Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ପୁଣି ଜାତିସଂଘରେ ଅପମାନିତ ହେଲା ପାକିସ୍ତାନ, କଶ୍ମୀର ପ୍ରସଙ୍ଗ ଉଠାଇବାରୁ ପାଇଲା କଡ଼ା ଜବାବ
ନୂଆଦିଲ୍ଲୀ : ପୁଣି ଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି ଭାରତ। ମିଳିତ ଜାତିସଂଘ ମାନବ ଅଧିକାର ପରିଷଦର ୫୫ତମ ଅଧିବେଶନରେ ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଥିବା ପାକିସ୍ତାନକୁ କଡା ଜବାବ ଦେଇଛି ଭାରତ। ଜାତିସଂଘ ମାନବ ଅଧିକାର ପରିଷଦର ପ୍ରଥମ ସଚିବ ଅନୁପମା ସିଂହ ପାକିସ୍ତାନକୁ ଭାରତର!-->…
ମନଇଚ୍ଛା ଗୁରମିତ ରାମ ରହିମକୁ ପାରୋଲରେ ଛାଡ଼ି ପାରିବେନି ସରକାର
ଚଣ୍ଡୀଗଡ଼ : ଦୁଷ୍କର୍ମ ଓ ହତ୍ୟା ଭଳି ଜଘନ୍ୟ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ଆତ୍ମଘୋଷିତ ବାବା ଗୁରମିତ ରାମ ରହିମ ସିଂହଙ୍କୁ ହରିଆଣା ସରକାର ବାରମ୍ବାର ଜେଲରୁ ପାରୋଲରେ ଛାଡ଼ି ଦେଉଛନ୍ତି।ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏବେ ପଞ୍ଜାବ ଓ ହରିଆଣା ହାଇକୋର୍ଟ ଏହି!-->…
ହ୍ବିଲ୍ଚେୟାର୍ ସହାୟକ ନମିଳିବାରୁ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ମାମଲା: ଏୟାର ଇଣ୍ଡିଆ ଉପରେ ଲାଗିଲା ୩୦ ଲକ୍ଷ…
ମୁମ୍ବାଇ: ନିକଟ ଅତୀତରେ ମୁମ୍ବାଇ ବିମାନବନ୍ଦରରେ ହ୍ବିଲ୍ଚେୟାର୍କୁ ନେବା ପାଇଁ ସହାୟକ ଉପଲବ୍ଧ ନଥିବା କାରଣରୁ ଜଣେ ବୃଦ୍ଧଙ୍କର ପାଦରେ ଚାଲି ଚାଲି ଯାଇ ମୃତ୍ୟୁ ଘଟିଥିବା କଥା ଆମେ ଜାଣିଥିଲେ। ଏବେ ସେହି ମାମଲାରେ ଏୟାର୍ ଇଣ୍ଡିଆ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା ଲାଗିଛି।ଅଭିଯୋଗ!-->…
ଆପଣମାନେ ମତେ ଦଳରୁ ବାହାର କରିବାକୁ ଚାହୁଁଛନ୍ତି ? ଭାଷଣ ଦେଉଦେଉ କାନ୍ଦିଲେ କମଲନାଥ
ଭୋପାଳ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଛିନ୍ଦୱାରାର ଆଦିବାସୀ ବହୁଳ ଅଞ୍ଚଳ ହରଇରେ ପହଞ୍ଚିଛନ୍ତି। ଜିଲ୍ଲାର ଚୌରାଇ ବିଧାନସଭାର ଚାନ୍ଦଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଭାଷଣ ଦେଉଦେଉ ସେ କାନ୍ଦି ପକାଇ ଥିବା!-->…
ସନ୍ଦେଶଖାଲି ମାମଲା: ଶେଖ ଶାହଜାହାଁକୁ ୬ ବର୍ଷ ପାଇଁ ନିଲମ୍ବିତ କଲା ଟିଏମସି
କୋଲକାତା: ଗତ କିଛି ଦିନ ଧରି ଫେରାର ଥିବା ଟିଏମସି ନେତା ଶେଖ ଶାହାଜାହାନଙ୍କୁ ଆଜି ପଶ୍ଚିମବଙ୍ଗ ପୁଲିସ ଗିରଫ କରିଛି। ତାଙ୍କୁ ଅଦାଲତରେ ହାଜର କରାଯାଇ ୧୦ ଦିନ ପାଇଁ ପୋଲିସ ହେପାଜତକୁ ପଠାଇ ଦିଆଯାଇଛି। ଏହା ପରେ ଏବେ ଶାହାଜାହାଁଙ୍କ ବିରୋଧରେ ତୃଣମୂଳ କଂଗ୍ରେସ (ଟିଏମସି) ବଡ!-->…
ସଙ୍କଟ ଟାଳିଲା କଂଗ୍ରେସ, ହିମାଚଳରେ ସୁଖୁ ହିଁ ରହିବେ ମୁଖ୍ୟମନ୍ତ୍ରୀ
ସିମଳା : ହିମାଚଳ ପ୍ରଦେଶରେ ଦେଖାଯାଇଥିବା ରାଜନୀତିକ ହଟଚମଟକୁ ବେଶ ଭଲ ଭାବେ ସମାଧାନ କରିଛି କଂଗ୍ରେସ। ଏଥିସହ ସୁଖବିନ୍ଦର ସିଂହ ସୁଖୁ ହିଁ ପୂର୍ବ ଭଳି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ କାମ କରିବେ। ପର୍ଯ୍ୟବେକ୍ଷକମାନେ ସମସ୍ତ ବିଧାୟକଙ୍କ ସହ କଥା ହୋଇଛନ୍ତି। ସେମାନଙ୍କ ମନରେ ଥିବା!-->…
୧୯୯୩ ମୁମ୍ବାଇ ସିରିଜ ବିସ୍ଫୋରଣ: ମୁଖ୍ୟ ଅଭିଯୁକ୍ତ ସୟଦ ଅବଦୁଲ ନିର୍ଦ୍ଦୋଷରେ ଖଲାସ
ମୁମ୍ବାଇ : ୧୯୯୩ ମୁମ୍ବାଇ ସିରିଜ ବୋମା ବିସ୍ଫୋରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ। ଆଜି ରାଜସ୍ଥାନର ଏକ ସ୍ପେଶାଲ କୋର୍ଟ ମୁଖ୍ୟ ଅଭିଯୁକ୍ତ ସୟଦ ଅବଦୁଲ କରିମକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ପ୍ରମାଣ ଅଭାବରୁ ଅବଦୁଲ ଦୋଷମୁକ୍ତ ହୋଇଥିବା ସୂଚନା ମିଳିଛ।ସୟଦ ଅବଦୁଲ!-->…
ସୋଲାର ଯୋଜନାକୁ କ୍ୟାବିନେଟ ଅନୁମତି, ମିଳିବ ୩୦୦ ୟୁନିଟ ମାଗଣା ବିଜୁଳି
ନୂଆଦିଲ୍ଲୀ : ନବୀକରଣ ଯୋଗ୍ୟ ଶକ୍ତିକୁ ପ୍ରୋତ୍ସାହିତ କରିବା ପାଇଁ ଆଜି କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା ଉପରେ ଆଜି କେନ୍ଦ୍ର କ୍ୟାବିନେଟର ମୋହର ବାଜିଛି।ଏହି ଯୋଜନା ଅଧୀନରେ ଛାତ ଉପରେ ସୋଲାର ସିଷ୍ଟମ ବ୍ୟବସ୍ଥା ପାଇଁ ୧ କୋଟି!-->…
ମୋଦୀଙ୍କ କଥା ମାନି ଭାରତରେ ବିବାହ କରୁଛନ୍ତି ଅନନ୍ତ !
ମୁମ୍ବାଇ: ଦେଶର ସବୁଠାରୁ ବଡ ଧନୀକ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଘରେ ଖୁବ୍ ଶୀଘ୍ର ସାହାନାଇ ବାଜିବାକୁ ଯାଉଛି। କାରଣ ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀ ଖୁବଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ଅନନ୍ତ ତାଙ୍କ ପ୍ରେମିକା ରାଧିକା ମର୍ଚାଣ୍ଟଙ୍କ ସହ ବିବାହ!-->…
ପ୍ରଥମ ଭାରତୀୟ ଭାବେ ସୁନୀଲ ଭାରତୀ ମିତ୍ତଲ ପାଇବେ ନାଇଟ୍ହୁଡ ସମ୍ମାନ
ସୁନୀଲ ଭାରତୀ ମିତ୍ତଲ କମ୍ପାନୀର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ସୁନୀଲ ଭାରତୀ ମିତ୍ତଲଙ୍କୁ ନାଇଟ୍ହୁଡ୍ ସମ୍ମାନ ମିଳିବ। ସେ ପ୍ରଥମ ଭାରତୀୟ ଭାବେ ଏପରି ସମ୍ମାନ ପାଇବାକୁ ଯାଉଛନ୍ତି।
ବ୍ରିଟିଶ ସରକାରଙ୍କ ସର୍ବଶ୍ରେଷ୍ଠ ସମ୍ମାନ ହେଉଛି ନାଇଟ କମାଣ୍ଡ। ଏବେ ଶ୍ରୀ ମିତ୍ତଲ ଏଥିରେ!-->!-->!-->…