Browsing Category

ଦେଶ

ପତ୍ନୀ ଥାଉ ଥାଉ ଅନ୍ୟତ୍ର ବିବାହ କଲେ ସାନିଆଙ୍କ ସ୍ବାମୀ

ନୂଆଦିଲ୍ଲୀ: ଭାରତୀୟ ଟେନିସ୍‌ ତାରକା ସାନିଆ ମିର୍ଜା ଓ ପାକିସ୍ତାନ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ସୋଏବ୍‌ ମଲ୍ଲିକଙ୍କ ବୈବାହିକ ଜୀବନ ଶେଷରେ ଭିନ୍ନ ମୋଡ଼ ନେଇଛି। କାରଣ ଦ୍ବିତୀୟ ବିବାହ କରି…

ମୁସଲମାନଙ୍କଠାରୁ ଯୋଜନାବଦ୍ଧ ଢଙ୍ଗରେ ଛଡ଼େଇ ନିଆଯାଇଛି ବାବ୍ରି ମସଜିଦ୍

କଲବୁର୍ଗି : ଜାନୁଆରୀ ୨୨ ରେ ଅଯୋଧ୍ୟାରେ ହେବାକୁ ଥିବା ବିବାହ ସମାରୋହ ପୂର୍ବରୁ ଅଲ ଇଣ୍ଡିଆ ମଜଲିସ-ଏ-ଇତେହାଦୁଲ ମୁସଲିମିନ (ଏଆଇଏମଆଇଏମ୍) ସଭାପତି ଅସଦୁଦ୍ଦିନ ଓୱେସି ଏକ ବଡ଼ ଅଭିଯୋଗ କରିଛନ୍ତି । ସେ…

ସରକାରୀ ବଙ୍ଗଳା ଖାଲି କଲେ ମହୁଆ ମୋଇତ୍ର…

ସରକାରୀ ବଙ୍ଗଳା ଖାଲି କଲେ ଟିଏମସି ନେତ୍ରୀ ମହୁଆ ମୋଇତ୍ର। ବଙ୍ଗଳା ଖାଲି କରିବାକୁ ନେଇ ହାଇକୋର୍ଟରେ କରିଥିବା ଚ୍ୟାଲେଞ୍ଜ ଖାରଜ ହେବା ପରେ ଶେଷରେ ଆଜି ମହୁଆ ରହୁଥିବା ସରକାରୀ ବଙ୍ଗଳା ଖାଲି ହୋଇଛି। ଇଷ୍ଟେଟ ନିର୍ଦ୍ଦେଶାଳୟର ଏକ ଟିମ୍ ବଙ୍ଗଳା ଖାଲି…

ଅନଲାଇନ୍‌ ଗେମ୍‌ ପାସ୍‌ୱାର୍ଡ ନ ଦେବାରୁ ସାଙ୍ଗମାନେ ନେଲେ ସାଙ୍ଗର ଜୀବନ

ଅନଲାଇନ୍‌ ଗେମ୍‌ ଖେଳିବା ହେଲା କାଳ। ଘନିଷ୍ଣ ବନ୍ଧୁ ପାଲଟିଗଲେ ଶତ୍ରୁ। ଅନଲାଇନ୍‌ ଗେମ୍‌ର ପାସ୍‌ୱାର୍ଡ ନ ଦେବାରୁ ସାଙ୍ଗମାନେ ହିଁ ନେଇଗଲେ ସାଙ୍ଗର ଜୀବନ । ପ୍ରମାଣ ନଷ୍ଟ ପାଇଁ ସେମାନେ ମୃତଦେହକୁ ଜଙ୍ଗଲରେ ପୋଡ଼ିବା ପରେ ପୋତି ଦେଇଥିଲେ । ମୃତକ ଓ ଅଭିଯୁକ୍ତ ସମସ୍ତେ…

ଲୋକସଭା ନିର୍ବାଚନ ପାଇଁ ସପା ଓ ଆରଏଲଡି ମଧ୍ୟରେ ମେଣ୍ଟ…

ନୂଆଦିଲ୍ଲୀ: ୨୦୨୪ ମସିହାରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ସମାଜବାଦୀ ପାର୍ଟି ଏବଂ ରାଷ୍ଟ୍ରୀୟ ଲୋକ ଦଳ ମଧ୍ୟରେ ଆସନ ବୁଝାମଣା ହୋଇଛି । ସୂଚନାନୁସାରେ, ଆରଏଲଡି ୭ ରୁ ୮ଟି ଆସନରେ ମିଳିତ ଭାବେ ଲଢ଼ିବ । ପଶ୍ଚିମ ଉତ୍ତରପ୍ରଦେଶର ଅଧିକାଂଶ ଆସନକୁ ନେଇ ଆରଏଲଡି…

ଅନାଥ ଆଶ୍ରମରେ ଦିଆଯାଉଛି ଅସହ୍ୟ ଯନ୍ତ୍ରଣା; ଓଲଟାଇ ଟାଙ୍ଗିଦେବା ସହ ଲଙ୍କା ଧୂଆଁ ଦେଉଛନ୍ତି…

ମଧ୍ୟପ୍ରଦେଶ ଇନ୍ଦୋରର ଏକ ଅନାଥ ଆଶ୍ରମରେ ପିଲାମାନଙ୍କୁ ଦିଆଯାଉଛି ଅକଥନୀୟ ଯନ୍ତ୍ରଣା। ଶିଶୁ କଲ୍ୟାଣ କମିଟି (CWC) ଗତ ସପ୍ତାହରେ ଅଚାନକ ଅନାଥ ଆଶ୍ରମ ପରିଦର୍ଶନ କରି ସାମ୍ନାକୁ ଆଣିଛି ଭିତିରି କଥା। ପିଲାମାନେ କିପରି ନିର୍ଯାତନାର ଶିକାର ହେଉଛନ୍ତି, ତାର…

ମନଇଚ୍ଛା ଆଣ୍ଟିବାୟୋଟିକ୍ ଲେଖିପାରିବେନି ଡାକ୍ତର

ଏଣିକି ଡାକ୍ତରମାନେ ଔଷଧ ଲେଖିବା ବେଳେ ଆଣ୍ଟିବାୟୋଟିକ୍ସ ଦେଲେ, ତା’ର କାରଣ ଦର୍ଶାଇବେ। କେଉଁ କାରଣ ପାଇଁ ସେମାନେ ଆଣ୍ଟିବାୟୋଟିକ୍ସ ଲେଖୁଛନ୍ତି, ତାହା ପ୍ରେସକ୍ରିପ୍‌ସନରେ ଉଲ୍ଲେଖ କରିବେ। ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଆସିବା ପରେ…

ପୁଣି ଜେଲରୁ ବାହାରିବ ଗୁରମିତ ରାମ ରହିମ…

ପୁଣି ଜେଲରୁ ବାହାରିବ ଆତ୍ମଘୋଷିତ ବାବା ଗୁରମିତ ରାମ ରହିମ ସିଂହ। ୨୦ ବର୍ଷ କାରାଦଣ୍ଡ କାଟୁଥିବା ରହିମ ମାତ୍ର ଦୁଇ ମାସ ତଳେ ୨୧ ଦିନ ଛୁଟିରେ ଆସିଥିଲା, ଏବେ ତାକୁ ପୁଣି ୫୦ ଦିନର ଛୁଟି ଅନୁମତି ମିଳିଛି। ଦୁଇଟି ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଦଣ୍ଡିତ ହୋଇଛି ରହିମ।…

ଦିଲ୍ଲୀରେ ଜାନୁଆରୀ ୨୬ ଯାଏଁ ଏହି ସମୟରେ କରିବନି ବିମାନ ଚଳାଚଳ

ବିମାନ ଯାତ୍ରୀଙ୍କ ପାଇଁ ବଡ ଖବର। ଆଜିଠାରୁ ଗଣତନ୍ତ୍ର ଦିବସ ପର୍ଯ୍ୟନ୍ତ ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ଉପରେ କଟକଣା ଲଗାଯାଇଛି। ଏହି ଦିନ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟରେ ବିମାନ ଉଡାଣ ଏବଂ ଅବତରଣ ହୋଇପାରିବ ନାହିଁ।…

ବିଲ୍‌କିସ୍‌ ବାନୋ ମାମଲାରେ ଆତ୍ମସମର୍ପଣ ଅବଧି ବଢ଼ାଇବାକୁ ମନା କରିଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ବିଲ୍‌କିସ୍‌ ବାନୋଙ୍କ ସହିତ ଦୁଷ୍କର୍ମ କରିବା ଓ ତାଙ୍କ ପରିବାରର ୭ ଜଣ ଲୋକଙ୍କୁ ହତ୍ୟା କରି ଜେଲ୍‌ଦଣ୍ଡ ଭୋଗୁଥିବା ୧୧ଜଣ ଦୋଷୀଙ୍କୁ ମୁକ୍ତ କରିବା ଲାଗି ଗୁଜରାଟ ସରକାର ଦେଇଥିବା ଆଦେଶକୁ ଜାନୁଆରି ୮ ତାରିଖରେ ସୁପ୍ରିମ୍‌କୋର୍ଟ ରଦ୍ଦ କରି ଦେଇଥିଲେ।…