Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
କେଜ୍ରିୱାଲଙ୍କୁ ଚତୁର୍ଥ ସମନ ପଠାଇଲା ଇଡି
ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣିଥରେ ସମନ ପଠାଇଲା ଇଡି। ଦିଲ୍ଲୀ ମଦ ନୀତି ଦୁର୍ନୀତିକୁ ନେଇ ତାଙ୍କୁ ଜାରି ହୋଇଛି ନୋଟିସ । ଜାନୁଆରୀ ୧୮ ତାରିଖ ପୂର୍ବରୁ ହାଜର ହେବା ପାଇଁ ଇଡି ପକ୍ଷରୁ ସମନ ଜାରି କରଯାଇଛି ।
ଇଡି ପକ୍ଷରୁ…
ସାଧୁଙ୍କୁ ମାଡ଼ ଘଟଣା : ୧୨ ଗିରଫ, ଟିଏମସିକୁ ଟାର୍ଗେଟ କଲା ବିଜେପି…
କୋଲକାତା : ପଶ୍ଚିମବଙ୍ଗରେ କିଛି ସାଧୁଙ୍କୁ ପିଲା ଚୋର ସନ୍ଦେହରେ ମାଡ଼ ମାରିବା ଘଟଣା ରାଜନୀତିକ ରୂପ ନେଇଛି। କ୍ଷମତାରୁ ଦୂରେଇ ଯାଇଥିବା ବିଜେପି ଏହି ଘଟଣା ପାଇଁ ହିନ୍ଦୁ କାର୍ଡ ଖେଳିବା ସହ ଟିଏମସିକୁ ଟାର୍ଗେଟ କରିଛି। ଏହାକୁ ନେଇ ବିବାଦ ଚାଲିଥିବା ବେଳେ ଭାଇରାଲ…
ଚାଇନା ବିରୋଧୀ ଲାଇ ଚିଙ୍ଗ ତେ ଜିତିଲେ ତାଇୱାନ ରାଷ୍ଟ୍ରପତି ନିର୍ବାଚନ…
ବେଜିଂ : ଶାସନ ଦଳ ଡେମୋକ୍ରାଟିକ ପ୍ରୋଗ୍ରେସିଭ ପାର୍ଟି(ଡିପିପି)ର ନେତା ଲାଇ ଚିଙ୍ଗ ତେ ତାଇୱାନର ରାଷ୍ଟ୍ରପତି ନିର୍ବାଚନରେ ବାଜିମାତ କରିଛନ୍ତି। ଡିପିପି ଦଳର ଲାଇ ଚିଙ୍ଗଙ୍କୁ ଚାଇନା ବିଚ୍ଛିନ୍ନତାବାଦୀର ଆଖ୍ୟା ଦେଇଥିଲା।
ସେ ସବୁବେଳେ ବେଜିଂର ତାଇୱାନ ଦଖଲ…
ନାବାଳିକା ଦୁଷ୍କର୍ମ ମାମଲାରେ ଯୁବକଙ୍କୁ ମିଳିଲା ଜାମିନ…
ମୁମ୍ବାଇ : ନାବାଳିକାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ଗିରଫ ହୋଇଥିବା ଜଣେ ୨୬ ବର୍ଷୀୟ ଯୁବକଙ୍କୁ ବମ୍ବେ ହାଇକୋର୍ଟଙ୍କ ନାଗପୁର ବେଞ୍ଚ ଜାମିନ ଦେଇଛନ୍ତି। ସେ ଜଣେ ୧୩ ବର୍ଷୀୟ ଝିଅକୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା।
ଅଭିଯୁକ୍ତଙ୍କୁ ଜାମିନ ଦେବା ବେଳେ…
ହେମନ୍ତ ସୋରେନ୍ଙ୍କୁ ପୁଣି ସମନ, ନୂଆ ଡେଡ୍ଲାଇନ୍ ଦେଲା ଇଡି
ରାଞ୍ଚି : ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କୁ ପୁଣି ସମନ। ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପୁଣି ଥରେ ହେମନ୍ତ ସୋରେନ୍ ସମନ କରିଛି। ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ତାଙ୍କୁ ନୂଆ ଡେଡ୍ ଲାଇନ୍ ଦିଆଯାଇଛି।…
ବସ ଓଲଟିବା ପରେ ଠିକ ସମୟରେ ବାହାରକୁ ଆସିନପାରିବାରୁ ଜଳିଗଲେ ମହିଳା…
ହାଇଦ୍ରାବାଦ: ବସ ଓଲଟିବା ପରେ ଠିକ ସମୟରେ ବାହାରକୁ ଆସିନପାରିବାରୁ ଜଳିଗଲେ ମହିଳା। ବସଟି ହାଇଦ୍ରାବାଦରୁ ଚିତ୍ତୋର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଚାଳକଙ୍କୁ ନିଦ ଲାଗିବାରୁ ସେ ନିୟନ୍ତ୍ରଣ ହରାଇଥିଲେ। ଏହା ପରେ ବସଟି ଓଲଟି ପଡ଼ିଥିଲା। ଅନ୍ୟ ଯାତ୍ରୀମାନେ…
ମୁମ୍ବାଇର ଏଷ୍ଟ୍ରେଲା ଟାୱାରରେ ଭୟାବହ ଅଗ୍ନିକାଣ୍ଡ…
ମୁମ୍ବାଇ: ମୁମ୍ବାଇରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଡୋମ୍ବିଭଲି ଲୋଧା ଫେଜ୍-୨ ଖୋନା ଏଷ୍ଟ୍ରେଲା ଟାୱାରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୫ରୁ ୬ ମହଲା ବିଶିଷ୍ଟ ଏକ ଗ୍ୟାଲେରୀ ଜଳି ଯାଇଛି। ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବାହିନୀର ୩ଟି ଗାଡ଼ି…
୧୧ଦିନ ଧରି ମୌନ ରହିବା ସହିତ ଏସବୁ ନିୟମ ପାଳନ କରିବେ ମୋଦୀ…
ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଆସନ୍ତା ୨୨ ତାରିଖରେ ହେବ। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ସ୍ବତନ୍ତ୍ର ୧୧ ଦିନିଆ ପୂଜା ଆରମ୍ଭ କରିଛନ୍ତି। ଦେଶବାସୀଙ୍କୁ ଆଜି ଏକ ଅଡିଓ ବାର୍ତ୍ତା ଦେଇ ପ୍ରଧାନମନ୍ତ୍ରୀ…
ପିଓକେ ବୁଲିଲେ ବ୍ରିଟିଶ ରାଜଦୂତ, ଭାରତର କଡ଼ା ପ୍ରତିକ୍ରିୟା…
ନୂଆଦିଲ୍ଲୀ: ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)କୁ ବ୍ରିଟିଶ ହାଇକମିଶନର ଜିନ୍ ମେରିୟଟ୍ ଙ୍କ ଗସ୍ତକୁ ଭାରତ ତୀବ୍ର ବିରୋଧ କରି ଏହାକୁ ନିଜର ସାର୍ବଭୌମତ୍ୱର ଉଲ୍ଲଂଘନ ବୋଲି କହିଛି।
୨୦୨୪ ଜାନୁଆରି ୧୦ ତାରିଖରେ ଇସଲାମାବାଦରେ ଥିବା ବ୍ରିଟିଶ ହାଇକମିଶନରଙ୍କ…
ଶେଷରେ ମେଣ୍ଟର ମଙ୍ଗ ଧରିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ…
ନୂଆଦିଲ୍ଲୀ : ଯାଚିବା ପରେ ବି ମନା କଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଶେଷରେ ମେଣ୍ଟର ମଙ୍ଗ ଧରିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ। ଆଜି ଇଣ୍ଡିଆ ମେଣ୍ଟର ବୈଠକ ବସିଥିଲା। ଏଥିରେ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ସଂଯୋଜକ କରିବାକୁ ପ୍ରସ୍ତାବ ପାରିତ…