Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଶୋଭାଯାତ୍ରା ଉପରକୁ ପଥର ମାଡ଼ ପରେ ଲାଗିଲା କର୍ଫ୍ୟୁ…
ମଧ୍ୟପ୍ରଦେଶର ବିଭିନ୍ନ ଅଞ୍ଚଳରେ ଲାଗିଲା ଧାରା ୧୪୪। ଅକ୍ଷୟ କଳସ ଶୋଭାଯାତ୍ରା ଉପରକୁ ପଥର ମାଡ଼ ପରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ କର୍ଫ୍ୟୁ ଲଗାଇଛନ୍ତି।
ଏନେଇ ଶାଜାପୁର ଜିଲ୍ଲାପାଳ ଏକ୍ସ ଯୋଗେ ସୂଚନା ଦେଇଛନ୍ତି। ଜିଲ୍ଲାପାଳ ରିଜୁ ବଫନା ପୋଷ୍ଟ କରି…
ରାମ ମନ୍ଦିରରେ ଲାଗିଲା ପ୍ରଥମ ସୁନା କବାଟ, ଆହୁରି ୧୩ଟି ଲାଗିବ
ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ନିର୍ମାଣାଧୀନ ଥିବା ଭବ୍ୟ ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ରାମ ଲଲାଙ୍କ ବିଗ୍ରହରେ ପ୍ରାଣ ପ୍ରତିଷ୍ଠା କରାଯିବ। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି।
ଆଜି ଅଯୋଧ୍ୟା ରାମ ମନ୍ଦିରରେ ଲାଗିଛି ପ୍ରଥମ ସୁନା କବାଟ।…
ଉସ୍ତାଦ ରଶିଦ ଖାନଙ୍କ ପରଲୋକ…
ସଙ୍ଗୀତ ସମ୍ରାଟ ଉସ୍ତାଦ ରଶିଦ ଖାନଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା। ସେ କ୍ୟାନସରରେ ପୀଡ଼ିତ ଥିଲେ। କୋଲକାତାର ପିଅରଲେସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
ସୂଚନା ଅନୁଯାୟୀ ତାଙ୍କ ମୃତଦେହକୁ…
ସିଟ ଶେୟାରିଂକୁ ନେଇ MVAରେ ବିବାଦ! ୨୩ ଆସନ ଦାବି କଲେ ସଞ୍ଜୟ ରାଉତ…
ମହାରାଷ୍ଟ୍ରରେ ଏନସିପି, ଶିବସେନା(ୟୁବିଟି) ଓ କଂଗ୍ରେସକୁ ନେଇ ଗଠନ ହୋଇଥିବା ମହା ବିକାଶ ଅଘାଡି(MVA)ରେ ସିଟ ଶେୟାରିଂ ଫର୍ମୁଲାକୁ ନେଇ ବିବାଦ ସୃଷ୍ଟି ହୋଇଛି। ବିଜେପି ବିରୋଧରେ ଏହି ଦଳଗୁଡ଼ିକ ମହାରାଷ୍ଟ୍ରରେ ଏକାଠି ଲୋକସଭା ନିର୍ବାଚନ ଲଢ଼ିବେ। କିନ୍ତୁ କେଉଁ ଦଳ…
ପ୍ରାଣପ୍ରତିଷ୍ଠା ପୂର୍ବରୁ ନଗର ପରିକ୍ରମା କରିବେ ନାହିଁ ରାମଲଲା…
ଲକ୍ଷ୍ନୌ: ଅଯୋଧ୍ୟାରେ ନିର୍ମିତ ଭବ୍ୟ ରାମ ମନ୍ଦିରରେ ଜାନୁଆରି ୨୨ ତାରିଖରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ । ତେବେ ଏହି ସମାରୋହ ପୂର୍ବରୁ ଜାନୁଆରି ୧୭ରେ ପ୍ରସ୍ତାବିତ ରାମଲଲାଙ୍କ ନଗର ଭ୍ରମଣ କାର୍ଯ୍ୟକ୍ରମ ରହିଥିଲା। ଯାହାକୁ ନେଇ ରାମଭକ୍ତଙ୍କ ମଧ୍ୟରେ…
ରାଜନୀତି ମୈଦାନରେ ବି ରାଗିଗଲେ ବାଂଲାଦେଶ କ୍ୟାପ୍ଟେନ, ଫ୍ୟାନଙ୍କୁ ଚାପୁଡ଼ା ମାରିବାର ଭିଡିଓ ଭାଇରାଲ୍
ପୁଣି ବିବାଦରେ କ୍ରିକେଟର-କମ୍-ରାଜନେତା ସାକିବ ଅଲ ହାସନ। ଶାକିବ ଜଣେ ଫ୍ୟାନଙ୍କୁ ଚାପୁଡ଼ା ମାରିବାର ଭିଡିଓ ଭାଇରାଲ୍ ହେଉଛି। ପ୍ରଥମ କରି ସାଂସଦ ଭାବେ ନିର୍ବାଚିତ ହୋଇଥିବା ବାଂଲାଦେଶ କ୍ରିକେଟ ଟିମ୍ କ୍ୟାପ୍ଟେନଙ୍କ ଏପରି ବ୍ୟବାହାରକୁ ସମାଲୋଚନା…
ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଲେ ୮ ମହିଳା କନଷ୍ଟେବଳ…
ପୁଣି ଖାକିରେ ଲାଗିଲା କଳଙ୍କ। ବରିଷ୍ଠ ଅଧିକାରୀଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଲେ ତାଙ୍କ ବିଭାଗର ହିଁ ମହିଳା। ମହାରାଷ୍ଟ୍ର ପୁଲିସର ମହିଳା କର୍ମଚାରୀମାନେ ନିଜ ବିଭାଗର ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଆଣିଛନ୍ତି ଦୁଷ୍କର୍ମ ଅଭିଯୋଗ। କେବଳ ସେତିକି ନୁହେଁ…
ପୁଣି ତାମିଲନାଡୁରେ ଲଗାଣ ବର୍ଷା; ସ୍କୁଲ୍-କଲେଜ ଛୁଟି
ତାମିଲନାଡୁ ପିଛା ଛାଡୁନି ଲଗାଣ ବର୍ଷା। ପୁଣି ଅଦିନରେ ବର୍ଷା ଜାରି ରହିଛି। ଫଳରେ ରାଜ୍ୟର ଅନେକ ଜିଲ୍ଲାର ସ୍କୁଲ୍-କଲେଜକୁ ଛୁଟି ଘୋଷଣା କରିଛନ୍ତି ସ୍ଥାନୀୟ ପ୍ରଶାସନ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି 9ଟି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯାଇଛି।…
ପୂର୍ବତନ ବିଧାୟକଙ୍କୁ ଗିରଫ କଲା ଇଡି
ବେଆଇନ ଖଣି ଖନନ ଓ ଇ-ବାହନ ଦୁର୍ନୀତି ଘଟଣାରେ ଆଜି ହରିଆଣାର ପୂର୍ବତନ ବିଧାୟକ ଦିଲବାଗ ସିଂହଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ଗିରଫ କରିଛି। ତାଙ୍କ ସହଯୋଗୀ କୁଲବିନ୍ଦର ସିଂହଙ୍କୁ ମଧ୍ୟ ଇଡି ସମାନ ମାମଲାରେ ବାନ୍ଧିଛି।
ଜାନୁଆରୀ ୪ରୁ ବେଆଇନ ଖଣି ଖନନ…
ସଲମାନଙ୍କ ଫାର୍ମ ହାଉସରେ ପଶିବାକୁ ଚେଷ୍ଟା କରି ୨ ଗିରଫ
ବଲିଉଡ ଅଭିନେତା ସଲମାନ ଖାନ୍ଙ୍କୁ ଯେବେ ଠାରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗଠାରୁ ହତ୍ୟା ଧମକ ମିଳିଛି, ସେବେଠୁ ତାଙ୍କ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଏହାରି ଭିତରେ ତାଙ୍କ ପନଭେଲ ସ୍ଥିତ ଫାର୍ମ ହାଉସକୁ ପଶିବାକୁ କିଛି ସନ୍ଦିଗ୍ଧ ବ୍ୟକ୍ତି ଚେଷ୍ଟା କରିଛନ୍ତି।…