Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ମାନବୀୟ ସହାୟତା ଜାରି ରଖିବୁ
ନୂଆଦିଲ୍ଲୀ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପାଲେଷ୍ଟାଇନ ରାଷ୍ଟ୍ରପତି ମହମୂଦ ଅବ୍ବାସଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ସେ ଗାଜାର ଅଲ-ଅହଲି ହସ୍ପିଟାଲରେ ବିସ୍ଫୋରଣରେ ପ୍ରାଣ ହରାଇଥିବା…
ରଘୁବର ଦାସ ହେବେ ଓଡ଼ିଶାର ରାଜ୍ୟପାଳ
ନୂଆଦିଲ୍ଲୀ : ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ। ସେ ଓଡ଼ିଶାର ରାଜ୍ୟପାଳ ହେବେ। ତାଙ୍କୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପଦରେ ନିଯୁକ୍ତ କରିଛନ୍ତି।
ଏବେ ଓଡ଼ିଶାର ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ କାର୍ଯ୍ୟ…
ବଢ଼ିଲା ଆପ୍ ନେତା ସତ୍ୟେନ୍ଦ୍ର ଜୈନ୍ଙ୍କ ଜାମିନ ଅବଧି
ନୂଆଦିଲ୍ଲୀ : ବଢ଼ିଲା ଆପ୍ ନେତା ତଥା ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଅବଧି। ସୁପ୍ରିମକୋର୍ଟ ସତ୍ୟେନ୍ଦ୍ର ଜୈନଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ନଭେମ୍ବର ୬ ଯାଏ ବୃଦ୍ଧି କରିଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଓ ତାଙ୍କ ମେଡିକାଲ…
ନେତାନ୍ୟାହୁଙ୍କୁ ଭେଟିଲେ ବାଇଡେନ…
ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଘମାଘୋଟ ଯୁଦ୍ଧ ମଧ୍ୟରେ ଆଜି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ତେଲ ଅଭିଭରେ ପହଞ୍ଚିଛନ୍ତି। ତାଙ୍କୁ ଏୟାରପୋର୍ଟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ୱାଗତ କରିବା ସହ ଯୁଦ୍ଧ ସମ୍ପର୍କରେ ବିସ୍ତୃତ ତଥ୍ୟ…
ଆଜମ ଖାନ୍ଙ୍କ ସମେତ ପତ୍ନୀ ଓ ପୁଅକୁ ୭ ବର୍ଷ ଜେଲ ଦଣ୍ଡାଦେଶ…
ଜେଲ୍ ଗଲେ ସମାଜବାଦୀ ପାର୍ଟି ନେତା ତଥା ପୂର୍ବତନ ମନ୍ତ୍ରୀ ଆଜମ ଖାନ୍ଙ୍କ ପୂରା ପରିବାର। ନକଲି ଜନ୍ମ ପ୍ରମାଣପତ୍ର ମାମଲାରେ ଆଜମ ଖାନ୍ଙ୍କ ପୂରା ପରିବାର ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଆଜମ ଖାନଙ୍କ ସମେତ ତାଙ୍କ ପୁଅ ଅବଦୁଲ୍ଲା ଆଜମ ଓ ପତ୍ନୀ ତଞ୍ଜିମ ଫାତିମା…
ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ବିଜେପି ଜାରି କଲା ୧୨ ପ୍ରାର୍ଥୀଙ୍କ ତାଲିକା
ଆଇଜଲ: ପାଖେଇ ଆସୁଛି ନିର୍ବାଚନ ତାରିଖ। ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ବୁଧବାର ବିଜେପି ୧୨ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଏହାର କିଛି ସମୟ ପରେ ଦଳ ଛଅଟି ଆସନ ପାଇଁ ଦ୍ୱିତୀୟ ତାଲିକା ମଧ୍ୟ ପ୍ରକାଶ କରିଛି। ମିଜୋରାମର ସମସ୍ତ ୪୦ଟି ବିଧାନସଭା…
୧୫ ବର୍ଷ ପରେ ସାମ୍ବାଦିକ ସୌମ୍ୟାଙ୍କ ହତ୍ୟା ଘଟଣାରେ ଆସିଲା ରାୟ, ୫ ଦୋଷୀ ସାବ୍ୟସ୍ତ…
ବହୁ ଚର୍ଚ୍ଚିତ ୨୦୦୮ ମସିହା ସାମ୍ବାଦିକ ସୌମ୍ୟା ବିଶ୍ୱନାଥନଙ୍କ ହତ୍ୟା ଘଟଣାରେ ଆଜି ଦିଲ୍ଲୀର ଗୋଟିଏ କୋର୍ଟ ରାୟ ପ୍ରକାଶ କରିଛନ୍ତି। ସୌମ୍ୟାଙ୍କୁ ଗୁଳି କରି ହତ୍ୟା କରିବା ଘଟଣାରେ ଗିରଫ ୫ ଜଣଙ୍କୁ ଆଜି ଦିଲ୍ଲୀର ସାକେତ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି।…
ଜଷ୍ଟିସ୍ ଏସ୍ ମୁରଲୀଧର ସୁପ୍ରିମକୋର୍ଟରେ ଓକିଲାତି କରିବେ; ମିଳିିଲା ବରିଷ୍ଠ ଆଇନଜୀବୀ ଗାଉନ୍
ନୂଆଦିଲ୍ଲୀ: ନିକଟରେ ଚାକିରିରୁ ଅବସର ନେଇଥିବା ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଡକ୍ଟର ଏସ୍ ମୁରଲୀଧର ସୁପ୍ରିମକୋର୍ଟରେ ଓକିଲାତି କରିବେ। ଅକ୍ଟୋବର ୧୬ ତାରିଖରେ ସୁପ୍ରିମକୋର୍ଟ ତାଙ୍କୁ ବରିଷ୍ଠ ଆଇନଜୀବୀ ଭାବେ ମନୋନୀତ କରିଥିଲେ।
ଅକ୍ଟୋବର ୧୬…
ନିଜ ମୃତ୍ୟୁର ୨୦ ବର୍ଷ ପରେ ଧରା ପଡ଼ିଲେ ହତ୍ୟା ଅଭିଯୁକ୍ତ
ମୃତ୍ୟୁର ୨୦ ବର୍ଷ ପରେ ଧରା ପଡ଼ିଲେ ହତ୍ୟା ଅଭିଯୁକ୍ତ। ଫିଲ୍ମ ଷ୍ଟାଇଲ୍ରେ ନିଜର ନକଲି ମୃତ୍ୟୁକୁ ଦେଇଥିଲେ ରୂପ। ପୁଲିସକୁ ଚମ୍କା ଦେଇ ହୋଇଯାଇଥିଲେ ଫେରାରା। ନାଁ ବଦଳାଇ ନୂଆ ସ୍ଥାନରେ ରହୁଥିଲେ। ଏବେ…
ନିର୍ବାଚନ ପୂର୍ବରୁ ତେଲେଙ୍ଗାନାରେ ୧୦୦ କୋଟିରୁ ଅଧିକ ଟଙ୍କା ଜବତ
ନିର୍ବାଚନ ପୂର୍ବରୁ ତେଲେଙ୍ଗାନାରେ ୧୦୦ କୋଟିରୁ ଅଧିକ ଟଙ୍କା ଜବତ ହୋଇଛି। ତାରିଖ ଘୋଷଣା ହେବାର ମାତ୍ର ୮ ଦିନ ମଧ୍ୟରେ ଏତେ ପରିମାଣର ଟଙ୍କା, ସୁନା ଓ ମଦ ଜବତ ହେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଆସନ୍ତା…