ରୋଜେନ ବା ଯବକ୍ଷାରଜାନ ବ୍ୟବହାର କରି ଆମେରିକାର ଅଲବାମାରେ ଜଣେ ହତ୍ୟାକାରୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ତାଙ୍କ…
କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଲେ ମମତା
କୋଲକାତା: ଇଣ୍ଡିଆ ମେଣ୍ଟରୁ ଅଲଗା ହୋଇ ପଶ୍ଚିମବଙ୍ଗରେ ଏକୁଟିଆ ଲୋକସଭା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ…
ହରିୟାଣାରେ ମଧ୍ୟ ଏକୁଟିଆ ନିର୍ବାଚନ ଲଢ଼ିବ ଆପ
ନୂଆଦିଲ୍ଲୀ: ବିଜେପିକୁ ପରାଜିତ କରିବାକୁ ବିରୋଧୀ ଦଳମାନଙ୍କ ମଧ୍ୟରେ ହୋଇଥିବା ଇଣ୍ଡିଆ ମେଣ୍ଟକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗିଛି | ଦୁଇ ଦିନ ତଳେ ଆମ୍ ଆଦମୀ ପାର୍ଟି ପଞ୍ଜାବରେ ଏକାକୀ ନିର୍ବାଚନ ଲଢ଼ିବାକୁ…
ବିହାର ରାଜନୀତିରେ ହଟଚମଟ; ରାତାରାତି ବଦଳିଲେ ଆଇଏଏସ୍,ଆଇପିଏସ, ଆଜି ୩ ପାର୍ଟିର ଦଳୀୟ ବୈଠକ
ପାଟନା : ସାଧାରଣ ନିର୍ବାଚନ ପୂର୍ବରୁ ବିହାର ରାଜନୀତିରେ ଆରମ୍ଭ ହୋଇଗଲାଣି ହଟଚମଟ। ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନୀତିଶ କୁମାର । ମାରି ପାରନ୍ତି ୟୁ-ଟର୍ଣ୍ଣ । ମହାଗଠବନ୍ଧନ ଛାଡି ପଦ୍ମ…
ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ସୋରେନଙ୍କୁ ପୁଣି ସମନ ଜାରି କଲା ଇଡି
ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଏକ ନୂଆ ସମନ ଜାରି କରି ଆସନ୍ତା ସପ୍ତାହରେ ମନି ଲଣ୍ଡରିଂ ମାମଲାର ତଦନ୍ତରେ ଯୋଗ ଦେବାକୁ କହିଛି। ଜାନୁଆରି ୨୯…