Browsing Category

ଦେଶ

ଅଟଳ ସେତୁରେ ଯା’ଆସ କରୁଥିବା ଲୋକଙ୍କୁ ଚେତାବନୀ ଦେଲା ମୁମ୍ବାଇ ପୁଲିସ…

ଜାନୁଆରୀ ୧୨ ତାରିଖରେ ଉଦ୍‌ଘାଟିତ ହୋଇଥିଲା ଅଟଳ ସେତୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଲୋକାର୍ପିତ କରିଥିଲେ। ଅଟଳ ସେତୁ ହେଉଛି ଭାରତର ଦୀର୍ଘତମ ସମୁଦ୍ର ସେତୁ। ଏହାର ଲମ୍ବ ହେଉଛି ୨୧.୮ କିଲୋମିଟର। ଏହି ସେତୁ ମୁମ୍ବାଇର ସେୱରୀରୁ ବାହାରି ରାୟଗଡ଼ ଜିଲ୍ଲାର…

କୁନୋ ଜାତୀୟ ଉଦ୍ୟାନରେ ଆଉ ଏକ ଚିତାର ମୃତ୍ୟୁ…

ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ଆଖିବୁଜିଲା ଆଉ ଏକ ଚିତା। ମଙ୍ଗଳବାର ଚିତା ସୌର୍ଯ୍ୟର ମୃତ୍ୟୁ ହୋଇଛି। ଏହି ଚିତାକୁ ଦକ୍ଷିଣ ଆଫ୍ରିକାର ନାମ୍ବିଆରୁ ଅଣାଯାଇଥିଲା। ଏହାକୁ ମିଶାଇ କୁନୋ ନ୍ୟାସନାଲ ପାର୍କରେ ବର୍ତ୍ତମାନ ସୁଦ୍ଧା ୧୦ଟି ଚିତାର ମୃତ୍ୟୁ…

ୱାଇଏସ୍‌ ଶର୍ମିଲାଙ୍କୁ କଂଗ୍ରେସ ଦେଲା ବଡ଼ ଦାୟିତ୍ୱ…

ୱାଇଏସ୍‌ଆର କଂଗ୍ରେସ ମୁଖ୍ୟ ତଥା ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ୱାଇଏସ୍‌ ଶର୍ମିଲା କଂଗ୍ରେସରେ ଯୋଗ ଦେବା ପରେ ପାଇଛନ୍ତି ବଡ଼ ଦାୟିତ୍ୱ। ତାଙ୍କୁ ଆନ୍ଧ୍ର ପ୍ରଦେଶ କଂଗ୍ରେସର ସଭାପତି କରାଯାଇଛି। ଗତକାଲି ଆନ୍ଧ୍ର ପ୍ରଦେଶ…

ଦାରିଦ୍ର୍ୟ ସୀମାରେଖାରୁ ବାହାରିଲେ ୨୪.୮୨ କୋଟି ଲୋକ…

ଦାରିଦ୍ର୍ୟ ସୀମା ରେଖାରୁ ଧୀରେ ଧୀରେ ଉପରକୁ ଉଠୁଛନ୍ତି ଲୋକେ। ଗତ ୯ ବର୍ଷ ମଧ୍ୟରେ ଭାରତରେ ୨୪.୮୨ କୋଟି ଲୋକେ ଦାରିଦ୍ର୍ୟ ସୀମାରୁ ବାହାରିଛନ୍ତି। ଏନେଇ ଜାରି ହୋଇଥିବା ନୀତି ଆଗୋର ଏକ ରିପୋର୍ଟରୁ ଜଣାପଡିଛି। ରିପୋର୍ଟରେ କୁହାଯାଇଛି, ବର୍ଷ ୨୦୧୩-୧୪ରେ ଦେଶରେ…

ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ମୋଦିଙ୍କ କାର୍ଯ୍ୟକ୍ରମ: ରାହୁଲ ଗାନ୍ଧି

ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମକୁ ମେଦିଙ୍କ ଫଙ୍କସନ୍ କହିଲେ ରାହୁଲ ଗାନ୍ଧି। ‘ଭାରତ ଯୋଡ ନ୍ୟାୟ ଯାତ୍ରା’ ସମୟରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଏପରି ମନ୍ତବ୍ୟ ଦେଇଛନ୍ତି। ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଅଯୋଧ୍ୟାରେ ଆୟୋଜନ ହୋଇଥିବା…

ରାମ ମନ୍ଦିର ପ୍ରତିଷ୍ଠା ପୂର୍ବରୁ ଜଟାୟୁଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀ…

ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ପୂର୍ବରୁ ଜଟାୟୁଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାମାୟଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିବା ଜଟାୟୁ (ଗରୁଡ)ଙ୍କ ଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ। ଆନ୍ଧ୍ରପ୍ରଦେଶର ଲେପାକ୍ଷୀରେ ଜଟାୟୁଙ୍କର ଏହି ମନ୍ଦିର…

ଗୁରୁଦ୍ୱାରା ଭିତରେ ଯୁବକଙ୍କୁ ହତ୍ୟା କଲେ ନିହାଙ୍ଗ ଶିଖ୍‌

ଗୁରୁଦ୍ୱାରା ଭିତରେ ଘଟିଲା ଅଘଟଣ। ରକ୍ତ ରଞ୍ଜିତ ହେଲା ଶିଖମାନଙ୍କ ପବିତ୍ର ଧାର୍ମ ପୀଠ। ଗୁରୁଦ୍ୱାରା ଭିତରେ ପଶି ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କଲେ ନିହାଙ୍ଗ ଶିଖ୍‌। ପଞ୍ଜାବର ଫଗବାଡ଼ାରେ ଘଟିଛି ଏଭଳି କିଛି ଚକିତ କଲା ଭଳି ଘଟଣା। ପଞ୍ଜାବର…

ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ଦେଲା ପନ୍ନୁ…

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ୱନ୍ତ ମାନ ସିଂହଙ୍କୁ ହତ୍ୟା ଧମକ। ଖାଲିସ୍ତାନ ସମର୍ଥକ ତଥା ସିଖ୍‌ ଫର୍‌ ଜଷ୍ଟିସର ଆତଙ୍କବାଦୀ ଗୁରୁପାତବନ୍ତ ସିଂହ ପନ୍ନୁ ଏହି ହତ୍ୟା ଧମକ ଦେଇଛି। ଆସନ୍ତା ଜାନୁଆରୀ ୨୬ ତଥା ଗଣତନ୍ତ୍ର ଦିବସ ଅବସରରେ ଭାଗଓ୍ୱନ୍ତ ମାନଙ୍କ ଉପରେ…

ପାଣିପାଗ ଖବର ପାଇଁ PMS ଆପ୍ ଲୋକାର୍ପିତ କଲେ ଉପ-ରାଷ୍ଟ୍ରପତି…

ଭୁବନେଶ୍ୱର: ଏଣିକି ପ୍ରତି ପଞ୍ଚାୟତରେ ପାଣିପାଗର ତଥ୍ୟ ପହଞ୍ଚିବ । ଆଇଏମଡିର ମୋବାଇଲ ଆପ ଜରିଆରେ ଏହି ତଥ୍ୟ ପହଞ୍ଚାଯିବାର ବ୍ୟବସ୍ଥା କରାଯାଇଛି । ନିଜ ନିଜ ଭାଷାରେ ଚାଷୀ ଓ ସାଧାରଣ ଲୋକ ପାଇପାରିବେ ପାଣିପାଗ ଖବର । ଏନେଇ ପଞ୍ଚାୟତ ମୌସମ ସେବା ‘PMS’ ଆପର ଶୁଭାରମ୍ଭ…

ଅହଂକାର ନୁହେଁ; ଏହି କାରଣରୁ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ଯୋଗ ଦେବେନି ୪ ଶଙ୍କରାଚାର୍ଯ୍ୟ…

କୋଲକାତା: ଚାରିଆଡ଼େ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଚର୍ଚ୍ଚା ହେଉଛି। ଏହି ସମାରୋହ କାର୍ଯ୍ୟକ୍ରମକୁ ନେଇ ବିରୋଧୀ ଦଳ ତୀବ୍ର ରାଜନୀତି କରୁଛନ୍ତି। ବିରୋଧୀ ଦଳଙ୍କ ଦାବି ମଧ୍ୟରେ ଚାରିଜଣ ଶଙ୍କରାଚାର୍ଯ୍ୟ ଅଯୋଧ୍ୟା ରାମ ମନ୍ଦିର ସମାରୋହ କାର୍ଯ୍ୟକ୍ରମକୁ…