Browsing Category

ଦେଶ

ଶବ ଆଣିବାକୁ ଯାଉଥିଲେ, ପରିବାରର ୩ ଜଣ ଶବ ପାଲଟିଗଲେ..

ଗୋଟିଏ ପରିବାର ଉପରେ ସତେ ଯେମିତି ଛିଡ଼ି ପଡ଼ିଛି ଦୁଃଖର ପାହାଡ଼। ସାମ୍ନାକୁ ଆସିଛି ମୃତ୍ୟୁର ବିକଳ ଚିତ୍ର। ପରିବାରର ଭେଣ୍ତିଆ ପୁଅର ମୃତଦେହ ଆଣିବାକୁ ଯାଉଥିବା ବେଳେ ୩ ଜଣ ଅଧା ରାସ୍ତାରେ ହିଁ ଶବ ପାଲଟି ଯାଇଛନ୍ତି। ଏବେ ସେହି ପରିବାରର ଆଉ ୪ ଜଣ ଗୁରୁତର ଆହତ ହୋଇ…

ସମ୍ପ୍ରସାରଣ ହେଲା ମଧ୍ୟପ୍ରଦେଶ ମନ୍ତ୍ରିମଣ୍ଡଳ, ଶପଥ ନେଲେ ୨୮ ମନ୍ତ୍ରୀ…

ସମ୍ପ୍ରସାରଣ ହେଲା ମଧ୍ୟପ୍ରଦେଶ ମନ୍ତ୍ରିମଣ୍ଡଳ। ଶପଥ ନେଲେ ୨୮ ମନ୍ତ୍ରୀ। କୈଳାଶ ବିଜୟବର୍ଗୀୟ ଓ ପ୍ରହ୍ଲାଦ ପଟେଲଙ୍କ ସମେତ ଅନେକ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। ବିଜେପି ମଧ୍ୟପ୍ରଦେଶରେ ସରକାର ଗଢ଼ିବାର ଦୀର୍ଘ ପାଖାପାଖି ମାସେ ପରେ…

ବିବାହ କରିବାକୁ ଲିଙ୍ଗ ବଦଳାଇଥିଲେ, ଜନ୍ମଦିନରେ ପ୍ରେମିକାକୁ ଜୀଅନ୍ତା ଜାଳିଦେଲେ…

ଅଧା ରହିଗଲା ୨୬ତମ ଜନ୍ମ ଦିନ। ଜନ୍ମଦିନର କ୍ୟାଣ୍ଡେଲ ନ ଲିଭୁଣୁ ଲିଭିଗଲା ଜୀବନ ଦୀପ। ପ୍ରେମିକ ହିଁ ସାଜିଲା ପ୍ରେମିକାର ହତ୍ୟାକାରୀ। ଯାହାକୁ ବିବାହ କରିବାକୁ ଲିଙ୍ଗ ବଦଳାଇଥିଲେ ତାକୁ ହିଁ କଲେ ହତ୍ୟା। ପ୍ରଥମେ ବେକୁ ଚେନ୍‌ରେ ବାନ୍ଧିଲା ଓ ପରେ ଜୀଅନ୍ତା ଜାଳି ଦେଲେ।…

ଜିରୋ ଭିଜିବିଲିଟି ଯୋଗୁ ବିମାନ ଚଳାଚଳ ବାଧାପ୍ରାପ୍ତ

ସମଗ୍ର ଉତ୍ତର ଭାରତରେ ଜାରି ରହିଛି ହାଡଭଙ୍ଗା ଶୀତ। ଏବେ ଏହି ଶୀତ ସାଙ୍ଗକୁ ଘନ କୁହୁଡି ଲୋକଙ୍କୁ କରିଛି କଲବଲ। କୁହୁଡିର ମୋଟା ଚାଦର ଚାରିଆଡେ ଢ଼ାଙ୍କି ରହିଛି। ଫଳରେ ଦୂରକୁ ଦେଖିବା ଅସମ୍ଭବ ହୋଇପଡିଛି। ଜିରୋ ଭିଜିବିଲିଟି ଯୋଗୁ ବିମାନ ଚଳାଚଳ ମଧ୍ୟ ବାଧାପ୍ରାପ୍ତ…

ଦେଶରେ ଗତ ୨୪ ଘଣ୍ଟାରେ ୬୫୬ କରୋନା ପଜିଟିଭ ଚିହ୍ନଟ, ସକ୍ରିୟ ମାମଲା ୩୭୪୨…

ପୁଣି ମାରାତ୍ମକ ହେବ କି କରୋନା ? ଦେଶରେ ଗତ ୨୪ ଘଣ୍ଟାରେ ୬୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ। JN.1 ସବ ଭାରିଆଣ୍ଟ ଚିନ୍ତା ବଢାଇଥିବାବେଳେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ନୂଆ…

ଜାନୁୟାରୀ ୬ରେ L1 ପଏଣ୍ଟରେ ପହଞ୍ଚିବ ଆଦିତ୍ୟ…

ସୂର୍ଯ୍ୟଙ୍କ ଅଧ୍ୟୟନ ପାଇଁ ଇସ୍ରୋ ପକ୍ଷରୁ ପଠାଯାଇଥିବା ଆଦିତ୍ୟ ସୋଲାର ଅବଜରଭେଟୋରୀ ୨୦୨୪ ଜାନୁୟାରୀ ୬ରେ L1 ପଏଣ୍ଟରେ ପହଞ୍ଚିବ। ଇସ୍ରୋ ମୁଖ୍ୟ ଡ. ଏସ୍‌. ସୋମନାଥ ଏହା କହିଛନ୍ତି। ସେ କହିଛନ୍ତି ଯେ ଆସନ୍ତା ୬ରେ ଆଦିତ୍ୟକୁ L1 ପଏଣ୍ଟରେ ଇନ୍‌ସର୍ଟ କରାଯିବ।…

କୁସ୍ତି ମହାସଂଘକୁ ଚଳାଇବ ସ୍ୱତନ୍ତ୍ର କମିଟି…

ଭାରତୀୟ କୁସ୍ତି ସଂଘର ନବ ନିର୍ବାଚିତ ସଦସ୍ୟଙ୍କୁ ଆଜି କ୍ରୀଡ଼ା ମନ୍ତ୍ରଣାଳୟ ନିଲମ୍ବିତ କରିବା ପରେ ଏହାକୁ ନେଇ ଚର୍ଚ୍ଚା ଜାରି ରହିଛି। ବିବାଦ ବଢ଼ୁଥିବା ବେଳେ ଏବେ ଭାରତୀୟ କୁସ୍ତି ମହାସଂଘକୁ ଚଳାଇବ ଗୋଟିଏ ସ୍ୱତନ୍ତ୍ର ପ୍ୟାନେଲ। ଭାରତୀୟ ଅଲିମ୍ପିକ୍ସ ଆସୋସିଏସନ…

ସଞ୍ଜୟ ସିଂହଙ୍କ ନିଲମ୍ବନକୁ ସମର୍ଥନ ଜଣାଇଥିଲେ ସାକ୍ଷୀ ମଲ୍ଲିକ

କେନ୍ଦ୍ର ସରକାରଙ୍କ ତରଫରୁ କୁସ୍ତିସଂଘର ମାନ୍ୟତା ରଦ୍ଦ ଓ ନବ ନିଯୁକ୍ତ ଅଧ୍ୟକ୍ଷ ସଂଜୟ ସିଂହଙ୍କ ନିଲମ୍ବନ ପରେ କୁସ୍ତିଯୋଦ୍ଧାଙ୍କ ମଧ୍ୟରେ ଖୁସିର ଲହର ଖେଳିଯାଇଛି। ଏହାକୁ ସମର୍ଥନ ଜଣାଇଛନ୍ତି ମହିଳା କୁସ୍ତିଯୋଦ୍ଧା ସାକ୍ଷୀ ମଲ୍ଲିକ। ସରକାରଙ୍କ ତରଫରୁ ନିଆଯାଇଥିବା…

କୁଆଡେ ଗଲା ୨ କୋଟି ଚାକିରି? ବେରୋଜଗାରୀକୁ ନେଇ ବର୍ଷିଲେ ଖାଡ଼ଗେ

‘କୁଆଡେ ଗଲା ପ୍ରତିବର୍ଷ ୨ କୋଟି ଚାକିରି ପ୍ରତିଶ୍ରୁତି। ବେରୋଜଗାରୀ ଦେଶର ସବୁଠାରୁ ଜ୍ୱଳନ୍ତ ପ୍ରସଙ୍ଗ।’ ଏଭଳି କିଛି କହି ବିଜେପି ଉପରେ ବର୍ଷିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାଡ଼ଗେ। ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାରକୁ ଟାର୍ଗେଟ କରି ଖାଡ଼ଗେ…

କୁସ୍ତିରୁ ସନ୍ୟାସ ନେଲେ ବ୍ରିଜ ଭୂଷଣ…

ଭାରତୀୟ କୁସ୍ତି ମହାସଂଘ ଉପରେ କ୍ରୀଡା ମନ୍ତ୍ରଣାଳୟ ବଡ ଆକ୍ସନ ନେଇଛି। ଏହା ପରେ କୁସ୍ତି ମହାସଂଘର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂହ କୁସ୍ତିରୁ ସନ୍ୟାସ ନେଇଛନ୍ତି। ସେ ଖୋଦ୍‌ ଏହି ଘୋଷଣା କରିଛନ୍ତି। ବିଜେପି ସାଂସଦ ବ୍ରିଜଭୂଷଣ ଶରଣ ସିଂହ ଏକ ସାମ୍ବାଦିକ…