Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ପାଇଁ ଖୁସି ଖବର। ସରକାର ସେମାନଙ୍କ ମହଙ୍ଗା ଭତ୍ତା ବା DA ବଢ଼ାଇଛନ୍ତି। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏହି ସୂଚନା ଦେଇଛନ୍ତି।
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ମହଙ୍ଗା ଭତ୍ତାକୁ!-->!-->!-->…
ଲୋକସଭା ନିର୍ବାଚନ ଲଢ଼ିବାକୁ କଂଗ୍ରେସକୁ ମିଳୁ ନାହାନ୍ତି ପ୍ରାର୍ଥୀ !
ନୂଆଦିଲ୍ଲୀ:ଆଉ କିଛି ସପ୍ତାହ ପରେ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ। ପ୍ରାୟ ଅଧିକାଂଶ ରାଜନୀତିକ ଦଳ ଏଥିପାଇଁ ନିଜର ପ୍ରସ୍ତୁତିକୁ ଚୂଡ଼ାନ୍ତ କରି ସାରିଲେଣି।କେନ୍ଦ୍ରରେ କ୍ଷମତାସୀନ ବିଜେପି ପ୍ରଥମ ପର୍ଯ୍ୟାୟରେ ୧୯୫ ଜଣ ପ୍ରାର୍ଥୀଙ୍କ ନାଁ ମଧ୍ୟ ଘୋଷଣା କରି ସାରିଛି। ହେଲେ ଦେଶର!-->…
ଉଜ୍ଜଳା ଯୋଜନାରେ ସିଲିଣ୍ଡର ପିଛା ୩୦୦ ଟଙ୍କାର ସବସିଡି ଜାରି ରହିବ
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମୋଦୀ ସରକାର ଉଜ୍ଜ୍ୱଳା ଯୋଜନାକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଉଜ୍ଜଳା ଯୋଜନାରେ ଦିଆଯାଉଥିବା ୩୦୦ ଟଙ୍କାର ସବସିଡି ଆସନ୍ତା ୧ ବର୍ଷ ପାଇଁ ଜାରି ରହିବ । ଏବେ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଉଜ୍ଜ୍ୱଳା ଯୋଜନାରେ ମହିଳାମାନେ ସବସିଡିର ଲାଭ!-->…
ପଶ୍ଚିମବଙ୍ଗରେ ମହିଳାମାନେ ସବୁଠାରୁ ଅଧିକ ସୁରକ୍ଷିତ : ମମତା ବାନାର୍ଜୀ
କୋଲକାତା : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି ଯେ ବିଜେପି ସନ୍ଦେଶଖାଲିକୁ ନେଇ ଗୁଜବ ପ୍ରଚାର କରୁଛି। ଲୋକସଭା ନିର୍ବାଚନର ଆନୁଷ୍ଠାନିକ ଘୋଷଣା ପୂର୍ବରୁ କୋଲକାତାରେ ଆୟୋଜିତ ଏକ ମହିଳା ଅଧିକାର ରାଲିକୁ ସମ୍ବୋଧିତ କରିବା ସମୟରେ ମମତା ବାନାର୍ଜୀ ପଶ୍ଚିମବଙ୍ଗକୁ!-->…
ରାହୁଲ ଗାନ୍ଧିଙ୍କ ‘ନ୍ୟାୟ ଯାତ୍ରା’ରେ ସାମିଲ ହେଲେନି କମଲନାଥ ଗୋଷ୍ଠୀର କୌଣସି ବିଧାୟକ
ନୂଆଦିଲ୍ଲୀ: ମଧ୍ୟପ୍ରଦେଶ କଂଗ୍ରେସରେ ସବୁ କିଛି ଠିକ ଠାକ ନଥିବା ଭଳି ଅନୁମେୟ ହେଉଛି। କାରଣ ଛିନ୍ଦୱାରା ସାଂସଦ ନକୁଲ ନାଥଙ୍କ ଠାରୁ ଆରମ୍ଭ କରି ତାଙ୍କ ବାପା କମଲ ନାଥଙ୍କ ଗୋଷ୍ଠୀର କୌଣସି ବିଧାୟକ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ସାମିଲ ହୋଇ!-->…
ସଂଜୟ ସିଂ ଓ ମନୀଷ ସିସୋଦିଆ ପୁଣି ନିରାଶ, ମିଳିଲାନି ଜାମିନ
ନୂଆଦିଲ୍ଲୀ: ଦିଲ୍ଲୀ ମଦ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଆମ୍ ଆଦମୀ ପାର୍ଟି (ଆପ୍) ସାଂସଦ ସଞ୍ଜୟ ସିଂହ ଏବଂ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଅଦାଲତରୁ ଆଶ୍ୱସ୍ତି ମିଳିନାହିଁ। ଏହି ମାମଲାରେ କୋର୍ଟ ପୁଣି ଥରେ ଉଭୟ ନେତାଙ୍କ ନ୍ୟାୟିକ ହେପାଜତକୁ ମାର୍ଚ୍ଚ!-->…
ମାର୍ଚ୍ଚ ୧୬ରେ ହାଜର ହୁଅ କେଜ୍ରିଓ୍ବାଲ : ଦିଲ୍ଲୀ କୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ଦିଲ୍ଲୀର ଚର୍ଚ୍ଚିତ ଅବକାରୀ ନୀତି ମାମଲାରେ ରାଉଜ୍ ଆଭେନ୍ୟୁ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଦାଖଲ କରାଯାଇଥିବା ଆବେଦନ ଉପରେ କୋର୍ଟ ସମସ୍ତ ଅଭିଯୁକ୍ତଙ୍କ ଠାରୁ ଜବାବ ମାଗିଛନ୍ତି। ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ!-->…
ଆମେଥି ଓ ୱାୟନାଡରୁ ଲଢିବେ ରାହୁଲ ଗାନ୍ଧି, ରାୟବରେଲିରୁ ପ୍ରିୟଙ୍କା !
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ଉତ୍ତରପ୍ରଦେଶର ଆମେଥି ଓ କେରଳର ୱାୟନାଡରୁ ଲୋକସଭା ନିର୍ବାଚନ ଲଢ଼ିବେ। ପ୍ରିୟଙ୍କା ଗାନ୍ଧି ଭଦ୍ରା ରାୟବରେଲିରୁ ଲୋକସଭା ନିର୍ବାଚନ ଲଢ଼ିବେ ବୋଲି ସୂତ୍ରରୁ ମିଳିଥିବା ସୂଚନାକୁ ଭିତ୍ତି କରି ଇଣ୍ଡିଆ ଟିଭି ରିପୋର୍ଟ କରିଛି । ଏହା ଫଳରେ ଏଥର!-->…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସନ୍ଦେଶଖାଲିର ୫ ମହିଳା
ଚର୍ଚ୍ଚାରେ ରହିଥିବା ପଶ୍ଚିମବଙ୍ଗ ଅନ୍ତର୍ଗତ ସନ୍ଦେଶଖାଲିର ୫ ଜଣ ମହିଳା ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଗିରଫ ପରେ ଟିଏମସିରୁ ନିଲମ୍ବିତ ହୋଇଥିବା ଶେଖ ଶାହଜାହାଁ ମହିଳାମାନଙ୍କୁ ନିର୍ଯାତନା ଦେବା ସହ ସେମାନଙ୍କ ଜମି ହଡ଼ପ କରିଥିବା ଅଭିଯୋଗ ହୋଇଛି।
ଅଭିଯୋଗ!-->!-->!-->…
ବେଙ୍ଗଲ ସରକାରଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ: ୪.୧୫ ସୁଦ୍ଧା ଶାହଜାହାଁଙ୍କୁ ସିବିଆଇକୁ ହସ୍ତାନ୍ତର କର
ପୁଣିଥରେ ପଶ୍ଚିମବଙ୍ଗ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି କଲିକତା ହାଇକୋର୍ଟ। ଆଜି ଅପରାହ୍ନ ୪.୧୫ ସୁଦ୍ଧା ନିଲମ୍ବିତ ଟିଏମସି ନେତା ଶେଖ ଶାହଜାହାଁଙ୍କୁ ସିବିଆଇକୁ ହସ୍ତାନ୍ତର କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଇଡି ଅଧିକାରୀଙ୍କୁ ମାଡ଼ ମାରିବା ଘଟଣାରେ ଶାହଜାହାଁ ଗିରଫ!-->!-->!-->…