Browsing Category

ଦେଶ

ପୁଣି ଜେଲରୁ ବାହାରିବ ଗୁରମିତ ରାମ ରହିମ…

ପୁଣି ଜେଲରୁ ବାହାରିବ ଆତ୍ମଘୋଷିତ ବାବା ଗୁରମିତ ରାମ ରହିମ ସିଂହ। ୨୦ ବର୍ଷ କାରାଦଣ୍ଡ କାଟୁଥିବା ରହିମ ମାତ୍ର ଦୁଇ ମାସ ତଳେ ୨୧ ଦିନ ଛୁଟିରେ ଆସିଥିଲା, ଏବେ ତାକୁ ପୁଣି ୫୦ ଦିନର ଛୁଟି ଅନୁମତି ମିଳିଛି। ଦୁଇଟି ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଦଣ୍ଡିତ ହୋଇଛି ରହିମ।…

ଦିଲ୍ଲୀରେ ଜାନୁଆରୀ ୨୬ ଯାଏଁ ଏହି ସମୟରେ କରିବନି ବିମାନ ଚଳାଚଳ

ବିମାନ ଯାତ୍ରୀଙ୍କ ପାଇଁ ବଡ ଖବର। ଆଜିଠାରୁ ଗଣତନ୍ତ୍ର ଦିବସ ପର୍ଯ୍ୟନ୍ତ ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ଉପରେ କଟକଣା ଲଗାଯାଇଛି। ଏହି ଦିନ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟରେ ବିମାନ ଉଡାଣ ଏବଂ ଅବତରଣ ହୋଇପାରିବ ନାହିଁ।…

ବିଲ୍‌କିସ୍‌ ବାନୋ ମାମଲାରେ ଆତ୍ମସମର୍ପଣ ଅବଧି ବଢ଼ାଇବାକୁ ମନା କରିଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ବିଲ୍‌କିସ୍‌ ବାନୋଙ୍କ ସହିତ ଦୁଷ୍କର୍ମ କରିବା ଓ ତାଙ୍କ ପରିବାରର ୭ ଜଣ ଲୋକଙ୍କୁ ହତ୍ୟା କରି ଜେଲ୍‌ଦଣ୍ଡ ଭୋଗୁଥିବା ୧୧ଜଣ ଦୋଷୀଙ୍କୁ ମୁକ୍ତ କରିବା ଲାଗି ଗୁଜରାଟ ସରକାର ଦେଇଥିବା ଆଦେଶକୁ ଜାନୁଆରି ୮ ତାରିଖରେ ସୁପ୍ରିମ୍‌କୋର୍ଟ ରଦ୍ଦ କରି ଦେଇଥିଲେ।…

ଜାଗୃତ କୋଟେଚା PepsiCo ଇଣ୍ଡିଆର ନୂଆ ସିଇଓ

ପେପ୍ସିକୋ(PepsiCo) ଇଣ୍ଡିଆର ନୂଆ ସିଇଓ(ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ) ହେବେ ଜାଗୃତ କୋଟେଚା। ବର୍ତ୍ତମାନର ସିଇଓ ଅହମ୍ମଦ ଏଲ ଶେଖଙ୍କ ସ୍ଥାନାନ୍ତର ପରେ ସେ ଏହି ପଦବୀରେ ବସିବେ। ଜାଗୃତ ବର୍ତ୍ତମାନ ପେପ୍ସିକୋ ଆଫ୍ରିକା, ମଧ୍ୟ ପୂର୍ବ ଏବଂ…

ଅଯୋଧ୍ୟରେ ୩ ସନ୍ଦିଗ୍ଧ ଅଟକ, ଚାଲିଛି ପଚରାଉଚରା…

ଆସନ୍ତା ୨୨ ତାରିଖରେ ଅଯୋଧ୍ୟା ରାମ ମନ୍ଦିରରେ ଆୟୋଜିତ ହେବ ପ୍ରାଣ ପ୍ରତିଷ୍ଠା ସମାରୋହ । ଏଥି ନିମନ୍ତେ ପ୍ରସ୍ତତି ଜୋରଦାର ଚାଲିଥିବା ବେଳେ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ଇତି ମଧ୍ୟରେ ଗତକାଲି ଅଯୋଧ୍ୟରେ ବୁଲୁଥିବା ୩ ସନ୍ଦିଗ୍ଧଙ୍କୁ ଅଟକ ରଖିଛି ପୁଲିସ୍‌। ଚେକିଂ ବେଳେ ୟୁପି…

ସିଭିଲ ସର୍ଭିସ କୋଚିଂ କ୍ଲାସ୍‌ରେ ଟଳିପଡ଼ିଲେ ଛାତ୍ର

ଇନ୍ଦୋର : ବୟସ ମାତ୍ର ୨୦ ବର୍ଷ। ଆଖିରେ ଥିବ ଆଖିଏ ସ୍ୱପ୍ନ। ପ୍ରାଶାସନିକ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ବାପାମା’ଙ୍କ ଆଶାଆକାଙ୍‌କ୍ଷା ପୂରଣ କରିବେ। ନିଜର ସ୍ୱପ୍ନ ସାକାର କରିବେ। ସେଥିପାଇଁ ରାଜା ଲୋଧି ଜୋରଦାର ପ୍ରସ୍ତୁତି ଚଳାଇଥିଲେ। କିନ୍ତୁ କିଏ ଜାଣିଥିଲା, କୋଚିଂ କ୍ଲାସ୍‌…

ହ୍ରଦରେ ବୁଡ଼ିଗଲା ଡଙ୍ଗା, ୬ ଛାତ୍ରଛାତ୍ରୀ ମୃତ…

ବଡ଼ୋଦରା : ଏକ ହ୍ରଦରେ ଡଙ୍ଗା ବୁଡ଼ି ଯିବାରୁ ୬ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଗୁଜରାଟର ବଡ଼ୋଦରାରେ ଏହି ଦୁର୍ଘଟଣା ଘଟିଛି। ଡଙ୍ଗାଟିରେ ୨୭ ଜଣ ଛାତ୍ରଛାତ୍ରୀ ଥିଲେ। ସେମାନେ ନ୍ୟୁ ସନ୍‌ରାଇଜ ନାମକ ଏକ ଘରୋଇ ସ୍କୁଲରେ ପଢ଼ନ୍ତି। ସ୍କୁଲ୍‌ ପକ୍ଷରୁ ସେମାନଙ୍କୁ…

ବାପ ଘରକୁ ବୁଲିବାକୁ ଆସିଥିବା ସଫ୍ଟୱୟାର ଇଞ୍ଜିନିୟରଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ପରିବାର ସ୍ତବ୍ଧ…

ନୂଆଦିଲ୍ଲୀ:ମଧ୍ୟପ୍ରଦେଶର ଭୋପାଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବାପଘରେ ଜ‌‌ଣେ ସଫ୍ଟୱୟାର ଇଞ୍ଜିନିୟରଙ୍କ ମୃତ୍ୟୁ ହୋଇଯାଇଛି। ପୁଲିସ ସଫ୍ଟୱୟାର ଇଞ୍ଜିନିୟରଙ୍କ ମୃତଦେହକୁ ଜବତ କରି ଯାଞ୍ଚ ଆରମ୍ଭ କରିଛି। ସୂଚନାଯୋଗ୍ୟ, ରାଜଧାନୀ ଅଶୋକ ଗାର୍ଡନ ଅଞ୍ଚଳରେ…

ଡାକିଥିଲା ଇଡି, କିନ୍ତୁ ହାଜର ହେବେନି କେଜ୍ରିଓ୍ୱାଲ…

ନୂଆଦିଲ୍ଲୀ : ବାରମ୍ବାର ଡାକୁଛି ଇଡି। କିନ୍ତୁ ହାଜର ହେଉନାନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ପଚରାଉଚରା କରିବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆମ ଆଦମୀ ପାର୍ଟି ସୁପ୍ରିମୋ ଅ‍ରବିନ୍ଦ…

ମଣିପୁରରେ ଥମୁନି ହିଂସା, ୩ ଯବାନ ଆହତ…

ଇମ୍ଫାଲ : ମଣିପୁରରେ ଥମୁନି ହିଂସା। ଆଜି ପୁଣି ମଣିପୁରର ଥୌବଲ ଜିଲ୍ଲାରେ ବନ୍ଧୁକଧାରୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି। ଏଥିରେ ତିନି ଜଣ ବିଏସ୍‌ଏଫ୍‌ ଯବାନ ଆହତ ହୋଇଛନ୍ତି। ଏନେଇ ଆଜି ପୁଲିସ ସୂଚନା ଦେଇଛି। ସୂଚନା ମୁତାବକ, ବୁଧବାର ବିଳମ୍ବିତ…