Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଇଣ୍ଡୋନେସିଆରେ ଭୂମିକମ୍ପ ଝଟକା, ୬.୨ ତୀବ୍ରତାରେ ଥରିଲା ଜାଭା
ଇଣ୍ଡୋନେସିଆ: ଇଣ୍ଡୋନେସିଆର ଜାଭା ଦ୍ୱୀପରେ ଶନିବାର ଏକ ଶକ୍ତିଶାଳୀ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସେସ୍ (GFZ) ଅନୁଯାୟୀ, ଭୂକମ୍ପର ତୀବ୍ରତା ୬.୨ ରେକର୍ଡ ହୋଇଥିବା ବେଳେ ଏହାର କେନ୍ଦ୍ର ଭୂପୃଷ୍ଠରୁ ପ୍ରାୟ ୩୭୬ କିଲୋମିଟର ଗଭୀରତାରେ!-->…
ୟୁକେରେ ବ୍ରିଟିଶ ପାଇଲଟଙ୍କୁ ଉଡ଼ାଣ ତାଲିମ ଦେବେ ଭାରତୀୟ ବାୟୁସେନାର ପ୍ରଶିକ୍ଷକ
ନୂଆଦିଲ୍ଲୀ: ଭାରତ-ୟୁକେ ପ୍ରତିରକ୍ଷା ସହଯୋଗ କ୍ଷେତ୍ରରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ। ପ୍ରଥମ ଥର ପାଇଁ ଭାରତୀୟ ବାୟୁସେନାର ୩ ଜଣ ଯୋଗ୍ୟ ଉଡ଼ାଣ ପ୍ରଶିକ୍ଷକ (QFI) ୱେଲ୍ସସ୍ଥିତ ରୟାଲ୍ ଏୟାର ଫୋର୍ସର ଭ୍ୟାଲି ଘାଟିରେ ନିୟୋଜିତ ହୋଇଛନ୍ତି। ସେମାନେ ବ୍ରିଟିଶ ବାୟୁସେନାର ପାଇଲଟମାନଙ୍କୁ!-->…
BRICS ଶିଖର ସମ୍ମିଳନୀରେ ଏକାଠି ହେଲେ ତିନି ବିଶ୍ୱନେତା ମୋଦୀ, ପୁଟିନ ଓ ସି ଜିନପିଙ୍ଗ
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଚାଲିଥିବା ବ୍ରିକ୍ସ ଶିଖର ସମ୍ମିଳନୀରେ ଭାରତ, ରୁଷ ଓ ଚୀନ୍ ମଧ୍ୟରେ କୂଟନୈତିକ ସମୀକରଣର ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଓ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ହାତ ମିଳାଇଥିବା ଫଟୋ!-->…
ସ୍ତ୍ରୀ ସହ ୩ ଝିଅଙ୍କୁ ପଥରରେ ଛେଚି ହତ୍ୟା
ଜୟପୁର : ଜୟପୁରରେ ଜଘନ୍ୟ ହତ୍ୟାକାଣ୍ଡ । ସ୍ତ୍ରୀ ଓ ୩ ଝିଅଙ୍କୁ ହତ୍ୟା କଲା ସ୍ୱାମୀ । ରାଜସ୍ଥାନର ରାଜଧାନୀ ଜୟପୁରରୁ ଏକ ଅତ୍ୟନ୍ତ ସ୍ତବ୍ଧ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ଘରେ ସମସ୍ତେ ଶୋଇଥିବା ସମୟରେ ନିଜ ସ୍ତ୍ରୀ ଏବଂ ତିନି ନାବାଳିକା ଝିଅଙ୍କୁ ବଡ଼!-->…
ବିଶ୍ୱ ବାଣିଜ୍ୟ ପାଇଁ ସମୁଦ୍ର ପଥର ସୁରକ୍ଷା ଜରୁରୀ: ଆମେରିକା ଓ ଇରାନକୁ ପିଏମ୍ ମୋଦିଙ୍କ ପରୋକ୍ଷ ବାର୍ତ୍ତା
ନୂଆଦିଲ୍ଲୀ: ବିଶ୍ୱ ଅର୍ଥନୀତି ଏବଂ ଭୂ-ରାଜନୀତିରେ ବ୍ରିକ୍ସ ସମୂହର ଗୁରୁତ୍ୱ କ୍ରମାଗତ ଭାବେ ବୃଦ୍ଧି ପାଉଛି । ବ୍ରିକ୍ସ ବିଜନେସ୍ ଫୋରମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସଶକ୍ତ ଏବଂ ବିକଶିତ ଭାରତର ଚିତ୍ର ଉପସ୍ଥାପନ କରିବା ସହ ବିଶ୍ୱ ବାଣିଜ୍ୟ ଏବଂ ସୁରକ୍ଷା!-->…
ମୋଦୀ-ପୁଟିନ ଦ୍ୱିପାକ୍ଷିକ ବୈଠକ: ଅନ୍ତର୍ଜାତୀୟ ପ୍ରସଙ୍ଗ ଉପରେ ଆଲୋଚନା
ନୂଆଦିଲ୍ଲୀ: ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ତିନିଦିନିଆ ଭାରତ ଗସ୍ତରେ ଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଦ୍ୱିପାକ୍ଷିକ ବୈଠକରେ ଭାରତ-ରୁଷ ସମ୍ପର୍କର ବିଭିନ୍ନ!-->…
ବ୍ରିକ୍ସ ସମ୍ମିଳନୀ ପାଇଁ ଭାରତରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ
ନୂଆଦିଲ୍ଲୀ : ଭାରତରେ ପହଞ୍ଚି ସାରିଛନ୍ତି ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ। ସେ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବେ ଏବଂ ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ବୈଠକ ମଧ୍ୟ କରିବେ। କିର୍ଗିଜସ୍ତାନର ବିଶକେକରେ ଏସସିଓ ସମ୍ମିଳନୀ ଅବସରରେ!-->…
ମୁମ୍ବାଇ ଏୟାରପୋର୍ଟରୁ ମସଜିଦ ହଟାଇବାକୁ MMRDAର ନିର୍ଦ୍ଦେଶ
ମହାରାଷ୍ଟ୍ର: ମୁମ୍ବାଇ ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟ ପରିସରରେ ନିର୍ମିତ ଏକ ମସଜିଦକୁ ବେଆଇନ ବୋଲି ଦର୍ଶାଇ ଏହାକୁ ହଟାଇବା ପାଇଁ ଆଦେଶ ଦେଇଛି ମହାରାଷ୍ଟ୍ର ରିଜିଓନାଲ୍ ଆଣ୍ଡ ଡେଭଲପମେଣ୍ଟ ଅଥରିଟି (MMRDA) । ବିମାନବନ୍ଦରର ଟର୍ମିନାଲ୍-୨ର VIP ଆରାଇଭାଲ୍ ଏବଂ ଟ୍ୟାକ୍ସି!-->…
କଙ୍ଗୋର ୨ଟି ସ୍କୁଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୬ ମୃତ, ଅନେକ ଆହତ
କଙ୍ଗୋ: ଗୁରୁବାର ଦିନ କଙ୍ଗୋର ପୂର୍ବ ଡେମୋକ୍ରାଟିକ୍ ରିପବ୍ଲିକ୍ ସହର ବୁକାଭୁରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ଦୁଇଟି ସ୍କୁଲରେ ଅଗ୍ନିକାଣ୍ଡ ଘଟି ୨୬ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ଆଗକୁ ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି ।
!-->!-->!-->…
ବ୍ରିକ୍ସ ସମିଟ୍ ପାଇଁ ଦିଲ୍ଲୀରେ ଅଭେଦ୍ୟ ସୁରକ୍ଷା ବ୍ୟବସ୍ଥା, ୩୦ ହଜାରରୁ ଅଧିକ ସୁରକ୍ଷାକର୍ମୀ ମୁତୟନ
ନୂଆଦିଲ୍ଲୀ: ୧୮ତମ ବ୍ରିକ୍ସ ସମ୍ମିଳନୀ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ଏହା ସହିତ ରାଜଧାନୀ ଦିଲ୍ଲୀ ଏବେ ସୁରକ୍ଷା ବଳୟ ମଧ୍ୟରେ ରହିଛି । ସମ୍ମିଳନୀକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥାକୁ ଅଭେଦ୍ୟ କରାଯାଇଛି । ଲୁଟିୟନ୍ସ ଦିଲ୍ଲୀ ଏବଂ VVIP ଅଞ୍ଚଳଗୁଡ଼ିକୁ ଏକାଧିକ ସୁରକ୍ଷା!-->…