Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
୧୬ ବର୍ଷରୁ କମ୍ ବୟସର ପିଲାଙ୍କୁ କୋଚିଂ ସେଣ୍ଟର ମନା…
ନୂଆଦିଲ୍ଲୀ : ବିଦ୍ୟାର୍ଥୀ ଆତ୍ମହତ୍ୟା, ଅକୁଳାଣ ସୁବିଧା, ପାଠପଢ଼ା ସମସ୍ୟା ଓ ବ୍ୟୟବହୁଳ ଫି ଆଦିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋଚିଂ ସେଣ୍ଟରଗୁଡ଼ିକ ପାଇଁ ନିର୍ଦ୍ଦେଶାବଳି ଧାର୍ଯ୍ୟ କରିଛନ୍ତି। ଏହି ନିର୍ଦ୍ଦେଶାବଳି କୋଚିଂ ସେଣ୍ଟଗୁଡ଼ିକୁ ନିୟନ୍ତ୍ରଣ କରିବାକୁ ଉଦ୍ଦିଷ୍ଟ।…
ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଜେରା କଲା ଇଡି
ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ହରିୟାଣାର ପୂର୍ବତନ ଭୂପିନ୍ଦର ସିଂହ ହୁଡ୍ଡାଙ୍କୁ ଆଜି ଇଡି ପଚରାଉଚରା କରିଛି। ପ୍ରିଭେନ୍ସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ ଅନୁଯାୟୀ…
ବାଣ ନେଇ ଅଯୋଧ୍ୟା ଯାଉଥିବା ଟ୍ରକ୍ରେ ଲାଗିଲା ନିଆଁ…
ବାଣ ଲଦା ହୋଇଥିବା ଏକ ଟ୍ରକ୍ରେ ଲାଗିଲା ନିଆଁ। ଉତ୍ତରପ୍ରଦେଶର ଉନ୍ନାଓ ଜିଲ୍ଲାର ଖରଗିଖେଡା ଗାଁ ନିକଟରେ ଏକ ଟ୍ରକ୍ରେ ସନ୍ଦିଗ୍ଧ ପରିସ୍ଥିତିରେ ନିଆଁ ଲାଗିବା ଯୋଗୁ ଭୟଙ୍କର ବିସ୍ଫୋରଣ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡିଛନ୍ତି।
ସୂଚନା ମୁତାବକ, ଆଜି…
ତେଲେଙ୍ଗାନାରେ ୧୨,୦୦୦ କୋଟିରୁ ଅଧିକ ପୁଞ୍ଜି ନିବେଶ କରିବ ଆଦାନୀ ଗ୍ରୁପ୍…
ନୂଆଦିଲ୍ଲୀ: ଆଦାନୀ ଗ୍ରୁପ୍ ତେଲେଙ୍ଗାନା ରାଜ୍ୟ ସରକାରଙ୍କ ସହଯୋଗରେ ଏକାଧିକ କ୍ଷେତ୍ରରେ ୧୨,୪୦୦ କୋଟି ଟଙ୍କା (୧.୪୯ ବିଲିୟନ ଡଲାର)ରୁ ଅଧିକ ପୁଞ୍ଜି ନିବେଶ କରିବାକୁ ୪ଟି ଚୁକ୍ତି ସ୍ୱାକ୍ଷର କରିଛି।
ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଏବଂ ତେଲେଙ୍ଗାନା…
ମହାରାଷ୍ଟ୍ର ବାଚସ୍ପତିଙ୍କ ସମେତ ୧୪ ବିଧାୟକଙ୍କୁ ନୋଟିସ୍ ପଠାଇଲେ ବମ୍ବେ ହାଇକୋର୍ଟ…
ମାହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କ ସମେତ ୧୪ ଜଣ ବିଧାୟକଙ୍କୁ ନୋଟିସ୍ ପଠାଇଲେ ବମ୍ବେ ହାଇକୋର୍ଟ। ନୋଟିସ୍ ହୋଇଥିବା ସମସ୍ତ ବିଧାୟକ ଶିବସେନା (ୟୁବିଟି) ଗୋଷ୍ଠୀର।ଏହି ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ନ କରିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ…
ମୋତେ ଅଯୋଧ୍ୟା ଯିବାକୁ ଏପର୍ଯ୍ୟନ୍ତ ନିମନ୍ତ୍ରଣ ମିଳିନାହିଁ : କେଜ୍ରିଓ୍ବାଲ
ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଜାନୁଆରୀ ୨୨ରେ ହେଉଛି । ଏଥିପାଇଁ ବିଭିନ୍ନ କ୍ଷେତ୍ର ସହ ଜଡ଼ିତ ନେତା, ଅଭିନେତା ଓ ସେଲିବ୍ରିଟିଙ୍କୁ ନିମନ୍ତ୍ରଣ ପତ୍ର ପଠାଯାଉଛି। ସେପଟେ ଆମ୍ ଆଦମୀ ପାର୍ଟିର ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ…
ରାମ ମନ୍ଦିର ପ୍ରତିଷ୍ଠା ଦିନ ଏହି ସବୁ ରାଜ୍ୟରେ ସ୍କୁଲ୍-କଲେଜ ଛୁଟି ସହ ବନ୍ଦ ରହିବ ମଦ-ମାଂସ ଦୋକାନ
ରାମ ମନ୍ଦିର ପ୍ରତିଷ୍ଠା ନେଇ ଚଳ ଚଞ୍ଚଳ ଅଯୋଧ୍ୟା ନଗରୀ। ଦୀର୍ଘ ପାଞ୍ଚ ଶହ ବର୍ଷର ଅପେକ୍ଷା ପରେ ଜନ୍ମଭୂମିରେ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପ୍ରତିମା ପୂଜା ପାଇବ। ଏଥିପାଇଁ 22 ଜାନୁଆରୀକୁ ଶୁଭ ସମୟ ଧାର୍ଯ୍ୟ କରାଯାଇଛି। ଏଥିପାଇଁ କେବଳ ଯେ…
ସରକାରୀ ଘର ଖାଲି କରିବାକୁ ମହୁଆକୁ ମିଳିଲା ତୃତୀୟ ନୋଟିସ୍…
ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ନେତ୍ରୀ ମହୁଆ ମୈତ୍ରଙ୍କୁ ବୁଧବାର ନୂଆଦିଲ୍ଲୀରେ ତାଙ୍କ ସରକାର ଆବଣ୍ଟିତ ବାସଭବନ ଖାଲି କରିବାକୁ ପୁଣି ନୋଟିସ୍ ମିଳିଛି।
ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟ ଅଧୀନରେ ଥିବା ସମ୍ପତ୍ତି ନିର୍ଦ୍ଦେଶାଳୟ…
ପଶ୍ଚିମବଙ୍ଗରେ ଇଡି ଅଧିକାରୀଙ୍କ ଉପରେ ଆକ୍ରମଣର ମିଳିତ ତଦନ୍ତ କରିବେ ସିବିଆଇ ଓ ଏସଆଇଟି…
କୋଲକାତା: ପଶ୍ଚିମବଙ୍ଗରେ ଇଡି ଅଧିକାରୀଙ୍କୁ ହୋଇଥିବା ଆକ୍ରମଣ ମାମଲାରେ କାଲକାଟା ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାର ମିଳିତ ତଦନ୍ତ ସିବିଆଇ ଓ ପୁଲିସର ଏସଆଇଟି ଦ୍ୱାରା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯଥାଶୀଘ୍ର…
ଜ୍ଞାନବ୍ୟାପୀ ମାମଲା: ହିନ୍ଦୁ ପକ୍ଷକୁ ମିଳିଲା ଗ୍ରୀନ୍ ସିଗ୍ନାଲ
ବାରଣାସୀର ବହୁ ଚର୍ଚ୍ଚିତ ଜ୍ଞାନବ୍ୟାପୀ ମାମଲାରେ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ମସ୍ଜିଦ ପରିସରରେ ଥିବା ‘ବଜୁଖାନା’ର ପୂରା ଅଞ୍ଚଳକୁ ସଫା କରିବାକୁ ହିନ୍ଦୁ ପକ୍ଷକୁ ଅନୁମତି ମିଳିଛି।
ଉକ୍ତ ବଜୁଖାନାରେ ଶିବଲିଙ୍ଗ ଥିବା ହିନ୍ଦୁ ପକ୍ଷ ପକ୍ଷରୁ ଦାବି…