Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ରାଜସ୍ଥାନରେ ରାଜ୍ୟବର୍ଦ୍ଧନ ସିଂହ ରାଠୋରଙ୍କ ସମେତ ୨୨ ଜଣ ମନ୍ତ୍ରୀ ଭାବେ ନେଲେ ଶପଥ…
ଜୟପୁର : ନୂଆ କରି ରାଜସ୍ଥାନରେ ସରକାର ଗଠନ କରିଥିବା ବିଜେପି ଆଜି ତା’ର ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିଛି। ବିଜେପି ହାଇକମାଣ୍ଡଙ୍କ ଅନୁମତି ପରେ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା ତାଙ୍କ ଟିମ ଗଠନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଭଜନ ଲାଲ ନିକଟରେ ଦିଲ୍ଲୀ ଯାଇଥିଲେ।…
‘୨୦୨୪ ନିର୍ବାଚନରେ ଭଗବାନ ରାମଙ୍କୁ ପ୍ରାର୍ଥୀ ଘୋଷଣା କରିବ ବିଜେପି’
ମୁମ୍ବାଇ : ‘ଏଥର ୨୦୨୪ ନିର୍ବାଚନରେ ଭଗବାନ ରାମଙ୍କୁ ପ୍ରାର୍ଥୀ କରିବ ବିଜେପି।’ ଆସନ୍ତା ୨୦୨୪ ଲୋକସଭା ନିର୍ବାଚନକୁ ନେଇ ଏଭଳି କିଛି ବିଜେପିକୁ ଟାର୍ଗେଟ୍ କରିଛନ୍ତି ଶିବସେନା ସାଂସଦ ସଞ୍ଜୟ ରାଉତ।
ଆସନ୍ତା ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ…
ଜାନୁଆରୀ ୧ ତାରିଖରେ ଲଞ୍ଚ ହେବ XPoSAT ସାଟେଲାଇଟ୍…
ନୂଆଦିଲ୍ଲୀ : ନୂଆବର୍ଷରେ ପୁଣି ଏକ ଇତିହାସ ରଚିବାକୁ ଯାଉଛି ଇସ୍ରୋ। ପ୍ରଥମ ଥର ପାଇଁ ଦେଶର ଏମିତି ଏକ ସାଟେଲାଇଟ୍ ଲଞ୍ଚ କରିବାକୁ ଯାଉଛି, ଯାହା ବ୍ରହ୍ମାଣ୍ଡର ଆଉ ଏକ ରହସ୍ୟ ଭେଦିବ। ଏହି ସାଟେଲାଇଟ୍ ବ୍ରହ୍ମାଣ୍ଡର ୫୦ଟି ଉଜ୍ଜ୍ୱଳ ଉତ୍ସର ଅଧ୍ୟୟନ କରିବ। ଯଥା…
ରାଜ୍ୟସଭାରେ ଆପର ନେତା ହୋଇପାରିବେ ନାହିଁ ରାଘବ
ନୂଆଦିଲ୍ଲୀ: ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ ରାଜ୍ୟସଭାରେ ଆମ୍ ଆଦମୀ ପାର୍ଟି (ଏଏପି) ର ମଧ୍ୟବର୍ତ୍ତୀକାଳୀନ ନେତା ଭାବରେ ରାଘବ ଚଢାଙ୍କୁ ନିଯୁକ୍ତ କରିବା ପାଇଁ ଦଳର ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏହି ଅନୁରୋଧକୁ ଖାରଜ କରିବା…
ଘରୁ ବାହାରିଲା ୫ ପରିବାର ସଦସ୍ୟଙ୍କ କଙ୍କାଳ…
ପ୍ରାୟ ୪ ବର୍ଷ ପୂର୍ବେ ଏକ ପରିବାରର ୫ ସଦସ୍ୟଙ୍କୁ ଦେଖିଥିଲେ ପାଖପଡ଼ୋଶୀ। ଏହାପରେ ତାଙ୍କର ଆଉ କୌଣସି ସନ୍ଧାନ ମିଳି ନ ଥିଲା। ଦୀର୍ଘ ୪ ବର୍ଷ ପରେ ଉକ୍ତ ଘରୁ ପରିବାରର ୫ ସଦସ୍ୟଙ୍କ କଙ୍କାଳ ଉଦ୍ଧାର ହୋଇଛି। ଏପରି ଅଭାବନୀୟ ଓ ଲୋମଟାଙ୍କୁରା ଘଟଣା କର୍ଣ୍ଣାଟକର…
ଗାୟକ ଓ ଗୀତିକାର ଅଖୁ ଅପହୃତ…
ମଣିପୁରର ଜଣାଶୁଣା ଗାୟକ ଓ ଗୀତିକାର ଅଖୁ ଚିଙ୍ଗଙ୍ଗବମଙ୍କୁ ଅପହରଣ କରାଯାଇଛି। କିଛି ସଶସ୍ତ୍ର ଦୁର୍ବୃତ୍ତ ତାଙ୍କୁ ଅପହରଣ କରିଥିବା ନେଇ ଶୁକ୍ରବାର ଜାତୀୟ ଗଣମାଧ୍ୟମଗୁଡ଼ିକରେ ରିପୋର୍ଟ ପ୍ରକାଶ ପାଇଛି।
ମିଳଥିବା ସୂଚନା ଅନୁଯାୟୀ, ତାଙ୍କ ମା’ ଓ ପତ୍ନୀଙ୍କ ମୁଣ୍ଡରେ…
ମମତା ଓ ଉଦ୍ଧବ ଏକାକୀ ୨୦୨୪ ନିର୍ବାଚନ ଲଢ଼ିବାକୁ ଚାହୁଛନ୍ତି…
ନୂଆଦିଲ୍ଲୀ: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ ବ୍ଳକ୍’ର କିଛି ସହଯୋଗୀ ଏକାକୀ ନିର୍ବାଚନ ଲଢ଼ିବା ସହ ନିଜ ନିଜ ରାଜ୍ୟରେ ଆସନ ‘ବୁଝାମଣା’ କରିବାକୁ ରାଜି ନହେବାର ସଙ୍କେତ ଦେବା ପରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ ବ୍ଳକ୍’ର ଆସନ…
‘ଭାରତ ନ୍ୟାୟ ଯାତ୍ରା’ ପାଇଁ ଜାନୁଆରୀ ୪ରେ ବୈଠକ ଡାକିଲା କଂଗ୍ରେସ…
ଆସନ୍ତା ଜାନୁଆରୀ ୧୪ ତାରିଖରୁ କଂଗ୍ରେସ ‘ଭାରତ ନ୍ୟାୟ ଯାତ୍ରା’ ଆରମ୍ଭ କରିବାକୁ ଯୋଜନା କରିଛି। ଏଥିପାଇଁ ଜାନୁଆରୀ ୪ ତାରିଖରେ ଦଳ ଏକ ବଡ଼ ବୈଠକ ଡାକିଛି। ଏଥିରେ ୧୪ଟି ରାଜ୍ୟର କଂଗ୍ରେସ ସଭାପତିଙ୍କ ସହିତ ବିଧାୟକ ଦଳର ନେତାମାନଙ୍କୁ ଉପସ୍ଥିତ…
ଆସାମରେ ଫେରିବ ଶାନ୍ତି, ଅସ୍ତ୍ର ଛାଡ଼ିବାକୁ ଉଲଫା ବିଦ୍ରୋହୀ ରାଜି
ନୂଆଦିଲ୍ଲୀ: ୟୁନାଇଟେଡ୍ ଲିବରେସନ ଫ୍ରଣ୍ଟ ଅଫ୍ ଆସାମ (ଉଲ୍ଫା)ର ଏକ ଗୋଷ୍ଠୀ ସହ କେନ୍ଦ୍ର ସରକାର ଓ ଆସାମ ସରକାର ଶୁକ୍ରବାର ଏକ ଶାନ୍ତି ଚୁକ୍ତି କରିଛନ୍ତି । ଏହି ଗୋଷ୍ଠୀ ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ ଉପରେ ଗୁରୁତ୍ବ ଦେଇଥାଏ । ଚୁକ୍ତି ଅନୁସାରେ ଉଲଫା…
ଜେଡିୟୁ ଅଧ୍ୟକ୍ଷ ପଦ ଛାଡ଼ିଲେ ଲଲନ ସିଂ, ପଦ ସମ୍ଭାଳିବେ ନୀତିଶ କୁମାର
ସାଧାରଣ ନିର୍ବାଚନ ପୂର୍ବରୁ ଜେଡିୟୁରେ ହୋଇଛି ବଡ଼ ପରିବର୍ତ୍ତନ । ଶେଷରେ ଜେଡିୟୁର ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଛାଡ଼ିଲେ ଲଲନ ସିଂ। ତାଙ୍କ ବଦଳରେ ପାର୍ଟିର କମାଣ ସମ୍ଭାଳିବେ ନୀତୀଶ କୁମାର। ଆଜି ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରୀ ବୈଠକରେ…