Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଭାଙ୍ଗିଯିବ ବିହାର ସରକାର! ପୁଣି ମୁଖ୍ୟମନ୍ତ୍ରୀ ହେବ ନୀତୀଶ କୁମାର
ଶେଷରେ ଭାଙ୍ଗିବାକୁ ଯାଉଛି ଆରଜେଡି-ଜେଡିୟୁ ମେଣ୍ଟ। ବିହାରରେ ଗଠନ ହୋଇପାରେ ବିଜେପି-ଜେଡିୟୁ ସରକାର। ଆସନ୍ତା ଜାନୁଆରୀ 28ରେ ଜେଡିୟୁ-ବିଜେପି ସରକାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନୀତୀଶ କୁମାର।
ବିଶେଷ ସୂତ୍ରରୁ ପ୍ରକାଶ ରିପୋର୍ଟ ଅନୁସାରେ, ଆସନ୍ତା…
ସମ୍ପର୍କରେ ତିକ୍ତତା ମଧ୍ୟରେ ଭାରତକୁ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲା କାନାଡା
ଭାରତ-କାନାଡା ସମ୍ପର୍କରେ ତିକ୍ତତା ମଧ୍ୟରେ ଭାରତକୁ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲା କାନାଡା। ଭାରତରେ ଥିବା କାନାଡାର ହାଇକମିଶନ ୭୫ତମ ଗଣତନ୍ତ୍ର ଦିବସ ଅବସରରେ ଅଭିନନ୍ଦନ ଜଣାଇଛନ୍ତି।
ଏକ ଏକ୍ସ ପୋଷ୍ଟ ମାଧ୍ୟମରେ ହାଇକମିଶନର କହିଛନ୍ତି, “ଭାରତକୁ ଗଣତନ୍ତ୍ର…
ଏବେ କାଶୀ, ମଥୁରା ବାକି ଅଛି :ଗିରିରାଜ ସିଂ
ନୂଆଦିଲ୍ଲୀ: ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ଜ୍ଞାନବାପି ମସଜିଦ ପରିସରର ସର୍ଭେ ରିପୋର୍ଟ ହିନ୍ଦୁ ଓ ମୁସଲମାନ ପକ୍ଷକୁ ପ୍ରଦାନ କରାଯାଇଛି। ହିନ୍ଦୁ ପକ୍ଷର ଆଇନଜୀବୀ ବିଷ୍ଣୁ ଶଙ୍କର ଜୈନ ଗୁରୁବାର (ଜାନୁଆରୀ ୨୬) ଦାବି କରିଛନ୍ତି ଯେ ଏଏସଆଇ ରିପୋର୍ଟରୁ ଜଣାପଡିଛି ଯେ…
‘ନୀତୀଶ ଯଦି ଇଣ୍ଡିଆ ମେଣ୍ଟରେ ରହନ୍ତେ, ତେବେ ପ୍ରଧାନମନ୍ତ୍ରୀ ହୋଇପାରନ୍ତେ’
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିଜେପି ସହ ମେଣ୍ଟ କରିବା ନେଇ ଚର୍ଚ୍ଚା ମଧ୍ୟରେ ବଡ ବୟାନ ଦେଇଛନ୍ତି ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ। ଅଖିଳେଶ କହିଛନ୍ତି, ଯଦି ନୀତୀଶ କୁମାର ଦୃଢ ଭାବେ ଇଣ୍ଡିଆ ମେଣ୍ଟରେ ରହନ୍ତେ, ତେବେ ସେ ପ୍ରଧାନମନ୍ତ୍ରୀ…
ଅମୃତ କାଳରେ ଦେଶକୁ ନୂଆ ଉଚ୍ଚତାକୁ ନେବାର ସୁଯୋଗ ଆସିଛି : ରାଷ୍ଟ୍ରପତି
ନୂଆଦିଲ୍ଲୀ: ଦେଶ ଅମୃତ କାଳର ପ୍ରାରମ୍ଭିକ ସମୟରେ ଅଛି । ଦେଶକୁ ଏକ ନୂଆ ଉଚ୍ଚତାକୁ ନେବାକୁ ଆମ ହାତରେ ଏକ ସୁବର୍ଣ୍ଣ ସୁଯୋଗ ରହିଛି । ଏହି ଲକ୍ଷ୍ୟ ହାସଲ ପାଇଁ ପ୍ରତି ନାଗରିକଙ୍କ ଯୋଗଦାନ ଜରୁରୀ ବୋଲି କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୭୫ତମ ଗଣତନ୍ତ୍ର…
ବିଜେପିକୁ ଫେରିଲେ କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟର…
ବେଙ୍ଗାଲୁରୁ : ବିଜେପିକୁ ଫେରିଲେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟର। ଗତ ବର୍ଷ ଦଳ ଛାଡି କଂଗ୍ରେସରେ ଯୋଗ ଦେଇଥିବା ଏହି ବରିଷ୍ଠ ନେତା ଆଜି ପୁନର୍ବାର ବିଜେପିରେ ଯୋଗ ଦେଇଛନ୍ତି।
2023 କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପୂର୍ବରୁ ଦଳ ଛାଡିଥିଲେ…
କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ; ମୋଦିଙ୍କୁ ପ୍ରଶଂସାରେ ପୋତିଲେ ନୀତୀଶ…
ପାଟନା : ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ଏବଂ ସମାଜସେବୀ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ ସମ୍ମାନ ଘୋଷଣା ପରେ ବଦଳି ଯାଇଛି ରାଜନୈତିକ ପାଣିପାଗ। କାରଣ ମେଣ୍ଟ ଦଳରେ ଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କେନ୍ଦ୍ରର ବିଜେପି…
ପଶ୍ଚିମବଙ୍ଗରେ ପ୍ରବେଶ କଲା ରାହୁଲଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା, ବିରୋଧ ପ୍ରଦର୍ଶନ କଲା ଟିଏମସି
କୋଲକାତା : କଂଗ୍ରେସ ଦଳର ପୂର୍ବତନ ମୁଖ୍ୟ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ପଶ୍ଚିମବଙ୍ଗରେ ପ୍ରବେଶ କରିଛି। ଏହି ପ୍ରବେଶ ସହିତ ରାହୁଲ ଗାନ୍ଧୀ ବାର୍ତ୍ତା ଦେଇଛନ୍ତି ଯେ ସେ ଇଣ୍ଡିଆ ମେଣ୍ଟ ସହଯୋଗୀ ତୃଣମୂଳ କଂଗ୍ରେସକୁ ଚ୍ୟାଲେଞ୍ଜ କରିବା ପାଇଁ ନୁହେଁ…
ଆଗାମୀ ନିର୍ବାଚନରେ ରାହୁଲଙ୍କ ଅହଂକାରକୁ ଲୋକ ଦେଖିବେ – ହିମନ୍ତ
ଗୌହାଟୀ : ବଦଳିଲା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସ୍ୱର। ଗତକାଲି ରାହୁଲ ଗାନ୍ଧିଙ୍କୁ ନିର୍ବାଚନ ପୂର୍ବରୁ ଗିରଫ କରିବାକୁ କହୁଥିଲେ କିନ୍ତୁ ଆଜି ଦରକାର ବୋଲି କହୁଛନ୍ତି।ଗୁରୁବାର ଦିନ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କରି!-->…
ଗଙ୍ଗା ସ୍ନାନ ପାଇଁ ଯାଉଥିବା ଶ୍ରଦ୍ଧାଳୁଙ୍କୁ ପିଟିଲା ଟ୍ରକ୍ – ୧୨ ମୃତ…
ଲକ୍ଷ୍ନୌ : ଅଧା ରହିଗଲା ଗଙ୍ଗା ସ୍ନାନ। ଅଟୋରେ ଗଙ୍ଗା ସ୍ନାନ ପାଇ ଯାଉଥିବା ଶ୍ରଦ୍ଧାଳୁଙ୍କୁ ପଛରୁ ପିଟିଲା ଟ୍ରକ୍। ଚାଲିଗଲା ୧୨ ଜଣଙ୍କ ଜୀବନ। ଉତ୍ତରପ୍ରଦେଶର ଶାହାଜାହାଁପୁରରେ ଘଟିଛି ଏଭଳି କିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।
ଆଜି ସକାଳୁ ଶହାଜାହାଁପୁର ମଦନାପୁର…