Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଚର୍ଚ୍ଚ ଛାତ ଭୁଶୁଡ଼ି ୩ ମୃତ, ୧୧ ଆହତ
ତାମିଲନାଡୁ: ଗତକାଲି ରାତିରେ ତାମିଲନାଡୁର ଭେଲୋରରେ ଏକ ନିର୍ମାଣଧୀନ ଚର୍ଚ୍ଚର ଛାତ ଭୁଶୁଡ଼ି ପଡ଼ିଛି । ଫଳରେ ଭଗ୍ନାବଶେଷ ତଳେ ଚାପି ହୋଇ ୩ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ୧୧ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଅଗ୍ନିଶମ ବାହିନୀ ଏବଂ NDRF ଦଳ ଉଦ୍ଧାର କାର୍ଯ୍ୟରେ ନିୟୋଜିତ!-->…
ନିର୍ମାଣାଧୀନ ବ୍ରିଜର ଲାଞ୍ଚର ଭୁଶୁଡି ୮ ଶ୍ରମିକ ଗୁରୁତର
ବିହାର : ବିହାର ଲାଲଗଂଜରେ ଭୁଶୁଡିଲା ନିର୍ମାଣାଧୀନ ବ୍ରିଜର ଲାଞ୍ଚର । ଲାଞ୍ଚର ଭୁଶୁଡିବା ଯୋଗୁଁ ୮ ଜଣ ଶ୍ରମିକ ଆହତ ହୋଇଛନ୍ତି । ଘଟଣାରେ ୨ ଜଣକ ଅବସ୍ଥା ଗୁରୁତର ରହିଛି । ଅଘଟଣ ପରେ ଘଟଣା ସ୍ଥଳରେ ପ୍ରବଳ ଭିଡ଼ ଜମିଥିଲା । ଏହାପରେ ଆହତଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା ।!-->…
ବିଧାନସଭା ନିର୍ବାଚନ ପୂର୍ବରୁ ବିଏସପିରୁ ଭଣଜା ଆକାଶ ଆନନ୍ଦକୁ ବହିଷ୍କୃତ କଲେ ମାୟାବତୀ
ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତିରେ ହଲଚଲ । ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ବିଏସପି ସୁପ୍ରିମୋ ମାୟାବତୀ ବଡ଼ ନିଷ୍ପତ୍ତି ନେଇଛନ୍ତି । ଦଳର ଜାତୀୟ ସଂଯୋଜକ ତଥା ତାଙ୍କ ନିଜ ଭଣଜା ଆକାଶ ଆନନ୍ଦଙ୍କୁ ପାର୍ଟିରୁ ସମ୍ପୂର୍ଣ୍ଣ ଭାବେ!-->…
ଗ୍ୟାଙ୍ଗଷ୍ଟର ଅବୁ ସଲେମଙ୍କ ଆଗୁଆ ମୁକ୍ତି ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ୧୯୯୩ ମସିହାର ମୁମ୍ବାଇ ସିରିଏଲ ବୋମା ବିସ୍ଫୋରଣ ମାମଲାର ଦୋଷୀ ତଥା ଗ୍ୟାଙ୍ଗଷ୍ଟର ଅବୁ ସଲେମଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି । ସମୟ ପୂର୍ବରୁ ଜେଲରୁ ମୁକ୍ତି ପାଇଁ କରିଥିବା ଆବେଦନକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଛନ୍ତି । ଜଷ୍ଟିସ୍ ବିକ୍ରମ ନାଥ ଏବଂ ଜଷ୍ଟିସ୍!-->…
ସମୁଦ୍ରରେ ନିଆଁ ପିଣ୍ଡୁଳା ପାଲଟିଲା ଡଙ୍ଗା, ୮୦ ନିଖୋଜ
ଫିଲିପାଇନ୍ସ : ଫିଲିପାଇନ୍ସର ପାଲାୱାନରେ ଭୟଙ୍କର ଅଗ୍ନିକାଣ୍ଡ । ସମୁଦ୍ର ମଝିରେ ଜଳିଗଲା ଡଙ୍ଗା । ନିଆଁରେ ଘେରିଯିବା ପରେ ଚାରିଆଡ଼େ ଖେଳିଗଲା ଆତଙ୍କ । ଏହି ଦୁର୍ଘଟଣାରେ ଅତିକମରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ, ୮୭ ଜଣ ଏବେବି ନିଖୋଜ ଅଛନ୍ତି । ଫିଲିପାଇନ୍ସ କୋଷ୍ଟ ଗାର୍ଡ!-->…
୭ ବର୍ଷ ପରେ ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ, ଶନିବାର ପିଏମ୍ ମୋଦୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା !
ନୂଆଦିଲ୍ଲୀ : ୭ ବର୍ଷ ପରେ ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ । ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ଦ୍ୱିପାକ୍ଷିକ ଆଲୋଚନାର ସମ୍ଭାବନା ରହିଛି। ୧୨ ଓ ୧୩ ରେ ନୂଆଦିଲ୍ଲୀରେ ହେଉଥିବା ୧୮ତମ BRICS ଶିଖର ସମ୍ମିଳନୀ ଅବସରରେ ଦୁଇ ନେତା!-->…
ବିଜେପିର ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ନିଯୁକ୍ତ; ବୈଜୟନ୍ତ ପଣ୍ଡାଙ୍କୁ ଓବିସି ମୋର୍ଚ୍ଚା ଦାୟିତ୍ୱ
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ଗୁରୁବାର ସଂଗଠନର ୭ଟି ମୋର୍ଚ୍ଚା ପାଇଁ ନୂଆ ପ୍ରଭାରୀଙ୍କ ନାମ ଘୋଷଣା କରିଛି। ବସ୍ତୀର ଲୋକସଭା ସାଂସଦ ହରିଶ ଦ୍ୱିବେଦୀଙ୍କୁ ଯୁବ ମୋର୍ଚ୍ଚାର ପ୍ରଭାରୀ କରାଯାଇଥିବା ବେଳେ ରାଜସ୍ଥାନର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ସତୀଶ!-->…
ଚୀନ୍ ବନ୍ଦରରେ ମାଲବାହୀ ଜାହାଜରେ ନିଆଁ: ୨୦ ମୃତ, ୫ ନିଖୋଜ
ବେଜିଂ: ଚୀନ୍ର ଏକ ବନ୍ଦରରେ ଏକ ମାଲବାହୀ ଜାହାଜରେ ନିଆଁ ଲାଗିବା ଯୋଗୁ ୨୦ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ନିଖୋଜ ଅଛନ୍ତି। ଜାହାଜଟି ଉତ୍ତର-ପୂର୍ବ ଚୀନ୍ ଉପକୂଳରେ ଥିବା ଏକ ପ୍ରମୁଖ ଜାହାଜ ଚଳାଚଳ କେନ୍ଦ୍ର କ୍ୱିଂଡାଓ ବନ୍ଦରରେ ବେହାଇ ଜାହାଜ ନିର୍ମାଣ କମ୍ପାନିରେ ମରାମତି!-->…
ଜୋର୍ଡାନରେ ଇରାନର ବଡ଼ ଆକ୍ରମଣ: ଆମେରିକୀୟ ଏୟାରବେସ୍ କୁ ଟାର୍ଗେଟ୍
ଅମ୍ମାନ: ଗତ କିଛି ଦିନ ମଧ୍ୟରେ ଆମେରିକା ଅନେକ ଇରାନୀ ତେଲ ଟ୍ୟାଙ୍କରକୁ ନଷ୍ଟ କରିଦେଇଛି। ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) କହିଥିଲା ଯେ ଆମେରିକାର ଏହି ଆକ୍ରମଣର ଜବାବ ଖୁବ୍ ଶୀଘ୍ର ଦେବ। CBS ରିପୋର୍ଟ ଅନୁଯାୟୀ, ଗୁରୁବାର ସକାଳେ ଇରାନ ଜୋର୍ଡାନରେ ବଡ଼ ହମଲା!-->…
ରିପବ୍ଲିକାନ୍ ବହୁମତ ବଜାୟ ରଖିଲେ ପ୍ରତ୍ୟେକ ବରିଷ୍ଠ ଆମେରିକୀୟଙ୍କୁ ମିଳିବ ୫,୦୦୦ ଡଲାର, ଘୋଷଣା କଲେ ଟ୍ରମ୍ପ
ୱାଶିଂଟନ: ଆମେରିକୀୟଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ନଭେମ୍ବର ମଧ୍ୟବର୍ତ୍ତୀ ନିର୍ବାଚନରେ ରିପବ୍ଲିକାନ୍ ପାର୍ଟି ପ୍ରତିନିଧି ସଭା ଓ ସିନେଟ୍ରେ ବହୁମତ ବଜାୟ ରଖିଲେ, ପ୍ରତ୍ୟେକ ବୟସ୍କ ଆମେରିକୀୟଙ୍କୁ ୫,୦୦୦ ଡଲାର ଦିଆଯିବ ବୋଲି ଟ୍ରମ୍ପ କହିଛନ୍ତି।!-->…