Browsing Category

ଦେଶ

ମିଜୋରାମରେ ସରକାର ଗଢିବ ZPM, ହାରିଗଲେ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା

ବହୁମତ ମତ ସହ ମିଜୋରାମରେ ସରକାର ଗଢିବାକୁ ଯାଉଛି ଜୋରମ ପିପୁଲ୍ସ ମୁଭମେଣ୍ଟ(ZPM)। ଶାସକ ମିଜୋ ନ୍ୟାସନାଲ ଫ୍ରଣ୍ଟ(MNF)କୁ ଚକମା ଦେଇ ଏଥର ସରକାର ଗଢିବାକୁ ଯାଉଛି ଏହି ଆଞ୍ଚଳିକ ଦଳ। 40ଟି ଆସନ ବିଶିଷ୍ଟ ଏହି ବିଧାନସଭାରେ ମ୍ୟାଜିକ୍ ନଂ 21 ଥିବାବେଳେ ଏହାକୁ ହାସଲ କରିସାରିଛି ଜୋରମ…

ରାଘବଙ୍କ ନିଲମ୍ବନ ପ୍ରତ୍ୟାହାର କଲେ ରାଜ୍ୟସଭା ଅଧ୍ୟକ୍ଷ…

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି(ଆପ୍)ର ସାଂସଦ ରାଘବ ଚଢ଼ାଙ୍କ ନିଲମ୍ବନକୁ ପ୍ରତ୍ୟାହାର କଲେ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖର। ୧୧୫ଦିନ ପରେ ଆଜି ରାଘବଙ୍କ ନିଲମ୍ବନ ପ୍ରତ୍ୟାହାର କରାଯାଇଛି। ଆପ୍‌ ସାଂସଦ ରାଘବ ଚଢ଼ାଙ୍କୁ ରାଜ୍ୟସଭାରୁ ଗତ ଅଗଷ୍ଟ ୧୧ ତାରିଖରେ ଅନିର୍ଦ୍ଦିଷ୍ଟ କାଳ…

ପରାଜୟର ରାଗ ସଂସଦରେ ବାହାର କର ନାହିଁ: ପ୍ରଧାନମନ୍ତ୍ରୀ ମୋଦି

ପରାଜୟର ରାଗ ସଂସଦରେ ପ୍ରକାଶ କରନାହିଁ। ସଂସଦକୁ ସକରାତ୍ମକ ମନଭାବନା ନେଇ ଆସନ୍ତୁ। ଗଣତନ୍ତ୍ରର ମନ୍ଦିରକୁ ରାଜନୀତିର ପ୍ଲାଟଫର୍ମରେ ପରିଣତ କରନ୍ତୁ ନାହିଁ।' ଆଜି ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିରୋଧୀଙ୍କୁ କଟାକ୍ଷ କରି ଏଭଳି କିଛି ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ…

କ୍ରାଶ ହେଲା ବାୟୁସେନା ବିମାନ, ୨ ପାଇଲଟ୍‌ ମୃତ…

କ୍ରାଶ ହେଲା ବାୟୁସେନା ବିମାନ। ତେଲେଙ୍ଗାନାରେ ବାୟୁସେନାର ଏକ ପ୍ରଶିକ୍ଷଣ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଦୁଇ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ, ତେଲେଙ୍ଗାନାର ଡିଣ୍ଡିଗୁଲ ସ୍ଥିତ ବାୟୁସେନା ଏକାଡେମିରେ ଟ୍ରେନିଂ ବେଳେ ବିମାନ ପିସି-୭…

କାମ କରିବା ଆରମ୍ଭ କଲା ସୋଲାର ମିସନ୍ ଆଦିତ୍ୟ L-1

ବେଙ୍ଗାଲୁରୁ ୩।୧୨: ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ)ଙ୍କ ସୋଲାର ମିସନ ଆଦିତ୍ୟ ଏଲ-୧ ନିଜର କାମ କରିବା ଆରମ୍ଭ କରିଦେଇଛି। ଏଥିରେ ଆଦିତ୍ୟ ଏଲ-୧ ସୌର ବାୟୁର ଅବଲୋକନ କରିବା ଆରମ୍ଭ କରିଛି। ଇସ୍ରୋ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ଉପଗ୍ରହରେ ମହଜୁଦ ଆଦିତ୍ୟ…

ଏହି ବିଜୟ ୨୦୨୪ ର ବିଜୟକୁ ସୁନିଶ୍ଚିତ କରିଛି : ମୋଦୀ…

ନୂଆଦିଲ୍ଲୀ: ରାଜନୈତିକ ଦୃଷ୍ଟିକୋଣରୁ ଦେଶର ତୃତୀୟ ମହତ୍ତ୍ବପୂର୍ଣ୍ଣ ରାଜ୍ୟ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିପୁଳ ବିଜୟ ପରେ ଦିଲ୍ଲୀସ୍ଥିତ ମୁଖ୍ୟାଳୟରେ ବିଜୟ ଉତ୍ସବ ପାଳନ କରିଛି ବିଜେପି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଏହି ବିଜୟ ଏକ ଐତିହାସିକ…

ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ

ରାଜସ୍ଥାନରେ ବିଜେପି ସରକାର ଗଠନ କରିବାକୁ ଯାଉଛି। କଂଗ୍ରେସକୁ ଗାଦିଚ୍ୟୁତ କରି ବିଜେପି ଦମଦାର ଢଙ୍ଗରେ କ୍ଷମତା ଦଖଲ କରିଛି। ରାଜସ୍ଥାନର ୧୯୯ ବିଧାନସଭା ଆସନରୁ ବିଜେପି ୧୧୬ଟିରେ ଜିତିଥିବା ବେଳେ କଂଗ୍ରେସ ୬୮ ଓ ଅନ୍ୟାନ୍ୟ ଦଳ ୧୫ଟି ଆସନ କବାଜ କରିଛନ୍ତି। କଂଗ୍ରେସ ଶୋଚନୀୟ ଭାବେ…

ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଓ କଂଗ୍ରେସ ସଭାପତିଙ୍କୁ ହରାଇଲେ ବିଜେପି ପ୍ରାର୍ଥୀ

ଭାରତ ରାଷ୍ଟ୍ର ସମିତି (ବିଆରଏସ୍‌) ମୁଖ୍ୟ ତଥା ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଓ ତେଲଙ୍ଗାନା କଂଗ୍ରେସ ସଭାପତି ତଥା ମୁଖ୍ୟମନ୍ତ୍ରୀ ଆଶାୟୀ ରେବନ୍ଥ ରେଡ୍ଡୀଙ୍କୁ ଲାଗିଛି ବଡ଼ ଝଟକା। ଉଭୟଙ୍କୁ ପରାସ୍ତ କରିଛନ୍ତି ବିଜେପି ପ୍ରାର୍ଥୀ କଟପଲ୍ଲୀ ଭେଙ୍କଟରମଣ ରେଡ୍ଡୀ। …

ରାଜ୍ୟପାଳଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଲେ ମୁଖ୍ୟମନ୍ତ୍ରୀ କେସିଆର

ତେଲେଙ୍ଗାନାରେ କଂଗ୍ରେସର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି କେ ଚନ୍ଦ୍ରଶେଖର ରାଓ ବା କେସିଆର। ସେ ନିଜର ଇସ୍ତଫାପତ୍ର ରାଜ୍ୟପାଳ ତାମିଲିସାଇ ସୌନ୍ଦରାଜନଙ୍କ ପାଖକୁ ପଠାଇ ଦେଇଛନ୍ତି। ୨୦୧୪ରୁ କେସିଆର ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବେ କାମ କରି ଆସୁଥିଲେ। ଏଥର ସେ…

ହାରିଗଲେ କେନ୍ଦ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେ…

ମଧ୍ୟ ପ୍ରଦେଶରେ ବିଜେପିର ବିଜୟ ନିଶ୍ଚିତ ହୋଇସାରିଛି। ୨୩୦ଟି ଆସନରୁ ଦଳ ୮୦ଟିରେ ଜିତି ସାରିଥିବା ବେଳେ ୮୨ଟିରେ ଆଗୁଆ ରହିଛି। ଅନ୍ୟପକ୍ଷରେ କଂଗ୍ରେସ ୨୧ଟି ଆସନରେ ଜିତିଥିବା ବେଳେ ୪୬ଟି ଆସନରେ ଆଗୁଆ ରହିଛି। ଅନ୍ୟାନ୍ୟ ଦଳ ଗୋଟିଏ ଆସନରେ ବିଜୟୀ ହୋଇଛନ୍ତି। ରାଜ୍ୟରେ ଦଳ ଏକ ବଡ଼…