Browsing Category

ଦେଶ

ବିଜେପିକୁ AIADMKର ଖୋଲା ଚ୍ୟାଲେଞ୍ଜ

କେନ୍ଦ୍ରରେ କ୍ଷମତାସୀନ ବିଜେପିକୁ ଖୋଲା ଚ୍ୟାଲେଞ୍ଜ ଦେଇଛି ଦଳର ପୁରୁଣା ସହଯୋଗୀ AIADMK। ବିରୋଧୀ ମେଣ୍ଟ ଇଣ୍ଡିଆରେ AIADMK ନଥିଲେ ମଧ୍ୟ ତାମିଲନାଡୁରେ ବିଜେପିକୁ ଦଳ ପକ୍ଷରୁ ଚ୍ୟାଲେଞ୍ଜ କରାଯାଇଛି। ବିଜେପିର ଯଦି ଦମ ଅଛି, ତା’ହେଲେ ଦଳ ଦୁଇ କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ ଓ…

ସ୍କୁଲରେ ମାତାଲ ଶିକ୍ଷକ: କହିଲେ ମୁଁ ପ୍ରତିଦିନ ପିଏ, ଫଟୋ ଉଠାଇଲେ ଉଠାଅ

ସ୍କୁଲ ଭିତରେ ମାତାଲ ଶିକ୍ଷକ। ପିଲାଙ୍କୁ ପାଠ ପଢ଼ାଇବା ବଦଳରେ ବସି ପିଉଛନ୍ତି ମଦ। ହାତରେ ମଦ ବୋତଲ ଓ ଗ୍ଲାସ୍‌ ଧରି ତିଆରି କରୁଛନ୍ତ ପେଗ୍‌। ବାରଣ କରିବା ପରେ ବେଧଡକ ଅନ୍ଦାଜରେ କହିଲେ ମୋ ଇଚ୍ଛା ଯାହା କରିବାର ଅଛି କର। ମୁଁ ପ୍ରତିଦିନ ପିଏ। ସ୍କୁଲ ଭିତରେ ଶିକ୍ଷକଙ୍କ ଏଭଳି କିଛି…

ଛୁରୀ ଭୁଷି ମାରିଦେଲେ ଲିଭଇନ ପାର୍ଟନର

ପୁଣିଥରେ ଲିଭଇନ ସମ୍ପର୍କର ସାଂଘାତିକ ଚିତ୍ର ସାମ୍ନାକୁ ଆସିଛି। ନିଜ ଲିଭଇନ ପାର୍ଟନରଙ୍କୁ ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରିଛନ୍ତି ଜଣେ ମହିଳା। ଉଭୟ ଏକାଠି କୋଲକାତାରେ ରହୁଥିଲେ। କିନ୍ତୁ ଘର ଭିତରେ ହିଁ ମହିଳା ଜଣଙ୍କ ତାଙ୍କ ପାର୍ଟନରଙ୍କୁ ଛୁରୀ ଭୁଷି ହତ୍ୟା କରିଛନ୍ତି। ହତ୍ୟାର…

ଆତ୍ମଘୋଷିତ ବାବା ଆଶାରାମକୁ ସୁପ୍ରିମକୋର୍ଟ ଝଟକା

ଆତ୍ମଘୋଷିତ ବାବା ଆଶାରାମକୁ ଆଜି ସୁପ୍ରିମକୋର୍ଟ ଝଟକା ଲାଗିଛି। ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଜେଲଦଣ୍ଡ ଭୋଗୁଥିବା ଆଶାରାମ ସ୍ୱାସ୍ଥ୍ୟଗତ ଆଳ ଦେଖାଇ ଦଣ୍ଡାଦେଶକୁ କୋହଳ ପାଇଁ ଆବେଦନ କରିଥିଲା। କିନ୍ତୁ ସୁପ୍ରିମକୋର୍ଟ ଏପରି ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କରି…

ବିଚ୍‌ ରାସ୍ତାରେ ଆପ୍‌ ନେତାଙ୍କୁ ଗୁଳି କରି ହତ୍ୟା

ଆମ ଆଦମୀ ପାର୍ଟି ନେତାଙ୍କ ଉପରେ ବିଚ୍‌ ରାସ୍ତା ଉପରେ ଆଖିବୁଜା ଗୁଳିମାଡ଼। ଚାରିପଟୁ ଘେରି ଯାଇ ଗୁଳିମାଡ଼ କରି ଆପ୍‌ ନେତାଙ୍କୁ ହତ୍ୟା କଲେ ଆକ୍ରମଣ କାରୀ। ପଞ୍ଜାବର ତରନତାରନରେ ଘଟିଛି ଏଭଳି କିଛି ଘଟଣା। ନିକଟରେ ଆଇଏନଏଲଡି ନେତା ନଫେ ସିଂହ ରାଠୀଙ୍କୁ ଯେଉଁଭଳି ହତ୍ୟା କରାଯାଇଥିଲା ସେହି…

ମୋଦୀଙ୍କ ବୈଠକରେ ୧୦୦ ଲୋକସଭା ପ୍ରାର୍ଥୀ ଚୂଡାନ୍ତ କଲା ବିଜେପି

ନୂଆଦିଲ୍ଳୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ତାଙ୍କ ବାସଭବନରେ ବିଳମ୍ବିତ ରାତିରେ ବୈଠକ ଡାକିବା ପରେ ବିଜେପି ୧୦୦ ଲୋକସଭା ପ୍ରାର୍ଥୀ ଚୂଡାନ୍ତ କରିଛି। ନୂତନ ତାଲିକା ଆଗାମୀ ଦିନରେ ଘୋଷଣା କରାଯିବ ବୋଲି ସୂତ୍ରରୁ ପ୍ରକାଶ ପାଇଛି। ଏହି ତାଲିକାରେ କ୍ଷମତାସଂପନ୍ନ ବ୍ୟକ୍ତି…

ହିମାଚଳ କଂଗ୍ରେସରେ ଫାଟ ଜଳଜଳ: ବିଜେପି କାମକୁ ପ୍ରଶଂସା କଲେ ଦଳର ରାଜ୍ୟ ମୁଖିଆ

ହିମାଚଳରେ କ୍ଷମତାସୀନ କଂଗ୍ରେସରେ ସୃଷ୍ଟି ହୋଇଥିବା ସଙ୍କଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦିନକ ତଳେ ଦଳର ପର୍ଯ୍ୟବେକ୍ଷକ ସବୁ କିଛି ଠିକ ଠାକ ହୋଇ ସାରିଥିବା କହିଥିଲେ। କିନ୍ତୁ କଂଗ୍ରେସର ହିମାଚଳ ମୁଖ୍ୟ ପ୍ରତିଭା ସିଂହ ଖୋଲାଖୋଲି ବିଦ୍ରୋହ ଘୋଷଣା କରିଛନ୍ତି। ସେ ବିଜେପିକୁ ପ୍ରଶଂସା…

ଜେଏନ୍‌ୟୁ ହିଂସା: ଏବିଭିପି ଓ ବାମପନ୍ଥୀ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ବିବାଦ

ନୂଆଦିଲ୍ଳୀ: ଦିଲ୍ଳୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଗୁରୁବାର ବିଳମ୍ବିତ ରାତିରେ ବିବାଦ ଦେଖିବାକୁ ମିଳିଛି। ଜେଏନୟୁ ପରିସରରେ ଅଖିଲ ଭାରତୀୟ ବିଦ୍ୟା ପରିଷଦ (ଏବିଭିପି) ଛାତ୍ର ଏବଂ ବାମପନ୍ଥୀ ଗୋଷ୍ଠୀ ମଧ୍ୟରେ ସ୍କୁଲ ଅଫ୍ ଲାଙ୍ଗୁଏଜ୍‌ ନିର୍ବାଚନ କମିଟିର ସଦସ୍ୟ ଚୟନକୁ ନେଇ ବିବାଦ…

ରେଡ୍‌ ବେଳେ ବାହାରିଲା ବିଡା ବିଡା ଟଙ୍କା, ୬୦ କୋଟିର କାର୍‌ ଠାବ

ଆୟକର ବିଭାଗ ହାତରେ ଲାଗିଲା କୁବେର ଖଜଣା। ରେଡ୍‌ ବେଳେ ବାହାରିଲା ବିଡା ବିଡା ଟଙ୍କା। କେବଳ ସେତିକି ନୁହେଁ ୬୦ କୋଟିର ଅଧିକ ଟଙ୍କାର କାର୍‌ ମଧ୍ୟ ଜବତ ହୋଇଛି। ବଂଶୀଧର ତମାଖୁ ନାମକ କମ୍ପାନୀରେ ରେଡ୍‌ ବେଳେ ଏ ସମସ୍ତ ସମ୍ପତ୍ତି ଇନ୍‌କମ୍‌ ଟ୍ୟାକ୍ସ ବିଭାଗ ହାତରେ ଲାଗିଛି। କାନପୁର…

‘୧୭ ଲକ୍ଷ ନକଲି ଭୋଟର’ଙ୍କ ତାଲିକା ଦାଖଲ କଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା : ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ତଥା ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟରେ ଥିବା ପ୍ରାୟ ୧୭ ଲକ୍ଷ ତଥାକଥିତ ନକଲି ଭୋଟରଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି। ନକଲି ଭୋଟରଙ୍କ ନାଁ,ଗାଁ ଓ ଠିକଣା ରହିଥିବା ତାଲିକାଗୁଡ଼ିକୁ ସେ ବ୍ୟାଗରେ ଭର୍ତ୍ତି କରି…