Browsing Category

ଦେଶ

ଜାଗୃତ କୋଟେଚା PepsiCo ଇଣ୍ଡିଆର ନୂଆ ସିଇଓ

ପେପ୍ସିକୋ(PepsiCo) ଇଣ୍ଡିଆର ନୂଆ ସିଇଓ(ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ) ହେବେ ଜାଗୃତ କୋଟେଚା। ବର୍ତ୍ତମାନର ସିଇଓ ଅହମ୍ମଦ ଏଲ ଶେଖଙ୍କ ସ୍ଥାନାନ୍ତର ପରେ ସେ ଏହି ପଦବୀରେ ବସିବେ। ଜାଗୃତ ବର୍ତ୍ତମାନ ପେପ୍ସିକୋ ଆଫ୍ରିକା, ମଧ୍ୟ ପୂର୍ବ ଏବଂ…

ଅଯୋଧ୍ୟରେ ୩ ସନ୍ଦିଗ୍ଧ ଅଟକ, ଚାଲିଛି ପଚରାଉଚରା…

ଆସନ୍ତା ୨୨ ତାରିଖରେ ଅଯୋଧ୍ୟା ରାମ ମନ୍ଦିରରେ ଆୟୋଜିତ ହେବ ପ୍ରାଣ ପ୍ରତିଷ୍ଠା ସମାରୋହ । ଏଥି ନିମନ୍ତେ ପ୍ରସ୍ତତି ଜୋରଦାର ଚାଲିଥିବା ବେଳେ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ଇତି ମଧ୍ୟରେ ଗତକାଲି ଅଯୋଧ୍ୟରେ ବୁଲୁଥିବା ୩ ସନ୍ଦିଗ୍ଧଙ୍କୁ ଅଟକ ରଖିଛି ପୁଲିସ୍‌। ଚେକିଂ ବେଳେ ୟୁପି…

ସିଭିଲ ସର୍ଭିସ କୋଚିଂ କ୍ଲାସ୍‌ରେ ଟଳିପଡ଼ିଲେ ଛାତ୍ର

ଇନ୍ଦୋର : ବୟସ ମାତ୍ର ୨୦ ବର୍ଷ। ଆଖିରେ ଥିବ ଆଖିଏ ସ୍ୱପ୍ନ। ପ୍ରାଶାସନିକ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ବାପାମା’ଙ୍କ ଆଶାଆକାଙ୍‌କ୍ଷା ପୂରଣ କରିବେ। ନିଜର ସ୍ୱପ୍ନ ସାକାର କରିବେ। ସେଥିପାଇଁ ରାଜା ଲୋଧି ଜୋରଦାର ପ୍ରସ୍ତୁତି ଚଳାଇଥିଲେ। କିନ୍ତୁ କିଏ ଜାଣିଥିଲା, କୋଚିଂ କ୍ଲାସ୍‌…

ହ୍ରଦରେ ବୁଡ଼ିଗଲା ଡଙ୍ଗା, ୬ ଛାତ୍ରଛାତ୍ରୀ ମୃତ…

ବଡ଼ୋଦରା : ଏକ ହ୍ରଦରେ ଡଙ୍ଗା ବୁଡ଼ି ଯିବାରୁ ୬ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଗୁଜରାଟର ବଡ଼ୋଦରାରେ ଏହି ଦୁର୍ଘଟଣା ଘଟିଛି। ଡଙ୍ଗାଟିରେ ୨୭ ଜଣ ଛାତ୍ରଛାତ୍ରୀ ଥିଲେ। ସେମାନେ ନ୍ୟୁ ସନ୍‌ରାଇଜ ନାମକ ଏକ ଘରୋଇ ସ୍କୁଲରେ ପଢ଼ନ୍ତି। ସ୍କୁଲ୍‌ ପକ୍ଷରୁ ସେମାନଙ୍କୁ…

ବାପ ଘରକୁ ବୁଲିବାକୁ ଆସିଥିବା ସଫ୍ଟୱୟାର ଇଞ୍ଜିନିୟରଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ପରିବାର ସ୍ତବ୍ଧ…

ନୂଆଦିଲ୍ଲୀ:ମଧ୍ୟପ୍ରଦେଶର ଭୋପାଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବାପଘରେ ଜ‌‌ଣେ ସଫ୍ଟୱୟାର ଇଞ୍ଜିନିୟରଙ୍କ ମୃତ୍ୟୁ ହୋଇଯାଇଛି। ପୁଲିସ ସଫ୍ଟୱୟାର ଇଞ୍ଜିନିୟରଙ୍କ ମୃତଦେହକୁ ଜବତ କରି ଯାଞ୍ଚ ଆରମ୍ଭ କରିଛି। ସୂଚନାଯୋଗ୍ୟ, ରାଜଧାନୀ ଅଶୋକ ଗାର୍ଡନ ଅଞ୍ଚଳରେ…

ଡାକିଥିଲା ଇଡି, କିନ୍ତୁ ହାଜର ହେବେନି କେଜ୍ରିଓ୍ୱାଲ…

ନୂଆଦିଲ୍ଲୀ : ବାରମ୍ବାର ଡାକୁଛି ଇଡି। କିନ୍ତୁ ହାଜର ହେଉନାନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ପଚରାଉଚରା କରିବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆମ ଆଦମୀ ପାର୍ଟି ସୁପ୍ରିମୋ ଅ‍ରବିନ୍ଦ…

ମଣିପୁରରେ ଥମୁନି ହିଂସା, ୩ ଯବାନ ଆହତ…

ଇମ୍ଫାଲ : ମଣିପୁରରେ ଥମୁନି ହିଂସା। ଆଜି ପୁଣି ମଣିପୁରର ଥୌବଲ ଜିଲ୍ଲାରେ ବନ୍ଧୁକଧାରୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି। ଏଥିରେ ତିନି ଜଣ ବିଏସ୍‌ଏଫ୍‌ ଯବାନ ଆହତ ହୋଇଛନ୍ତି। ଏନେଇ ଆଜି ପୁଲିସ ସୂଚନା ଦେଇଛି। ସୂଚନା ମୁତାବକ, ବୁଧବାର ବିଳମ୍ବିତ…

ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ବିରୋଧ, ଆହ୍ଲାବାଦ ହାଇକୋର୍ଟରେ ପିଟିସନ୍ ଦାଖଲ…

ଅଯୋଧ୍ୟା : ଜାନୁଆରୀ ୨୨ ତାରିଖରେ ରାମ ମନ୍ଦିରର ପ୍ରତିଷ୍ଠା ହେବ। ତେବେ ତା’ ପୂର୍ବରୁ ଏହାକୁ ବିରୋଧ କରି ଆହ୍ଲାବାଦ ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ଗାଜିଆବାଦର ଜଣେ ବ୍ୟକ୍ତି ଏହି ପିଟିସନ୍ ଦାଖଲ କରିଛନ୍ତି। ଆବେଦନକାରୀ କହିଛନ୍ତି ଯେ ହିନ୍ଦୁ ପରମ୍ପରା…

ରାମ ଲଲ୍ଲାଙ୍କ ଦର୍ଶନ ପାଇଁ ଆସିଲେ ଲୋକେ ଅଯୋଧ୍ୟାବାସୀଙ୍କ ଘରେ ରହିପାରିବେ’: ଓୟୋ କମ୍ପାନି

ଅଯୋଧ୍ୟା: ଜାନୁଆରି ୨୨ତାରିଖରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଥିବାବେଳେ ଗୁରୁବାର ମନ୍ଦିରରେ ମୂର୍ତ୍ତି ପ୍ରତିଷ୍ଠା ହୋଇଛି। ଜାନୁଆରି ୨୨ ତ‌ାରିଖ ପରେ ଲକ୍ଷାଧିକ ସଂଖ୍ୟାରେ ଲୋକେ ଅଯୋଧ୍ୟା ଯିବାକୁ ପ୍ରସ୍ତୁତ ହୋଇ ରହିଛନ୍ତି। ଯାତ୍ରୀଙ୍କ ଆଗମନକୁ…

ବିବାଦୀୟ ସ୍ଥାନରେ ମନ୍ଦିର ନିର୍ମାଣକୁ ବିରୋଧ କରୁଛି : ଷ୍ଟାଲିନ୍

ଚେନ୍ନାଇ: ତାମିଲନାଡୁ ସରକାରରେ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନ ରାମ ମନ୍ଦିରକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି । ଆମ ନେତାମାନେ କହିଥିଲେ, ଧର୍ମ ଓ ରାଜନୀତିକୁ ମିଶାନ୍ତୁ ନାହିଁ। ଆମେ କୌଣସି ମନ୍ଦିର ନିର୍ମାଣକୁ ବିରୋଧ…