Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
୨୦୧୮ରୁ ଏଯାଏଁ ବିଦେଶରେ ୪୦୩ ଭାରତୀୟ ଛାତ୍ରଙ୍କ ମୃତ୍ୟୁ: କାନାଡ଼ାରେ ସର୍ବାଧିକ…
ନୂଆଦିଲ୍ଲୀ: ୨୦୧୮ ମସିହାରୁ ବର୍ତ୍ତମାନ ସୁଦ୍ଧା ୪୦୩ ଜଣ ଭାରତୀୟ ଛାତ୍ର ବିଦେଶରେ ମୃତ୍ୟୁବରଣ କରିଛନ୍ତି। ବିଦେଶରେ ମୃତ୍ୟୁବରଣ କରିଥିବା ଉକ୍ତ ଛାତ୍ରଙ୍କ ମଧ୍ୟରୁ କାନାଡ଼ାରେ ସର୍ବାଧିକ ୯୧ ଜଣଙ୍କର ମୃତ୍ୟୁ ହୋଇଛି। ଗୁରୁବାର ରାଜ୍ୟସଭାରେ କେନ୍ଦ୍ର ସରକାର ଏହି…
ସୁପ୍ରିମକୋର୍ଟଙ୍କ ଟିପ୍ପଣୀ: ବିଚାର ପୂର୍ବରୁ ଲୋକଙ୍କୁ ବହୁଦିନ ଜେଲ୍ରେ ରଖିପାରିବ ନାହିଁ…
ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ବିଶ୍ବର ଏକ ପ୍ରମୁଖ ମଦ କମ୍ପାନିର ସହାୟକ ସଂସ୍ଥା ପର୍ନଡ୍ ରିକାର୍ଡ ଇଣ୍ଡିଆର ଆଞ୍ଚଳିକ ସାଧାରଣ ପରିଚାଳକ ବିନୟ ବାବୁଙ୍କୁ ଜାମିନ ପ୍ରଦାନ କରିବା ସମୟରେ କହିଛନ୍ତି, ବିଚାରଣ…
ସବୁ ନିୟମ ଭାଙ୍ଗିଛି ସଦାଚାର କମିଟି
ନୂଆଦିଲ୍ଲୀ: ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଟିଏମ୍ସି ସାଂସଦ ମହୁଆ ମୈତ୍ରଙ୍କ ଲୋକସଭା ସଦସ୍ୟତା ରଦ୍ଦ ହୋଇଥିବାରୁ ଏହାର ପ୍ରତିବାଦରେ ସେ କଡ଼ା ପ୍ରତିକ୍ରିୟା ରଖିଛନ୍ତି ଏବଂ ସଂସଦକୁ କଙ୍ଗାରୁ କୋର୍ଟ ବୋଲି କହିଛନ୍ତି। ଲୋକସଭା ସଦାଚାର କମିଟିର ରିପୋର୍ଟ ଆଜି…
ମିଳିଲା ‘ଆନ୍ତର୍ଜାତିକ ସ୍ପେସ୍ ଷ୍ଟେସନ୍’ରେ ୮ ମାସ ହେବ ହଜି ଯାଇଥିବା ଟମାଟୋ
ନୂଆଦିଲ୍ଲୀ: ମହାକାଶରେ ଘୂରୁଥିବା ‘ଆନ୍ତର୍ଜାତିକ ସ୍ପେସ୍ ଷ୍ଟେସନ୍’ରେ ଦୀର୍ଘ ୮ ମାସ ହେବ ହଜିଯାଇଥିବା ଗୋଟାଏ ‘ଟମାଟୋ’ ବା ବିଲାତି ବାଇଗଣ ମିଳିଥିବା କଥା ବିଭିନ୍ନ ଆନ୍ତର୍ଜାତିକ ଗଣମାଧ୍ୟମ ରିପୋର୍ଟ…
ବଞ୍ଚିଥିବା ଯାଏଁ AIMIM ନେତା ବାଚସ୍ପତି ଥିଲେ ଶପଥ ନେବିନି: ବିଜେପି ବିଧାୟକ
ହାଇଦ୍ରାବାଦ : ଶପଥ ନେବେନି ତେଲଙ୍ଗାନାର ନବ ନିର୍ବାଚିତ ବିଜେପି ବିଧାୟକ ଟି ରାଜା ସିଂହ। ସେ ଶପଥ ଗ୍ରହଣ କରିବାକୁ ରୋକ୍ ଠୋକ୍ ମନା କରି ଦେଇଛନ୍ତି। ବଞ୍ଚିଥିବା ପର୍ଯ୍ୟନ୍ତ ଯଦି AIMIMର ଅକବରଉଦ୍ଦିନ…
ଲୋକସଭାରେ ଖାଲି ପଡ଼ିଲା ୧୭ଟି ଆସନ; କିନ୍ତୁ ଉପ-ନିର୍ବାଚନ ହେବନାହିଁ
ନୂଆଦିଲ୍ଲୀ: ସଦ୍ୟ ସମାପ୍ତ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ରାଜ୍ୟ ବିଧାନସଭା ନିର୍ବାଚନ ପରେ ଭାରତୀୟ ଜନତା ପାର୍ଟି (ବିଜେପି)ର...
Source
ସାଂସଦ ଦାନିସ ଅଲି ବିଏସପିରୁ ବିଦା
ନୂଆଦିଲ୍ଲୀ: ବିଏସପି ସୁପ୍ରିମୋ ମାୟାବତୀ ନିଜ ଦଳର ସାଂସଦ ଦାନିଶ ଅଲ୍ଲୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ବିଏସପି ପକ୍ଷରୁ ଜାରି ଏକ ବିବୃତିରେ ସେ କହିଛନ୍ତି…
ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଲାଲଦୁହୋମା…
ଶପଥ ନେଲେ ଲାଲଦୁହୋମା। ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଜୋରମ ପିପୁଲ୍ସ ମୁଭମେଣ୍ଟ ମୁଖ୍ୟ ଲାଲଦୁହୋମା ଆଜି ଶପଥ ନେଇଛନ୍ତି। ଦଳର ନବ ନିର୍ବାଚିତ ବିଧାୟକ ଭାନଲାଲୁରୁତା ମଧ୍ୟ ରାଜ ଭବନରେ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ…
ହସପିଟାଲ ଓ ଶିକ୍ଷାନୁଷ୍ଠାନରେ ଥରକେ ୫ ଲକ୍ଷ ପର୍ଯ୍ୟନ୍ତ କରିହେବ ୟୁପିଆଇ ପେମେଣ୍ଟ…
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଶୁକ୍ରବାର ଡାକ୍ତରଖାନା ଓ ଶିକ୍ଷାନୁଷ୍ଠାନଗୁଡ଼ିକ ପାଇଁ ୟୁପିଆଇ ଦେୟ ସୀମା ୧ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ଘୋଷଣା କରିଛି।
ଡିସେମ୍ବର ଦ୍ୱିମାସିକ ମୁଦ୍ରାନୀତି ଘୋଷଣା କରି ରିଜର୍ଭ ବ୍ୟାଙ୍କ…
ଗାନ୍ଧୀ ଓ ଆମ୍ବେଦକରଙ୍କ ଆତ୍ମା ଆଜି କାନ୍ଦୁଥିବ: ଦାନିଶ
ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରଙ୍କ ବିରୋଧରେ ’କ୍ୟାସ୍ ଫର୍ କ୍ୱେରି’ ଅଭିଯୋଗ ନେଇ ସଦାଚାର କମିଟି ରିପୋର୍ଟ ଆସିବା ପରେ ତାଙ୍କୁ ଲୋକସଭାରୁ ବହିଷ୍କାର କରାଯାଇଛି। ତେବେ ଏହାକୁ ନେଇ ବିଏସପି ସାଂସଦ ଦାନିଶ ଅଲିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି।…