Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଲାଲଦୁହୋମା…
ଶପଥ ନେଲେ ଲାଲଦୁହୋମା। ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଜୋରମ ପିପୁଲ୍ସ ମୁଭମେଣ୍ଟ ମୁଖ୍ୟ ଲାଲଦୁହୋମା ଆଜି ଶପଥ ନେଇଛନ୍ତି। ଦଳର ନବ ନିର୍ବାଚିତ ବିଧାୟକ ଭାନଲାଲୁରୁତା ମଧ୍ୟ ରାଜ ଭବନରେ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ…
ହସପିଟାଲ ଓ ଶିକ୍ଷାନୁଷ୍ଠାନରେ ଥରକେ ୫ ଲକ୍ଷ ପର୍ଯ୍ୟନ୍ତ କରିହେବ ୟୁପିଆଇ ପେମେଣ୍ଟ…
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଶୁକ୍ରବାର ଡାକ୍ତରଖାନା ଓ ଶିକ୍ଷାନୁଷ୍ଠାନଗୁଡ଼ିକ ପାଇଁ ୟୁପିଆଇ ଦେୟ ସୀମା ୧ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ଘୋଷଣା କରିଛି।
ଡିସେମ୍ବର ଦ୍ୱିମାସିକ ମୁଦ୍ରାନୀତି ଘୋଷଣା କରି ରିଜର୍ଭ ବ୍ୟାଙ୍କ…
ଗାନ୍ଧୀ ଓ ଆମ୍ବେଦକରଙ୍କ ଆତ୍ମା ଆଜି କାନ୍ଦୁଥିବ: ଦାନିଶ
ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରଙ୍କ ବିରୋଧରେ ’କ୍ୟାସ୍ ଫର୍ କ୍ୱେରି’ ଅଭିଯୋଗ ନେଇ ସଦାଚାର କମିଟି ରିପୋର୍ଟ ଆସିବା ପରେ ତାଙ୍କୁ ଲୋକସଭାରୁ ବହିଷ୍କାର କରାଯାଇଛି। ତେବେ ଏହାକୁ ନେଇ ବିଏସପି ସାଂସଦ ଦାନିଶ ଅଲିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି।…
ଭୁଲରେ ମହିଳାଙ୍କ ମୁଣ୍ଡକୁ ଗୁଳି ମାରି ଦେଲେ ପୁଲିସ୍ ବାବୁ…
ଉତ୍ତର ପ୍ରଦେଶର ଅଲିଗଡ଼ ସ୍ଥିତ ଗୋଟିଏ ପୁଲିସ୍ ଷ୍ଟେସନରେ ବଡ଼ ଅଘଟଣ ଘଟିଛି। ପାସପୋର୍ଟ ଭେରିଫିକେସନ ପାଇଁ ଯାଇଥିବା ମହିଳାଙ୍କ ମୁଣ୍ଡକୁ ଗୁଳି ମାରି ଦେଇଛନ୍ତି ପୁଲିସ୍ ବାବୁ। ସବ ଇନସପେକ୍ଟର ମନୋଜ ଶର୍ମା ନିଜ ସର୍ଭିସ ପିସ୍ତଲ ସଜାଡ଼ୁ ଥିବା ବେଳେ ଏଥରୁ ଗୁଳି ବାହାରି…
୩ ରାଜ୍ୟକୁ ୯ ପର୍ଯ୍ୟବେକ୍ଷକ ପଠାଇଲା ବିଜେପି…
ନୂଆଦିଲ୍ଲୀ: ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ ବିଜେପି ବିପୁଳ ବିଜୟ ହାସଲ କରିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ସ୍ପଷ୍ଟ ହୋଇନାହିଁ। ତେବେ ଏହାରି ଭିତରେ ମୁଖ୍ୟମନ୍ତ୍ରୀ ନାମ ଘୋଷଣା କରିବା ପୂର୍ବରୁ ଭାରତୀୟ ଜନତା ପାର୍ଟି…
ଜାନୁଆରୀ ୧୬ରୁ ରାମଲଲାଙ୍କ ମହାପୂଜନ କାର୍ଯ୍ୟକ୍ରମ, ଜାନୁଆରୀ ୨୨ରେ ପ୍ରାଣ ପ୍ରତିଷ୍ଠା
ଅଯୋଧ୍ୟାର ଭବ୍ୟ ରାମମନ୍ଦିରରେ ଆସନ୍ତା ଜାନୁଆରୀ ୨୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ନୀତିକାନ୍ତି କରିବେ। କିନ୍ତୁ ଏହାପୂର୍ବରୁ ରାମଲଲାଙ୍କ ମହାପୂଜନ ନୀତିକାନ୍ତି ଆରମ୍ଭ ହେବ। ଜାନୁଆରୀ ୧୬ରୁ ନୀତିକାନ୍ତି ଆରମ୍ଭ ହେବ ବୋଲି ଆଜି…
ମହମବତୀ କାରଖାନାରେ ଅଗ୍ନିକାଣ୍ଡ, ୬ ଜଣ ଜୀବନ୍ତ ଦଗ୍ଧ…
ମୁମ୍ବାଇ: ମହାରାଷ୍ଟ୍ରର ପୁଣେ ନିକଟସ୍ଥ ପିମ୍ପରୀ-ଚିଞ୍ଚୱାଡ ସହରର ତାଲାୱାଡ ଅଞ୍ଚଳରେ ଥିବା ଏକ ମହମବତୀ ତିଆରି କାରଖାନାରେ ଅଗ୍ନିକାଣ୍ଡ ଘଟି ୭ ଜଣ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି ।
ପିମ୍ପରୀ-ଚିଞ୍ଚୱାଡ ମ୍ୟୁନିସିପାଲିଟି କମିଶନର ଶେଖର ସିଂହ କହିଛନ୍ତି ଯେ…
ଗଣତନ୍ତ୍ରର ବାଇପାସ ସର୍ଜରି ହୋଇଛି, ଦଳ ମହୁଆଙ୍କ ପଛରେ ରହିଛି : ମମତା ବାନାର୍ଜୀ
କୋଲକାତା: ତୃଣମୂଳ କଂଗ୍ରେସ (ଟିଏମସି) ନେତ୍ରୀ ମହୁଆ ମୈତ୍ରଙ୍କ ସଂସଦ ସଦସ୍ୟତା ରଦ୍ଦ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ତଥା ପାର୍ଟି ଅଧ୍ୟକ୍ଷା ମମତା ବାନାର୍ଜୀ କହିଛନ୍ତି ଯେ ଏହା ଗଣତନ୍ତ୍ରର ହତ୍ୟା। ଲୋକସଭାରେ ମହୁଆଙ୍କ ସଂପର୍କିତ ରାୟ ଆସିବାର କିଛି ମିନିଟ୍ ମଧ୍ୟରେ ସେ କହିଛନ୍ତି,…
ଅପରିବର୍ତ୍ତିତ ରହିଲା ରେପୋ ରେଟ୍…
ପୁଣି ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ଏଥର ବି ରେପୋ ରେଟରେ କୌଣସି ପରିବର୍ତ୍ତନ ଆଣିନାହିଁ RBI। କ୍ରମାଗତ ପଞ୍ଚମ ଥର ପାଇଁ ରେପୋ ରେଟ୍ ସ୍ଥିର ରହିଛି। ମୁଦ୍ରାସ୍ଫୀତି ନିୟନ୍ତ୍ରଣ ପାଇଁ ଏପରି ନିଷ୍ପତ୍ତି ନିଆଯାଇଥିବା ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ପକ୍ଷରୁ…
ସଂସଦରୁ ବହିଷ୍କୃତ ହେଲେ ମହୁଆ ମୈତ୍ର…
ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରଙ୍କ ବିରୋଧରେ ’କ୍ୟାସ୍ ଫର୍ କ୍ୱେରି’ ଅଭିଯୋଗ ନେଇ ସଦାଚାର କମିଟି ରିପୋର୍ଟ ଆସିବା ପରେ ତାଙ୍କୁ ଲୋକସଭାରୁ ବହିଷ୍କାର କରାଯାଇଛି। ସଂସଦରେ ନରେନ୍ଦ୍ର ମୋଦୀ ସରକାରଙ୍କୁ ସମାଲୋଚନା କରୁଥିବା ପ୍ରଶ୍ନ ପଚାରିବା…