Browsing Category

ଦେଶ

ହମାସକୁ ସଂପୂର୍ଣ୍ଣ ରୂପେ ବିନାଶ ନକଲା ପର୍ଯ୍ୟନ୍ତ ଗାଜାରେ ଯୁଦ୍ଧ ଶେଷ ହେବ ନାହିଁ: ନେତନ୍ୟାହୁ…

ନୂଆଦିଲ୍ଲୀ: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଘୋଷଣା କରିଛନ୍ତି ଯେ ଯେପର୍ଯ୍ୟନ୍ତ ଇସ୍ରାଏଲ ତା’ର ସମସ୍ତ ଲକ୍ଷ୍ୟ ହାସଲ ନ କରିଛି, ସେ ପର୍ଯ୍ୟନ୍ତ ଗାଜାରେ ଯୁଦ୍ଧ ସମାପ୍ତ ହେବ ନାହିଁ। ବିଶେଷ କରି, ହମାସକୁ ଯେ ପର୍ଯ୍ୟନ୍ତ ସଂପୂର୍ଣ୍ଣ ରୂବେ…

‘ବଞ୍ଚିବା ଅପେକ୍ଷା ମୁଁ ଜେଲ୍‌ରେ ମରିଯିବା ଭଲ…’: ଜେଟ୍‌ ଏୟାରବେଜ୍‌ ଫାଉଣ୍ଡର…

'ମୁଁ ଜୀବନର ସମସ୍ତ ଆଶା ହରାଇ ଦେଇଛି। ଏଭଳି ସ୍ଥିତିରେ ବଞ୍ଚିବା ଅପେକ୍ଷା ଜେଲ୍‌ରେ ମରିଯିବା ଭଲ।' ଏଭଳି କିଛି କୋର୍ଟ ହାତ ଯୋଡି କହିଛନ୍ତି ଜେଟ୍‌ ଏୟାରବେଜର ମାଲିକ ନରେଶ ଗୋଏଲ୍‌। ଶନିବାର ମୁମ୍ବାଇର ଏକ ସ୍ୱତନ୍ତ୍ର କୋର୍ଟରେ ହାଜର ହେବା ସମୟରେ ବିଚାରପତିଙ୍କ ଆଗରେ ସେ ଏଭଳି ଭାବୁକ…

ରାତି ଅଧରେ କାର୍‌ଗିଲ ଏୟାରଷ୍ଟ୍ରିପ୍‌ରେ ଲ୍ୟାଣ୍ଡ କଲା ସୁପର ହର୍କ୍ୟୁଲସ ବିମାନ ସି-୧୩୦

ବଡ଼ ସଫଳତା ହାସଲ କରିଛି ଭାରତୀୟ ବାୟୁସେନା। ରାତି ଅଧରେ କାର୍ଗିଲ ଏୟାରଷ୍ଟ୍ରିପ୍‌ରେ ଲ୍ୟାଣ୍ଡ କଲା ହୁର୍କ୍ୟୁଲସ ବିମାନ। ବାୟୁସେନା ସି-୧୩୦ ଜେ ସୁପର ହର୍କ୍ୟୁଲସ ବିମାନକୁ ରାତିରେ କାର୍ଗିଲ ଏୟାରଷ୍ଟ୍ରିପରେ ଅବତରଣ କରିବାରେ ସଫଳ ହୋଇଛି। ଏହାର ଭିଡିଓକୁ ବାୟୁସେନା…

ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ବଣ୍ଟାଯିବ ୧ ଲକ୍ଷ ତିରୁପତି ଲଡ଼ୁ…

ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବାକୁ ଥିବା ଅତିଥି ଓ ଶ୍ରଦ୍ଧାଳୁମାନଙ୍କୁ ବଣ୍ଟାଯିବ ତିରୁପତିର ପ୍ରସିଦ୍ଧ ‘ଶ୍ରୀବରୀ ଲଡୁ’। ତିରୁପତି ସ୍ଥିତ ବିଶ୍ୱ ପ୍ରସିଦ୍ଧ ଭେଙ୍କଟେଶ୍ୱର ମନ୍ଦିରକୁ ପରିଚାଳନା କରୁଥିବା ତିରୁମାଲା…

୨୦୨୪ ହେବାକୁ ଯାଉଛି ବିଶ୍ୱର ନିର୍ବାଚନ ବର୍ଷ, ୬୦ ଦେଶରେ ୨୦୦ କୋଟି ଭୋଟର ବାଛିବେ ସରକାର

ନୂଆଦିଲ୍ଲୀ : ସାରା ପୃଥିବୀରେ ୨୦୨୪ ହେବାକୁ ଯାଉଛି ନିର୍ବାଚନର ବର୍ଷ। କାରଣ ଚଳିତ ବର୍ଷ ବିଶ୍ୱର ପ୍ରାୟ ଅଧିକାଂଶ ଦେଶରେ ହେବ ନିର୍ବାଚନ। ସଂକ୍ଷେପରେ କହିବାକୁ ଗଲେ ବିଶ୍ୱ ଜନସଂଖ୍ୟାର ଅଧା ଭାଗ ଲୋକ ଏହି ବର୍ଷ ଭୋଟ୍ ଦେଇ ସେମାନଙ୍କର ସରକାର ଗଠନ କରିବେ। ଆଗାମୀ ଦୁଇ…

ମହାଦେବ ବେଟିଂ ଆପ୍‌: ଚାର୍ଜସିଟ୍‌ରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାଁ…

ନୂଆଦିଲ୍ଲୀ : ମହାଦେବ ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ଫସିଲେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜାରି କରିଥିବା ଚାର୍ଜସିଟ୍‌ରେ ତାଙ୍କ ନାଁ ରହିଛି। ଏହାକୁ ନେଇ ତାଙ୍କ ଅଡୁଆ ବଢ଼ିପାରେ ବୋଲି କୁହାଯାଉଛି। ଚାର୍ଜସିଟରେ…

ଅଯୋଧ୍ୟାର ଭବ୍ୟ ମନ୍ଦିରରେ ପୂଜା ପାଇବେ କଳା ରଙ୍ଗର ପଥରରେ ତିଆରି ରାମ ଲଲା…

ଅଯୋଧ୍ୟା : ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ପାଖେଇ ଆସୁଥିବା ବେଳେ ପ୍ରତିଦିନ ଆସୁଛି କିଛି କିଛି ରୋଚକ ତଥ୍ୟ। ଆଜି ରାମ ଲଲାଙ୍କ ମୂର୍ତ୍ତିକୁ ନେଇ ଆସିଛି ଏକ ତଥ୍ୟ। ରାମ ଲଲାଙ୍କର ୫ ବର୍ଷର ଶିଶୁ ସୁଲଭ ମୂର୍ତ୍ତି ଏଠାରେ ପୂଜା ପାଇବେ ବୋଲି ପୂର୍ବରୁ…

ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ପରେ ବାଂଲାଦେଶ ଫେରାର ଉଦ୍ୟମରେ ଅଛନ୍ତି ଟିଏମସି ନେତା ଶାହାଜାହାନ ଶେଖ, ଲୁକ ଆଉଟ…

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଜଣେ ଟିଏମସି ନେତା ଶାହାଜାହାନ ଶେଖଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍ ଜାରି ହୋଇଛି । ଏହା ମଧ୍ୟ ଜଣାପଡିଛି ଯେ ଇଡି ଚଢ଼ାଉ ସମୟରେ ଶାହାଜାହାନ ଶେଖ ତାଙ୍କ ଘରେ ଥିଲେ ଏବଂ ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ଘଟଣା ପରେ ସେ ଫେରାର ଅଛନ୍ତି ।…

ଗୁଗଲ କ୍ରୋମ୍ ରେ ୱେବସାଇଟ୍ ବ୍ରାଉଜ କରୁଥିବା ୟୁଜର୍ସଙ୍କ ଡାଟାକୁ କେହି ଟ୍ରାକ୍ କରିପାରିବେ ନାହିଁ…

ନୂଆଦିଲ୍ଲୀ: ନୂଆ ବର୍ଷ ଅର୍ଥାତ୍ ୨୦୨୪ ପରେ ଗୁଗୁଲ୍ ନିଜର ଲକ୍ଷ ଲକ୍ଷ ୟୁଜର୍ସଙ୍କୁ ଏକ ନୂଆ ଉପହାର ଦେଇଛି। ଏବେ ଗୁଗଲର କ୍ରୋମ୍ ରେ ୱେବସାଇଟ୍ ବ୍ରାଉଜ କରୁଥିବା ୟୁଜର୍ସଙ୍କ ଡାଟାକୁ କେହି ଟ୍ରାକ୍ କରିପାରିବେ ନାହିଁ। ଯେତେବେଳେ ବି ଆପଣ ଗୁଗୁଲ କିମ୍ବା ଗୁଗୁଲ…

ଆମେ ବାବ୍ରି ମସଜିଦକୁ ଭୁଲିବୁ ନାହିଁ: ଓୱେସି…

ହାଇଦ୍ରାବାଦ: ଅଯୋଧ୍ୟାରେ ନିର୍ମିତ ରାମ ମନ୍ଦିରର ପ୍ରାଣପ୍ରତିଷ୍ଠା ପୂର୍ବରୁ ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱେସି ପୁଣିଥରେ ଅନେକ ପ୍ରଶ୍ନ ଉଠାଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ ଡିସେମ୍ବର 6 ରେ ବାବ୍ରି ମସଜିଦ ଭାଙ୍ଗିବା ଘଟଣା ସର୍ବଦା ଲୋକଙ୍କ ମନରେ ରହିବ। ଓୱେସି କହିଛନ୍ତି ଯେ…