Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପତ୍ନୀଙ୍କୁ ଭେଟିଲେ ହେମନ୍ତ ସୋରେନ୍ଙ୍କ ସ୍ତ୍ରୀ
ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପତ୍ନୀ ସୁନୀତାଙ୍କୁ ଭେଟିଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କ ସ୍ତ୍ରୀ କଳ୍ପନା ସୋରେନ୍। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ବାସଭବନରେ ଉଭୟଙ୍କ ଭେଟ୍ଘାଟ ହୋଇଛି। ଏହାକୁ ନେଇ ଏବେ ରାଜନୈତିକ ଚର୍ଚ୍ଚା ଜୋର!-->…
ଆପଲ, ଡେଲ, ଆଇବିଏମ ଭଳି କମ୍ପାନୀ କରିଛନ୍ତି ବ୍ୟାପକ ଛଟେଇ
ନୂଆଦିଲ୍ଲୀ : ଚଳିତ ବର୍ଷ ମାର୍ଚ୍ଚ ମାସରେ ବିଶ୍ୱର ଟେକ୍ନୋଲୋଜି ଇଣ୍ଡଷ୍ଟ୍ରୀରେ ବଡ଼ଧରଣର ଛଟେଇ ଦେଖିବାକୁ ମିଳିଛି। ଇଣ୍ଡଷ୍ଟ୍ରୀ କ୍ଷେତ୍ର ଅନେକ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବାରୁ କମ୍ପାନୀ ଗୁଡ଼ିକ ସେମାନଙ୍କର କର୍ମଚାରୀ ସଂଖ୍ୟା ହ୍ରାସ କରିଛନ୍ତି।ଏରିକସନ, ଡେଲ ଓ ଆପଲ ଭଳି କମ୍ପାନୀ!-->…
ଦିଲ୍ଲୀ ଜଳ ବୋର୍ଡ ଦୁର୍ନୀତି ମାମଲା: ଚାର୍ଜସିଟ୍ ଦାଖଲ କଲା ଇଡି
ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ଦିଲ୍ଲୀ ଜଳ ବୋର୍ଡ ଦୁର୍ନୀତି ମାମଲାରେ ଚାର୍ଜସିଟ୍ ଦାଖଲ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଦିଲ୍ଲୀ ଜଲ ବୋର୍ଡ ଟେଣ୍ଡର ସହ ଜଡିତ ଟଙ୍କା ହେରଫେର ମାମଲାରେ ଇଡି ରାଉଜ ଏଭେନ୍ୟୁ କୋର୍ଟରେ ୮୦୦୦ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି। ଏହି ଚାର୍ଜସିଟରେ ଇଡି ଦିଲ୍ଲୀ!-->…
କଂଗ୍ରେସକୁ ମିଳିଲା ପୁଣି ଆୟକର ବିଭାଗର ୨ଟି ନୋଟିସ!
ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଦେଶର ପ୍ରମୁଖ ବିରୋଧୀ ଦଳ କଂଗ୍ରେସର ଅଡ଼ୁଆ ସେତିକି ବଢ଼ିବାରେ ଲାଗିଛି। ଶୁକ୍ରବାର ରାତିରେ କଂଗ୍ରେସକୁ ଆୟକର ବିଭାଗ ପୁଣି ଦୁଇଟି ନୋଟିସ ପଠାଇଛି।ଟିକସ ପୈଠ ନ କରିବା ଅଭିଯୋଗରେ ଆୟକର ବିଭାଗ ପ୍ରଥମେ କଂଗ୍ରେସକୁ ୧୮୨୩.୦୮ କୋଟି!-->…
ରୁଷ ସେନାରେ ସାମିଲ ହେବାକୁ ବାଧ୍ୟ କରୁଛନ୍ତି ଏଜେଣ୍ଟ
ନୂଆଦିଲ୍ଲୀ : ହରିଆଣାର ଦୁଇ ସମ୍ପର୍କୀୟ ଭାଇ ମୁକେଶ(୨୧) ଓ ସନ୍ନି(୨୪) ଦାବି କରିଛନ୍ତି ଯେ ଦକ୍ଷିଣ ଏସିଆର ୨୦୦ରୁ ଅଧିକ ଲୋକ ଚାକିରି ନାଁରେ ଠକେଇ କରୁଥିବା ଗୋଟିଏ ଏଜେଣ୍ଟ କବଳରେ ପଡ଼ିଛନ୍ତି।ରୁଷ ଓ ବେଲାରୁଷ ମଧ୍ୟରେ ଥିବା ଗୋଟିଏ ଜଙ୍ଗଲ ମଧ୍ୟରେ କ୍ୟାମ୍ପସ ଖୋଲି ସେମାନେ ଯୁବକମାନଙ୍କୁ!-->…
ବିଜେପିରେ ଯୋଗଦେଲେ କଂଗ୍ରେସର ବରିଷ୍ଠ ନେତା ଶିବରାଜ ପାଟିଲଙ୍କ ବୋହୂ
ମୁମ୍ବାଇ : ବିଜେପିରେ ଯୋଗ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କ ବୋହୂ ଅର୍ଚ୍ଚନା ପାଟିଲ ଚାକୁରକର। ଗତକାଲି ସେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିବା ପରେ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିଲା।!-->…
କଡ଼ା ସୁରକ୍ଷା ଭିତରେ ସଂପନ୍ନ ହେଲା ମୁଖତାର ଅନସାରୀଙ୍କ ଶେଷକୃତ୍ୟ
ଗାଜିପୁର: ଗୁରୁବାର ରାତିରେ ହୃଦଘାତରେ ମୃତ୍ୟୁବରଣ କରିଥିବା ଉତ୍ତରପ୍ରଦେଶର ୬୦ ବର୍ଷୀୟ ଗ୍ୟାଙ୍ଗଷ୍ଟର-ରାଜନେତା ମୁଖତାର ଅନସାରୀଙ୍କର ଆଜି କଡ଼ା ସୁରକ୍ଷା ମଧ୍ୟରେ ଗାଜିପୁରରେ ଅନ୍ତିମ ସଂସ୍କାର ହୋଇଯାଇଛି।ଅନସାରୀଙ୍କ ଅନ୍ତିମ ସଂସ୍କାରରେ ଭାଗ ନେବାକୁ ବହୁ ସଂଖ୍ୟାରେ ଲୋକ ଏକତ୍ରିତ!-->…
ଚୌଧୁରୀ ଚରଣ ସିଂ, କର୍ପୁରୀ ଠାକୁରଙ୍କ ସମେତ ୫ ଜଣଙ୍କୁ ମିଳିଲା ଭାରତ ରତ୍ନ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଦିନ ବିଜେପିର ବରିଷ୍ଠ ନେତା ଏଲ.କେ ଆଡଭାନୀ, ଭାରତର ପୂର୍ବତନ ତଥା ପଞ୍ଚମ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂ, ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହ ରାଓ, ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୁରୀ ଠାକୁର ଏବଂ କୃଷି ବୈଜ୍ଞାନିକ!-->…
ବିଜେପି ଗଠନ କଲା ନିର୍ବାଚନ ଘୋଷଣାପତ୍ର କମିଟି, ଓଡ଼ିଶାରୁ ୩ ଜଣ
ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ୨୦୨୪ ପାଇଁ ଇସ୍ତାହାର ପ୍ରସ୍ତୁତ କରିବା ପାଇଁ ବିଜେପି ଏକ ନିର୍ବାଚନୀ ଇସ୍ତାହାର କମିଟି ଗଠନ କରିଛି। ଏହି କମିଟିରେ କିଏ ନେତା ଅଛନ୍ତି ତାହା ଶନିବାର ଘୋଷଣା କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହାର ଅଧ୍ୟକ୍ଷ ଅଛନ୍ତି। ସେହିପରି!-->…
ରହସ୍ୟଜନକ ମୃତ୍ୟୁର ସମାଧାନ କଲା ରେଳ ଯାତ୍ରୀଙ୍କ ସେଲଫି
ଦୀର୍ଘ ଦିନ ଧରି ଗୋଟିଏ ରହସ୍ୟଜନକ ମୃତ୍ୟୁର ପର୍ଦ୍ଦାଫାସ ହୋଇଛି। ଜଣେ ରେଳ ଯାତ୍ରୀ ଉଠାଇଥିବା ସେଲଫି ଯୋଗୁ ମୃତ୍ୟୁ ପଛର କାରଣ ସାମ୍ନାକୁ ଆସିଛି। ମହରାଷ୍ଟ୍ର କଲ୍ୟାଣ ରେଳ ଷ୍ଟେସନରେ ଯାତ୍ରୀ ଉଠାଇଥିବା ସେଲଫିରେ ଗୋଟିଏ ଚୋର କଏଦ ହୋଇଥିଲା।
ତାକୁ ଧରିବା ପରେ ପୂରା ଘଟଣା ସାମ୍ନାକୁ!-->!-->!-->…