Browsing Category

ଦେଶ

ଅଦାଲତରେ ମହାଭାରତ; ଜଜ୍‌ଙ୍କ ଉପରକୁ ଜୋତା ଫିଙ୍ଗିଲେ ଓକିଲ…

ଅଦାଲତରେ ହେଲା ମହାଭାରତ । ଏକ ମାମଲାର ଶୁଣାଣି ଚାଲିଥିବା ବେଳେ ଉଭୟ ପକ୍ଷ ଓକିଲଙ୍କ ମଧ୍ୟରେ କଥା କଟାକଟି ଚାଲିଥିବା ବେଳେ ଟାର୍ଗେଟକୁ ଚାଲି ଆସିଲେ ଜଜ୍‌ । ନିଜ ଉପରୁ ନିୟନ୍ତ୍ରଣ ହରାଇ ଜଣେ ଓକିଲ ବିଚାରପତିଙ୍କ ଉପରକୁ ଜୋତା ଫୋପାଡ଼ିବାକୁ ପଛାଇଲେ ନାହିଁ। ଏପରି ଏକ ଚକିତ କରିବା

କୁହୁଡ଼ି ହେଲା କାଳ; ପିଟାପିଟି ହେଲେ ୭ଟି ଗାଡ଼ି

ଘନ କୁହୁଡ଼ି ହେଲା କାଳ। କୁହୁଡ଼ି ପାଇଁ ପଶ୍ଚିମବଙ୍ଗର ଉତ୍ତର ଦିନାଜପୁର ଜିଲ୍ଲାରେ ଗତ ରାତିରେ ଏକ ମର୍ମନ୍ତୁଦ ସିରିଜ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଏକ ଖରାପ ହୋଇ ଯାଇଥିବା ଟ୍ରକ୍‌ ଛିଡ଼ା ହୋଇଥିବା ବେଳେ ସେଥିରେ ଏକ କାର୍‌ ପିଟି ହୋଇଥିଲା। ପରେ ଉକ୍ତ କାର୍‌ରେ ଆଉ ୪ଟି କାର୍‌

‘ଇଣ୍ଡିଆ’କୁ ଝଟ୍‌କା, ‘ଏକଲା ଚଲୋ’ ନାରା ଦେଲେ ଦିଦି…

ପାଖେଇ ଆସୁଛି ଲୋକସଭା ନିର୍ବାଚନ। ତେବେ ଏହାପୂର୍ବରୁ ବିରୋଧୀଙ୍କ ଇଣ୍ଡିଆ ମେଣ୍ଟକୁ ପଶ୍ଚିମବଙ୍ଗରେ ଲାଗିଛି ଜୋରଦାର ଝଟ୍‌କା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତ୍ରୁଣମୂଳ କଂଗ୍ରେସର ମୁଖ୍ୟ ମମତା ବାନାର୍ଜୀ 'ଏକଲା ଚଲୋ' ନାରା ଦେଇଛନ୍ତି। ଆଗାମୀ ଲୋକସଭା ନିର୍ବାଚନରେ ଟିଏମ୍‌ସି…

ଲୋକସଭା ନିର୍ବାଚନ ଏପ୍ରିଲ ୧୬ରେ ହେବା ଖବରକୁ ଖଣ୍ଡନ କଲେ ନିର୍ବାଚନ କମିଶନ…

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ଏପ୍ରିଲ ୧୬ରେ ହେବ ବୋଲି କୁହାଯାଉଥିବା ଖବରକୁ ଦିଲ୍ଲୀର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ମଙ୍ଗଳବାର ଖଣ୍ଡନ କରିଛନ୍ତି। ସିଇଓଙ୍କ କାର୍ଯ୍ୟାଳୟରୁ ଏକ ଚିଠି ସୋସିଆଲ ମିଡିଆରେ ଆସିବା ପରେ ମତଦାନ ତାରିଖକୁ ନେଇ ଚର୍ଚ୍ଚା ଆରମ୍ଭ…

ଅନୁରାଧା ପୌଡୱାଲ ଓ ଶଙ୍କର ମହାଦେବନଙ୍କ ଭକ୍ତି ସଂଗୀତ ପରିବେଷଣ…

ଅଯୋଧ୍ୟା: ଅଯୋଧ୍ୟାର ରାମମନ୍ଦିରରେ ପ୍ରାଣପ୍ରତିଷ୍ଠା ସମାରୋହରେ ମନୋରଞ୍ଜନ ଜଗତର ଶ୍ରେଷ୍ଠ କଳାକାରମାନେ ଉପସ୍ଥିତ ଥିଲେ। ପ୍ରସିଦ୍ଧ ଗାୟକ ସୋନୁ ନିଗମ ଏହି ସମାରୋହରେ ରାମଚରିତମାନସର କିଛି ଦୋହା ଗାନ କରିଥିଲେ। ଏକ ଜଣାଶୁଣା ଗଣମାଧ୍ୟମ ଏଜେନ୍ସିକୁ ଗାୟକ କହିଛନ୍ତି…

ପୂରା ପରିବାର ସହ ଅଯୋଧ୍ୟାରେ ଅମ୍ବାନୀ; ରାମ ମନ୍ଦିର ଟ୍ରଷ୍ଟ୍‌କୁ ଦାନ କରିଛନ୍ତି ୨.୫୧ କୋଟି ଟଙ୍କା…

ଅଯୋଧ୍ୟା: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଦେଶର ଅନେକ ଶିଳ୍ପପତିଙ୍କୁ ଅଯୋଧ୍ୟାରେ ଦେଖିବାକୁ ମିଳିଥିଲା। ଏହି ଅବସରରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କୁ ପୂରା ପରିବାର ସହ ଅଯୋଧ୍ୟାରେ ଦେଖିବାକୁ ମିଳିଥିଲା। ପୂରା ପରିବାର କଡ଼ା…

ରାମମନ୍ଦିର ପ୍ରାଣପ୍ରତିଷ୍ଠାକୁ ନେଇ ମାୟାବତୀଙ୍କ ଉତ୍ତରାଧିକାରୀଙ୍କ ବୟାନ, ବିଜେପି ବଡ ଭୁଲ କରିଦେଲା…

ନୂଆଦିଲ୍ଲୀ: ପ୍ରାୟ ୫୦୦ ବର୍ଷର ବ୍ୟବଧାନ ପରେ ଅଯୋଧ୍ୟାରେ ନିର୍ମିତ ନୂଆ ମନ୍ଦିରରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ସ୍ଥାନ ପାଇଛନ୍ତି। ଗତକାଲି ଅତ୍ୟନ୍ତ ଭକ୍ତି ଓ ଭାବ ସହକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବ୍ୟ-ଭବ୍ୟ-ଦିବ୍ୟ ମନ୍ଦିରରେ ସ୍ଥାପିତ…

ଚୀନ୍‌ର ଦକ୍ଷିଣ ଝାଜିୟାଙ୍ଗ ପ୍ରାନ୍ତରେ ଭୟଙ୍କର ଭୂମିକମ୍ପ

ନୂଆଦିଲ୍ଲୀ : ଭୂମିକମ୍ପରେ ଦୋହଲିଲା ପଡୋଶୀ ଦେଶ ଚୀନ୍‌। ଚୀନ୍‌ର ଦକ୍ଷିଣ ଝାଜିୟାଙ୍ଗ ପ୍ରାନ୍ତରେ ଭୟଙ୍କର ଭୂମିକମ୍ପ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୨ ରେକର୍ଡ କରାଯାଇଛି। ଏହି ଭୂମିକମ୍ପ ଝଟ୍‌କା ଏତେ ତୀବ୍ର ଥିଲା ଯେ ଦେଶର ରାଜଧାନୀ ଦିଲ୍ଲୀ ଓ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ରାହୁଲ ଗାନ୍ଧିଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କର…

ଗୌହାଟୀ : କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ରୁଜୁ କର କେସ୍‌। ତାଙ୍କ ବିରୋଧରେ ଏଫ୍‌ଆଇଆର୍‌ କରାଯାଉ। ପୁଲିସକୁ ଏଭଳି କିଛି ନିର୍ଦ୍ଦେଶ ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା। ଭିଡକୁ ଉସ୍‌କାଇବା ଅଭିଯୋଗରେ ରାହୁଲ ବିରୋଧରେ ମାମଲା ରୁଜୁ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଝଟ୍‌କା, ଇସ୍ତଫା ଦେଲା ଆଉ ଜଣେ ସାଂସଦ…

ହାଇଦ୍ରାବାଦ : ନିର୍ବାଚନ ପୂର୍ବରୁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ନ ମୋହନ ରେଡ୍ଡୀଙ୍କୁ ପୁଣି ଝଟ୍‌କା। ଓ୍ୱାଇଏସ୍‌ଆର୍‌ କଂଗ୍ରେସର ହାତ ଛାଡିଲେ ଆଉ ଜଣେ ନେତା। ନରସରାଓ୍ୱପେଟ୍‌ର ସାଂସଦ ଲାବୁ ଶ୍ରୀ କୃଷ୍ଣ ଦେବରାୟଲୁ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ସେ…