Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଯଦି ପ୍ରଥମ ଯୋଜନା ଫେଲ ହୋଇଥାନ୍ତା, ପ୍ଲାନ ବି’ ର ବ୍ୟବହାର କରିଥାଆନ୍ତେ
ଲୋକସଭାର ସୁରକ୍ଷାବଳୟକୁ ଭେଦ କରି ହଙ୍ଗା କରିଥିବା ଅନୁପ୍ରବେଶକାରୀଙ୍କ ପାଖରେ ପ୍ଲାନ ବି ରହିଥିଲା। ଯଦି ତାଙ୍କର ପ୍ରଥମ ଯୋଜନା ଫେଲ ମାରି ଥାଆନ୍ତା, ତା’ହେଲେ ସେମାନେ ପ୍ଲାନ ବିର ବ୍ୟବହାର କରି ଥାଆନ୍ତେ।
କିନ୍ତୁ ପ୍ରଥମ ଯୋଜନାକୁ ବ୍ୟବହାର କରି ସେମାନେ ସଂସଦ ଭିତରେ…
ସଂସଦରେ ଗ୍ୟାସ୍ ସ୍ପ୍ରେ ଘଟଣା, ମାଷ୍ଟର ମାଇଣ୍ଡ ଲଳିତକୁ ରିମାଣ୍ଡରେ ନେଲା ପୁଲିସ…
ଲୋକସଭାରେ ହଙ୍ଗାମା କରିବା ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟର ମାଇଣ୍ଡ କୁହାଯାଉଥିବା ଲଳିତ ଝା କୁ ରିମାଣ୍ଡରେ ନେଲା ପୁଲିସ। ଆଜିଠୁ ଲଳିତକୁ ସାତ ଦିନିଆ ରିମାଣ୍ଡରେ ନେଇଛି ଦିଲ୍ଲୀ ପୁଲିସ। ପଟିଆଲା ହାଉସ୍ କୋର୍ଟଙ୍କ ଅନୁମତି କ୍ରମେ ଲଳିତକୁ ସାତ ଦିନ ରିମାଣ୍ଡରେ…
କୋର୍ଟ ପରିସରରେ ହତ୍ୟା ଅଭିଯୁକ୍ତକୁ ଗୁଳି କରି ହତ୍ୟା
କୋର୍ଟ ପରିସରରେ ଚାଲିଛି ଗୁଳି। ବିହାରର ରାଜଧାନୀ ପାଟନାରେ ଥିବେ ଗୋଟିଏ କୋର୍ଟ ପରିସରରେ ଦୁଇ ଜଣ ବ୍ୟକ୍ତି ଗୁଳିମାଡ଼ କରିଛନ୍ତି। ଏହି ଗୁଳିମାଡ଼ରେ ଜଣେ ବିଚାରଧୀନ କଏଦ ପ୍ରାଣ ହରାଇଛନ୍ତି। ପୁଲିସ୍ ସମ୍ମୁଖରେ ଗୁଳି ମାଡ଼ ହୋଇଥିଲେ ହେଁ କେହି ବି ଏହାକୁ ଅଟକାଇ…
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନ ଲାଲ ଶର୍ମା
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବନିର୍ବାଚିତ ବିଧାୟକ ଭଜନ ଲାଲ ଶର୍ମା। ଆଜି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଭଜନ ଲାଲ। ରାଜ୍ୟପାଳ କଲରାଜ ମିଶ୍ରା ତାଙ୍କୁ ଶପଥ ପାଠ କରାଇଛନ୍ତି।
ଭଜନ ଲାଲଙ୍କ ସମେତ ଦୀୟା କୁମାରୀ ଓ ପ୍ରେମଚାନ୍ଦ ବୈରୱା ମଧ୍ୟ…
ମହିଳା ଜଜ୍ ମାଗିଲେ ଇଚ୍ଛା ମୃତ୍ୟୁ…
ଇଚ୍ଛା ମୃତ୍ୟୁ ମାଗିଲେ ମହିଳା ଜଜ୍ । ଅନ୍ୟକୁ ନ୍ୟାୟ ଦେଉଥିବା ତ୍ତରପ୍ରଦେଶର ଆହ୍ଲାବାଦ ହାଇକୋର୍ଟର ଜଣେ ମହିଳା ବିଚାରପତି କିନ୍ତୁ ନିଜେ ନ୍ୟାୟ ପାଇ ନ ପାରି ଭାଙ୍ଗି ପଡ଼ିଛନ୍ତି। ତେଣୁ ସୁପ୍ରିମ କୋର୍ଟର ପ୍ରଧାନ ବିଚାରପତିଙ୍କ ନିକଟରେ ସେ ଇଚ୍ଛା…
ଶ୍ରୀକୃଷ୍ଣ ଜନ୍ମଭୂମି ବିବାଦ ମାମଲା: ମୁସଲିମ ପକ୍ଷକୁ ସୁପ୍ରିମ ଝଟକା
ମଥୁରା ଶ୍ରୀକୃଷ୍ଣ ଜନ୍ମଭୂମି ଜମି ବିବାଦ ଉପରେ ହାଇକୋର୍ଟଙ୍କ ରାୟକୁ କାଏମ ରଖିଲେ ସୁପ୍ରିମକୋର୍ଟ। ଶ୍ରୀକୃଷ୍ଣ ଜନ୍ମଭୂମି ଜମିରେ ଥିବା ମସଜିଦ ସର୍ଭେ ଅନୁମତିକୁ ସ୍ଥଗିତ ରଖିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଆହ୍ଲାବାଦ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ…
ଆନ୍ତର୍ଜାତିକ ସମର୍ଥନ ମିଳୁ କି, ନ ମିଳୁ ଗାଜା ଯୁଦ୍ଧ ଚାଲିବ: ଇସ୍ରାଏଲ୍ର ବୈଦେଶିକ ମନ୍ତ୍ରୀ
ଜେରୁଜେଲମ୍: ଆନ୍ତର୍ଜାତିକ ସମର୍ଥନ ମିଳୁ କି, ନ ମିଳୁ ଗାଜା ଷ୍ଟ୍ରିପ୍ରେ ଯୁଦ୍ଧ ବଳବତ୍ତର ରହିବ ବୋଲି ବୁଧବାର ଦିନ ଇସ୍ରାଏଲ୍ର ବୈଦେଶିକ ମନ୍ତ୍ରୀ ଏଲି କୋହେନ୍ କହିଛନ୍ତି।
ଇସ୍ରାଏଲ୍ର ବୈଦେଶିକ ମନ୍ତ୍ରାଳୟ ଜାରି କରିଥିବା ବିବୃତିରେ ଉଲ୍ଲେଖ ଅଛି ଯେ,…
୧୭ ବର୍ଷୀୟ ପାଳିତା ଝିଅ ନିଖୋଜ; ଶାଢ଼ିରେ ଫାଶୀ ଦେଇ ଜୀବନ ହାରିଲେ କଳାକାର ଦମ୍ପତି…
ଉଡୁପୀ: କର୍ଣ୍ଣାଟକର ଉଡୁପୀ ଜିଲ୍ଲା ଅନ୍ତର୍ଗତ କୌପ୍ ତାଲୁକ ଅଞ୍ଚଳର ମାଜୂର ଗାଁସ୍ଥିତ କରନଡାଡିରେ ଥିବା ବାସଭବନରୁ ୧୭ ବର୍ଷୀୟ ପାଳିତା ଝିଅ ନିଖୋଜ ହୋଇଯିବାରୁ ମଙ୍ଗଳବାର ରାତିରେ ଏକ କଳାକାର ଦମ୍ପତି ଆତ୍ମହତ୍ୟା କରିଛନ୍ତି।
ମଙ୍ଗଳବାର ରାତି ୧୧.୨୦ରୁ ୧୨.୩୦…
ଦୈହିକ ସମ୍ପର୍କ ଲାଗି ମନା କରିବାରୁ ‘ଲିଭ୍-ଇନ୍’ ପାର୍ଟନର୍ଙ୍କୁ କଇଁଚିରେ ଭୁସି ହତ୍ୟା କଲେ ଯୁବକ…
ଇନ୍ଦୋର: ଦୈହିକ ସମ୍ପର୍କ ଲାଗି ଅରାଜି ହେବାରୁ ୨୦ ବର୍ଷୀୟ ‘ଲିଭ୍-ଇନ୍’ ପାର୍ଟନର୍ଙ୍କୁ କଇଁଚିରେ ଭୁସି ହତ୍ୟା କରିଥିବା ଜଣେ ଯୁବକଙ୍କୁ ବୁଧବାର ଦିନ ଇନ୍ଦୋର୍ରୁ ଗିରଫ କରାଯାଇଥିବା କଥା ପୁଲିସ କହିଛି।
‘ଇନ୍ଷ୍ଟାଗ୍ରାମ୍’ରେ ବନ୍ଧୁତ୍ବ ନିବିଡ଼ ହେବା ପରେ…
‘ସେଲ୍ଫି’ ଉଠାଇଲା ବେଳେ ଆକ୍ରମଣ କଲା ସିଂହ; ଗୁରୁତର ଆହତ ହେଲେ ୨୦ ବର୍ଷିୟ ଯୁବକ
ଲାହୋର୍: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ସିଂହ ସହିତ ସେଲ୍ଫି ଉଠାଇବାକୁ ଉଦ୍ୟମ କରିଥିବା ଜଣେ ୨୦ ବର୍ଷିୟ ଯୁବକ ତା’ର ଆକ୍ରମଣରେ ସାଙ୍ଘାତିକ ଆହତ ହୋଇଥିବା କଥା ବୁଧବାର ଦିନ ପୁଲିସ କହିଛି।
ପୁଲିସ କହିଛି,ଲାହୋରରୁ ପ୍ରାୟ ୨୦୦ କିଲୋମିଟର୍ ଦୂର ସାର୍ଗୋଧା…