Browsing Category

ଦେଶ

ତେଲେଙ୍ଗାନାରେ ୧୨,୦୦୦ କୋଟିରୁ ଅଧିକ ପୁଞ୍ଜି ନିବେଶ କରିବ ଆଦାନୀ ଗ୍ରୁପ୍‌…

ନୂଆଦିଲ୍ଲୀ: ଆଦାନୀ ଗ୍ରୁପ୍‌ ତେଲେଙ୍ଗାନା ରାଜ୍ୟ ସରକାରଙ୍କ ସହଯୋଗରେ ଏକାଧିକ କ୍ଷେତ୍ରରେ ୧୨,୪୦୦ କୋଟି ଟଙ୍କା (୧.୪୯ ବିଲିୟନ ଡଲାର)ରୁ ଅଧିକ ପୁଞ୍ଜି ନିବେଶ କରିବାକୁ ୪ଟି ଚୁକ୍ତି ସ୍ୱାକ୍ଷର କରିଛି। ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଏବଂ ତେଲେଙ୍ଗାନା…

ମହାରାଷ୍ଟ୍ର ବାଚସ୍ପତିଙ୍କ ସମେତ ୧୪ ବିଧାୟକଙ୍କୁ ନୋଟିସ୍ ପଠାଇଲେ ବମ୍ବେ ହାଇକୋର୍ଟ…

ମାହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କ ସମେତ ୧୪ ଜଣ ବିଧାୟକଙ୍କୁ ନୋଟିସ୍ ପଠାଇଲେ ବମ୍ବେ ହାଇକୋର୍ଟ। ନୋଟିସ୍ ହୋଇଥିବା ସମସ୍ତ ବିଧାୟକ ଶିବସେନା (ୟୁବିଟି) ଗୋଷ୍ଠୀର।ଏହି ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ନ କରିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ…

ମୋତେ ଅଯୋଧ୍ୟା ଯିବାକୁ ଏପର୍ଯ୍ୟନ୍ତ ନିମନ୍ତ୍ରଣ ମିଳିନାହିଁ : କେଜ୍ରିଓ୍ବାଲ

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଜାନୁଆରୀ ୨୨ରେ ହେଉଛି । ଏଥିପାଇଁ ବିଭିନ୍ନ କ୍ଷେତ୍ର ସହ ଜଡ଼ିତ ନେତା, ଅଭିନେତା ଓ ସେଲିବ୍ରିଟିଙ୍କୁ ନିମନ୍ତ୍ରଣ ପତ୍ର ପଠାଯାଉଛି। ସେପଟେ ଆମ୍ ଆଦମୀ ପାର୍ଟିର ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ…

ରାମ ମନ୍ଦିର ପ୍ରତିଷ୍ଠା ଦିନ ଏହି ସବୁ ରାଜ୍ୟରେ ସ୍କୁଲ୍-କଲେଜ ଛୁଟି ସହ ବନ୍ଦ ରହିବ ମଦ-ମାଂସ ଦୋକାନ

ରାମ ମନ୍ଦିର ପ୍ରତିଷ୍ଠା ନେଇ ଚଳ ଚଞ୍ଚଳ ଅଯୋଧ୍ୟା ନଗରୀ। ଦୀର୍ଘ ପାଞ୍ଚ ଶହ ବର୍ଷର ଅପେକ୍ଷା ପରେ ଜନ୍ମଭୂମିରେ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପ୍ରତିମା ପୂଜା ପାଇବ। ଏଥିପାଇଁ 22 ଜାନୁଆରୀକୁ ଶୁଭ ସମୟ ଧାର୍ଯ୍ୟ କରାଯାଇଛି। ଏଥିପାଇଁ କେବଳ ଯେ…

ସରକାରୀ ଘର ଖାଲି କରିବାକୁ ମହୁଆକୁ ମିଳିଲା ତୃତୀୟ ନୋଟିସ୍‌…

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ନେତ୍ରୀ ମହୁଆ ମୈତ୍ରଙ୍କୁ ବୁଧବାର ନୂଆଦିଲ୍ଲୀରେ ତାଙ୍କ ସରକାର ଆବଣ୍ଟିତ ବାସଭବନ ଖାଲି କରିବାକୁ ପୁଣି ନୋଟିସ୍‌ ମିଳିଛି। ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟ ଅଧୀନରେ ଥିବା ସମ୍ପତ୍ତି ନିର୍ଦ୍ଦେଶାଳୟ…

ପଶ୍ଚିମବଙ୍ଗରେ ଇଡି ଅଧିକାରୀଙ୍କ ଉପରେ ଆକ୍ରମଣର ମିଳିତ ତଦନ୍ତ କରିବେ ସିବିଆଇ ଓ ଏସଆଇଟି…

କୋଲକାତା: ପଶ୍ଚିମବଙ୍ଗରେ ଇଡି ଅଧିକାରୀଙ୍କୁ ହୋଇଥିବା ଆକ୍ରମଣ ମାମଲାରେ କାଲକାଟା ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାର ମିଳିତ ତଦନ୍ତ ସିବିଆଇ ଓ ପୁଲିସର ଏସଆଇଟି ଦ୍ୱାରା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯଥାଶୀଘ୍ର…

ଜ୍ଞାନବ୍ୟାପୀ ମାମଲା: ହିନ୍ଦୁ ପକ୍ଷକୁ ମିଳିଲା ଗ୍ରୀନ୍‌ ସିଗ୍‌ନାଲ

ବାରଣାସୀର ବହୁ ଚର୍ଚ୍ଚିତ ଜ୍ଞାନବ୍ୟାପୀ ମାମଲାରେ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ମସ୍‌ଜିଦ ପରିସରରେ ଥିବା ‘ବଜୁଖାନା’ର ପୂରା ଅଞ୍ଚଳକୁ ସଫା କରିବାକୁ ହିନ୍ଦୁ ପକ୍ଷକୁ ଅନୁମତି ମିଳିଛି। ଉକ୍ତ ବଜୁଖାନାରେ ଶିବଲିଙ୍ଗ ଥିବା ହିନ୍ଦୁ ପକ୍ଷ ପକ୍ଷରୁ ଦାବି…

ଅଟଳ ସେତୁରେ ଯା’ଆସ କରୁଥିବା ଲୋକଙ୍କୁ ଚେତାବନୀ ଦେଲା ମୁମ୍ବାଇ ପୁଲିସ…

ଜାନୁଆରୀ ୧୨ ତାରିଖରେ ଉଦ୍‌ଘାଟିତ ହୋଇଥିଲା ଅଟଳ ସେତୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଲୋକାର୍ପିତ କରିଥିଲେ। ଅଟଳ ସେତୁ ହେଉଛି ଭାରତର ଦୀର୍ଘତମ ସମୁଦ୍ର ସେତୁ। ଏହାର ଲମ୍ବ ହେଉଛି ୨୧.୮ କିଲୋମିଟର। ଏହି ସେତୁ ମୁମ୍ବାଇର ସେୱରୀରୁ ବାହାରି ରାୟଗଡ଼ ଜିଲ୍ଲାର…

କୁନୋ ଜାତୀୟ ଉଦ୍ୟାନରେ ଆଉ ଏକ ଚିତାର ମୃତ୍ୟୁ…

ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ଆଖିବୁଜିଲା ଆଉ ଏକ ଚିତା। ମଙ୍ଗଳବାର ଚିତା ସୌର୍ଯ୍ୟର ମୃତ୍ୟୁ ହୋଇଛି। ଏହି ଚିତାକୁ ଦକ୍ଷିଣ ଆଫ୍ରିକାର ନାମ୍ବିଆରୁ ଅଣାଯାଇଥିଲା। ଏହାକୁ ମିଶାଇ କୁନୋ ନ୍ୟାସନାଲ ପାର୍କରେ ବର୍ତ୍ତମାନ ସୁଦ୍ଧା ୧୦ଟି ଚିତାର ମୃତ୍ୟୁ…

ୱାଇଏସ୍‌ ଶର୍ମିଲାଙ୍କୁ କଂଗ୍ରେସ ଦେଲା ବଡ଼ ଦାୟିତ୍ୱ…

ୱାଇଏସ୍‌ଆର କଂଗ୍ରେସ ମୁଖ୍ୟ ତଥା ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ୱାଇଏସ୍‌ ଶର୍ମିଲା କଂଗ୍ରେସରେ ଯୋଗ ଦେବା ପରେ ପାଇଛନ୍ତି ବଡ଼ ଦାୟିତ୍ୱ। ତାଙ୍କୁ ଆନ୍ଧ୍ର ପ୍ରଦେଶ କଂଗ୍ରେସର ସଭାପତି କରାଯାଇଛି। ଗତକାଲି ଆନ୍ଧ୍ର ପ୍ରଦେଶ…